• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

matric exam
ମାଟ୍ରିକ ପରୀକ୍ଷା ସେଣ୍ଟର ବଦଳାଇବାକୁ ଦାବି : ଧାରଣା ଦେଲେ ଜାମୁତି ଗାଁର ଛାତ୍ରଛାତ୍ରୀ ଓ ଅଭିଭାବକ

ଦଶମ ଶ୍ରେଣୀ ପରୀକ୍ଷା ସେଣ୍ଟରକୁ ନେଇ ଛାତ୍ର ଅଶାନ୍ତି । ସେଣ୍ଟର ବଦଳାଇବା ପାଇଁ ଉପଜିଲ୍ଲାପାଳଙ୍କ ନିକଟରେ ଗୁହାରୀ ।

Poster Boards Of Srimandir Heritage Corridor Changed In Puri
ହଟିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଲଗାଯାଇଥିବା ଫଳକ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଲାଗିଥିବା ଫଳକକୁ ଫଳକ କଢା ଯାଇ ନୂଆ ଡିଜାଇନର ଫଳକ ଲଗାଯାଇଛି ।

Mamita Meher Murder Case | Gobinda Sahu, His Driver Radhe Produced In Court
ବହୁଚର୍ଚ୍ଚିତ ମମିତା ହତ୍ୟାକାଣ୍ଡ ମାମଲା; ମୁଖ୍ୟ ଅଭିଯୁକ୍ତ କୋର୍ଟରେ ହାଜର ହୋଇ ମଧ୍ୟ ହୋଇପାରିଲା ନାହିଁ ଶୁଣାଣି

କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ହାଜର ହେଲେ ବହୁଚର୍ଚ୍ଚିତ ମମିତା ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେ ଚଣ୍ଡୀ l

Man arrested by Badagada Police for allegedly stealing bicycle reportedly falls ill in custody, decl
ପୋଲିସ ହେପାଜତରେ ମୃତ୍ୟୁ ! ହତ୍ୟା ଅଭିଯୋଗ ଆଣିଲେ ପତ୍ନୀ

ପୋଲିସ ହେପାଜତରେ ମୃତ୍ୟୁ । ଭୁବନେଶ୍ୱର ବଡ଼ଗଡ ଥାନା ପୋଲିସ ହେପାଜତରେ ଥିବା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।

Radio fair organised in Bhubaneswar
ରାଜଧାନୀରେ ରେଡିଓ ଫେୟାର ଅନୁଷ୍ଠିତ

ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଆଉଟରିଚ୍ ପକ୍ଷରୁ ଅଷ୍ଟମ ଅନ୍ତର୍ଜାତୀୟ ରେଡିଓ ମେଳା ଅନୁଷ୍ଠିତ ହୋଇଛି । ପ୍ରଦର୍ଶନୀରେ ଶହ ଶହ ସଂଖ୍ୟାରେ ନୂଆ ଓ ପୁରୁଣା ରେଡିଓ ରହିଛି ।

konark
ASI ସଂରକ୍ଷିତ ଐତିହ୍ୟସ୍ଥଳକୁ ସ୍ୱତନ୍ତ୍ର ଦିନରେ ମାଗଣା ଦର୍ଶନ ବ୍ୟବସ୍ଥା

ପୁରାତନ କୀର୍ତ୍ତିରାଜିର ମାଗଣା ଦର୍ଶନ ପାଇଁ ASIର ସ୍ୱତନ୍ତ୍ର ବ୍ୟବସ୍ଥା । ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳକୁ ସ୍ୱତନ୍ତ୍ର ଦିବସ ଗୁଡ଼ିକରେ ମାଗଣାରେ ପରିଭ୍ରମଣ କରିବେ ପର୍ଯ୍ୟଟକ ।

accident
ରାସ୍ତା କଡ଼ରେ ଛିଡ଼ା ହୋଇଥିବା ୪ ଜଣଙ୍କୁ ଚାପି ଦେଲା ଟ୍ରକ ; ୩ ମୃତ, ୧ ଗୁରୁତର

ମୟୁରଭଞ୍ଜ ବିଶୋଇ ଥାନା ନୂଆଗାଁ ନିକଟ ୪୯ ନମ୍ବର ଜାତୀୟ ପଥରେ ରବିବାର ବିଳମ୍ବିତ ରାତିରେ ଟ୍ରକ ଚାପାରେ ତିନି ଜଣଙ୍କ ମୃତ୍ୟୁ ହୋଇଛି ।

weather-report-of-today
୪୦ ଡିଗ୍ରୀ ଉପରେ ରାଜ୍ୟର ୧୨ ସହରର ତାପମାତ୍ରା

ରାଜ୍ୟର ଉତ୍ତପ୍ତ ସହର ଭାବେ ସୋନପୁର ରେକର୍ଡ କରିଛି

GST Evasion
୧୨୪ କୋଟିର GST ଠକେଇ; ୪ ଗିରଫ

ଅନ୍ୟର ପାନ କାର୍ଡ ଓ ବିଭିନ୍ନ କାଗଜପତ୍ରର ଦୁରୁପଯୋଗ କରି ୧୨୪ କୋଟି ଟଙ୍କାର GST ଠକେଇ ଅଭିଯୋଗରେ ସମ୍ବଲପୁର ସାଇବର ଥାନା ପୁଲିସ ୪ ଜଣଙ୍କୁ ଗିରଫ କରିଛି।

otv
ଓଟିଭିକୁ ପୂରିଲା ୨୫ ବର୍ଷ : ସବୁଠି ବଢିଛି ଆଦୃତି, ସବୁଠି ଛାଡ଼ିଛି ସ୍ୱର୍ଣ୍ଣିମ ସ୍ୱାକ୍ଷର

ବିଜୁ ବାବୁଙ୍କ ମହାଯାତ୍ରାରୁ ଆରମ୍ଭ ହୋଇଥିଲା ଓଟିଭିର ପ୍ରସାରଣ । ଏହାମଧ୍ୟରେ କେବୁଲରୁ ସାଟେଲାଇଟ ଏବଂ ସାଟେଲାଇଟରୁ ଡିଜିଟାଲ୍ ଯାହା ସଠିକ, ଯାହା ଆପଣ ଚାହୁଁଛନ୍ତି, ଆପଣଙ୍କ ପାଇଁ ଏବଂ ଓଡିଶାର ସ୍ୱାର୍ଥ ପାଇଁ ଯେଉଁଟା ଠିକ୍ ସେସବୁ ଦେଖାଇ ଚାଲିଛି

  • Monday, 18 April 2022
  • Otv
Padmashri Prafulla Kar
କଳା ଜଗତରେ ଅପୂରଣୀୟ କ୍ଷତି ସୃଷ୍ଟି କଲା ପ୍ରଫୁଲ୍ଲଙ୍କ ବିୟୋଗ : ଆଜି ସ୍ୱର୍ଗଦ୍ୱାରରେ ସଂଗୀତ ସ୍ରଷ୍ଟାଙ୍କ ଶେଷକୃତ୍ୟ

୧୯୩୯ ମସିହା ଫେବ୍ରୁଆରୀ ୧୬ ତାରିଖରେ ପୁରୀରେ ଜନ୍ମ ଗ୍ରହଣ କରିଥିଲେ ସ୍ୱନାମଧନ୍ୟ ସଙ୍ଗୀତଜ୍ଞ ପ୍ରଫୁଲ କର । ୨୦୧୫ ମସିହାରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିଲା ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Monday, 18 April 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Monday, 18 April 2022
Prafulla Kar no more
ନିରବି ଗଲେ ସଂଗୀତର ସ୍ରଷ୍ଟା: ଅଫେରା ରାଇଜରେ କମଳ ଦେଶର ରାଜକୁମାର

୮୩ ବର୍ଷ ବୟସରେ ଆଜି ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳୁଛି।

Poll Violence
ଗୁଳି କରି ହତ୍ୟା କରିବା ବେଳେ ନିଜକୁ ବିଜେଡି ନେତା କହିଲା ଅଭିଯୁକ୍ତ !

ବଚସା ମଧ୍ୟରେ ଏକ ଶିକାରୀ ବନ୍ଧୁକରୁ ଦଳେଇକୁ ଗୁଳି କରି ହତ୍ୟା କରିଥିଲା ନୃପତ୍ତି।

Ministry reshuffle
ଖୁବଶୀଘ୍ର ରାଜ୍ୟ ମନ୍ତ୍ରିମଣ୍ଡଳରେ ବଡ ଧରଣର ଅଦଳବଦଳ !

ସରପ୍ରାଇଜ୍ କାର୍ଡ ବି ଖେଳି ପାରନ୍ତି ନବୀନ।

Hopeless Ukraine return student
ପ୍ରାକ୍ଟିକାଲ୍‌ ଚିନ୍ତାରେ ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀ

ଥମୁନି ୟୁକ୍ରେନ-ଋଷ୍ ଯୁଦ୍ଧ। ଏନେଇ ବଢୁଛି ଚିନ୍ତା। ୬ ବର୍ଷିଆ ମେଡିକାଲ ସାଇନ୍ସ କୋର୍ସ ଅଧାରୁ ପାଠପଢ଼ା ଛାଡ଼ି ଆସିବା ପରେ ଏବେ ପ୍ରାକ୍ଟିକାଲ ଚିନ୍ତାରେ ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀ।

Air Ambulance
ଏୟାର ଆମ୍ବୁଲାନ୍ସ ରୋଗୀ ନୁହେଁ ଅଯଥାରେ ଡାକ୍ତରଙ୍କୁ ବୋହୁଛନ୍ତି ସରକାର: ବିଜେପି

ଏହି ଯୋଜନା କେବଳ ବିଛିନ୍ନାଞ୍ଚଳ ଲୋକଙ୍କୁ ଭୂଆଁ ବୁଲାଇବା ପାଇଁ ବୋଲି ସେ କହିଛନ୍ତି।

simran
ସିମରନ୍‌ଙ୍କ ଶେଷ ଚିଠି : ‘ତୁମେ ମୋ ସହ ଯାହା କିଛି କରିଛ, କଣ ସେଇଟା ବି ମିଛ ଥିଲା’

ରଞ୍ଜିତଙ୍କ ଜୀବନରେ ବି ଆଉ କେବେ ଆସିବେ ନାହିଁ ସିମରନ। କାରଣ ବୈତରଣୀରେ ନିଜ ଭଲ ପାଇବାକୁ ଜଳାଞ୍ଜଳି ଦେଇ ସେ ନିଜକୁ ଶେଷ କରି ଦେଇଛନ୍ତି। ପ୍ରେମିକ ରଞ୍ଜିତଙ୍କ ଜୀବନରୁ ଦୂରେଇ ଯିବା ପୂର୍ବରୁ ନିଜ ମନର କଥାକୁ ଏମିତି ଚିଠି ଲେଖି ଦେଇଛନ୍ତି ସିମରନ ଜେନା।

bamboo bridge
ଲୋକଙ୍କ ପାଇଁ ସାହାଭରସା ବାଉଁଶ ପୋଲ : ଟିକିଏ ଅସାବଧାନ ହେଲେ ଜୀବନ ଚାଲିଯିବା ଭୟ,ଏପଟେ ଅସମ୍ପୂର୍ଣ୍ଣ ଅବସ୍ଥାରେ ବିଜୁ ସେତୁ

ମୟୂରଭଞ୍ଜ ଏବଂ କେନ୍ଦୁଝର ସୀମାର ଆଦିପୁର, ପଦ୍ମପୁର ସ୍ଥିତ ବୈତରଣୀ ଏବଂ ଭଣ୍ଡନ ନଦୀର ମିଶ୍ରଣ ସ୍ଥଳ । ଦୁଇଟି ନଦୀର ମୁହାଣ ମିଶି ଥିବାରୁ ଏହାକୁ ଦୋ-ମୁହାଣୀ ବୋଲି ସ୍ଥାନୀୟ ଲୋକେ କହନ୍ତି ।

mahua flower collectors
ମହୁଲର ଅଭାବୀ ବିକ୍ରି : ଉଚିତ ମୂଲ୍ୟ ମିଳୁନଥିବାରୁ ନିରାଶ ଲୋକେ

ନୂଆପଡା ଜିଲ୍ଲାର ଗ୍ରାମାଞ୍ଚଳର ଲୋକଙ୍କୁ ଖରା ୨ ମାସ ଅର୍ଥ ଯୋଗାଇ ଥାଏ ମହୁଲ । ହେଲେ ଉପଯୁକ୍ତ ବଜାର ବ୍ୟବସ୍ଥା ନଥିବାରୁ ଲୋକେ ସ୍ଥାନୀୟ ବ୍ୟବସାୟୀଙ୍କୁ କମ୍ ଦାମରେ ବିକ୍ରି କରି ଶୋଷଣର ଶିକାର ହେଉଛନ୍ତି ।

Lekhashree
ମୋଦିଙ୍କ ଗୁଣ ଗାଇଲେ ଲେଖାଶ୍ରୀ, ବଖାଣିଲେ କେନ୍ଦ୍ର ସରକାରଙ୍କ ସଫଳତା

ସାମାଜିକ ନ୍ୟାୟ ପକ୍ଷ ପାଳନ ଅବସରରେ ସେ କହିଛନ୍ତି, ୨୦୧୪ ଆଗରୁ ଦେଶର ଅର୍ଥନୀତି ପୁରା ଦୁର୍ବଳ ଥିଲା । ୫୦ ଭାଗ ଲୋକ ବ୍ୟବସ୍ଥାରୁ ବାହାରେ ଥିଲେ । ମୋଦି ସରକାର ଆସିବା ପରେ ସେଥିରେ ଅନେକ ପରିବର୍ତ୍ତନ ଆସିଛି ।

Youth Murder In Mayurbhanj
ଜୀବନର ମୂଲ୍ୟ କ’ଣ ମାତ୍ର ୩୦ ହଜାର ଟଙ୍କା ? ସାଙ୍ଗର ଜୀବନ ନେଲା ସାଙ୍ଗ, ହତ୍ୟା କରି ନାଳରେ ଫିଙ୍ଗି ଦେଲା

ମାତ୍ର ୩୦ ହଜାର ଟଙ୍କା ପାଇଁ ହତ୍ୟା ପରି ଜଘନ୍ୟକାଣ୍ଡ ଘଟାଇବାକୁ ପଛାଇଲେ ନାହିଁ। ତାହା ପୁଣି ଅଜଣା ଲୋକ କି ଚୋର ଡକାୟତ ଖଣ୍ଟ ନୁହେଁ, ବରଂ ନିଜ ଗାଁ ଲୋକ ଏହି ହତ୍ୟାକାଣ୍ଡ ଘଟାଇଛନ୍ତି। ଘନିଷ୍ଠ ସମ୍ପର୍କ ଥାଇ ମଧ୍ୟ ହତ୍ୟା କରିବାକୁ ପଛାଇଲେ ନାହିଁ ଗାଁ ଲୋକେ। 

Bhubaneswar ATM Loot Case
କେମିତି ATM ଉପାଡ଼ି ଲକ୍ଷାଧିକ ଟଙ୍କା ଲୁଟ୍‌ କଲେ ? ଡେମୋ ଦେଖାଇଲେ ଅଭିଯୁକ୍ତ

ଭୁବନେଶ୍ୱର ଲିଙ୍ଗିପୁରରେ ATM ଉପାଡ଼ି ଲୁଟ୍ ମାମଲାରେ ପୋଲିସ୍‌ର ଛାନ୍‌ଭିନ୍‌ ଜାରି ରହିଛି। ଗିରଫ ୨ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳରେ କ୍ରାଇମ୍ ରିକ୍ରିଏସନ୍‌ କରିଛି ପୋଲିସ। ସେମାନଙ୍କ ଲୁଟ୍‌ର ତରିକା ଜାଣିବାକୁ ଓ ଅଧିକ ପ୍ରମାଣ ଯୋଗାଡ଼ ପାଇଁ ଏହି ଡେମୋ ଚାଲିଛି।

ramachandra
ପରିଣତ ବୟସରେ ଲୋକ କଲ୍ୟାଣ ଚିନ୍ତା : ପେନସନ ଟଙ୍କାରେ କଂକ୍ରିଟ ଗାଧୁଆ ତୁଠ ନିର୍ମାଣ କରାଇଲେ ରାମଚନ୍ଦ୍ର

୮୪ ବର୍ଷୀୟ ଅବସରପ୍ରାପ୍ତ ସରକାରୀ ଚକବନ୍ଦୀ ଅଧିକାରୀ ରାମଚନ୍ଦ୍ର ଦାଶ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ବନ୍ଦାଳ-ମଢ଼ିଆଳୀ ପଞ୍ଚାୟତର ଅନ୍ତର୍ଗତ ବନ୍ଦାଳ ଗ୍ରାମରେ ଘର । ଭଲରେ ଚାଲି ପାରୁନଥିଲେ ସୁଦ୍ଧା ପରିଣତ ବୟସରେ ଲୋକଙ୍କ ଚିନ୍ତା ଘାରିଛି

fishing banned
ସମୁଦ୍ରରୁ ମାଛ ମାରିବା ଉପରେ ଲାଗିଲା ସରକାରୀ କଟକଣା : ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ସରକାରଙ୍କ ଏହି ନିୟମ କିନ୍ତୁ ସମୁଦ୍ରକୁ ଯାଇ ମାଛମାରି ପରିବାର ଚଳାଉଥିବା ମତ୍ସଜୀବୀଙ୍କ ଉପରେ ବୋଝ ପାଲଟିଛି । ସମୁଦ୍ରକୁ ଯାଇ ମାଛମାରି ଦୁଇ ପଇସା ରୋଜଗାର କରୁଥିବା ମତ୍ସ୍ୟଜୀବି ଏବେ କେମିତି ପରିବାର ଚଳାଇବ ଏବେ ସେହି ଚିନ୍ତାରେ