୭୨ ବର୍ଷରେ ପୂରା ଫିଟ୍ ଦଣ୍ଡପାଣି। ନିଇତି ମାରୁଛନ୍ତି ଦଣ୍ଡବୈଠକ ସହ ବ୍ରେଞ୍ଚ୍ ପ୍ରେସ୍। ସକାଳ ହେଲେ ଜିମ୍ରେ ଏମିତି ବ୍ୟାୟାମ କରୁଛନ୍ତି ଯେ ଆଜିକାଲିର ଯୁବପୀଢି ଚାତକ ପରି ଚାହିଁ ରହୁଛନ୍ତି। ବୁଟ, କ୍ଷୀର, ମାଛ ଖାଇ ନିଜକୁ ରଖିଛନ୍ତି ଫିଟ୍। ଦେଖନ୍ତୁ କେମିତି ଚାଲିଛି ଏକ୍ସରସାଇଜ୍
ଧାମନଗର ଏନ୍ଏସିରେ ବିଜେଡିର ବିଜୟ । ଧାମନଗର ଏନ୍ଏସି ନିର୍ବାଚନର ଭୋଟ ଗଣତି ଶେଷ ହୋଇଥିବା ବେଳେ ବିଜେଡିର ନିବେଦିତା ଜେନା ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି ।
ବୟସର ଅପରାହ୍ନରେ ଟିକିଏ ବି କମିନି ପ୍ରେମ। ବାହାଘରକୁ ୭୦ ବର୍ଷ ହେଲାଣି ହେଲେ ଏବେବି ସ୍ତ୍ରୀକୁ ସଜ କରି ହାତଧରାଧରି ହୋଇ ଯାତରା ଯାଉଛନ୍ତି ନବେଇ ମଉସା ଆଉ ଚଚଂଳା ମାଉସୀ। ମୁଣ୍ଡ କୁଣ୍ଡାଇବା ଠାରୁ ସିନ୍ଦୂର ପିନ୍ଧାଇବା..ପୁଣି ନେଲପଲିସି ଲଗାଇବା ସବୁ କାମରେ ପାରଙ୍ଗମ ନବେଇ ମଉସା, ଦେଖନ୍ତୁ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଥିବା ପ୍ରେମର କିଛି ହୃଦୟସ୍ପର୍ଶୀ ଦୃଶ୍ୟ..
ଶ୍ରୀମନ୍ଦିର ରୋଷ ଘର ଚୁଲି ଭଙ୍ଗାଯିବା ଘଟଣାରେ ପୋଲିସ୍ ଜଣେ ସନ୍ଦିଗ୍ଧକୁ ଅଟକ ରଖି ପଚରାଉଚରା ପରେ ପୁରା ଘଟଣାର ଏବେ ପର୍ଦ୍ଦାଫାଶ ହୋଇଛି । ପ୍ରେସ୍ମିଟ୍ରେ ସୂଚନା ଦେଇ ପୁରୀ ଏସ୍ପି କହିଛନ୍ତି, ‘ଶ୍ରୀମନ୍ଦିରରେ କାଣ୍ଡ ଭିଆଇଥିବା ନେଇ ବ୍ୟକ୍ତି ଜଣକ ସ୍ୱୀକାର କରିଛନ୍ତି।
ଧାମନଗର ଏନ୍ଏସିର ବାକିଥିବା ୱାର୍ଡରେ ମତଦାନ ପରେ ଆଜି ଗଣତି ହେବ । ତହସିଲ ଅଫିସ ନିକଟ କଲ୍ୟାଣ ମଣ୍ଡପରେ ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହେବ ।
ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟର ଆଉ ଜଣେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍।
ଲୋକଙ୍କୁ ଜଳକଷ୍ଟରୁ ମୁକ୍ତି ଦେବାକୁ ସରକାରଙ୍କ ଅନେକ ଯୋଜନା ଥାଇ ବି ନଥିଲା ଭଳି। କେଉଁଠି ବସୁଧା ଯୋଜନାରେ ବସିଥିବା ପାଣି ଟାଙ୍କି ମାସ ମାସ ଧରି ଅଚଳ ହୋଇ ପଡ଼ିଛି ତ ଆଉ କେଉଁଠି ପାଣି ପାଇଁ ଚୁଆ ଉପରେ ଲୋକଙ୍କ ଭରସା।
ଏପ୍ରିଲ ୯ ତାରିଖ ଅପରାହ୍ନ ସାଢେ ୩ଟାରେ ଗଡିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣାରଥ । ପାଞ୍ଚ ଦିନର ଏହି ଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ଆୟୋଜନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି ।
ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗାଯିବା ଘଟଣାରେ ପୁରୀ ପୋଲିସ ଜଣେ ସନ୍ଦିଗ୍ଧକୁ ଅଟକ ରଖିଛି। ସିସିଟିଭି ଫୁଟେଜ୍ ଆଧାରରେ ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇ ଅଟକ ରଖାଯାଇଛି। ପୁରୀର ଏକ ଗୁପ୍ତ ସ୍ଥାନରେ ସନ୍ଦିଗ୍ଧକୁ ରଖାଯାଇ ପଚାରଉଚରା କରାଯାଇଛି।
ସ୍ୱାମୀଙ୍କ ପ୍ରଭାବ ହ୍ରାସ ପାଉଛି। ସ୍ତ୍ରୀଙ୍କ ପ୍ରଭାବ ବଢୁଛି। ବିଜେଡିରେ ସାଂସଦ ଅନୁଭବ ମହାନ୍ତିଙ୍କ ପତିଆରା କମୁଥିବା ବେଳେ, ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କର ପ୍ରଭାବ ବଢୁଛି। କିଛି କିଛି ପଦକ୍ଷେପରୁ ଜଣାପଡୁଛି, ବର୍ଷାଙ୍କର ବୋଧହୁଏ ଭୁବନେଶ୍ୱର ଉପରେ ଆଖି ଅଛି !
ବଡବିଲ ଅଞ୍ଚଳର ମହମ୍ମଦ ସଲିମ୍ ଓରଫ ସଲମା ବେଗମ୍ । ସେ ବଡବିଲ ମହାବିଦ୍ୟାଳୟରୁ ବିଜ୍ଞାନରେ ସ୍ନାତକ ଡିଗ୍ରୀ ପାଇବା ପରେ କେନ୍ଦୁଝରରେ ଆଇନ ଡିଗ୍ରୀ ହାସଲ କରିଛନ୍ତି
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପ୍ରସ୍ତାବିତ ଅଧ୍ୟାଦେଶ ୧୯୫୮ AMASR ଆଇନର ଉଲ୍ଲଙ୍ଘନ କରୁଛି ବୋଲି କହିଲେ କେନ୍ଦ୍ର ସରକାର ।
ଖୋର୍ଦ୍ଧା ଜିଲ୍ଲା ସିମର ଅଞ୍ଚଳରୁ ତାକୁ ଧରାଯାଇଥିବା ସୂଚନା ।ତେବେ ସେ କାହିଁକି ଚୁଲି ଭାଙ୍ଗିଲା, କ’ଣ ରହିଛି ତାର ଉଦେଶ୍ୟ ସେନେଇ ଅଧିକ ସୂଚନା ପାଇଁ ପୋଲିସ ତାକୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି ।
ପ୍ରଶ୍ନ ଉଠୁଛି, ହତ୍ୟା ତୁଳନାରେ କାହିଁକି ଅଧିକ ରହୁଛି ଆତ୍ମହତ୍ୟା? ନ୍ୟାସନାଲ କ୍ରାଇମ୍ ରେକର୍ଡ୍ସ ବ୍ୟୁରୋ- NCRB ତଥ୍ୟ କହୁଛି, ଓଡ଼ିଶାରେ ହତ୍ୟାକାଣ୍ଡ ଯୋଗୁ ଯେତିକି ଲୋକଙ୍କ ମୃତ୍ୟୁ ହେଉଛି, ତା ତୁଳନାରେ ଆତ୍ମହତ୍ୟା ହାର ୩.୮ ଗୁଣା ।
5T ସ୍କୁଲ୍ରେ ପାଠ ପଢା ଚାଲିଛି ଗଛ ମୂଳରେ ଆଉ କେଉଁଠି ଶିକ୍ଷକ ଅଭାବରୁ ଛାତ୍ରଛାତ୍ରୀଙ୍କ ପାଠ ପଢାରେ ଡୋରି ବନ୍ଧା ହେଲାଣି । ଏହାରି ଭିତରେ ସ୍ମାର୍ଟ ସ୍କୁଲ୍ରୁ ଆସିଥିବା ଅନୁଦାନ ଅର୍ଥ ବି ହେରଫେର ହେଉଥିବା ଅଭିଯୋଗ ଆସିଲାଣି ।
ଧାମନଗର କଲ୍ୟାଣ ମଣ୍ଡପ ଭୋଟ ଗଣତି କେନ୍ଦ୍ର ନିକଟରେ ୪ ଚକିଆ ଯାନ ଯିବା ଆସିବା ସମ୍ପୂର୍ଣ୍ ମନା ।
ବାଉଁଶ ଓ କାଠ ଫାଳିଆରେ ପିଟି ପିଟି କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁଙ୍କୁ ହତ୍ୟା କରିଥିଲେ ଅଭିଯୁକ୍ତ । ମାନସ ହତ୍ୟାରେ ବ୍ୟବହୃତ ହୋଇଥିବା ବାଉଁଶ ଓ କାଠ ଫାଳିଆକୁ ଜବତ କରିଛି କ୍ରାଇମବ୍ରାଞ୍ଚ୍ ଟିମ୍ ।
ମଧ୍ୟରାତ୍ରୀରେ ଭୁବନେଶ୍ୱର ଲିଙ୍ଗିପୁର ଅଞ୍ଚଳରେ ଏକ SBI ଏଟିଏମ୍ରୁ ଏଭଳି ଲୁଟ୍ ହୋଇଛି । ମେସିନ୍ ଲୁଟ୍ ପରେ ସେଥିରୁ ସବୁ ଟଙ୍କା ନେଇ ଭଙ୍ଗା ମେସିନଙ୍କୁ ବି ଫିଙ୍ଗି ଦେଇଛନ୍ତି ଲୁଟେରା ।
ଭୁବନେଶ୍ୱର ସାଂସଦଙ୍କ ପରେ ଆଜି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ବି ଖନନକୁ ବିରୋଧ କରିବା ସହ ରାଜ୍ୟ ଅନ୍ତତଃ ପକ୍ଷେ ପ୍ରତି ଓଡ଼ିଆଙ୍କ ଭାବାବେଗକୁ ସମ୍ମାନ ଦେଇ ଶ୍ରୀମନ୍ଦିର ପାର୍ଶ୍ୱ ନିଷିଦ୍ଧାଞ୍ଚଳରେ ଚାଲିଥିବା ବେଆଇନ ଧ୍ୱଂସଲୀଳା ବନ୍ଦ କରାଯାଉ ବୋଲି କହିଛନ୍ତି ।
ସିସିଟିଭିରେ ଥିବା ଲୋକ କିଏ ? କେହି ଜାଣି ପାରୁନାହାନ୍ତି । ଚିହ୍ନଟ ପାଇଁ ଉଦ୍ୟମ ଚାଲିଛି । ଏପରିକି ପୁରୀର ବିଭିନ୍ନ ଥାନାଧିକାରୀମାନେ ମୋବାଇଲ୍ରେ ସଂପୃକ୍ତ ବ୍ୟକ୍ତିର ଫଟୋ ଧରି ଲୋକଙ୍କୁ ଦେଖାଉଛନ୍ତି ।
ବିଜେବି ସ୍ୱୟଂଶାସିତ କଲେଜର ଅଧ୍ୟକ୍ଷ ନିରଞ୍ଜନ ମିଶ୍ର ଏନେଇ ବଡ଼ଗଡ଼ ଥାନାରେ ଏତଲା ଦେଇଛନ୍ତି । ପୋଲିସ ସମ୍ପୃକ୍ତ ଛାତ୍ରଛାତ୍ରୀଙ୍କ ବିରୋଧରେ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।
ଚୁଲିକୁ ଭାଙ୍ଗିଦେଇ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରସ୍ତୁତିକୁ ବ୍ୟାଘାତ, ଅତ୍ୟନ୍ତ ଦୁଃଖଦାୟକ । ଭବିଷ୍ୟତରେ ଯେମତି ଏହାର ପୁନରାବୃତ୍ତି ନହେବ ସରକାର ସେଥିପ୍ରତି ପଦକ୍ଷେପ ନିଅନ୍ତୁ ବୋଲି କହିଛନ୍ତି ଲେଖାଶ୍ରୀ ।
ଗତକାଲି ଶ୍ରୀମନ୍ଦିର ୧୦୦ ମିଟର ନିଷିଦ୍ଧାଞ୍ଚଳ ପରିଧି ଭିତରେ ନିର୍ମାଣ କାମ ବନ୍ଦ ରଖିବାକୁ ASIର ଚିଠି ସହ ଟ୍ୱିଟ୍ କରିଥିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ଟ୍ୱିଟ୍ ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ତା ।
ବାସୁଦେବପୁର ବ୍ଲକ ବିନୋବାଭାବେନଗର ପଞ୍ଚାୟତର ବିନୋବାଭାବେ ଗାଁ ଲୋକଙ୍କ ତୃଷା ମେଣ୍ଟାଇ ପାରୁନି ସରକାରଙ୍କ ବସୁଧା ଯୋଜନା