ଆନ୍ଧ୍ରପ୍ରଦେଶ ମୁହାଁ ବାତ୍ୟା ଅସାନି । ସ୍ଥଳ ଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପୋଲିସ୍ କି ଠାକୁର କାହାରିକୁ ଏମାନଙ୍କ ଡର କି ଖାତିର ନାହିଁ । ସୁଯୋଗ ଉଣ୍ଡି ସାଏଁ କରି ବୁଲାଇ ଦେଉଛନ୍ତି କଳାକନା ।
ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ, ହେଲେ ପରୀକ୍ଷା ଦେଲେନାହିଁ । ରାଜ୍ୟର ସର୍ବବୃହତ ଜିଲ୍ଲା ମୟୂରଭଞ୍ଜରେ ସବୁଠୁ ଅଧିକ ପିଲା ଅନୁପସ୍ଥିତ ପଛକୁ ଗଞ୍ଜାମ ଆଉ ବଲାଙ୍ଗୀର ରହିଛି ।
ଏଏସ୍ଆଇର ବିନା ଅନୁମତିରେ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ବାରମ୍ବାର ବଦଳିଛି ଡିପିଆର । ଶ୍ରୀମନ୍ଦିର ଚର୍ତୁପାର୍ଶ୍ୱରେ ଖନନ ଯୋଗୁଁ ନଷ୍ଟ ହୋଇଥାଇପାରେ ଐତିହ୍ୟ କୀର୍ତ୍ତିରାଜି ।
ସେମାନଙ୍କ ବେତନ ୫୫୫୫ ଟଙ୍କାରୁ ୭୦୦୦ ଟଙ୍କା ବୃଦ୍ଧି କରାଯିବା ନେଇ ସରକାର ନିଷ୍ପତ୍ତି ନେଇଛି ।
କେଉଁଠି ଗଭୀର ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀଙ୍କୁ କୋଷ୍ଟଗାର୍ଡ ସହାୟତାରେ ଏୟାରଲିଫ୍ଟ କରି ଉଦ୍ଧାର, ତ କେଉଁଠି ଢେଉ ମାଡ଼ରେ ବୁଡ଼ିଯାଉଥିବା ଡଙ୍ଗା, ଆଉ ସେଥିରୁ ଭାଗ୍ୟ ବଳରେ ବର୍ତ୍ତୁଥିବା ମତ୍ସ୍ୟଜୀବୀ । ବାତ୍ୟା ଅସାନି ପ୍ରଭାବର ଏହି ଦୁଇଟିଯାକ ଛାତିଥରା ଚିତ୍ର ଘଟିଛି ଗଞ୍ଜାମ ଉପକୂଳରେ ।
ଡ୍ରୋନ କିପରି ବ୍ୟବହାର କରାଯିବ, ସେଥିରେ କିପରି ଆବଶ୍ୟକ ସାମଗ୍ରୀ ଅନ୍ୟତ୍ର ପଠାଯିବ । ସେନେଇ ତାଲିମ ଦିଆଯାଇଛି ।
ଆକ୍ସନ ମୁଡ୍ରେ ପରିବହନ ବିଭାଗ । ହେଲମେଟ୍ ନଥିଲେ ଫାଇନ୍ କଟିବ । ଏଥର ଅମାନିଆ ଗାଡିଚାଳକଙ୍କୁ ମାଫ୍ ନାହିଁ । ଗାଡ଼ି ଧରିବା ମାତ୍ରେ ମୁଣ୍ଡରେ ହେଲମେଟ୍ ନଥିଲେ ସାଙ୍ଗେ ସାଙ୍ଗେ ଫାଇନ୍ କଟିବ । ଏମିତିକି ୩ ମାସ ପର୍ଯ୍ୟନ୍ତ ଲାଇସେନ୍ସ ମଧ୍ୟ ବାତିଲ ହେବ ।
କାକିନାଡ଼ା-ବିଶାଖାପାଟଣା ମଝାମଝି ସ୍ଥଳଭାଗ ଛୁଇଁ ଛୁଇଁ ଯାଇପାରେ । ପୁଣି ସମୁଦ୍ରକୁ ମୋଡ଼ ନେଇପାରେ ।
କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ ଦିଲ୍ଲୀରୁ ଫେରିବା ବେଳେ ତାଙ୍କ ସହ ଥିଲେ ବିଜୟ ପଟ୍ଟନାୟକ । ଉଭୟ ଦୀର୍ଘ ସମୟ ଧରି ବିମାନବନ୍ଦର ଲବିରେ କଥାବାର୍ତ୍ତା ହେଉଥିବା ମଧ୍ୟ ଦେଖାଯାଇଥିଲା ।
ନାହିଁ ନାହିଁରେ ଚାଲିଛି MKCG। ଅଧା ବିଭାଗରେ ଡାକ୍ତର ନାହାନ୍ତି । ଦୁଆରେ ଝୁଲୁଛି ବଡ଼ ବଡ଼ ତାଲା। ଡିନ୍ କହୁଛନ୍ତି ଖୁବଶୀଘ୍ର ଆସିବେ ଡାକ୍ତର । ରୋଗ ଦେଖାଇବା ପାଇଁ ଖରା ତରାରେ ସିଝୁଛନ୍ତି ରୋଗୀ ଓ ସମ୍ପର୍କୀୟ। ଅଭିଯୋଗ କଲେ ବି ମିଳୁନି କିଛି ସୁଫଳ। ବିଧାୟକ କହୁଛନ୍ତି, ମନ୍ତ୍ରୀଙ୍କ ସହ ଆଲୋଚନା କରିଛି, ଖୁବଶୀଘ୍ର ନୂଆ ଡାକ୍ତର ଆସିବେ ।
ସରକାରୀ କର୍ମଚାରୀ କିନ୍ତୁ ନିଶା ତାଙ୍କର ତୁଳସୀ ମାଳି ତିଆରି କରିବା । ସାଧୁ ସନ୍ୟାସୀମାନଙ୍କୁ ନିଜ ହାତ ତିଆରୀ ମାଳି ଦାନ କରିବା ସହ ନିଜ ସକ୍ଷମ ଅନୁଯାୟୀ ଦକ୍ଷିଣା ଦେଇ ଆତ୍ମତୃପ୍ତି ଲାଭ କରନ୍ତି କମଳ ।
ଦରବୃଦ୍ଧି ନିଷ୍ପତ୍ତିରୁ କେନ୍ଦ୍ର ସରକାର ନ ଓହରିଲେ, ଆଗାମୀ ଦିନରେ ଓଡ଼ିଶାକୁ କେନ୍ଦ୍ର ମନ୍ତ୍ରୀ ଆସିଲେ ବିରୋଧ ସହିତ ଅଣ୍ଡାମାଡ଼ କରାଯିବ ବୋଲି ଚେତାଇ ଦେଇଛି ଛାତ୍ର କଂଗ୍ରେସ ।
ଆଜି ବି ପ୍ରତି କ୍ଷଣରେ ମନେ ପକାଉଛନ୍ତି ପରିବାର ଲୋକେ ଓ ସହଯୋଗୀ ଶିଳ୍ପୀ ।
ରିସେପସନ୍ କାଉଣ୍ଟର ରେଗୁଲେଟେଡ୍ ଏରିଆକୁ ସ୍ଥାନାନ୍ତର ହେବ । ଯାହା ବି ହେବ ସଠିକ୍ ଅନୁମତିରେ ହେବ ।
ପେନସିଲରେ ଯାଦୁ ଦେଖାଉଛନ୍ତି ଶାରଦା
ଅଟୋଚାଳକଙ୍କ ପୁଅ ଉତ୍କଳ ବିଶ୍ୱବିଦ୍ୟାଳୟରେ ଗୋଲ୍ଡ ମେଡାଲ ପାଇଲେ ।
କଠିନ ପରିଶ୍ରମ କରୁଥିଲେ ସୁଦ୍ଧା କେନ୍ଦୁପତ୍ର ତୋଳାଳିଙ୍କ ଦୁଃଖ କମୁନି । ଏଥିରୁ ରାଜ୍ୟ ସରକାର ଭଲ ରାଜସ୍ୱ ପାଉଛନ୍ତି । ସେଥିପାଇଁ ତୋଳାଳିଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ହେଲେ ଦୁଇ ବର୍ଷ ହେଲାଣି ସେମାନଙ୍କୁ ଛାତ୍ରବୃତ୍ତି, ବିବାହ ପ୍ରୋତ୍ସାହନ, ବୋନସ୍ ଆଦି ମିଳୁନାହିଁ ।
ଆଖି ସାମ୍ନାରେ ବୁଡ଼ି ଯାଉଥିଲେ ସାଙ୍ଗ। ପହଁରା ନଜାଣି ମଧ୍ୟ ସମୁଦ୍ର ଭିତରକୁ ମାରିଥିଲେ ଡିଆଁ। ସାଙ୍ଗକୁ ଉଦ୍ଧାର କରିବା ପାଇଁ ଯାଇଥିଲେ ସତ ହେଲେ ନିଜେ ହିଁ ସମୁଦ୍ର ମଧ୍ୟରେ ନିଖୋଜ ହୋଇଗଲେ
ଆସନ୍ତା ୧୨ ତାରିଖ ବେଳକୁ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ୭ ରୁ ୧୧ ସେମି ବର୍ଷା ସମ୍ଭାବନା ରହିଛି
ଅଭିଯୋଗ ଉପରେ ବିଜେଡି ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି।
ବାତ୍ୟା ନେଇ ଆଲର୍ଟ କରାଯାଇଥିଲେ ବି ଅନେକ ବେପରୁଆ ଭାବେ ସମୁଦ୍ରକୁ ଯିବାର ଦେଖିବାକୁ ମିଳୁଛି।
ଆଗକୁ ଯେପରି ଆଉ ଅଧିକ କ୍ଷତି ନହେବ ସଜଡ଼ା ହେବା ଦରକାର
ଗୋପାଳପୁର ବନ୍ଦର ପାଇଁ ୩ନମ୍ବର ବିପଦ ସଂକେତ ଜାରି କରାଯାଇଛି।