ଫିଲ୍ମ ‘ପୁଷ୍ପା’ରେ କ୍ଷୀର ଗାଡ଼ିରେ ସିକ୍ରେଟ୍ ଚ୍ୟାମ୍ବର କରି ଚନ୍ଦନ କାଠ ଚାଲାଣ ହେଉଥିଲା। ଠିକ୍ ସେହିଭଳି କଣ୍ଟେନରରେ ସିକ୍ରେଟ୍ ଚ୍ୟାମ୍ବର କରି ମଦ ଚୋରା କାରବାର କରୁଥିବା ଜଣେ ମାଷ୍ଟରମାଇଣ୍ଡକୁ ଅବକାରୀ ବିଭାଗର ଫ୍ଲାଇଙ୍ଗ ସ୍କ୍ୱାଡ୍ ଗିରଫ କରିଛି।
ଗଞ୍ଜେଇ ମାଫିଆଙ୍କୁ ସହଯୋଗ ଅଭିଯୋଗରେ ବନ୍ଧା ହେଲେ ASI। ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଏବଂ ଏଥିରେ ପୋଲିସ ASI ସମ୍ପୃକ୍ତ ଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।
ଗଞ୍ଜାମ ଜିଲ୍ଲାରେ ନିର୍ବାଚନୀ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଗଣ୍ଡଗୋଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କୁନି ବାଘ ଶାବକଙ୍କୁ ଧରି କ୍ଷୀର ଖୁଆଉଥିବା ଦେଖିବାକୁ ମିଳିଛି।
ଆକ୍ରମଣର ଶୀକାର ଆହତଙ୍କୁ ଭେଟିଛନ୍ତି ବିଜେପି ସାଂସଦ।
ପ୍ରଶାନ୍ତ ଜଗଦ୍ଦେବଙ୍କ ଗାଡି ମଡା ଘଟଣାକୁ ନେଇ ସବୁ ମହଲରୁ ନିନ୍ଦା। ତେବେ ଚିଲିକା ବିଧାୟକଙ୍କ ଗୁଣ୍ଡାଗିରି ନୂଆ ନୁହେଁ। ପୂର୍ବରୁ ଅନେକ ଥର ନିଜ କାରନାମାକୁ ନେଇ ବିବାଦରେ ରହିଛନ୍ତି ଏହି ଜନ ପ୍ରତିନିଧି।
ଦୁଇଜଣଙ୍କୁ ମିଳାମିଶା କେନ୍ଦ୍ର ତରଫରୁ ବୁଝାସୁଝା କରାଯାଇଥିଲା।
ସାଂସଦ ସସ୍ମିତ୍ ପାତ୍ର କହିଛନ୍ତି ଯେ ବାଣପୁର ଘଟଣା ଅତ୍ୟନ୍ତ ଲୋମହର୍ଷଣକାରୀ ଓ ବୀଭତ୍ସ।
ଦର୍ଶନ ସମୟ ନେଇ ଲାଗିଥିବା କଟକଣା ବି ହଟାଇ ଦିଆଗଲା।
ଏମଏଲଏ ପ୍ରଶାନ୍ତ ଜଗଦେବ ଗାଡ଼ି ମଡ଼ାଇ ଦେଇଛନ୍ତି।
ବିଧାୟକଙ୍କ ବିରୋଧରେ ହତ୍ୟା ଉଦ୍ୟମ ଦଫା ଲାଗିଛି।
ନାଲି ନାଲି ଷ୍ଟ୍ରବେରି ଦେଖିଲା ମାନେ ପାଟି ରୁ ଲାଳ ଗଡିବା ସ୍ୱାଭାବିକ । ପିଲାଠୁ ବୁଢା ଯାଏଁ ସମସ୍ତଙ୍କ ମନ ଜିଣେ ଷ୍ଟ୍ରବେରି । କିନ୍ତୁ ବଜାରରେ ଏହାର ଦର ଅଧିକ ଥିବାରୁ ସମସ୍ତଙ୍କ ପାଇଁ କିଣିବା ସମ୍ଭବପର ହୋଇପାରେ ନାହିଁ ।
ଆସିକା ହରଡାପଦରର ଆନନ୍ଦଚନ୍ଦ୍ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ । ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନେ ପାଠ ପଢୁଛନ୍ତି । ସ୍ଥିତି ଏମିତି ହେଲାଣି ଯେ, ଆଉ ଏଇ ସ୍କୁଲକୁ ପିଲାଙ୍କୁ ଛାଡ଼ିବାକୁ ରାଜି ହେଉନାହାନ୍ତି ଅଭିଭାବକ।
୨୦ ଫୁଟ ଗାତ ଖୋଳିବା ଏହି ସନ୍ଦେହକୁ ଅଧିକ ଘନୀଭୂତ କରିଛି ବୋଲି ସେ କହିଛନ୍ତି।
ପ୍ରଶାନ୍ତ ଜଗଦ୍ଦେବ ଯେଉଁଭଳି ଭାବରେ ଆଜି ବାଣପୁରରେ ବର୍ବର କାଣ୍ଡ ଘଟାଇଲେ, ଏହାକୁ ବିଜେଡି ଦୃଢ଼ ନିନ୍ଦା କରୁଛି। ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ ବୋଲି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି।
ଛତୁର ବିଭିନ୍ନ ରେସିପି ଖାଇବାକୁ ପ୍ରାୟତଃ ସମସ୍ତଙ୍କୁ ଭଲ ଲାଗିଥାଏ । ଆଗରୁ ଆମେ ଛତୁର ଭିନ୍ନ ଭିନ୍ନ ରେସିପି ବିଷୟରେ ଆପଣଙ୍କୁ କହିଛୁ । ଆଜି ଆମେ ଆପଣଙ୍କ ପାଇଁ ଛତୁର ଏକ ସୁଆଦିଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ମଲାଇ ମସରୁମ୍’’। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଡ୍ରାଇଭର ସିଟ୍ରେ ବସି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଭିଡ଼ ଉପରେ ଗାଡ଼ି ମଡ଼ାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିରେ ୨୨ ଜଣ ଆହତ ହୋଇଛନ୍ତି।
ବ୍ଲକ୍ ଚେୟାରମ୍ୟାନ୍ ନିର୍ବାଚନ ପୂର୍ବରୁ ଭୋଟ୍ ବିଭାଜନ ହେବା ଆଶଙ୍କାରେ ସମିତି ସଭ୍ୟଙ୍କୁ ଇଶ୍ୱରଙ୍କ ନାଁରେ ଶପଥ ପାଠ । ଖୋର୍ଦ୍ଧା ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କ ଉପସ୍ଥିତିରେ ଏଭଳି ଶପଥ ପାଠ କରାଯାଉଥିବାର ଭିଡିଓ ସାମ୍ନାକୁ ଆସିଛି ।
ଲୋକଙ୍କ ଉପରେ ବିଧାୟକ ଗାଡ଼ି ମଡ଼ାଇ ଦେବା ବେଳର LIVE ଦୃଶ୍ୟ ଏବେ ସାମ୍ନାକୁ ଆସିଛି। କେହି କିଛି ବୁଝିବା ପୂର୍ବରୁ ହଠାତ୍ ବିଧାୟକ ନିରୀହ ଜନତାଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିବା ଦେଖିବାକୁ ମିଳିଛି।
ମନ୍ଦିରରୁ ଚୋରି । ପୁରୀ ବୀରନରସିଂହପୁର ମନ୍ଦିରରେ କଳା କନା ବୁଲାଇଦେଲେ ଚୋର । ଚନ୍ଦନପୁର ଥାନା ଅଞ୍ଚଳରେ ଥିବା ବୀରନରସିଂହପୁରର ଗୋପୀନାଥଦେବଙ୍କ ମନ୍ଦିରରୁ ସମସ୍ତ ମୂର୍ତ୍ତିକୁ ଚୋରି କରି ନେଇ ଯାଇଛନ୍ତି ।
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଭିଡ଼ ଉପରେ ଗାଡ଼ି ମଡ଼ାଇ ଦେଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ବିଧାୟକ ମଦ ପିଇ ଗାଡ଼ି ମଡ଼ାଇ ଦେଇଛନ୍ତି।
ମାତାଲ ଅବସ୍ଥାରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇଦେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ।
ସବୁଠି ନିର୍ବାଚନ ହିଂସା । ପଞ୍ଚାୟତ ନିର୍ବାଚନ ପରେ ବିଭିନ୍ନ ସ୍ଥାନରୁ ପ୍ରାର୍ଥୀ ଚୟନ ନେଇ ବିବାଦ ଉପୁଜିଛି । କଟକ ବଡ଼ପଟସୁନ୍ଦରପୁର ପଞ୍ଚାୟତରେ ନାଏବ ସରପଞ୍ଚ ଚୟନକୁ ନେଇ ବିବାଦ ଦେଖାଦେଇଛି । ସେହିପରି କେନ୍ଦୁଝର ଆନନ୍ଦପୁର ହାବଳେଶ୍ୱର ପଞ୍ଚାୟତରେ ନାଏବ ସରପଞ୍ଚ ନିର୍ବାଚନ ସ୍ଥଗିତ କରାଯାଇଛି ।
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରବଳ ମାଡ଼। ବାଣପୁର ବ୍ଲକ କାର୍ଯ୍ୟାଳୟ ନିକଟରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଆକ୍ରମଣ ହୋଇଛି।