• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

HC Bench
ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠାକୁ କାହିଁକି ବିରୋଧ ?

ବେଂଚ ପ୍ରତିଷ୍ଠା ପାଇଁ ସ୍ୱୀକୃତି ନଦେବାକୁ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ବାର୍ ପକ୍ଷରୁ ଅନୁରୋଧ କରାଯିବା ନେଇ ନିଷ୍ପତ୍ତି ହୋଇଛି ।

anubhav
ଭିଡିଓ ପୋଷ୍ଟ କରି ମନର ଦୁଃଖ ଓ ହତାଶା ଭାବକୁ ଜାହିର କଲେ କି ଅନୁଭବ !

ଅନୁଭବଙ୍କ ଏ ଭିଡିଓ ପୋଷ୍ଟ ନେଇ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପ୍ରତିକ୍ରିୟା କଣ ଜାଣିବାକୁ ଚେଷ୍ଟା କରିଥିଲେ ବି ତାହା ସମ୍ଭବ ହୋଇପାରିନଥିଲା ।

electic bill
TATA POWERର ସାଂଘାତିକ ଧୋକାବାଜି ! ବିଲ୍‌ରେ କାରସାଦି କରି କୋଟି କୋଟି ଲୁଟ୍

ବିଲ୍‌ ଦେଖିଲେ ଜଣାପଡ଼ୁଛି କେମିତି ଚାଲିଛି କାରସାଦି । ଅଧିକାଂଶ ଉପଭୋକ୍ତାଙ୍କୁ ୩୦ ଦିନ ବଦଳରେ ୨୫ରୁ ୨୭ ଦିନର ବିଲ୍ ଦିଆଯାଉଛି । ଫଳରେ ବର୍ଷକୁ ୧୨ଟି ବଦଳରେ ୧୩ରୁ ୧୪ଟି ବିଲ୍ ଆସୁଛି ।

Target ASI for ancient heritage
ପ୍ରାଚୀନ ଐତିହ୍ୟକୁ ନେଇ ଏଏସ୍ଆଇକୁ ଟାର୍ଗେଟ୍

ଶେଷରେ ଚେତିଲା ଏଏସ୍ଆଇ। ଉଦ୍ଧାର ହେଲା ପରିତ୍ୟକ୍ତ ଅବସ୍ଥାରେ ମାଟିରେ ଲୋଟିଥିବା ପ୍ରାଚୀନ ଐତିହ୍ୟ। ଏମାର ମଠ ଖନନ ସ୍ଥାନରୁ ମିଳିଛି ଗଙ୍ଗ ରାଜୁତି ସମୟର କାରୁକାର୍ଯ୍ୟ ପୂର୍ଣ୍ଣ ଦୁଇଟି ସିଂହ ମୂର୍ତ୍ତି।

  • Thursday, 19 May 2022
Special Story
ରାଜଧାନୀରେ ଆଉ ଏକ ମର୍ଡର ମିଷ୍ଟ୍ରି । ହତ୍ୟା ନା ଆତ୍ମହତ୍ୟା ?

ଯୁବ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରାଜଧାନୀରେ ହଇଚଇ

Minister Jyoti Prakash Panigrahi
ପର୍ଯ୍ୟଟନ ମନ୍ତ୍ରୀ ସଫା କଲେ ସ୍କୁଲ ଟଏଲେଟ୍

ଗତ ୬ ମାସ ତଳେ ଏହି ସ୍କୁଲଟିକୁ ମଡେଲ ସ୍କୁଲ ଭାବେ ନୂଆ କରି ତିଆରି ହୋଇଥିଲା l

Cuttack Chandi mandir
କଟକ ଚଣ୍ଡୀ ମନ୍ଦିର ପାଇଁ ୭୦ କୋଟି

ଚଣ୍ଡୀ ମନ୍ଦିର ସାମ୍ନା ରାସ୍ତା ଡାଇଭର୍ଟ କରାଯିବ । ଏହାସହ ମନ୍ଦିର ଚଟାଣ ଉଚ୍ଚ ହେବ ।

Video Chatting
ଚତୁର୍ଥୀ ରାତିରେ ନ୍ୟୁଡ୍‌ ଭିଡିଓ କଲ୍‌ ମାମଲା, ନନ୍ଦିନୀଙ୍କ ନାଁରେ ଲାଗିଲା ୪୨୦ ଦଫା

ଖାଲି ଏତିକି ନୁହେଁ, ଲିଙ୍ଗରାଜ ଥାନାରେ ବି ରୁଜୁ ହୋଇଛି ନନ୍ଦିନୀଙ୍କ ନାଁରେ ମାମଲା ।

anubhab
ମିଡିଆ ଉପରେ ଖପ୍ପା ଅନୁଭବ : ମିଛ ଖବର ପ୍ରସାରଣ କରୁଥିବା ଅଭିଯୋଗ କରି ଦେଲେ ଅଭିଶାପ

ଭିଡିଓ ସେୟାର କରି ମିଡିଆ ଉପରେ ବର୍ଷିଲେ ଅନୁଭବ ମହାନ୍ତି ।

Amit Rohidas
ଓଡ଼ିଶାର ଅମିତ ରୋହିଦାସ ଭାରତୀୟ ହକି ଦଳର ଅଧିନାୟକ

ରୋହିଦାସଙ୍କ ସହ ଓଡ଼ିଶାର ଶିଳାନନ୍ଦ ଲାକ୍ରା ବି ଦଳରେ ସାମିଲ ହୋଇଛନ୍ତି ।

Aparajita Sarangi
ପ୍ରାଚୀ ନଦୀର ପୁନରୁଦ୍ଧାର ପାଇଁ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା

୭୮ କିଲୋମିଟର ଦୀର୍ଘ ପ୍ରାଚୀ ନଦୀ, ଖୋର୍ଦ୍ଧା-କଟକ-ପୁରୀ ଜିଲ୍ଲାର ୬ଟି ବ୍ଲକ ବାଲିଅନ୍ତା, ବାରଙ୍ଗ, କଣ୍ଟାପଡା, ନିଆଳି, କାକଟପୁର ଏବଂ ଅସ୍ତରଙ୍ଗ ଦେଇ ଯାଇଛି ।

 Barabati Stadium To Host T20I Against South Africa
ପୂର୍ଣ୍ଣ ଦର୍ଶକୀୟ କ୍ଷମତାରେ ହେବ ବାରବାଟୀ T-20 ମ୍ୟାଚ୍, BCCI ଦେଲା ଅନୁମତି

ବାରବାଟୀର ହେବ ନବକଳେବର । ଏଥିପାଇଁ ଅଣ୍ଟା ଭିଡ଼ିଛି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) । ଆସନ୍ତା ଜୁନ୍ ୧୨ତାରିଖରେ ଏଠାରେ ଆୟୋଜିତ ହେବାକୁ ଥିବା ଏହି ଟି -୨୦ ମୁକାବିଲା ପୂର୍ବରୁ ସମସ୍ତ କାମକୁ ଶେଷ କରିବା ପାଇଁ ଲକ୍ଷ୍ୟ ରଖିଛି ଓସିଏ ।

Lion Sculpture
ଦୁଇ ଦିନ ପରେ, ୨ ସିଂହମୂର୍ତ୍ତିକୁ ASI କଲା ସ୍ଥାନାନ୍ତର

ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ନେଇ ଆସୁଥିବା ବିବାଦ ଦିନକୁ ଦିନ ନୂଆମୋଡ଼ ନେଉଛି । ପରିକ୍ରମା ପ୍ରକଳ୍ପ ପାଇଁ ଖନନ ବେଳେ ମାଟିତଳୁ ସିଂହମୂର୍ତ୍ତି ମିଳିବା ପରେ ଏହାକୁ ଏବେ ସ୍ଥାନାନ୍ତର କରାଯାଇଛି ।

self immolation
ଥାନା ଆଗରେ କିରୋସିନ୍‌ ଢ଼ାଳି ମହିଳାଙ୍କ ଆତ୍ମାହୂତି ଉଦ୍ୟମ

ପୋଲିସ କାର୍ଯ୍ୟନୁଷ୍ଠାନ ନେଉ ନଥିବାରୁ ଥାନା ଆଗରେ କିରାସିନ ଢାଳି ଆତ୍ମାହୂତି ଉଦ୍ୟମ କଲେ ମହିଳା।

Anubhav Mohanty Shares New Video On Social Media
‘ଭଲ ପାଇ ଭୁଲ୍‌ କଲି, ନ୍ୟାୟକୁ ଅପେକ୍ଷା କରିବାଠୁ ବରଂ ‍ଭଲ ମୃତ୍ୟୁକୁ ଆପଣାଇ ନେବା; କିନ୍ତୁ ମୁଁ କେବେବି...’

ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ସହ ବିବାହ ବିଚ୍ଛେଦ ମାମଲାକୁ ନେଇ ଚର୍ଚ୍ଚାରେ ଥିବା ସାଂସଦ ଅନୁଭବ ମହାନ୍ତିଙ୍କୁ ନେଇ ପୁଣି ଚର୍ଚ୍ଚା। ସୋସିଆଲ ମିଡିଆରେ ଅନୁଭବ ଏବେ ଏମିତି ଏକ ଭିଡିଓ ଶେଆର କରିଛନ୍ତି ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

Rathayatra 2022
ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାରେ ଲାଗିବ ଶ୍ରଦ୍ଧାଳୁଙ୍କ ଭିଡ଼

ଭକ୍ତଙ୍କ ଗ୍ରହଣରେ ହେବ ସ୍ନାନଯାତ୍ରା ଓ ରଥଯାତ୍ରା । ଆଜି ଦଇତାପତି ନିଯୋଗ ଓ ଅନ୍ୟ ସେବାୟତ ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି ।

Odisha HighCourt
ହାଇକୋର୍ଟ ବେଞ୍ଚ ଗଠନକୁ ବାର୍‌ ଆସୋସିଏସନ୍‌ର ବିରୋଧ

ମୁଖ୍ୟ ବିଚାରପତି ହାଇକୋର୍ଟ ବେଞ୍ଚ ଗଠନକୁ ନିଜର ସ୍ୱୀକୃତି ନଦେବାକୁ ଏକ ସ୍ମାରକପତ୍ର କମିଟି ପ୍ରସ୍ତୁତ ହେବ । ଏନେଇ ଗତକାଲି ହାଇକୋର୍ଟ ବାର୍ ସାଧାରଣ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

Groom Rides Cycle During His Marriage Procession
ନା ଥିଲା ଦାମୀ କାର୍‌, ନା ଫୁଲରେ ସଜ୍ଜା ହୋଇଥିଲା ଗାଡ଼ି...ସାଇକେଲ୍‌ ଚଢ଼ି ବାହା ହେବାକୁ ଗଲେ ବର

ନା ଥିଲା ଦାମୀ କାର୍‌, ନା ଫୁଲରେ ସଜ୍ଜା ହୋଇଥିଲା ଗାଡ଼ି...ବରଂ ସାଇକେଲ୍‌ ଚଢି ବର ବେଶରେ ବରଯାତ୍ରୀ ଧରି ବିବାହ ମଣ୍ଡପକୁ ଯାଇଥିଲେ ଏହି ଯୁବକ।

killing husband
ରାଗ ବ୍ରହ୍ମ ଚଣ୍ତାଳ, ସ୍ୱାମୀକୁ କାଠ ଫାଳିଆରେ ପିଟିପିଟି ମାରିଦେଲା ସ୍ତ୍ରୀ

ସାମାନ୍ୟ କଥାକୁ ନେଇ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ କଳହ ଦେଖା ଦେଇଥିଲେ । ଆଉ ତା’ପରେ ସାତ ଜନମର ସାଥୀକୁ କାଠ ଫାଳିଆରେ ପିଟି ମାରିଦେଲା ସ୍ତ୍ରୀ।

Ganjam wonder kid makes his way into record books
ରେକର୍ଡ ବୁକ୍‌ରେ ନିଜ ନାଁ ଲିପିବଦ୍ଧ କଲେ ଅଢ଼େଇ ବର୍ଷର ବିସ୍ମୟ ବାଳକ

ଯାହା ପଚାରିଲେ କୁନି ମୁହଁରୁ ଫଟାଫଟ ବାହାରୁଛି ଉତ୍ତର। ଯେଉଁ ବୟସରେ ପିଲାଙ୍କ ପାଟି ଭଲ କରି ଖୋଲି ନଥାଏ, ସେହି ବୟସରେ ସେ ଅନର୍ଗଳ ଭାବେ ଇଂରାଜୀ ଶବ୍ଦର ବିପରୀତ ଶବ୍ଦ କହୁଛନ୍ତି । 

Youth found half-burnt on Bhubaneswar Sikharchandi hill, dies
ଅନ୍ଧାର ରାତିରେ ଶିଖରଚଣ୍ଡୀ ପାହାଡ଼ ତଳୁ ମିଳିଲା ଯୁବକଙ୍କ ମୃତଦେହ, ଘଟଣାସ୍ଥଳରୁ ବାଇକ୍‌ ଜବତ

ଶିଖରଚଣ୍ଡୀ ପାହାଡ଼ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରୁ ଏକ ବାଇକ୍‌ ମିଳିଛି। ହତ୍ୟା ପରେ ମୃତଦେହକୁ ଜାଳି ଦେବାକୁ ଉଦ୍ୟମ କରାଯାଇଥିବା ଚର୍ଚ୍ଚା ହେଉଛି।

Ravenshaw University
ରେଭେନ୍ସାରେ ଛାତ୍ର ଆନ୍ଦୋଳନ; ପଛପଟ ଫାଟକ ଖୋଲିବା ନେଇ ଆମରଣ ଅନଶନ

ରେଭେନ୍ସା ମହାବିଦ୍ୟାଳୟର ଗେଟ୍ ବିବାଦରୁ ଆନ୍ଦୋଳନ । ଗତକାଲି ରାତିରୁ ଆମରଣ ଅନଶନରେ ବସିଛନ୍ତି ଛାତ୍ରଛାତ୍ରୀ ।

Puri Srimandir corridor row
ASI ଅଧିକ୍ଷକଙ୍କ ବଡ଼ ଖୁଲାସା- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଯେବେ ବି ଖନନ କଲେ ମିଳିବ ଏହିସବୁ ଜିନିଷ...

ଶ୍ରୀମନ୍ଦିର ଆଖପାଖ ଅଞ୍ଚଳ ସାରା ପୁରାତନ କୀର୍ତ୍ତିରାଜି ଭରି ରହିଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ ବୋଲି ASI ଅଧିକ୍ଷକ କହିଛନ୍ତି।

Mahanadi Yatra
ଓଡ଼ିଶା ନଦୀ ବଞ୍ଚାଅ ସମିତିର ମହାନଦୀ ଯାତ୍ରା

୩ ଦିନିଆ ଛତିଶଗଡ଼ ଗସ୍ତରେ ଓଡ଼ିଶା ନଦୀ ବଞ୍ଚାଅ ସମିତି ପକ୍ଷରୁ ୧୩ ଜଣିଆ କମିଟି । ଗ୍ରାଉଣ୍ଡରେ ସ୍ଥିତି ପରଖି ରିପୋର୍ଟ ପ୍ରସ୍ତୁତ କରିବ ଏହି ଟିମ୍‌ ।

Barabati Stadium
ଭାରତ- ଦକ୍ଷିଣ ଆଫ୍ରିକା ଟି -୨୦ ମୁକାବିଲା ପୂର୍ବରୁ ନୂଆ ଲୁକ୍‌ ନେବ ବାରବାଟୀ

ବାରବାଟୀର ନବକଳେବର ଦାୟିତ୍ୱ ଗୁଜୁରାଟ ମୋଟେରା ଠାରେ ତିଆରି ହୋଇଥିବା ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମକୁ ଡିଜାଇନ କରିଥିବା ସଂସ୍ଥାକୁ ଦେଇଛି ଓସିଏ ।