ଦଳ ଚାହିଁଲେ ସେ ପ୍ରାର୍ଥୀ ହେବେ ଓ ସ୍ୱର୍ଗତ ସ୍ୱାମୀଙ୍କ ଅଧୁରା ସ୍ବପ୍ନ ପୂରଣ ପାଇଁ ଚେଷ୍ଟା କରିବେ ବୋଲି ଅଳକା କହିଛନ୍ତି । କିଶୋରଙ୍କ ପରଲୋକ ଯୋଗୁଁ ବ୍ରଜରାଜନଗର ଆସନ ଖାଲି ପଡ଼ିଛି ।
କ୍ୟାମେରାମ୍ୟାନ୍ ମାନସ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି । ଭଦ୍ରକ ଏସ୍ପି ଅଫିସରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚର ଏକ ଟିମ୍ । ତଦନ୍ତ ଅଧିକାରୀ DSP କଳ୍ପନା ସାହୁଙ୍କ ନେତୃତ୍ୱରେ ପହଞ୍ଚିଲା ଏହି ଟିମ୍ ।
ଟଙ୍କା ବାଣ୍ଟିବା ଅଭିଯୋଗରେ ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ଭାଇ ପ୍ରଦୀପ ମେହେରଙ୍କୁ ମାଡ଼ ମରାଯାଇଥିବା ସୂଚନା ମିଳିଛି।
କାରରେ ଇଭିଏମ୍ ଦେଖି ବିଭିନ୍ନ ଦଳର ଏଜେଣ୍ଟ ଏହାର ପ୍ରତିବାଦ କରିଛନ୍ତି । ଖବର ପାଇ ଡେପୁଟି କମିଶନର ତଥା ସୁପରଭିଜନ ଅଫିସର ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବାରୁ ପରେ ପରିସ୍ଥିତି ଶାନ୍ତ ପଡିଥିବାର ଜଣାପଡିଛି ।
ରାଜ୍ୟର ୧୦୬ ମ୍ୟୁନିସିପାଲିଟି, ଏନ୍ଏସି ଓ ୩ ମହାନଗର ନିଗମରେ ୪୦ ଲକ୍ଷରୁ ଅଧିକ ଭୋଟର ସେମାନଙ୍କ ମନ ପସନ୍ଦର ପ୍ରତିନିଧି ବାଛୁଛନ୍ତି । ପ୍ରଥମଥର ପାଇଁ ମେୟର ଏବଂ ପୌରାଧ୍ୟକ୍ଷ ପଦ ପାଇଁ ପ୍ରତ୍ୟକ୍ଷ ନିର୍ବାଚନ ହେଉଛି । ଦିନ ୧୧ଟା ସୁଦ୍ଧା ୨୧ ପ୍ରତିଶତ ଭୋଟିଂ ହୋଇଥିବା ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି ।
ବୟସ ଥିଲା ବେଳେ ମୋ ପିଠିଲେ ତୁ କେତେ ଆଡ଼େ ବୁଲିଛୁ, କେତେ ରୋଜଗାର କରିଛୁ। ତୁ ବସିଛୁ, ତୋ ପିଲା ବି ବସିଛି, ମୋ ପାଇଁ ତୋ ପରିବାର ମଧ୍ୟ ଚଳିଛି। ଦିନରାତିକୁ ଏକ କରି, ଖରା ବର୍ଷାକୁ ଖାତିର ନକରି ତତେ ମୁଁ ମୋ ପିଠିରେ କୁଆଡ଼େ କୁଆଡ଼େ ନବୁଲାଇଛି। ଆଉ ଏବେ ବୁଢା ହୋଇଗଲି ବୋଲି ମତେ ମରଣ ମୁହଁରେ ଏମିତି ଛାଡ଼ି ଦେଇ ପଳାଇବୁ?
କ୍ୟାମେରାମ୍ୟାନ ମାନସ ସ୍ୱାଇଁ ଅପହରଣ ଓ ହତ୍ୟା ମାମଲାରେ ଅନ୍ୟତମ ମାଷ୍ଟରମାଇଣ୍ଡ ଥିବା ଶର୍ମିଷ୍ଠା ରାଉତଙ୍କ ସଂପୂର୍ଣ୍ଣ ନ୍ୟୁଜ୍ ଅଫିସ୍କୁ ପୋଲିସ ସିଲ୍ କରିଛି ।
ବିଜେଡି ମେୟର ପ୍ରାର୍ଥୀ ସୁଲୋଚନା ଦାସ ନୟାପଲ୍ଲୀ ୱାର୍ଡ ନଂ ୩୯ ଅନ୍ତର୍ଗତ ଏକ ବୁଥ୍ରେ ମତଦାନ କରିଛନ୍ତି । ସେ ସାଧାରଣ ଜନତାଙ୍କ ମଧ୍ୟରେ ଛିଡା ରହି ମତଦାନ କରିଥିବାର ଦେଖିବାକୁ ମିଳିଛି ।
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡ଼ି ଚଢ଼ାଇବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୋଲିସର ତଦନ୍ତ ପ୍ରକ୍ରିୟା ଜନମାନସରେ ସନ୍ଦେହ ସୃଷ୍ଟି କରୁଛି ବୋଲି ସେ କହିଛନ୍ତି।
ବିଜେପି ମେୟର ପ୍ରାର୍ଥୀ ସୁନୀତି ମୁଣ୍ତ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି । ହାତରେ ପଦ୍ମ ଫୁଲ ଧରି ଝାରପଡ଼ା ସ୍ଥିତ ଏକ ବୁଥ୍କୁ ଯାଇ ମତଦାନ କରିଛନ୍ତି ।
ଆଜି ପୌର ଭୋଟ । ହେଲେ ଭୁବନେଶ୍ୱରରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମତଦାନ ବିଳମ୍ବ ହୋଇଛି । କେବଳ ଏତିକି ନୁହେଁ ବିଭିନ୍ନ ବୁଥ୍ମାନଙ୍କରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମତଦାନରେ ବିଳମ୍ୱ ହୋଇଥିବା ଜଣାପଡିଛି ।
ବାଦ୍ ପଡ଼ିଥିବା ଭୋଟରଙ୍କ ନାଁ ତାଲିକାଭୁକ୍ତ କରିବାକୁ ଦାବି କରି ମତଦାନ ବନ୍ଦ କଲେ ୱାର୍ଡବାସୀ ।
ଗଣତନ୍ତ୍ର ମହାନପର୍ବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ୫୩ ନମ୍ବର ୱାର୍ଡରେ ଆଜି ମୁଖ୍ୟମନ୍ତ୍ରୀ ଭୋଟ୍ ଦେଇଛନ୍ତି।
ଆଜି ମତଦାନ ଆରମ୍ଭ ହେବାର ମାତ୍ର କିଛି ସମୟ ପୂର୍ବରୁ ଅର୍ଥାତ୍ ସକାଳୁ ସକାଳୁ ଜଣେ ସ୍ୱାଧୀନ ପ୍ରାର୍ଥୀଙ୍କ ସ୍ୱାମୀ ଲୋକଙ୍କୁ ଟଙ୍କା ବାଣ୍ଟୁଥିବା ଅଭିଯୋଗର ଖବର ସାମ୍ନାକୁ ଆସିଛି।
ପୌର ଭୋଟ୍ ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ‘ନୋଟ୍ ଫର୍ ଭୋଟ୍’ର ସାଙ୍ଘାତିକ ଅଭିଯୋଗ ଆସିଛି। ବ୍ରହ୍ମପୁରରୁ ମଧ୍ୟ ଏଭଳି କିଛି ଅଭିଯୋଗ ଆସିଛି। ଏହି କାରଣରୁ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି।
ଦେଖୁନାହାନ୍ତି କେମିତି ଛୁଆ ମାଙ୍କଡ଼ିଟି ଏହି ମାଆ ଜଣଙ୍କ ପାଖରେ କେମିତି ଗେଲ ହେଉଛି। କେତେବେଳେ ପାଟିକୁ ଚାଟି ପକାଉଛି ତ ଆଉ କେତେବେଳେ କାନକୁ କାମୁଡ଼ି ପକାଉଛି। କାରଣ ସେ ଜାଣିଛି ଏଇ ସ୍ଥାନରୁ ନିରାପଦ ସ୍ଥାନ ସଂସାରରେ ଆଉ କୋଉଠି ବି ନାହିଁ ।
ଭୋଟ୍ ଦେଉଛି ସହର। ଆଜି ଓଡ଼ିଶାର ୩ଟି ମହାନଗର ନିଗମ (କଟକ, ଭୁବନେଶ୍ୱର
ପୌର ନିର୍ବାଚନ ଲାଗି ଆଜି ମତଦାନ। ରାଜ୍ୟର ୧୦୬ ମ୍ୟୁନିସିପାଲିଟି, ଏନ୍ଏସି ଓ ୩ ମହାନଗର ନିଗମର ୪୦ ଲକ୍ଷରୁ ଅଧିକ ଭୋଟର ସେମାନଙ୍କ ପ୍ରତିନିଧିଙ୍କୁ ନିର୍ବାଚିତ କରିବେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ରାଜଧାନୀ ଉପକଣ୍ଠ କଳାରାହଙ୍ଗ ଇଂଜଣା ପୋଲ ତଳେ ଅଳିଆ ଆବର୍ଜନା ଭିତରେ ଏଭଳି ୧୪ରୁ ଅଧିକ ମଣିଷ ଖପୁରୀ ଓ ଅସ୍ଥିକଙ୍କାଳ ଦେଖି ବିଜୁଳି ବେଗରେ ପ୍ରଚାରିତ ହୋଇଥିଲା ଖବର ।
ମଙ୍ଗଳାବାର ରାତି ପ୍ରାୟ ୧୧ଟାରୁ ୧୨ଟା । ପିତ୍ତଳ ଛକରେ ଘଟିଥିଲା ଏଭଳି ମହାଭାରତ । ପିତ୍ତଳ ଛକରେ ଫାଷ୍ଟଫୁଡ୍ ଦୋକାନ କରିଥିବା ନରେନ୍ଦ୍ରପୁର ଗାଁର ୩ ଭାଇ ପାଣ୍ଡୁରା ସ୍ୱାଇଁ, ଶମ୍ଭୁ ସ୍ୱାଇଁ, ରାଜା ସ୍ୱାଇଁ ଓ ସେମାନଙ୍କ ସମ୍ପର୍କୀୟ ଭାଇ ଚନ୍ଦନ ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ ।
ରାଜ୍ୟ ବାହାରେ ଥିବା ଶର୍ମିଷ୍ଠାଙ୍କୁ ଧରିବାକୁ ଗୋଟିଏ ଟିମ୍ ଓ ମାମଲାର ପୂର୍ଣ୍ଣାଙ୍ଗ ତଦନ୍ତ ପାଇଁ ଆଉ ଏକ ଟିମ୍ ଗଠନ କରାଯାଇଥିବା କ୍ରାଇମବ୍ରାଞ୍ଚ ଏଡିଜି କହିଛନ୍ତି । ତେବେ ପ୍ରଶ୍ନ, ଯେଉଁ ମେମୋରିଚିପ୍ ପାଇଁ ହତ୍ୟା କଥା କୁହାଯାଉଛି, ସେହି ଚିପ୍ ଭିତରର ସତ ସାମ୍ନାକୁ ଆସିବ ତ ?
ଭୁବନେଶ୍ୱର ସୁନାବେଡା ରେମୁଣା, ବାରିପଦା ଚାରି ସ୍ଥାନରୁ ଆସିଛି ଟଙ୍କା ବଣ୍ଟାର ଭାଇରାଲ ଭିଡିଓ । ପୌର ଭୋଟ୍ ପୂର୍ବରୁ ରାଜ୍ୟରେ ବିଭିନ୍ନ ସ୍ଥାନରୁ ଆସୁଛି ଭୋଟରଙ୍କୁ ଟଙ୍କା ବଣ୍ଟାଯିବାର ସାଙ୍ଘାତିକ ଅଭିଯୋଗ । ‘ନୋଟ୍ ନିଅ, ଭୋଟ୍ ଦିଅ’ ନିର୍ବାଚନ ଜିତିବା ଲାଗି ଶାସକ ବିଜେଡି ଏହି ଫର୍ମୁଲା ଧରିଥିବା ଅଭିଯୋଗ ହେଉଛି ।
୧୦ ତାରିଖ ସକାଳେ ଶର୍ମିଷ୍ଠା ଚାଲି ଯାଇଥିଲେ । ଶର୍ମିଷ୍ଠା ରହିବା କଥା ଜାଣି ମାନସ ମାମଲାର ତଦନ୍ତ କରୁଥିବା ପୋଲିସ ମାର୍ଚ୍ଚ ୧୯ରେ ଶର୍ମିଷ୍ଠାଙ୍କ ଶାଶୂଙ୍କ ଘରକୁ ଯାଇ ପଚରାଉଚରା କରିଥିବା ଜଣାପଡିଛି ।
ଟାହିଟାପରା ବା ପରିହାସ ସହି ନପାରି ଉଭୟ ଆତ୍ମହତ୍ୟା କରିଥିଲେ । ପ୍ରଥମେ ୧୩ ତାରିଖରେ ସ୍ୱାମୀ ରମାକାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗତକାଲି ଅସୁସ୍ଥ ଥିବା ପତ୍ନୀ ସୁମତୀ ପରିଡ଼ାଙ୍କର ମଧ୍ୟ ମୃତ୍ୟୁ ହୋଇଯାଇଛି ।