/odishatv-khabar/media/post_attachments/uploadimage/library/16_9/16_9_0/vote-123_1626760724.jpg)
vote
ଭୁବନେଶ୍ୱର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି। ୪ଟି ଲୋକସଭା ସହ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି।
Advertisment
ତେବେ ଦିନ ୧୧ଟା ସୁଦ୍ଧା ୨୨ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ବ୍ରହ୍ମପୁର ଲୋକସଭା କ୍ଷେତ୍ରରେ ୨୫ ପ୍ରତିଶତ, ନବରଙ୍ଗପୁର ଲୋକସଭା କ୍ଷେତ୍ରରେ ୨୧ ପ୍ରତିଶତ, କଳାହାଣ୍ଡି ଲୋକସଭା କ୍ଷେତ୍ରରେ ୨୩ ଓ କୋରାପୁଟରେ ୨୩ ପ୍ରତିଶତ ମତଦାନ ହୋଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)