ଆରମ୍ଭ ହୋଇଛି ବିଧାନସଭାର ବଜେଟ ଅଧିବେଶନ। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ
କେନ୍ଦୁଝର ପୌରପାଳିକା ୧୨ ନମ୍ବର ୱାର୍ଡର କାଉନସିଲର ପ୍ରାର୍ଥୀ କରୁଣାକର ମାର୍ଣ୍ଣିଙ୍କ ପତ୍ନୀ ପାନମଣି ମାର୍ଣ୍ଣି କେନ୍ଦୁଝର ସାହରପଡା ବ୍ଲକ୍ ଦିଗପଶି ପଂଚାୟତରୁ ସରପଞ୍ଚ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦିତା କରିଥିଲେ ।
ଶର୍ମିଷ୍ଠା ଲୁଚିଥିବା ସନ୍ଦିଗ୍ଧ ସ୍ଥାନରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ତାଙ୍କୁ ଖୋଜିବ ସିବି।
ଶିଶୁକନ୍ୟାକୁ ହତ୍ୟା ପରେ କଟାମୁଣ୍ଡ ଧରି ଗାଁରେ ବୁଲିଲା ଯୁବକ। ସମ୍ପୃକ୍ତ ଯୁବକ ୮ ବର୍ଷର ଶିଶୁକନ୍ୟାର ଗଳାକାଟି ନୃଶଂସ ଭାବେ ହତ୍ୟା କରିଥିଲା। ଏହାପରେ ଶିଶୁକନ୍ୟାର କଟାମୁଣ୍ଡ ଧରି ଯୁବକ ଜଣକ ଗାଁରେ ବୁଲିଥିଲା।
ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ଣ ପ୍ରବାହ । ରାଜ୍ୟର ୩ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଡେଇଁଛି ୪୧.୪ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ବଲାଙ୍ଗିରରେ ମଧ୍ୟ ୪୧. ୩ ଡିଗ୍ରୀ ତାପମାତ୍ରା ରହିଛି ।
ଥାନା ପରିସରରେ ପୋଲିସ ଉପସ୍ଥିତିରେ ବିଜେପି-ବିଜେଡି କର୍ମୀ ପିଟାପିଟି। । ଢେଙ୍କାନାଳ ଟାଉନ୍ ଥାନା ପରିସରରେ ହାତାହାତି ହୋଇଛନ୍ତି ଉଭୟ ଦଳର କର୍ମୀ। ପୂର୍ବତନ ବିଜେପି ବିଧାୟକଙ୍କ ପୁତୁରା ଏବଂ ସଦର ବିଜେଡି ବିଧାୟକଙ୍କ ସମର୍ଥକ ମୁହାଁମୁହିଁ ହୋଇଥିଲେ।
ଜଳସେଚନ ସୁବିଧା ନଥିବାରୁ ଏକର ଏକର ଜମିରେ ପନିପରିବା ଫସଲ ନଷ୍ଟ ହେବାକୁ ବସିଲାଣି । କଟକ ଜିଲ୍ଲା ନିଆଳି ବ୍ଲକ୍ ଏକବେରୁଆଁ ପଞ୍ଚାୟତର ଜଳସେଚନ ସୁବିଧା ନଥିବାରୁ ଚାଷ ଜମିର ସ୍ଥିତି ଏଭଳି ରହିଛି ।
୨୯ ତାରିଖରେ ଅଫିସିଆଲ ବିଜନେସ ଓ ୩୦ ତାରିଖରେ ୨୦୨୨-୨୩ର ବଜେଟ ଉପସ୍ଥାପନ ହେବ।
ନବରଙ୍ଗପୁର ଜିଲ୍ଲା ଉମରକୋଟ ପୌର ପରିଷଦ ୮ ନମ୍ବର ଓ୍ୱାର୍ଡର ୧୪ ନମ୍ବର ବୁଥ୍ରେ ଆଜି ପୁଣିଥରେ ଭୋଟ୍ ହେବ । ଏହି ବୁଥ୍ରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ ଇଭିଏମ୍ରେ ତ୍ରୁଟି ଯୋଗୁଁ ଗତକାଲି ମତଦାନ ବନ୍ଦ ରଖାଯାଇଥିଲା
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପୂର୍ବରୁ ପରୀକ୍ଷା ୨୮ ଏପ୍ରିଲରୁ ଆରମ୍ଭ ହୋଇ ମେ’ ୨୪ରେ ଶେଷ ହେବ ବୋଲି କୁହାଯାଇଥିଲା । ଏନେଇ ଗତ ୧୭ ତାରିଖରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରେସ ରିଲିଜ ମଧ୍ୟ ଜାରି କରାଯାଇଥିଲା ।
ବୁଥ୍ ରିଗିଂ ଅଭିଯୋଗକୁ ନେଇ କଣ୍ଟାବାଞ୍ଜି ଏନ୍ଏସିରେ ବିଜେଡି ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଥିଲେ
ପୋଲିସ୍ କର୍ମଚାରୀ ଜଣକ ହସି ହସି ଏହାକୁ ଆଡେଇ ଯାଉଥିବା ନଜରକୁ ଆସିଛି।
ମେମୋରି ଚିପ୍ରେ ଲୁଚି ରହିଥିବା ବାବୁ ଓ ନେତାଙ୍କ ଖୋଲିବ କି ଲିଙ୍କ ? ଶର୍ମିଷ୍ଠାଙ୍କ ଫେରାର ଏବଂ ଅନୁକମ୍ପା ପଛରେ ଆଉ କାହାର ରହିଛି ହାତ ? ମାନସ ହତ୍ୟାକାଣ୍ଡ ମାମଲା ଉପରୁ ପରଦା ହଟାଇବାକୁ ଏଣ୍ଟ୍ରି ମାରିଛି କ୍ରାଇମବ୍ରାଞ୍ଚ ।
ଖୋର୍ଦ୍ଧା ପୋଲିସ ଏବେ ଏହି ଜାଲିଆତି ନନେଇ ଆଉ ଏକ ମାମଲା ରୁଜୁ କରିଛି । ସେପଟେ ଏହାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ ଦେଖାଦେଇଛି ଟ୍ୱିଟ୍ ୱାର ।
ପିପିଲିରେ ଏକ ବୁଥ୍ରେ ବିଜେପି ଏଜେଣ୍ଟଙ୍କ ମୁଣ୍ଡ ଫାଟିଛି । ପିପିଲି ଏନ୍ଏସିର ୭ ନମ୍ବର ୱାର୍ଡ ୯ ନମ୍ବର ବୁଥ୍ରେ ବିଜେପି ଏଜେଣ୍ଟଙ୍କ ମୁଣ୍ଡ ଫାଟିଲା । ବିପକ୍ଷ ଦଳର ଲୋକେ ତାଙ୍କୁ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି ।
ଧର୍ମେନ୍ଦ୍ରଙ୍କ କୋର୍ଟରୁ ପ୍ରଣବଙ୍କୁ କାଉଣ୍ଟର କରିଛନ୍ତି ରାଜ୍ୟ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ । ସେ ରାଜ୍ୟର ଆଇନ୍ଶୃଙ୍ଖଳାକୁ ନେଇ ପ୍ରଣବଙ୍କୁ କାଉଣ୍ଟର କରିଥିବା ବେଳେ ଧର୍ମେନ୍ଦ୍ରଙ୍କ ପାଇଁ ଡିଫେଣ୍ଡ କରିଛନ୍ତି ।
ନବରଙ୍ଗପୁର ଜିଲ୍ଲା ଉମରକୋଟ ପୌର ପରିଷଦ ୮ ନମ୍ବର ଓ୍ୱାର୍ଡର ୧୪ ନମ୍ବର ବୁଥ୍ରୁ ଆସିଲା ଏଭଳି ସାଂଘାତିକ ଅଭିଯୋଗ । ଇଭିଏମ୍ରେ ଜଘନ୍ୟ ତ୍ରୁଟି ଯୋଗୁଁ ବନ୍ଦ ହେଲା ଭୋଟିଂ । ତେବେ ତ୍ରୁଟି ଧରାପଡ଼ିବା ବେଳକୁ ଇଭିଏମ୍ରେ ପଡ଼ିସାରିଲାଣି ପାଖାପାଖି ୪୦୦ ଭୋଟ ।
ପିଜାଇଡିଂ ଅଫିସର ସାଥୀ ହୋଇ ଏଭଳି ଅପଚେଷ୍ଟା ଚଳାଇଛନ୍ତି।
ପୌର ଭୋଟ ବେଳେ ପିପିଲି ଏନ୍ଏସିର ୭ ନମ୍ବର ୱାର୍ଡରେ ନିର୍ବାଚନା ହିଂସା। ଭୋଟ ବେଳେ ବିପକ୍ଷ ଦଳର ଲୋକେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।
କଣ୍ଟାବାଞ୍ଜି ଏନ୍ଏସିରେ ନିର୍ବାଚନୀ ହିଂସା । ପୌର ଭୋଟ ବେଳେ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଏନ୍ଏସିରେ ବିଜେଡି ଓ କଂଗ୍ରେସ ମୁହାଁମୁହିଁ ।
ଡାକ୍ତର ଓ ହସ୍ପିଟାଲରେ କାମ କରୁଥିବା କିରାଣୀଙ୍କୁ ମାଓବାଦୀଙ୍କ ଧମକ। ଜନ୍ମ ଓ ମୃତ୍ୟୁ ପ୍ରମାଣ ପତ୍ର ପାଇଁ ଡାକ୍ତର ସତ୍ୟରଞ୍ଜନ ଏବଂ କିରାଣୀ ଗୋବିନ୍ଦ ୫ ଶହରୁ ହଜାରେ ଟଙ୍କା ପର୍ଯ୍ୟନ୍ତ ନେଉଛନ୍ତି।
ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବେଳେ ଯେଭଳି ହିଂସା ଘଟଣା ସାମ୍ନାକୁ ଆସିଥିଲା, ପୌର ନିର୍ବାଚନରେ ମଧ୍ୟ ବିଭିନ୍ନ ସ୍ଥାନରେ ହିଂସା ଘଟିଥିବା ଖବର ସାମ୍ନାକୁ ଆସିଛି। କେଉଁଠି ଟଙ୍କା ବଣ୍ଟାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଛି ତ ଆଉ କେଉଁଠି ଇଭିଏମ୍ ଅଚଳକୁ ନେଇ ଲୋକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ଦଳ ଚାହିଁଲେ ସେ ପ୍ରାର୍ଥୀ ହେବେ ଓ ସ୍ୱର୍ଗତ ସ୍ୱାମୀଙ୍କ ଅଧୁରା ସ୍ବପ୍ନ ପୂରଣ ପାଇଁ ଚେଷ୍ଟା କରିବେ ବୋଲି ଅଳକା କହିଛନ୍ତି । କିଶୋରଙ୍କ ପରଲୋକ ଯୋଗୁଁ ବ୍ରଜରାଜନଗର ଆସନ ଖାଲି ପଡ଼ିଛି ।