ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ ହେଉଛି ହୋଲି ଉତ୍ସବ । ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ଧୂମଧାମରେ ପାଳିତ ହୋଇଥାଏ । ପୁରୀ ଶ୍ରୀମନ୍ଦିର ସହ ଅନ୍ୟ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥାଏ
ବାଲେଶ୍ୱର ଜିଲ୍ଲା ଖଇରା ଥାନା ସାରକୋଣା ପଞ୍ଚାୟତ ସୁଝାଗଡ଼ଝିଙ୍କିରିଆ ଗାଁର ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି l ମୃତ୍ୟୁ ବେଳକୁ ତାଙ୍କୁ ୨୮ ବର୍ଷ ହୋଇଥିବା ବେଳେ ସେ ୩ ମାସର ଗର୍ଭବତୀ ଥିଲେ l
ବଜାରରେ ମିଳୁଥିବା କେମିକାଲ ଯୁକ୍ତ ଫଗୁ ଅପେକ୍ଷା ଏହି ଫଗୁ ସୁରକ୍ଷିତ ଓ ଶସ୍ତା ହୋଇଥିବା ଯୋଗୁଁ ଗ୍ରାହକଙ୍କ ମଧ୍ୟରେ ଏହାପ୍ରତି ଆଗ୍ରହ ବଢ଼ିଥିବା ବ୍ୟବସାୟୀ ଜଣାଇଛନ୍ତି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏବେ ଚର୍ଚ୍ଚା, ପୌରରେ କାମ କରିବ ତ ପ୍ରସଙ୍ଗ ରାଜନୀତି କାହିଁକି ନା ପଞ୍ଚାୟତ ନିର୍ବାଚନରେ ବି ବିରୋଧୀଙ୍କ ହାତରେ ଥିଲା ଅନେକ ପ୍ରସଙ୍ଗ।
ଦୋଳଗୋବିନ୍ଦ ବିମାନରେ ବିରାଜିତ ଦୋଳ ଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀଙ୍କ ସହ ଭକ୍ତ ମାତିଛନ୍ତି ଫଗୁ ଅବିରର ଖେଳରେ । ସେପଟେ ଦୋଳ ପୂର୍ଣ୍ଣିମା ଅବସରରେ ରତ୍ନ ସିଂହାସନରେ ମହାପ୍ରଭୁ ରାଜାଧିରାଜ ତଥା ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସୁନା ବେଶରେ ଦର୍ଶନ ଦେଇଛନ୍ତି ।
ଦର୍ଶନ ଆତୁର ଭକ୍ତଙ୍କ ଧୈର୍ଯ୍ୟଚ୍ୟୁତିର ଚରମ ଚିତ୍ର । ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ୍ ଭାଙ୍ଗିଲେ । ଶ୍ରୀମନ୍ଦିର ଭିତରକୁ ଧସେଇ ପଶିଲେ ଭକ୍ତ । ପୁରା ଦଳାଚକଟା ଭଳି ସ୍ଥିତି ପୋଲିସ୍ କି ସେବାୟତ ସମସ୍ତେ ଅସହାୟ । ଚାହିଁଲେ ବି କେହି ଅଟକାଇ ପାରୁନାହାନ୍ତି ।
ଯୋଡ଼ା ଓ ବଡ଼ବିଲରେ ସ୍ୱାଧୀନ ପୌରାଧ୍ୟକ୍ଷ ପ୍ରାର୍ଥୀଙ୍କ ଏକଲାଚୋଲ ପ୍ରଚାର । ଜିତିବାକୁ ମନରେ ରହିଛି ଦୃଢ ଇଛା । ନା ଅଛନ୍ତି କର୍ମୀ ନା ସମର୍ଥକ, ସ୍କୁଟି ଧରି ଘରକୁ ଘର ବୁଲି କରୁଛନ୍ତି ଭୋଟ ଭିକ୍ଷା ।
ପୋଲିସକୁ ଅତି ନିକଟରୁ ଚକମା ଦେଇ ସୀମାପାର୍ ହୋଇଗଲେ ଶର୍ମିଷ୍ଠା।
ଘଣ୍ଟଘଣ୍ଟା, ଶଂଙ୍ଖ ହୁଳହୁଳିରେ ପକମ୍ପିତ ହେଉଥାଏ ସମଗ୍ର ପରିବେଶ । ହଜାର ହଜାର ଭକ୍ତ ଆଜି ମହାପ୍ରଭୁଙ୍କ ସହ ଫଗୁ ଖେଳିବାର ରହିଛି ପରମ୍ପରା । ଆଜି ଭକ୍ତ ଆଉ ଭଗବାନ ଏକାକାର ।
ଭୋଟରଙ୍କୁ ପଦ୍ମଫୁଲ ଦେଇ ଭୋଟଭିକ୍ଷା କରୁଛନ୍ତି ବାରିପଦା ସହର ୩ ନମ୍ବର ୱାର୍ଡର ବିଜେପି କାଉଁସିଲର୍ ପ୍ରାର୍ଥି।
ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଦ୍ୱାରା ଖୋଜାଖୋଜି ଜାରି ରହିଛି।
୧୦୯ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ସମ୍ବନ୍ଧ ଫିନସର୍ଭ ପ୍ରାଇଭେଟ ଲିମିଟେଡର ଏମ୍ଡି ଦୀପକ କିଣ୍ଡୋଙ୍କୁ କ୍ରାଇମବ୍ରାଞ୍ଚ EOW ଗିରଫ କରିଛି।
ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଦୋଳ ପୂର୍ଣ୍ଣିମାରେ ଆମ ଓଡ଼ିଆ ଘରେ ବିଭିନ୍ନ ପିଠା ଓ ମିଠାର ରେସିପି ପ୍ରସ୍ତୁତ ହୋଇଥାଏ । ତେବେ ଆଜି ଆମେ ଏହି ଦୋଳ ପୂର୍ଣ୍ଣିମାରେ ଅବସରରେ ଘରେ ଏକ ସୁଆଦିଆ ମିଠାର ରେସିପି ପ୍ରସ୍ତୁତ କରିବା । ଏହି ରେସିପିର ନାଁ ହେଉଛି ସୁଆଦିଆ ‘ମୋହନଥାଲ୍’।
ଦଳୀୟ ଅଙ୍କକଷା ଓ ପ୍ରାର୍ଥୀଙ୍କ ଘମାଘୋଟ ପ୍ରଚାର ଭିତରେ ପ୍ରାର୍ଥୀଙ୍କ ପାଇଁ ଅଡୁଆ ସୃଷ୍ଟି କରୁଛି ପୌରାଂଚଳର ବିଭିନ୍ନ ସମସ୍ୟା । ଭେଣ୍ଡିଂ ଜୋନର ବ୍ୟବସ୍ଥା ନଥିବାରୁ ଆଜିବି ରାସ୍ତା କଡରେ ବସି ବ୍ୟବସାୟ କରୁଛନ୍ତି ଉଠା ଦୋକାନୀ । ଅନେକ ୱାର୍ଡରେ କେନ୍ଦ୍ର ସରକାରଙ୍କ ଆବାସ ଯୋଜନା ବାଟବଣା ହୋଇଥିବା ଅଭିଯୋଗ ହେଉଛି ।
2017 ରେ ଗଠନ ହୋଇଥିବା ବିଜେପୁର NACରେ ପ୍ରଥମ ଥର ପାଇଁ ପୌର ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ତିନି ପ୍ରମୁଖ ଦଳ ପ୍ରଚାର ଜୋରଦାର କରିଛନ୍ତି।
ବେଆଇନ ଭାବେ ମାଙ୍କଡ଼ା ପଥର ଖନନ ପାଇଁ କେନ୍ଦୁଝର ଜିଲ୍ଲା ପ୍ରଶାସନକୁ NGTର ଛାଟ। ମଦନପୁର ମୌଜାର ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ମାଙ୍କଡ଼ା ପଥର ଖନନ ହେଉଥିବା ନେଇ ୨୦୧୯ ମସିହାରେ ଅଭିଯୋଗ ହୋଇଥିଲା।
ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଳାଚକଟା ସ୍ଥିତି। ସିଂହଦ୍ୱାର ସମ୍ମୁଖରେ ଲମ୍ବା ଲାଇନ୍ ଥିବାରୁ ବ୍ୟାରିକେଡ୍ ଭାଙ୍ଗି ଭକ୍ତମାନେ ଶ୍ରୀମନ୍ଦିରକୁ ଧସେଇ ପଶିଥିବା ନଜର ଆସିଛି।
କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ସୁଭଦ୍ରା ମହତାବ କଲେଜ ପରିସରରେ ଲାଗିଛି ଖାଦ୍ୟ ଷ୍ଟଲ । ଉଭୟ ପାରମ୍ପରିକ ଓ ପାଶ୍ଚାତ୍ୟ ଷ୍ଟାଇଲର ଖାଦ୍ୟ ତିଆରି ହେଉଛି । ଷ୍ଟଲମାନଙ୍କରେ ସବୁ ରକମର ଖାଦ୍ୟ ପାଇବେ । ପିଠା, ମିଠା ସାଙ୍ଗକୁ ବିରିଆନି ପର୍ଯ୍ୟନ୍ତ ସବୁକିଛି । ଆଉ ଏସବୁର ଦାମ ମଧ୍ୟ ବହୁତ କମ । ୫ଟଙ୍କା ଠାରୁ ୩୦ଟଙ୍କା ଯାଏ ।
ରାଜଧାନୀରେ ଅନେକ ଆଶ୍ରୟସ୍ଥଳୀ ରହିଛି ହେଲେ ଏଠାକୁ ଯିବେ କେମିତି ? ଗଲେ ସାହରା ମିଳିବ କେମିତି ? ତାହା ଜଣାଇବାକୁ ନାହିଁ କୌଣସି ବ୍ୟବସ୍ଥା ।
ଗଛରେ କାର୍ ପିଟି ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ନବରଙ୍ଗପୁର ଜିଲ୍ଲା କୁର୍ଲୁ ଘାଟିରେ ଦୁର୍ଘଟଣା ଘଟିଛି।
ନିଆଁରେ ପୋଡ଼ି ହୋଇ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଘର ଭିତରେ ନିଆଁ ଲାଗିଯିବା ଫଳରେ ଗୋଟିଏ ପରିବାରର ୫ ଜଣ ପୋଡ଼ି ହୋଇଯାଇଥିଲେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଅନେକ ନକଲି ନିଯୁକ୍ତି ପତ୍ର ଜବତ କରିଛି ପୋଲିସ।
ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଆସିନଥିବା ବେଳେ ପରୀକ୍ଷା କିଭଳି ହେବ, ତାକୁ ନେଇ ଛାତ୍ରଛାତ୍ରୀଙ୍କ ମନରେ ଥିବା ଦ୍ୱନ୍ଦ୍ୱ ଦୂର ହୋଇଛି । ତେବେ ପରୀକ୍ଷା ପରିଚାଳନା ଓ ମୂଲ୍ୟାୟନ ବ୍ୟବସ୍ଥା ଛାତ୍ରଛାତ୍ରୀ କେତେ ସନ୍ତୁଷ୍ଟ ହେଉଛନ୍ତି ତାକୁ ଅପେକ୍ଷା ରହିଛି ।