ଘୁଞ୍ଚିଲା ଦ୍ୱାଦଶ ପରୀକ୍ଷା । ବ୍ରଜରାଜନଗର ଉପନିର୍ବାଚନ ପାଇଁ ପରୀକ୍ଷା ଘୁଞ୍ଚିଥିବା ନେଇ ସୂଚନା...
ସୋସିଆଲ ମିଡିଆରେ ଅନୁଭବ-ବର୍ଷା ବିବାଦ : ସିରିଜ୍ ଟ୍ୱିଟ୍ କରି କେନ୍ଦ୍ରାପଡ଼ା ସାଂସଦଙ୍କ ଉପରେ ବର୍ଷିଲେ ସମର୍ଥକ
ହଷ୍ଟେଲ ଛାତରୁ ଖସି ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ବାଲେଶ୍ୱଲ ସଦର ପୋଲିସର ଏକ ଟିମ୍ ଘଟଣାସ୍ଥଳକୁ ଯାଇ ତନାଘନା କରିଛି ।
ବିବାଦରେ ଓଲିଉଡ୍ର ଲୋକପ୍ରିୟ ଗାୟକ ହ୍ୟୁମାନ ସାଗର। ସଂଗୀତକାର ଜାପାନୀ ଅଭିଯୋଗ କରିଛନ୍ତି ଯେ, ପ୍ରଭୁ ଜଗନ୍ନାଥଙ୍କ ଭଜନ ଗାଇବାକୁ ସେ ତାଙ୍କୁ ବାରମ୍ବାର ନିବେଦନ କରିଥିଲେ ବି ସେ ତାକୁ ପ୍ରତ୍ୟାଖାନ କରୁଛନ୍ତି।
ପୁଣି ଅଡୁଆରେ ଚିଲିକା ବିଧାୟକ । ଜାମିନ ଆବେଦନ ଖାରଜ ହେବାରୁ ପୁଣି ଜେଲ ଯାଇପାରନ୍ତି ପ୍ରଶାନ୍ତ ଜଗଦ୍ଦେବ ।
ପ୍ରେମ କଲେ। ଥାନାରେ ବାହା ହେଲେ। ମାଡାମ ଆଶୀର୍ବାଦ କଲେ।
ଗତ ୧୮ ତାରିଖରେ ତାଙ୍କରି ନାଁରେ ଥିବା ଏକ ଫେସବୁକ ପେଜରେ ସାଂସଦ ଅନୁଭବ ମହାନ୍ତି ଏହି ଲମ୍ବା ଭିଡିଓଟି ଛାଡ଼ିଥିଲେ। ଯାହାର ଅବଧି ଥିଲା ଅଧଘଣ୍ଟାରୁ ଅଧିକ ସମୟ। ଏହାକୁ ନେଇ ଗତକାଲି ଦିନ ସାରା ନାନା ମହଲରେ ପ୍ରବଳ ଚର୍ଚ୍ଚା ହୋଇଥିଲା।
ବଢ଼ିଲା ସୁନା ଦର । ଗତ କିଛି ଦିନ ହେଲାଣି ସାରାଦେଶରେ ଲାଗାତାର ଭାବେ ସୁନା ଓ ରୂପା ଦର ପରିବର୍ତ୍ତନ ଘଟୁଥିବାବେଳେ ଆଜି ଦରରେ ବୃଦ୍ଧି ଘଟିଛି ।
ବ୍ରଜରାଜନଗରରେ ୩ ଜଣ ପ୍ରାର୍ଥୀ ଓହରିବା ପରେ ଏବେ ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି
ପଶୁ ଓ ମଣିଷ ମଧ୍ୟରେ ଅନାବିଳ ସମ୍ପର୍କ । ନିଆରା ବନ୍ଧନରେ ବାନ୍ଧି ହୋଇଛନ୍ତି ମହେନ୍ଦ୍ର ଓ ଜଙ୍ଗଲୀ ବାରହା ।
ଟମାଟୋ ଫ୍ଲୁକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶାକୁ କୌଣସି ଆଡ଼ଭାଇଜାରି ଆସିନି କିମ୍ବା ସର୍ଭେଲାନ୍ସ କରିବାକୁ ଆଲର୍ଟ ବି ଜାରି କରାଯାଇନି। ତେଣୁ ବର୍ତ୍ତମାନ କୌଣସି ଆତଙ୍କିତ ହେବାର ନାହିଁ।
ମୂତ୍ରାଶୟରୁ ବାହାରିଲା ୧୨ ଶହ ଗ୍ରାମର ଏକ ପଥର। ବିଭିନ୍ନ ପ୍ରକାର ଔଷଧ ସେବନ ପରେ ମଧ୍ୟ ସେ ସୁସ୍ଥ ହୋଇନଥିଲେ। ଶେଷରେ ସେ ଡାକ୍ତରଙ୍କ ପରାମର୍ଶ ନେଇଥିଲେ।
ସମସ୍ତ ରୀତିନୀତି ଓ କୂଳ କୁଟୁମ୍ବଙ୍କ ଉପସ୍ଥିତିରେ ଜଣେ ବ୍ୟକ୍ତି ନିଜ ପତ୍ନୀଙ୍କୁ ଦ୍ୱିତୀୟ ଥର ପାଇଁ ବିବାହ କରିଛନ୍ତି ।
କାଇପଦର-ଧଉଳିମୁହଁ ମଧ୍ୟବର୍ତ୍ତୀ ରେଳ ଧାରଣା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁ ପୂର୍ବରୁ ଯୁବକ ଜଣକ କରିଥିବା ଏକ ଭିଡିଓ ଏବେ ଭାଇରାଲ୍ ହୋଇଛି।
ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ କରୁଛି । ଏଥିରେ କାହାର କିଛି କ୍ଷତି ହୋଇନାହିଁ ।
ବିନା ମାଟିରେ ଲାଗିଛି ଏସବୁ ଗଛ। କେବଳ ପାଣିରେ ବଞ୍ଚିଛି। ରଜନୀଗନ୍ଧା, ଗେଣ୍ଡୁ, ଜାରବେରା ଓ ପିଟୁନିଆ ଏଭଳି ସୁନ୍ଦର ସୁନ୍ଦର ଫୁଲ ଗଛରେ ଫୁଟିଛି। Hydroponics ଉପାୟରେ ଏଭଳି କିଛି କରି ଦେଖାଇଛନ୍ତି କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର।
ବାଂଶପାଣୀ-ଜୁରୁଡ଼ି ରେଳପଥର ୪୦୪ ନମ୍ବର ପିଲାର ନିକଟରେ ଏକ ମାଲବାହୀ ଟ୍ରେନ ହାତୀପଲକୁ ଧକ୍କା ଦେଇଥିଲା ।
୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି ।
ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣ ପକ୍ଷ। ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ।
ଘରୁ ଚୋରି ହେଲା ବୋଲି ଶିକ୍ଷକ ଦମ୍ପତ୍ତି ପୋଲିସ ପାଖକୁ ନଯାଇ ଘର ଆଗରେ ପୂଜାପାଠ କରୁଛନ୍ତି । ଆଉ ତାଙ୍କ ମନରେ ବିଶ୍ୱାସ ଅଛି ଏମିତି ପୂଜା ପାଠ କଲେ ଚୋର ଧରାପଡ଼ିବ ।
ହଠାତ୍ ସପିଂ ମଲ୍ ଭିତରେ ଦେଖିବାକୁ ମିଳିଥିଲା ସେହି ଅନାଥ ପିଲାଙ୍କୁ । ମଲ୍ ଭିତରେ ମନଖୋଲି ବୁଲୁଥିଲେ ସେହି କୁନି କୁନି ପିଲା ।
ପ୍ରେମିକାର ମନଲାଖି ଗିଫ୍ଟ ପ୍ରେମିକ ସମୀର ଉପହାର ଦେଉଥିଲେ । କେତେବେଳେ ମୋବାଇଲ ତ ପୁଣି କେତେବେଳେ ଅଳଙ୍କାର ।
କେବେ ଓ କାହିଁକି ହୁଏ ଚନ୍ଦନ ଯାତ୍ରା ? କେଉଁ ଠାକୁରମାନେ କରନ୍ତି ଜଳକ୍ରୀଡ଼ା? କେବେଠାରୁ ହୋଇ ଆସୁଛି ମହାପ୍ରଭୁଙ୍କ ଏହି ନିଆରା ଯାତ୍ରା ଜାଣିବା ପାଇଁ ପଢନ୍ତୁ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବେଂଚ ପ୍ରତିଷ୍ଠା ପାଇଁ ସ୍ୱୀକୃତି ନଦେବାକୁ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ବାର୍ ପକ୍ଷରୁ ଅନୁରୋଧ କରାଯିବା ନେଇ ନିଷ୍ପତ୍ତି ହୋଇଛି ।