ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପକୁ ନେଇ ବିବାଦ ମଧ୍ୟରେ ଆଜି ପୁରୀ ଗସ୍ତ କରୁଛନ୍ତି ଭୁବନେଶ୍ୱରର ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ । ଆଜି ପୂର୍ବାହ୍ନରେ ଶ୍ରୀକ୍ଷେତ୍ର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ବୋଲି ସାଂସଦ ଟ୍ୱିଟ୍ କରିଛନ୍ତି ।
ଇ-ଫାଇଲିଙ୍ଗ ପୋର୍ଟାଲରେ ୭ କୋଟି ୧୪ ଲକ୍ଷ ଅଧିକ ଆୟକର ରିଟର୍ନ ଭରିଛନ୍ତି ଆୟକର ଦାତା ।
ପରିବହନ ନିଗମର ଲାଭ କମିବାର କାରଣ କଣ? କାହିଁକି ଏମିତି ଦେବାଳିଆ ସ୍ଥିତିରେ ନିଗମ? ଘରୋଇ ବସ ଗୁଡିକ ଲାଭରେ ଚାଲୁଥିବା ବେଳେ କାହିଁକି କ୍ଷତି ସହୁଛି ପରିବହନ ନିଗମ ? ଭିତ୍ତିଭୂମିର ଅଭାବ ନା ରହୁଛି ସରକାରଙ୍କ ଆନ୍ତରିକତା ଅଭାବ ?
ହିନ୍ଦୁଙ୍କୁ ସବୁ ପ୍ରକାର ସହଯୋଗ ଯୋଗାଇ ଦେବାକୁ ଜାରି କରାଯିବ ଟୋଲ୍ ଫ୍ରି ହିନ୍ଦୁ ହେଲ୍ପ ଲାଇନ୍ ନମ୍ବର । ହିନ୍ଦୁଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ନିୟୋଜିତ ହେବେ ୧୦ ହଜାର ଡାକ୍ତର ।
ହୋଟେଲର ବେସମେଣ୍ଟରେ ଏକ ଅଳିଆ ଗଦାରୁ ତାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଥିଲା । ଖବରପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ କରିଥିଲା ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏସସିବି ମେଡିକାଲ ମେଡିସିନ ୱାର୍ଡରୁ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ । ଚିକିତ୍ସାଧୀନ ଅବସ୍ଥାରେ ଜଣେ ମହିଳାଙ୍କ ମୃତ୍ୟୁ ପରେ ମୁହାଁମୁହିଁ ହୋଇଥିଲେ ରୋଗୀ ସଂପର୍କୀୟ ଓ ଡାକ୍ତର । ଚିକିତ୍ସା ଅବହେଳା ଯୋଗୁଁ ମୃତ୍ୟୁ ଅଭିଯୋଗ କରିବାରୁ ରୋଗୀଙ୍କ ସଂପର୍କୀୟଙ୍କୁ ଗୋଟିଏ ଘରେ ପୁରାଇ କବାଟ ବନ୍ଦ କରିଦେବା ସହ ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।
ମିଶନ ଶକ୍ତି ଦ୍ୱାରା ର୍ନିମାଣ ହୋଇଥିବା ପ୍ରକଳ୍ପ ପରିଦର୍ଶନ କରିଛନ୍ତି ଉଷା ପାଢ଼ୀ ।
କୌଣସି କ୍ଷମା ପ୍ରାର୍ଥନା କରିବେ ନାହିଁ ବୋଲି ରୋକ୍ଠୋକ୍ କହିଛନ୍ତି ସୁର ।
ଖୁବ ଶୀଘ୍ର ରାଜ୍ୟ କଂଗ୍ରେସକୁ ମିଳିବ ନୂଆ ମୁଖିଆ । ଏଥିପାଇଁ ୱାନ ଟୁ ୱାନ ଆଲୋଚନା କରୁଛନ୍ତି ପ୍ରଭାରୀ ଚେଲା କୁମାର । ତିନୋଟି ନାଁ କୁ ନେଇ ହେଉଛି ଜୋରଦାର ଚର୍ଚ୍ଚା ।
ଐତିହ୍ୟ କରିଡର ନାଁରେ ଶ୍ରୀମନ୍ଦିର ଚାରିପାଖେ ବେଆଇନ୍ ଖନନକୁ ବିରୋଧ କରି ଶରଧାବାଲିରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯିବାକୁ ସଜବାଜ ହୋଇଥିବା ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ଆଇନଶୃଙ୍ଖଳାକୁ ସମ୍ମାନ ଜଣାଇ ଆସନ୍ତାକାଲିର ଶୋଭାଯାତ୍ରାକୁ ସ୍ଥଗିତ ରଖିଛି ।
DEOଙ୍କ ସହ ଆଲୋଚନା କରୁଥିବା ବେଳେ ଉଭୟ ପକ୍ଷଙ୍କ ମଧ୍ୟରେ ବଚସା ହୋଇଥିଲା ।
ଝାରସୁଗୁଡ଼ାରେ ତାପମାତ୍ରା ୪୩.୯ ଡିଗ୍ରୀ ଥିବା ବେଳେ ବଲାଙ୍ଗିରରେ ତାପମାତ୍ରା ୪୩.୮ ଡିଗ୍ରୀ ରହିଛି । ସେହିଭଳି ବାରିପଦାରେ ୪୩.୮ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ସୋନପୁରରେ ୪୩.୬ ଡିଗ୍ରୀ
ଖବର ପାଇ ବାରକୋଟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ।
ଅନୁମତି ନମିଳିବା ପରେ ଏବେ ଅପରାଜିତା କ’ଣ ପଦକ୍ଷେପ ନେଉଛନ୍ତି ତା ଉପରେ ସମସ୍ତଙ୍କ ନଜର ।
ବାବୁଲି ପଢ଼ିଆରି ଜଣେ ଜିଆରଏସ୍ ହୋଇ ମଧ୍ୟ ୫୯ ପ୍ଲଟ୍ର ମାଲିକ । ତେବେ ଏହି ସମ୍ପତ୍ତି କେଉଁଠୁ ଆସିଲା, କିଏ ଦେଲା ? ବାବୁଲି ସତ କହୁଛନ୍ତି ନା ମିଛ ? ଏନେଇ ଭିଜିଲାନ୍ସ ତଦନ୍ତ ଚଳାଇଛି ।
ସାମ୍ନାକୁ ଆସିଲା ସୁମନଙ୍କ ସାଙ୍ଘାତିକ ସତ। ନିଜର ସୁନ୍ଦର ଚେହେରା, ଆଉ ମିଠା କଥା ପାଇଁ ସୁନ୍ଦର ଯୁବତୀଙ୍କ ସହ ରଖୁଥିଲେ ଲିଭ୍ ଇନ୍ଜ ରିଲେସନସିପ୍। ପ୍ରେମର ମାୟାଜାଲରେ ଏମିତି ଛନ୍ଦି ଦେଉଥିଲେ ଯେ, ସୁମନଙ୍କ ପଛରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଥିଲେ ତରୁଣୀ ଯୁବତୀ ।
ଆଜି ଦିଲ୍ଲୀ ଯାଇ ହାଇକମାଣ୍ଡକୁ ଏନେଇ ସୂଚନା ଦେବେ । ପରେ ହାଇକମାଣ୍ଡ ନୂଆ ପିସିସି ସଭାପତିଙ୍କ ନାଁ ଘୋଷଣା କରିବେ ବୋଲି ଆଶା କରାଯାଉଛି ।
ପ୍ରଚଣ୍ଡ ଖରାରେ ସିଝୁଛି ସାରା ରାଜ୍ୟ । ଆସନ୍ତା ୨୯ ଯାଏ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଉଚ୍ଚଶିକ୍ଷା ବିଭାଗ ଏ ନିଷ୍ପତ୍ତି ନେଇଛି।
ଦୋକାନ ସାମ୍ନାରୁ ଲୁଟି ନେଲେ ୩ କେଜି ସୁନା ଗହଣା । ଗୁଣପୁର ହଳଦିଆ ନାଳ ନିକଟ ଗହଣା ଦୋକାନ ସାମ୍ନାରୁ ଏହି ଲୁଟ୍ ହୋଇଛି ।
ବିଷାକ୍ତ ଖାଦ୍ୟ ଖାଇ ଭାଇ ଭଉଣୀ ମୃତ, ମା ଗୁରୁତର । ଗଂଜାମ ଜିଲ୍ଲା ରମ୍ଭା ଥାନା ଗଡ଼ଗୁମା ଗାଁରେ ବିଷାକ୍ତ ଖାଦ୍ୟ ଖାଇ ଭାଇ, ଭଉଣୀଙ୍କର ମୃତ୍ୟୁ ହୋଇଥିବାବେଳେ ମାଆ ଗୁରୁତର ଅଛନ୍ତି ।
ଭୋଜି ହେଲା କାଳ । ଭୋଜି ଖାଇବାକୁ ଡାକିନେଇ ପୂର୍ବତନ ୱାର୍ଡମେମ୍ବରଙ୍କୁ ନୃଶଂସ ଭାବେ ପିଟିପିଟି ମାରିଦେଲେ ୪ ଦୃର୍ବୁତ୍ତ ।
ମାଟ୍ରିକ୍ ପରୀକ୍ଷା ପାଇଁ ଗଠନ ହେଲା ୩୮ଟି ସ୍ପେସାଲ୍ ସ୍କ୍ୱାଡ୍ । ରାଜ୍ୟର ୩୦ ଜିଲ୍ଲା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ୩୮ଟି ସ୍ପେସାଲ୍ ସ୍କ୍ୱାଡ୍ ଗଠନ କରିଛନ୍ତି।
ସ୍କୁଲ ଯାଉଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ । ସୁବର୍ଣ୍ଣପୁର ଜିଲ୍ଲା ଭଣ୍ଡାର ପଞ୍ଚାୟତର ଚୁଲିମାଳ ଗାଁରୁ ସାମ୍ନାକୁ ଆସିଛି ଏହି ଘଟଣା ।