ଖରାଦିନ ଆସିବା ପୂର୍ବରୁ ଆସିଲା ଏକ ଭିଡିଓ। ଶୋଷରେ ଆଉଟୁ ପାଉଟୁ ହେଉଥିବା ଗୋଟିଏ ସାପ କିଭଳି ହାତରେ ଥିବା ପାଣିକୁ ଢକ ଢକ କରି ପିଇଯାଉଛି । ଏହି ଭିଡିଓ ଦେଖିବା ପରେ ସୋସିଆଲ ମିଡିଆ ୟୁଜର୍ସ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ବି ବିଶ୍ୱାସକୁ ନେଇ ପାରୁ ନାହାନ୍ତି।
ପିଶାଚ ସ୍ୱାମୀର ଉନ୍ମତ୍ତ କାଣ୍ଡ। ସ୍ତ୍ରୀକୁ ମାଡ଼ ମାରି ଲହୁଲୁହାଣ କରିବା ପରେ ଜିଅନ୍ତା ପୋତି ଦେଲା ସ୍ୱାମୀ। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଶୀତଳବସା ଗାଁରେ ଏଭଳି ଲୋମଟାଙ୍କୁରା ଘଟଣା ଦେଖିବାକୁ ମିଳିଛି।
ପୁରୁଣା କାମରେ ନୂଆ ବିଲ୍ ! ପୁରୁଣା କାମରେ ନୂଆ କାମ ଦର୍ଶାଇ ବିଲ୍ କରାଯିବା ସହ ସରକାରୀ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ହୋଇଛି।
ଆଜି ୨୦୨୨ ମସିହା, ମାର୍ଚ୍ଚ ମାସ ୧୪ ତାରିଖ, ସୋମବାର, କୁମ୍ଭ,୩୦ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ,ଏକାଦଶୀ ତିଥି, ପୁଷ୍ୟା ନକ୍ଷତ୍ର, କର୍କଟ ଚନ୍ଦ୍ର , ମିଥୁନ ରାଶିର ଘାତବାର, ଜାଣନ୍ତୁ ଆଜିର ରାଶିଫଳ ।
ଗତ ୫ ତାରିଖରେ କାଠକଟା ପଞ୍ଚାୟତ ପୁରୁଣା ଘାଟି ଅଞ୍ଚଳରେ ଜଣେ ନାବାଳିକା ଅପହରଣ ହୋଇଥିବା ନେଇ ଆନନ୍ଦପୁର ଥାନାରେ ଅଭିଯୋଗ ହୋଇଥିଲା ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଜଗଦ୍ଦେବଙ୍କୁ ନିଲମ୍ବନ କରିବା ଏକ ନାଟକ ବୋଲି କହି, ଏତେ ବଡ଼ କାଣ୍ଡ ଭିଆଇଥିବା ଜଣେ ଅଭ୍ୟାସଗତ ଅପରାଧୀଙ୍କୁ ଦଳ ଏପର୍ଯ୍ୟନ୍ତ କାହିଁକି ବହିଷ୍କାର କରି ନାହିଁ ବୋଲି ସେ ପ୍ରଶ୍ନ ଉଠାଇଛନ୍ତି । ବିଧାୟକଙ୍କ ଏଭଳି କାଣ୍ଡକୁ ସମ୍ବିତ ତୀବ୍ର ନିନ୍ଦା କରିଛନ୍ତି ।
ବାପା ଭୀମସେନ ମାଣ୍ଡୋଠିଆ ବିଜେପି ସମର୍ଥନରେ, ପୁଅ ରଣଜିତ ମାଣ୍ଡୋଠିଆ ବିଜେଡି ସମର୍ଥନରେ ଲଢ଼େଇ କରୁଛନ୍ତି ପରସ୍ପର ବିରୋଧରେ । ଅନୁଗୋଳ ପୌରପାଳିକା ୫ ନମ୍ବର ଓ୍ୱାର୍ଡର କାଉନସିଲ ପ୍ରାର୍ଥୀ ବନିଛନ୍ତି ଉଭୟେ ବାପ-ପୁଅ ।
ବ୍ଲକ୍ ଅଧ୍ୟକ୍ଷ ନିର୍ବାଚନ ବେଳେ ଫୁଟି ବାହାରିଲା ବିଜେଡିର ଗୋଷ୍ଠୀ କନ୍ଦଳ । ବିଭିନ୍ନ ବ୍ଲକରେ ସ୍ଥାନୀୟ ନେତାଙ୍କ ମଧ୍ୟରେ ଛକାପଞ୍ଝା, କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ।
ଦୀର୍ଘ ୨୦ ବର୍ଷ ହେବ ନିଶା ନିବାରଣ କାର୍ଯ୍ୟ ଆରମ୍ଭ କରାଯାଇଥିଲା।
୧୬ ତାରିଖରେ ପଶ୍ଚିମ ଓଡ଼ିଶାର ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସାରା ଓଡ଼ିଶାର ସବୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦରେ ବିଜେଡିର ବାଜିମାତ୍
ସୋମବାରଠାରୁ ହେବ ସତ୍ୟାଗ୍ରହ । ରାଜ୍ୟର ସବୁ ସହରାଞ୍ଚଳରେ ବିରୋଧୀ ବିଜେପି କରିବ ଜୋରଳଦାର ସତ୍ୟାଗ୍ରହ । ସବୁ ବ୍ଲକ୍ ଓ ଜିଲ୍ଲା ମୁଖ୍ୟାଳୟ ସମ୍ମୁଖରେ ମୁହଁରେ କଳାପଟି ବାନ୍ଧି ବିଜେପି କରିବ ପ୍ରତିବାଦ ।
ମୁଁ ଲୋକଙ୍କ ସହିତ ରହି କାମ କିପରି କରିବି, ତାହା ମୋର ପ୍ରାଥମିକତା ହେବ।
ଷ୍ଟାଫ୍ ନର୍ସଙ୍କ ମୃତ୍ୟୁକୁ ନେଇ ପାରାଦୀପ ପୋର୍ଟ ଟ୍ରଷ୍ଟ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ମୃତଦେହ ରଖି ପରିବାରବର୍ଗ ଓ ସ୍ଥାନୀୟ ଲୋକ ଆନ୍ଦୋଳନ କରିଛନ୍ତି।
ଖାଦ୍ୟରେ ଆମିଷ ଥିଲେ ଖାଇବାର ସ୍ୱାଦ ଦୁଇ ଗୁଣ ବଢିଯାଏ । ଆଜି ଆମେ ଆପଣଙ୍କ ପାଇଁ ଦେଶୀ ଶୈଳୀରେ ଏକ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ଦହି ଗୋଲମରିଚ ମାଂସ ‘ । ଏହି ରେସିପିଟି ଆପଣ ଅତି ସହଜ ଓ ସରଳ ପ୍ରଣାଳୀରେ ବନେଇ ପାରିବେ ।
ପ୍ରଶାନ୍ତ ଜଗଦେବକୁ ବିଜେଡିରୁ ବହିଷ୍କାର କରାଯାଉ ଏବଂ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେପି ।
ଶେୟାର ମାର୍କେଟ ଆଡଭାଇଜରୀ ସଂସ୍ଥା ନାଁରେ ଚାଲୁଛି ଚିଟ୍ଫଣ୍ଡ କାରବାର। ଶେୟାର ମାର୍କେଟ କାରବାର ନାଁରେ ୧୦ କୋଟିରୁ ଅଧିକ ଟଙ୍କାର ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ୨ ଜଣଙ୍କୁ ଗିରଫ କରିଛି।
ଚଳନ୍ତା କାର୍ରେ ଲାଗିଲା ନିଆଁ । ବାରିପଦା ବେତନଟୀ ଫ୍ଲାଏ ଓଭର ଉପରେ ଯାଉଥିବା ଚଳନ୍ତା କାର୍ରେ ନିଆଁ ଲାଗିଛି । କାର୍ରେ ଥିବା ୨ ମହିଳା ସମେତ ୪ ଯାତ୍ରୀ ଅଳ୍ପକେ ବର୍ତ୍ତିଛନ୍ତି । ସର୍ଟ ସର୍କିଟରୁ ହଠାତ୍ କାର୍ରେ ନିଆଁ ଲାଗିଥିବା ସୂଚନା ମିଳିଛି ।
ଶିକ୍ତା ବସୁନ୍ଧରା ହୁଅନ୍ତୁ, ଅବା ପ୍ରତ୍ୟୁଷା, ଏମାନେ ତ ନିଜ ପ୍ରଖର ସ୍ମରଣଶକ୍ତି ଓ ମେଧା ବଳରେ ସ୍ଥାନ ପକ୍କା କରିଛନ୍ତି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ୍ସରେ ।
ଆଗକୁ ଆସୁଛି ଦୋଳ ପୂର୍ଣ୍ଣମୀ । ଫାଲ୍ଗୁନ ମାସ ପୂର୍ଣ୍ଣମୀ ଦିନ 'ଦୋଳ ପୂର୍ଣ୍ଣମୀ' ପଡିଥାଏ । ଏହା ହିନ୍ଦୁ ଧର୍ମର ଗୋଟିଏ ବଡ଼ ପର୍ବ, ଯାହାକୁ ସାରା ଭାରତ ବର୍ଷରେ ପାଳନ କରାଯାଇ ଥାଏ । ତେବେ ଏହିଦିନରେ ପୁରାଣ ଶାସ୍ତ୍ରରେ ଅନେକ ମହତ୍ତ୍ୱ ରହିଛି ।
ହେଲେ ଏଭଳି ଜରୁରୀ ଅବତରଣର କାରଣ କଣ ହୋଇପାରେ?
ପଞ୍ଚାୟତ ପରେ ଏବେ ପୌର ଟକ୍କର। କୋରାପୁଟରେ ୩ ପ୍ରମୁଖ ଦଳ ଭିତରେ ଆରମ୍ଭ ହୋଇଯାଇଛି ଜୋରଦାର କସରତ । ସଚେତନ ଭୋଟର ନେତାଙ୍କୁ ରିପୋର୍ଟ କାର୍ଡ ମାଗୁଥିବା ବେଳେ, ନେତାଏ କିନ୍ତୁ ପରସ୍ପର ଉପରକୁ କାଦୁଅ ଫିଙ୍ଗାରେ ବ୍ୟସ୍ତ ଅଛନ୍ତି ।
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଅମାନବୀୟ କାଣ୍ଡକୁ ନେଇ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ବରିଷ୍ଠ ବିଜେପି ନେତା ସମ୍ବିତ ପାତ୍ର ଦାବି କରିଛନ୍ତି।
ଗୋଟିଏ ଦିନରେ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ। ଏଥିରେ ୨ ଜଣ ଆହତ ହୋଇ ମେଡିକାଲ୍ରେ ଭର୍ତ୍ତି ହୋଇଛନ୍ତି। ବାଲେଶ୍ୱର ଜିଲ୍ଲା ଓ ପାଟଣାଗଡ଼-କଣ୍ଟାବାଞ୍ଜି ୪୨ ନମ୍ବର ରାଜପଥରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।