Advertisment

ଖୋର୍ଦ୍ଧାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ଓଡ଼ିଶାରେ ୨,୧୯୬ ପଜିଟିଭ୍‌‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୧୯୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୧୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୭୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୯୨୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୩୪୫ରେ ପହଞ୍ଚିଛି। ପଢ଼ନ୍ତୁ: ରାଜ୍ୟରେ ୧୭ କରୋନା ରୋଗୀ ଆଖି ବୁଜିଲେ

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଖୋର୍ଦ୍ଧାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ଓଡ଼ିଶାରେ ୨,୧୯୬ ପଜିଟିଭ୍‌‌ ଚିହ୍ନଟ

corona

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୧୯୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୨,୧୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୭୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୯୨୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୩୪୫ରେ ପହଞ୍ଚିଛି।

Advertisment

ପଢ଼ନ୍ତୁ: ରାଜ୍ୟରେ ୧୭ କରୋନା ରୋଗୀ ଆଖି ବୁଜିଲେ

Corona Update In Odisha
Advertisment
Advertisment