ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ସିଂହଦ୍ୱାର ସମ୍ମୁଖରେ ଅଭ୍ୟର୍ଥନା ପ୍ରକୋଷ୍ଠ ନିର୍ମାଣକୁ ଏଏସଆଇ ଡିଜି ୧୦୦ ମିଟର ବାହାରେ କରିବା ପାଇଁ ପରାମର୍ଶ ଦେଇଛନ୍ତି ।
ଜଣେ ବ୍ୟକ୍ତି ତାଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ ଏବଂ ଏହାର ତଦନ୍ତ ଜାରି ରହିଥିଲା । ପ୍ରକୃତରେ କେଉଁ କାରଣ ଲାଗି ସେ ଏତେବଡ଼ କଠୋର ନିଷ୍ପତ୍ତି ନେଲେ ତାହାର ତଦନ୍ତ ଚାଲିଛିି ।
ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ଆଗେଇ ଚାଲିଛି ରଥ ନିର୍ମାଣ କାମ । ପବିତ୍ର ନୃସିଂହ ଚତୁର୍ଦ୍ଦଶୀରେ ରଥ ଗୁଜ ଅନୁକୂଳ କରାଯିବା ସହ ଭୋଇ ସେବକଙ୍କ ଦ୍ୱାରା ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ସିଙ୍ଗଡ଼ା ବାଡିଆ ପାଇଁ ଜନ୍ତାଗାଡ ଖୋଲାଯାଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପ୍ରମାଣ ଲୁଚାଇବାକୁ ଘରେ ଥିବା ଲୁଗା ଏବଂ ବହିଖାତାକୁ ଏକାଠି କରି ନିଆଁ ଲଗାଇ ଦେଇଥିଲା।
ସୁବ୍ରତଙ୍କ ସୂକ୍ଷ୍ମ କାମକୁ ନେଇ ଏବେ ସବୁଠି ଚର୍ଚ୍ଚା। ମାତ୍ର ୧୭ ଦିନରେ ୧୬ଶହ ଆଇସକ୍ରିମ କାଠିରେ ତିଆରି କରିଛନ୍ତି ରାମ ମନ୍ଦିର। ପୁଣି ମହମରେ ତିଆରି କରିଛନ୍ତି ଯୋରନ୍ଦା ମନ୍ଦିର। କାରୁକାର୍ଯ୍ୟ ଏମିତି ହୋଇଛି ଯେ, ଦେଖିଲେ ଘଣ୍ଟାଏ କାଳ ପର୍ଯ୍ୟନ୍ତ ଚାହିଁ ରହିବେ ।
ସ୍କୁଲ ଆସୁନାହାନ୍ତି ୩୦ ପ୍ରତିଶତ ଛାତ୍ରଛାତ୍ରୀ । ରାଜ୍ୟରେ ଡ୍ରପ୍ ଆଉଟ ସମସ୍ୟା କିଭଳି ଉତ୍କଟ ରୂପ ଧାରଣ କରିଛି, ତାହା ଏଥିରୁ ସ୍ପଷ୍ଟ ହେଉଛି ।
ବିଜେପିର ଟପ୍ ମୋଷ୍ଟ ପ୍ରାୟରିଟି ହେଉଛି ଦଳୀୟ ସଙ୍ଗଠନ । ତୃଣମୂଳସ୍ତରରେ କିଭଳି ମଜବୁତ୍ ହେବ ସେଥିଲାଗି ପ୍ରତି ସଂସଦୀୟ କ୍ଷେତ୍ରର ଶେହେଟି ଦୁର୍ବଳ ବୂଥ୍ ବୁଲି ସମୀକ୍ଷା କରିବାକୁ ସାଂସଦମାନଙ୍କୁ ଦାୟିତ୍ୱ ଦିଆଯାଇଛି । ନିର୍ବାଚନ ମଣ୍ଡଳୀୱାରୀ ପଞ୍ଚାୟତ ଓ ପୌର ନିର୍ବାଚନ ଫଳାଫଳର ସମୀକ୍ଷା ହୋଇ ସାରିଛି ।
ସୁନା ବିସ୍କୁଟ, ସୁନା ଅଳଙ୍କାର, କିଛି ଟଙ୍କା ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ରକୁ ଭିଜିଲାନ୍ସ ଜବତ କରିଛି।
ଅସୁରକ୍ଷିତ ଐତିହ୍ୟସ୍ଥଳୀ ସଂରକ୍ଷଣ ଉପରେ କାର୍ଯ୍ୟରତ ସଂସ୍ଥା INTACH ଓଡ଼ିଶା ଚାପ୍ଟର ରାଜ୍ୟ ଆବାହକ ଅମିୟ ଭୂଷଣ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚିଠିରେ ଲେଖିଛନ୍ତି, ଜଗନ୍ନାଥ ମନ୍ଦିର ଚୌହଦିର ଶହେ ମିଟର ନିଷିଦ୍ଧାଞ୍ଚଳରେ ଚାଲିଥିବା ନିର୍ମାଣ କାମ ଏଏସ୍ଆଇ ଅନୁମତିରେ ହେଉନାହିଁ ।
ପିପିଲି ଥାନା ସମ୍ପୁର ପଞ୍ଚାୟତ ରାଜତଇ ସିଦ୍ଧେଶ୍ୱରୀ ମନ୍ଦିରରୁ ୧୦ଟି ମୂର୍ତ୍ତି ଚୋରି ହୋଇଥିବା ଅଭିୟୋଗ ହୋଇଛି । ଚୋରି ନେଇ ପିପିଲି ଥାନାରେ ଏତଲା ଦେଇଛନ୍ତି ପୂଜକ ଓ ଗ୍ରାମବାସୀ ।
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁରରେ ଲାଲ୍ ତାଣ୍ଡବ। ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି ।
ଲୋକାର୍ପଣର ୧୦ ବର୍ଷ ପରେ ବି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହୋଇପାରିନି ଜଗତସିଂପୁର ବସ୍ଷ୍ଟାଣ୍ଡ୍। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏଠାରେ ଦୋକାନ ଗୃହ ଉପରେ ଗଛଲତା ମାଡିଗଲାଣି।
୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଗତକାଲି ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ।
ପ୍ରଥମେ ଛାତ୍ରଛାତ୍ରୀଙ୍କୁ ପ୍ରଲୋଭନ ଦେଖାଇ କଲେଜରେ ଆଡମିଶନ କରାଇଲେ। ପରେ ସେମାନଙ୍କ ନାଁରେ ଆସିଥିବା ୨ ବର୍ଷର ଷ୍ଟାଇପେଣ୍ଡ୍ ଟଙ୍କାକୁ ଆତ୍ମସାତ କରାଗଲା।
ସରକାର ଭୁଲ ମାନିଛନ୍ତି, ଆଉ ନିଜ ଭୁଲକୁ ସ୍ୱୀକାର କରି ଆଗକୁ ସଠିକ୍ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ଲେଖିଛନ୍ତି ଅପରାଜିତା ।
ଭୁବନେଶ୍ୱର ଭିଜିଲାନ୍ସ କାର୍ଯ୍ୟାଳୟରେ ସେ ହାଜର ହୋଇଛନ୍ତି । ଭିଜିଲାନ୍ସ ନିର୍ଦ୍ଦେଶରେ ସେ ହାଜର ହୋଇଥିବା ଜଣାପଡିଛି ।
ଶ୍ରୀମନ୍ଦିରରେ କବାଟଫିଟା, ପାହାନ୍ତିଆ ଅବକାଶ, ଗୋପାଳବଲ୍ଲଭ, ସକାଳଧୂପ, ଦ୍ୱିପ୍ରହରଧୂପ ଆଦି ସମସ୍ତ ନୀତିର ସମାପନ ପରେ ସ୍ୱଳ୍ପ ସମୟ ପାଇଁ ପହୁଡ଼ ହୁଏ ଓ ପରେ ପରେ ସ୍ନାନ ପୂର୍ଣ୍ଣିମାର ବିଧି ଆରମ୍ଭ ହେଇଯାଏ। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାମାନେ ପହଣ୍ଡି କରାଉଥିବା ବେଳେ ମଦନମୋହନଙ୍କୁ କେବଳ ମହାଜନ ସେବକମାନେ ବିଜେ କରାଇଥାନ୍ତି। ମହାପ୍ରଭୁଙ୍କ ଉପଚାର ବିଧିରେ ଆଉ କ’ଣ ରହିଛି ଆସନ୍ତୁ ଜାଣିବା…
ଟ୍ରେନ୍ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ଅଳ୍ପକେ ବର୍ତ୍ତିଗଲେ ସିନା, ହେଲେ ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ଡାହାଣ ହାତ ସମ୍ପୂର୍ଣ୍ଣ କଟି ଯାଇଛି।
ଗୁରୁବାର ସକାଳ ସାଢ଼େ ୮ଟାରେ ବାହାରିଥିଲେ ସରୋଜ । ତା’ରେ ସେ ଆଉ ଘରକୁ ଫେରିନାହାନ୍ତି ।
ରାୟ ଆସିବା ପର୍ଯ୍ୟନ୍ତ ନିର୍ମାଣ ସ୍ଥଗିତ ରହିଲେ ପ୍ରକଳ୍ପ ପାଇଁ ଅସୁବିଧା ନାହିଁ ବୋଲି ଚିଠିରେ ଦର୍ଶାଯାଇଛି ।
ଚଳିତ ବର୍ଷ ରାଜ୍ୟର ସବୁ ଶିକ୍ଷତ ଶିକ୍ଷା ଅନୁଷ୍ଠାନଗୁଡ଼ିକ ପୂର୍ଣ୍ଣ ପର୍ଯ୍ୟାୟରେ ଚାଲିବ.. କମର୍ସ ବିଭାଗରେ ମଧ୍ୟ ବି.ଇଡି କୋର୍ସ ଆରମ୍ଭ ହେବ
ଖୋର୍ଦ୍ଧା ପାଖରେ ନିନା ବେଉରାଙ୍କ ଗାଡ଼ିକୁ ପିଛା କରି ଧରିଲା ଭିଜିଲାନ୍ସ ଟିମ୍ ।
ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ