Advertisment

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୨,୨୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ୨,୨୪୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ୨,୨୪୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୩୯୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୫୪ରହିଛି।  ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୧୧ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୨,୨୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

corona updates odisha

ଭୁବନେଶ୍ୱର: ଓଡ଼ିଶାରେ ୨,୨୪୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ୨,୨୪୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୩୯୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୫୪ରହିଛି।  ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୧୧ ଜଣ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୨, ୨୯୪ରେ ପହଞ୍ଚିଛି।

Advertisment
Coronavirus Odisha News Corona Updates In Odisha
Advertisment
Advertisment