ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ ରଜତ କର।
ଆଇଟିଆଇ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ । ବଲାଙ୍ଗିର ଜିଲ୍ଲା ସଦର ଥାନା ଅନ୍ତର୍ଗତ କୁଶମେଲ ଗାଁରେ ଜଣେ ଆଇଟିଆଇ ଛାତ୍ରଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ମୃତ ଛାତ୍ର ଜଣଙ୍କ ହେଲେ ଦିପୁନ ପ୍ରଧାନ।
ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଓ ସ୍ଥାନୀୟ ବାସିନ୍ଦାଙ୍କ ଦ୍ୱାରା ଖୋଜାଖୋଜି ଜାରି ରହିଛି।
ଡ୍ରାଇଭର ଗଲା ପରେ ଖତ ଖାଉଛି ଆମ୍ବୁଲାନ୍ସ..ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର
୯୭ ଲକ୍ଷ ଠକେଇ ମାମଲା : ପୁଣି ରିମାଣ୍ଡରେ ଅଭିଯୁକ୍ତ ଯୁବତୀ ଓ ତାଙ୍କ ବୟଫ୍ରେଣ୍ଡ
ପିସିସି ସଭାପତି ପରିବର୍ତ୍ତନ ପ୍ରସଙ୍ଗକୁ ନେଇ ଦିଲ୍ଲୀରେ ରାଜ୍ୟ କଂଗ୍ରେସର ବରିଷ୍ଠ ନେତା ଓ ବିଧାୟକ । ଆଜି ଭୁବନେଶ୍ୱରରୁ ଦିଲ୍ଲୀକୁ ଯାଇଛନ୍ତି ଦଳର ବରିଷ୍ଠ ନେତା ଓ ବିଧାୟକ
କପ୍ତିପଦା ମଝିଗଡ଼ିଆ ହାଇସ୍କୁଲର ଦୁଇ ଶିକ୍ଷକଙ୍କ ନାଁରେ ଅଭିଯୋଗ
କାଉନସିଲରଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା ଅଭିଯୋଗ । ରାତିରେ ଶୋଇଥିବା ସମୟରେ କେହି ଦୁର୍ବତ୍ତ କାଉନସିଲରଙ୍କ ସ୍ୱାମୀଙ୍କୁ ଅତି ନିର୍ମମ ଭାବେ ହତ୍ୟାକରି ଫେରାର ହୋଇଯାଇଥିବା ଜଣାପଡିଛି । ହତ୍ୟାକାଣ୍ଡ ଘଟିଛି ସୁବଣ୍ଣପୁର ଜିଲ୍ଲା ତରଭା ସହରରେ ।
ଗଞ୍ଜାମ ଥାନା ମାଳିଜଗନ୍ନାଥପୁର ବାଲିଘାଟ ନିକଟରେ ଏପରି ଆକ୍ରମଣ ହୋଇଛି ।
ଗାଁଠୁ ସହର ସବୁଠି ତାତି। ତାତିରୁ ତ୍ରାହି ପାଇଁ ଦରକାର ଥଣ୍ଡା ପାଣି। ମୁନ୍ଦାଏ ତୁଣ୍ଡରେ ପଡିଗଲେ ମିଳିଥାଏ ଆତ୍ମ ସନ୍ତୋଷ। ହେଲେ ସହରାଞ୍ଚଳରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବସାଯାଇଥିବା ପାନୀୟ ଜଳ ପ୍ରକଳ୍ପରୁ ଥଣ୍ଡା ପାଣି ବଦଳରେ ବାହାରୁଛି ଗରମ ପାଣି...
ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଭାବେ ବିଜେପି ତାଙ୍କ ନାଁ ଘୋଷଣା କରିଛି।
ରାୟଗଡ଼ା ଜିଲ୍ଲାରେ ୬୪ ଜଣ ସ୍କୁଲ୍ ଛାତ୍ର ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାୟଗଡ଼ା ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଚିହ୍ନଟ ଛାତ୍ରଙ୍କ ନିକଟରେ କୌଣସି କୋଭିଡ୍ ଲକ୍ଷଣ ନାହିଁ।
ବାତ୍ୟା ପ୍ରଭାବରେ ୧୦ ତାରିଖ ସନ୍ଧ୍ୟାରୁ ୧୨ ତାରିଖ ସକାଳ ଯାଏ ବର୍ଷା ହୋଇପାରେ। ୯, ୧୦ ଓ ୧୧ ତାରିଖରେ ସମୁଦ୍ର ଅଶାନ୍ତ ରହିବ।
୯୦ ବର୍ଷ ବୟସରେ ବି ଘର କାମରେ ମାହିର। ପରିଣତ ବୟସରେ ଥକି ନପଡି ପୁଅ ଓ ସ୍ୱାମୀଙ୍କୁ ଅସୀମ ପ୍ରେମ ଓ ସେବା ଯୋଗାଇ ଆସିଛନ୍ତି।
ଘଣ୍ଟା ପ୍ରତି ୧୬ କି.ମି. ବେଗରେ ବାତ୍ୟା ‘ଅସାନି’ ଗତି କରୁଛି। ଏବେ ପୁରୀଠାରୁ ଦକ୍ଷିଣ ଦକ୍ଷିଣ-ପୂର୍ବ ଦିଗରେ ୧୦୨୦ କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି।
ବାତ୍ୟା ପ୍ରଭାବରେ ଆସନ୍ତା ୧୦ ଓ ୧୧ରେ ଉପକୂଳ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ ପରେ ରବି ଫସଲ କରିଥିବା ଉପକୂଳିଆ ଚାଷୀ ଛାନିଆ ହୋଇପଡ଼ିଛନ୍ତି।
ଆଜି ମାତୃ ଦିବସ । ଏହି ଅବସରରେ ସମସ୍ତ ମା ମାନଙ୍କୁ ସମ୍ମାନ ଜଣାଇ ଅତି ନିଖୁଣ ଭାବେ ଏହି ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି ବାଲୁକା ଶିଳ୍ପୀ ମାନସ କୁମାର ସାହୁ ।
ଓଭରବ୍ରିଜ୍ ତଳକୁ ଖସିପଡିଲା ବସ୍ । ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୩ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।
ମା’ ହୋଇ ନିଜ ସନ୍ତାନ ପାଇଁ ସେ କରିଛନ୍ତି ଅକ୍ଳାନ୍ତ ପରିଶ୍ରମ। ପୁଅକୁ ମଣିଷ କରିବା ପାଇଁ ସେ ସବୁ ଯନ୍ତ୍ରଣା, କଷ୍ଟକୁ ହସିହସି ସହିଛନ୍ତି ଆଜି ପର୍ଯ୍ୟନ୍ତ, ହେଲେ କେବେବି ହାର ମାନିନାହାଁନ୍ତି କି କାହାରି ପାଖରେ ହାତ ପତେଇ ନାହାନ୍ତି।
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
୧୦ ତାରିଖ ସଂଧ୍ୟାରୁ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ।
ଜୀବନର ଅଧା ବାଟରେ ସିନା ଛାଡିଦେଲେ ସ୍ୱାମୀ, ହେଲେ ଭାଙ୍ଗି ପଡି ନଥିଲେ ମଧୁମିତା। ନିଜ ଦୁଇ ପିଲାଙ୍କୁ ଧରି ଜୀଇବାକୁ ନେଇଥିଲେ ନିଷ୍ପତ୍ତି। ପିଲାଙ୍କୁ ମଣିଷ କରିବାକୁ ସାଜିଯାଇଥିଲେ ଅଟୋ ଚାଳକ। ତେବେ ମାତୃ ଦିବସ ଉପଲକ୍ଷେ ଆସନ୍ତୁ ଜାଣିବା ଏହି ମା’ର କାହାଣୀ।
କେନ୍ଦ୍ରାପଡ଼ା ଅଜଗର ପାଟିଆରେ ଗରାଏ ପାଣି ପାଇଁ ରାତି ୩ରୁ ଲାଇନ୍
ବଢ଼ି ବଢ଼ି ଚାଲିଛି ଗ୍ୟାସ୍ ଦର । ଲୋକଙ୍କ ଅଣ୍ଟା ଦେଲାଣି ମହାଙ୍ଗା ମାଡ଼ ।