• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Vehicle underpass to come up at Gada Khorda
୭ କୋଟି ବ୍ୟୟରେ ଗଡ଼ଖୋର୍ଦ୍ଧା ଛକରେ ନିର୍ମାଣ ହେବ ଭେଇକିଲ୍ ଅଣ୍ଡର ପାସ୍

ଗଡ଼ଖୋର୍ଦ୍ଧା ଛକରେ ୭ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଭେଇକିଲ୍ ଅଣ୍ଡର ପାସ୍। ୧୫ ଦିନରେ ଏହି କାମ ଆରମ୍ଭ ହେବ।

No Eviction In Cuttack Without CMC Permission
‘CMCର ବିନା ଅନୁମତିରେ କଟକରେ କୌଣସି ବସ୍ତି ଉଚ୍ଛେଦ ହେବନି’

ସିଏମ୍‌ସି(କଟକ ମ୍ୟୁନିସିପାଲ କର୍ପୋରେସନ)ର ଅନୁମତି ବିନା ଉଚ୍ଛେଦ ହେବନି ବୋଲିି ଦୃଢ଼ୋକ୍ତି ଦେଇଛନ୍ତି କଟକ ମେୟର।

praakash
ବିଜେଡି ବିଧାୟକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ : ଏତଲା ଗ୍ରହଣ କରୁନି ପୋଲିସ

ପ୍ରକାଶ ମାଝୀଙ୍କ ବିରୋଧରେ ଆସିଛି ସଙ୍ଗୀନ ଅଭିଯୋଗ। ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବିଧାୟକ ଜଣକ ଜଣେ ଯୁବତୀଙ୍କୁ ଯୌନ ଶୋଷଣ କରୁଥିବା ବେଳେ ଏବେ ହତ୍ୟା ଧମକ ଦେଉଥିବା ଅଭିଯୋଗ ହୋଇଛି ।

Former Sarpanch Killed By Miscreant
ଘର ସାମ୍ନାରେ ପୂର୍ବତନ ସରପଞ୍ଚଙ୍କୁ ହାଣି ପକାଇଲେ

ଗୁଣିଗାରେଡ଼ି ସନ୍ଦେହରେ ପୂର୍ବତନ ସରପଞ୍ଚଙ୍କୁ ଘର ସାମ୍ନାରେ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା। ଏଥିରେ ତାଙ୍କ ବେକ ପାଖରେ ଗଭୀର ଆଘାତ ଲାଗିଥିଲା।

Free laptop scheme
ମାଗଣା ଲାପ୍‌ଟପ୍‌ ସ୍କିମ୍: ଆବେଦନ ତାରିଖ ଘୁଞ୍ଚାଇଲେ ଓଡ଼ିଶା ସରକାର

ଲାପ୍‌ଟପ୍‌ କିଣିବା ନିମନ୍ତେ ଆର୍ଥିକ ସହାୟତା ପାଇଁ ଯୁକ୍ତ ୨ ପାସ୍‌ କରିଥିବା ମେଧାବୀ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ତୃତୀୟ ଥର ପାଇଁ  ଆବେଦନର ଅବଧିକୁ ଘୁଞ୍ଚାଇ ଦିଆଯାଇଛି।

Deadbody Found In Railway Track In Angul
ଝିଅ ବାହାଘର ଦିନ ବାପାର ମୃତ୍ୟୁ, ରେଲ୍‌ୱେ ଟ୍ରାକ୍‌ରୁ ମିଳିଲା ମୃତଦେହ

ଆଉ କିଛି ଘଣ୍ଟା ପରେ ଝିଅର ବାହାଘର ହୋଇଥାନ୍ତା। ହେଲେ ତା’ପୂର୍ବରୁ ଏମିତି ଏକ ଖବର ପରିବାର ଲୋକଙ୍କୁ ମିଳିଲା, ଯାହା ଶୁଣି ପରିବାର ଲୋକଙ୍କ ପାଦ ତଳୁ ମାଟି ଖସିଗଲା।

97 lakh embezzlement Case
୯୭ ଲକ୍ଷ ଟଙ୍କା ହଡ଼ପ ମାମଲା: ଟ୍ରାଞ୍ଜିଟ୍ ରିମାଣ୍ଡରେ ବୟଫ୍ରେଣ୍ଡ୍

ବିଭିନ୍ନ ସମୟରେ ନାନା ଆଳ କରି ପାୟଲଙ୍କଠୁ ୯୭ ଲକ୍ଷ ଟଙ୍କା ହାତେଇ ନେଇଥିଲା।  

Minister Arun Sahoo
ଅଖିମୁଠି ଅନୁକୂଳ କଲେ କୃଷିମନ୍ତ୍ରୀ

ଆଜିର ଦିନରେ ଚାଷୀ ଭାଇ, କ୍ଷେତର ଐଶାନ୍ୟ କୋଣରେ ନୈବେଦ୍ୟ ଦେଇ ବିହନ ବୁଣଛନ୍ତି। 

Special Story
ଖରାଦିନରେ ବି ଅବସ୍ଥା ସାଂଘାତିକ : ଜାତୀୟ ରାଜପଥ ୧୪୩ରେ ଲହଡ଼ି ଭାଙ୍ଗୁଚି ପାଣି

ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଦେଇ ଯାଇଛି ଜାତୀୟ ରାଜପଥ ୧୪୩। ଝାରଖଣ୍ଡ, ବିହାର, ଛତିଶଗଡ଼ ସହିତ ବିଭିନ୍ନ ରାଜ୍ୟକୁ ଏହି ରାସ୍ତା ସଂଯୋଗ କରୁଛି। ହେଲେ ରାସ୍ତା ଅବସ୍ଥା ନ କହିବା ଭଲ। ଖାଲ ଖମାରେ ଭର୍ତ୍ତି ଏ ରାସ୍ତାରେ ଲହଡି ଭାଙ୍ଗୁଛି ପାଣି...

Special Story
ନିସ୍ୱାର୍ଥପର ମଣିଷ : ମାଗଣାରେ କରନ୍ତି ବୁଲା ଗାଈଗୋରୁଙ୍କ ଚିକିତ୍ସା

ସେ ପଶୁ ଚିକିତ୍ସକ ନୁହଁନ୍ତି, ହେଲେ ତାଙ୍କ ସେବା ଓ ଚିକିତ୍ସା କୌଣସି ଚିକିତ୍ସକଠାରୁ କମ୍ ନୁହେଁ। ଖରା ହେଉ କି ବର୍ଷା, ଦିନ ହେଉ କି ରାତି ଯିଏ ଯେତେବେଳେ ଯେଉଁଠି ପଶୁପକ୍ଷୀଙ୍କ ଚିକିତ୍ସା ପାଇଁ ଡାକିଥାନ୍ତି, ସେଠାରେ ପହଞ୍ଚି ମାଗଣାରେ ଚିକିତ୍ସା ସେବା ଯୋଗାଇ ଦେଇଥାନ୍ତି କ୍ରିଷ୍ଣା ନାୟକ...

Odisha Congress Bhawan
କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡକରା

କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଆସିବାକୁ ଡକରା ମିଳିଛି। ଆସନ୍ତା ୫ ତାରିଖରେ ଦିଲ୍ଲୀ ପହଞ୍ଚିବାକୁ ନିର୍ଦ୍ଦେଶ ଥିବା ସୂଚନା ମିଳିଛି। କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡକରା ନେଇ ବରିଷ୍ଠ ବିଧାୟକ ସୁର ରାଉତରାୟ ସୂଚନା ଦେଇଛନ୍ତି। 

Two youths die after coming in contact with live electric wire
କାଳ ହେଲା ହକି ଖେଳ, ପୋଲ୍‌ ଉଠାଇବା ବେଳେ ଚାଲିଗଲା ଜୀବନ

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଯୁବକଙ୍କ ମୃତ୍ୟୁ ଘଟିଛି। ଗାଁ ପାଖ ପଡ଼ିଆରେ ହକି ଖେଳି ଫେରୁଥିବା ବେଳେ ଏହି ଅଘଟଣ ଘଟିଛି।

Bijaya Pradhan
ବରିଷ୍ଠ ବିଜେପି ନେତା ବିଜୟ ପ୍ରଧାନଙ୍କ ପରଲୋକ

କେନ୍ଦ୍ରାପଡ଼ା ମାଟିର ଲଢ଼ୁଆ ନେତାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବୈଜୟନ୍ତ ପଣ୍ଡା 

Loot In Bhubaneswar
ଗନ୍‌ ପଏଣ୍ଟରେ ଲୁଟ୍‌:ଫାୟାରିଂ କରି ସୁନା ଦୋକାନୀଙ୍କଠୁ ବ୍ୟାଗ୍‌ ଛଡ଼ାଇ ନେଲେ,ପରେ ଜଣାପଡ଼ିଲା ବ୍ୟାଗ୍‌ ଭିତରେ...

ରାତିରେ ଦୋକାନ ବନ୍ଦ କରି ଘରକୁ ଫେରିବା ବେଳେ ଟାର୍ଗେଟ୍‌ କରି ଲୁଟ୍ କରୁଛନ୍ତି ଦୁର୍ବୃତ୍ତ। ଗତ କିଛି ଦିନ ମଧ୍ୟରେ ଭୁବନେଶ୍ୱରରେ ଲଗାତାର ଭାବେ ଏଭଳି ଅପରାଧ ଘଟି ଚାଲିଛି।

Thunderstorm And Lightening Alert In Odisha
୧୦ ଜିଲ୍ଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା

ତାତି କମି ନଥିବା ବେଳେ ସମ୍ଭାବ୍ୟ ଲଘୁଚାପକୁ ନେଇ ଛାନିଆ ଉପକୂଳ ଲୋକେ।

3 Persons Killed In Road Accident
ବିଳମ୍ବିତ ରାତିରେ ମର୍ମନ୍ତୁଦ ଦୁର୍ଘଟଣା: ୨ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଛି।

eid
ଆଜି ଇଦ୍: ମୁସଲିମ୍‌ ଭାଇ-ଭଉଣୀଙ୍କ ମଧ୍ୟରେ ଭରପୂର ଉତ୍ସାହ

କରୋନା କଟକଣା କୋହଳ ହେବା ପରେ ଏଥର ଇଦ୍ ଜୋରସୋରରେ ପାଳନ କରୁଛନ୍ତି ଲୋକେ।  

ଅକ୍ଷୟ ତୃତୀୟା
ଆଜି ପବିତ୍ର ଅକ୍ଷୟ ତୃତୀୟା: ଅଖିମୁଠି ଅନୁକୂଳ କରିବ ଚଷା ପୁଅ

ଅକ୍ଷୟ ତୃତୀୟାରେ ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ। 

breaking news
ସଂକ୍ଷେପରେ ଆଜିର ତାଜା ଖବର - Tuesday, 03 May 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Tuesday, 03 May 2022
Acharya Harihar Cancer Hospital
ଓଟିଭିର ବଡ଼ ପ୍ରଭାବ ! ଖବର ବାଜିଲା ପରେ ଚେତା ପଶିଲା, ରୋଗୀ ଓ ସମ୍ପର୍କୀୟଙ୍କ ପାଇଁ ନିର୍ମାଣ ହେଲା ଶିବିର

ଆସନ୍ତାକାଲି ସୁଦ୍ଧା ଦ୍ୱିତୀୟ ଶିବିର ନିର୍ମାଣ ଶେଷ ହେବ । ଏହାସହ ସପ୍ତାହ ଶେଷ ସୁଦ୍ଧା ତୃତୀୟ ଶିବିର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

Summer Vacation
ସ୍କୁଲ ଖୋଲିବା ପୂର୍ବରୁ ସରକାର କେତେ କ’ଣ କହିଥିଲେ, ହେଲେ ଏବେ ପୁରୁଣା ପାଠର ନାଗନ୍ଧ ନାହିଁ !

ଘରୋଇ ସଂସ୍ଥା ଦ୍ୱାରା ପିଲାଙ୍କୁ ପଢାଯିବ ବୋଲି ପୂର୍ବରୁ ବିଭାଗ କହିଥିଲେ ମଧ୍ୟ ଏଯାଏଁ ଥାର୍ଡ ପାର୍ଟି ସଂସ୍ଥା ଚୟନ କରାଯାଇନାହିଁ ।

Subash Panigrahi
ଜନପ୍ରତିନିଧିଙ୍କୁ ଅଫିସର୍‌ଙ୍କ ଖାତିର ନାହିଁ, ବିଜେଡି ଚାପରେ ବିଜେପି ବିଧାୟକ ଗିରଫ !

ଗିରଫ ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବିଧାୟକ ସୁବାସ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ବିଧାନସଭାରେ ଚାଷୀଙ୍କ କଥା ଉଠାଇଥିବାରୁ ତାଙ୍କୁ ଟାର୍ଗେଟ କରାଯାଇଥିଲା ।

Sand Mafia
ବାଲି ମାଫିଆଙ୍କ ସହ ତହସିଲଦାରଙ୍କ ମଧୁଚନ୍ଦ୍ରିକା, କାରନାମା ପଦାରେ ପଡ଼ିବା ପରେ ଉଭାନ୍‌

ପଡ଼ିଲା ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲର ଛାଟ, ଫିଟିଲା ଖୋଦ୍ ରାଜସ୍ୱ ମନ୍ତ୍ରୀଙ୍କ ଜିଲ୍ଲାରେ ଚାଲିଥିବା ବାଲି ଚୋରାଚାଲାଣର ରହସ୍ୟ । ବନ୍ଧାହେଲେ ବହୁଚର୍ଚ୍ଚିତ ବାଲିଖାଦାନ ଲିଜ୍‌ଧାରୀ ପ୍ରଦୀପ ବିନ୍ଧାଣି ।

Odisha is worried about the storm
ଆସନ୍ତା ୬ ତାରିଖରେ ଲଘୁଚାପ ଥୟ, ହେଲେ ବାତ୍ୟା?

ମେ ମାସରେ ଦକ୍ଷିଣ-ଆଣ୍ଡାମାନ ସାଗରରେ ୪ ତାରିଖରେ ହେବାକୁ ଥିବା ଘୂର୍ଣ୍ଣିବଳୟକୁ ନେଇ ଆଶଙ୍କାରେ ରାଜ୍ୟବାସୀ। ଭୁବନେଶ୍ୱରରେ ବିଏମ୍ସିର ପ୍ରାଥମିକ ପ୍ରସ୍ତୁତି ବୈଠକ। ନିଆଯାଇଛି ଅନେକ ନିଷ୍ପତ୍ତି।

CB busts pre-activated SIM card racket
ଅଜାଣତରେ କେମିତି ଆକ୍ଟିଭ୍ ହୋଇଥାଏ ଏକାଧିକ ସିମ୍ ?

ସିମକାର୍ଡ ଫ୍ରଡ୍ ମାମଲାରେ ପ୍ରତିଦିନ ଖୋଲୁଛି ଠକେଇର କଳାକାରନାମା।