Advertisment

ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଜାରି: ଦିନ ୧୧ଟା ସୁଦ୍ଧା ୨୨ ପ୍ରତିଶତ ମତଦାନ

ଭୁବନେଶ୍ୱର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି। ୪ଟି ଲୋକସଭା ସହ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ତେବେ ଦିନ ୧୧ଟା ସୁଦ୍ଧା ୨୨ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ବ୍ରହ୍ମପୁର ଲୋକସଭା କ୍ଷେତ୍ରରେ ୨୫ ପ୍ରତିଶତ, ନବରଙ୍ଗପୁର ଲୋକସଭା କ୍ଷେତ୍ରରେ ୨୧ ପ୍ରତିଶତ, କଳାହାଣ୍ଡି ଲୋକସଭା କ୍ଷେତ୍ରରେ ୨୩ ଓ […]

ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଜାରି: ଦିନ ୧୧ଟା ସୁଦ୍ଧା ୨୨ ପ୍ରତିଶତ ମତଦାନ

vote

Advertisment

ଭୁବନେଶ୍ୱର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି। ୪ଟି ଲୋକସଭା ସହ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି।

Advertisment

ତେବେ ଦିନ ୧୧ଟା ସୁଦ୍ଧା ୨୨ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ବ୍ରହ୍ମପୁର ଲୋକସଭା କ୍ଷେତ୍ରରେ ୨୫ ପ୍ରତିଶତ, ନବରଙ୍ଗପୁର ଲୋକସଭା କ୍ଷେତ୍ରରେ ୨୧ ପ୍ରତିଶତ, କଳାହାଣ୍ଡି ଲୋକସଭା କ୍ଷେତ୍ରରେ ୨୩ ଓ କୋରାପୁଟରେ ୨୩ ପ୍ରତିଶତ ମତଦାନ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ