ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବେଆଇନ ଖନନ ଅଭିଯୋଗ ମାମଲାକୁ ନେଇ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି। ମିଳିତ ପରିଦର୍ଶନ କରି ରିପୋର୍ଟ ଦେବାକୁ ହାଇକୋର୍ଟ ପୁନଃ ନିର୍ଦ୍ଦେଶ ଦେଇଛନ୍ତି।
ନାବାଳିକାକୁ ଚୋରି ପରେ ବିକ୍ରି ଉଦ୍ୟମ କରିଥିବା ଅଭିଯୁକ୍ତର ସବୁ ଯୋଜନା ପଣ୍ଡ ହୋଇଗଲା। ନାବାଳିକାଟିକୁ ବିକ୍ରି କରିବା ପୂର୍ବରୁ ଅଭିଯୁକ୍ତକୁ ମାଡ଼ି ବସିଲା କମିଶନରେଟ ପୁଲିସ୍।
ପ୍ରସବ କରାଇବା ପାଇଁ ରୋଗୀଙ୍କ ସମ୍ପର୍କୀୟଙ୍କୁ ଲାଞ୍ଚ ମାଗୁଥିଲେ ଡାକ୍ତର । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତୀ ବିଭାଗ ଡାକ୍ତର ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ବିରୋଧରେ ଲାଞ୍ଚ ମାଗୁଥିବା ଅଭିଯୋଗ ଆଣିଲେ ରୋଗୀଙ୍କ ସଂପର୍କୀୟ ।
ବର ବେଶରେ ପୁଅକୁ ସଜାଇ ରୋଷଣୀ, ବାଜା ବଜାଇ ପୁଅର ବାହାଘର କରିଥାନ୍ତେ। ହେଲେ ବିଧିର ବିଧାନ କିଛି ଅଲଗା ଥିଲା। ପୁଅର ବାହାଘର ଦିନ ହିଁ ଚାଲିଗଲା ବାପାର ଜୀବନ।ବାହାଘରକୁ ନେଇ ଖୁସିରେ ଘର ଉଠୁଥିଲା, ପଡ଼ୁଥିଲା। ହେଲେ ହଠାତ୍ କାନ୍ଦ ବୋବାଳିରେ ଫାଟି ପଡ଼ିଲା।
ପାଣି ନାଁରେ ବି ବିଷ । ଖରା ତାତିରୁ ରକ୍ଷା ପାଇବା ପାଇଁ ରଖାଯାଉଥିବା ଜଳଛତ୍ରରେ ବିଷ ମିଶାଯାଇଥିବା ଅଭିଯୋଗ ହୋଇଛି ।
ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ସହପାଠୀମାନେ ସମ୍ପୃକ୍ତ ଛାତ୍ରଙ୍କୁ ଉଲଗ୍ନ କରିବା ସହ ଦୌଡ଼ିରେ ହାତ ଗୋଡ଼ ବାନ୍ଧି ଚପଲରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି।
ମଣିଷକୁ ପଶୁ ଇଞ୍ଜେକ୍ସନ ଦେବା ଘଟଣାରେ କାର୍ଯ୍ୟାନୁଷ୍ଠାନ କାର୍ଯ୍ୟରେ ଅବହେଳା କରିଥିବା ASIଙ୍କୁ ନିଲମ୍ବନ କଲେ ମୟୂରଭଞ୍ଜ ଏସ୍ପି ।
ଚିଟଫଣ୍ଡ ଲୁଟେରାଙ୍କ ଟେର ପାଉନି ପୋଲିସ । ମୋଷ୍ଟ ଓ୍ୱାଣ୍ଟେଡ ତାଲିକାରେ ତିନି ଜଣଙ୍କ ନା ଜାରି କରିଛି କ୍ରାଇମବ୍ରାଞ୍ଚ ।
ତାତିରେ ଆଉଟୁପାଉଟୁ ସାରା ରାଜ୍ୟ । ଗତକାଲି ୧୯ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା । ସେହିପରି ୬ଟି ସ୍ଥାନରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି ।
ଆଜିଠୁ ବଢିଲା ଓମଫେଡ୍ କ୍ଷୀର ଦର । ଓମଫେଡ କ୍ଷୀର ଲିଟର ଫିଛା ୨ ଟଙ୍କା ବୃଦ୍ଧି ପାଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ମହାନଦୀ ହେଉଛି ଆମ ମାଆ ଓ ଜୀବନ ଧାରଣର ରାହା । ହେଲେ ଆକାଶମାର୍ଗରୁ ଉତ୍ତୋଳିତ ଚିରସ୍ରୋତା ମାଆର ଏ ବିକଳ ଚିତ୍ରକୁ ଟିକେ ନିରିଖେଇ ଦେଖନ୍ତୁ । ସୋନପୁର ଓ ବୌଦ୍ଦରେ କେମିତି ଧୀରସ୍ଥିର ଓ ଜୀର୍ଣ୍ଣଶୀର୍ଣ୍ଣ ଅବସ୍ଥାରେ ରହିଛି ।
ଯଦି ସଂକ୍ରମଣ ବଢ଼େ, ତେବେ ଜିଲ୍ଲା ସ୍ତରରେ କଣ୍ଟିନ୍ଜେନ୍ସି ଆକ୍ସନ ପ୍ଲାନ ବା ଜରୁରୀକାଳୀନ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ ରଖିବାକୁ ମଧ୍ୟ ପରାମର୍ଶ ଦେଇଛି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ।
ଖୁବ୍ଶୀଘ୍ର ହୋଇପାରେ ବିଜେଡିରେ ନବକଳେବର । ମନ୍ତ୍ରିମଣ୍ଡଳ ସହ ବଦଳିବ ବିଜେଡିର ସାଙ୍ଗଠନିକ ଢାଞ୍ଚା । ଟାର୍ଗେଟରେ ୨୦୨୪ ସାଧାରଣ ନିର୍ବାଚନ । ଏହାକୁ ନେଇ ଚାଲିଛି ଅଙ୍କକଷା ।
କଟକ ସଦର ଥାନା ଅଞ୍ଚଳରୁ ଆସିଛି ବଧୂ ହତ୍ୟା ଅଭିଯୋଗ । ଯୌତୁକ ପାଇଁ ଜଣେ ବଧୂଙ୍କ ଜୀବନ ଯାଇଛି । କଟକ ସଦର ଥାନା ଅନ୍ତର୍ଗତ ପ୍ରତାପ ନଗରୀ ଅଞ୍ଚଳରେ ଏଭଳି ଘଟଣା ଘଟିଥିବା ଅଭିଯୋଗରେ ଦର୍ଶାଯାଇଛି ।
ଜାନୁଆରି ୩୧ରେ ମଡେଲ ସୌମ୍ୟରଂଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା । ଏପ୍ରିଲ ୧୯ ତାରିଖରେ ହେଲା ଏଫ୍ଆଇଆର୍ । ଏତଲା ପାଇଁ କମିଶନରେଟ ପୋଲିସକୁ ଲାଗି ଗଲା ୨ ମାସ ୧୯ ଦିନ ।
ରୋଷେୟା ମୃତ୍ୟୁକୁ ୪ ଦିନ ବିତିଯାଇଥିଲେ ବି ସମସ୍ତେ ନୀରବ ରହୁଥିବାରୁ ଘଟଣା ଆହୁରି ରହସ୍ୟମୟ ଲାଗୁଛି ।
ଏବର୍ଷ ରାଜ୍ୟରେ ସର୍ବାଧିକ ତାପମାତ୍ରାରେ ସୋନପୁରର ରେକର୍ଡ ।
୩୦ ତାରିଖ ଭିତରେ ଏନେଇ ରିପୋର୍ଟ କରିବେ ଜିଲ୍ଲା ଆଇନସେବା ଅଧିକାରୀ ।
ସମ୍ବଲପୁରରୁ ଲୁଟ୍ ଟଙ୍କା ଦେବଗଡ଼ ବନକାଲୋ ଅଞ୍ଚଳରୁ ଜବତ । ତାହା ପୁଣି ମାଟି ତଳୁ । ଆଉ ଖୋଳୁ ଖୋଳୁ ମାଟି ତଳୁ ବାହାରିଲା ବିଡ଼ା ବିଡ଼ା ୫ଶହ ଟଙ୍କିଆ ନୋଟ୍ ବ୍ୟାଣ୍ଡେଲ ।
ସଭିଏଁ ଏକାଠି ହୋଇ ଲଢ଼ିଲେ ଦଳ ୨୦୨୪ରେ ନିଶ୍ଚିତ ଭାବେ ସରକାର ଗଠନ କରିବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ବିଧାୟକ ସନ୍ତୋଷ ସିଂହ ସାଲୁଜା । କଂଗ୍ରେସ ପାଇଁ ଖୁସିର କଥା ପ୍ରଶାନ୍ତ କିଶୋର ଓଡ଼ିଶାକୁ ଗୁରୁତ୍ୱ ଦେଇଛନ୍ତି ।
କଟକ ଡିଆଇବି ଏସିପି ଥିବା ସତ୍ୟରଂଜନ ମଲ୍ଲିକଙ୍କୁ IUCAWକୁ ବଦଳି କରାଯାଇଥିବା ବେଳେ ଇନ୍ସପେକ୍ଟର କୃଷ୍ଣପ୍ରସାଦ ଦାସଙ୍କୁ କଟକ ଡିଆଇବିକୁ ବଦଳି କରାଯାଇଛି ।
୬ଟି ଦେଶର ମାଫିଆଙ୍କ ସହ ଲିଙ୍କ୍ ଥିବା ଜଣାପଡ଼ିଛି ବୋଲି କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି । ସ୍ୱିଜରଲ୍ୟାଣ୍ଡ, ଚାଇନା, ଫ୍ରାନ୍ସ, ଆମେରିକା, ଥାଇଲାଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ଭଳି ଦେଶ ସହ ଏହି ଦୁଇ ଗିରଫ ମାଫିଆଙ୍କ ସମ୍ପର୍କ ରହିଛି ।
ପ୍ରାଇଭେଟ ସ୍କୁଲ୍ ଆଉ ନିଜ ପବ୍ଳିକେସନ୍ ବହି ପଢାଉଥିବା ଅଭିଯୋଗ କରିଛି ଅଭିଭାବକ ମହାସଂଘ । ଏନେଇ ବାରମ୍ବାର ଅଭିଯୋଗ ପରେ ବି ବ୍ଲକ ଶିକ୍ଷାଧିକାରୀ ଶୁଣୁନଥିବା ଅଭିଯୋଗ ହୋଇଛି ।
ଧାଡ଼ି ଧାଡି ହୋଇ ବସିଛନ୍ତି ବୟସ୍କ। ଏମାନଙ୍କ ପାଦ ଧୁଆ ଚାଲିଛି। କିଏ ଚନ୍ଦନ ମାରି ବନ୍ଦାପନା କରୁଛି ତ, ଆଉ କିଏ ନୂଆବସ୍ତ୍ର ଦେଇ ଆଶୀର୍ବାଦ ଭିକ୍ଷା କରୁଛନ୍ତି।