ଖୋର୍ଦ୍ଧାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ଓଡ଼ିଶାରେ ୨,୧୯୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୧୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୧୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୭୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୯୨୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୩୪୫ରେ ପହଞ୍ଚିଛି। ପଢ଼ନ୍ତୁ: ରାଜ୍ୟରେ ୧୭ କରୋନା ରୋଗୀ ଆଖି ବୁଜିଲେ
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୧୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୨,୧୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୭୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୯୨୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୩୪୫ରେ ପହଞ୍ଚିଛି।
ପଢ଼ନ୍ତୁ: ରାଜ୍ୟରେ ୧୭ କରୋନା ରୋଗୀ ଆଖି ବୁଜିଲେ