ଆଲୋକର ପର୍ବ ଦୀପାବଳି ପାଇଁ ପ୍ରଦୂଷଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଆସିଛି । ସଂଧ୍ୟା ୭ରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିଛି । ୧୨୫ ଡେସିବେଲରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା ବି ହୋଇଛି ।
ଖୁବ୍ ଶୀଘ୍ର ଘୋଷଣା ହେବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’। ଏନେଇ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ନୂଆ ରାସନ୍ କାର୍ଡ ପାଇଁ ଆବେଦନ କରିଥିବା ୧୦ ଲକ୍ଷ ଆବେଦନକାରୀଙ୍କ ଆବେଦନ ଯାଞ୍ଚ କରାଯାଇ ଯୋଗ୍ୟ ହିତାଧିକାରୀଙ୍କୁ କାର୍ଡ ଦିଆଯିବ।
ଦକ୍ଷିଣ କୋରିଆର ଇସ୍ପାତ କଂପାନୀ ‘ପୋସ୍କୋ’ ଓଡ଼ିଶା ଫେରିବା ଚର୍ଚ୍ଚା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଶିଳ୍ପମନ୍ତ୍ରୀ ସଂପଦ ସ୍ୱାଇଁ। JSW ହେଉ କି ପୋସ୍କୋ, ଅବା JSW-ପୋସ୍କୋ ଜଏଣ୍ଟ ଭେଞ୍ଚର୍ ଯେକୌଣସି ଅନ୍ତଃରାଷ୍ଟ୍ରୀୟ କମ୍ପାନୀ, ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଆମେ ସମସ୍ତଙ୍କୁ ସ୍ବାଗତ କରିବୁ।
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ଓଡ଼ିଆ ସଂସ୍କୃତି ବିରୋଧୀ । ଯାତ୍ରା ମାଲିକ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ । ସରକାର ବି ଏ ଦିଗରେ ତର୍ଜମା କରୁଛନ୍ତି ।
ପତ୍ନୀହତ୍ୟା ମାମଲାରେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଝଟକା। ତଳକୋର୍ଟଙ୍କ ଆଜୀବନ ଦଣ୍ଡାଦେଶ କାଏମ୍ ରଖିଲେ ହାଇକୋର୍ଟ।
ତଦନ୍ତ ସମୟରେ ଅଭିଯୁକ୍ତଙ୍କ ଠାରୁ ଜବତ ହୋଇଥିବା ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରୁ ମୋଟ ୧୬.୮୫ ଲକ୍ଷ ଟଙ୍କା ଫ୍ରିଜ୍ କରାଯାଇଛି।
ଅପସାରଣ ହେଲେ ଡେରାବିଶ ସିଡିପିଓ ସ୍ନେହଲତା ସାହୁ । ନିରପେକ୍ଷ ତଦନ୍ତ ପାଇଁ ବ୍ଲକ ଅଫିସ୍ରୁ କରାଗଲା ଅପସାରଣ ।
ମାଟିରେ ଗଢ଼ା ଚାଲିଛି ଭଳିକି ଭଳି ଦୀପ । ଦୀପାବଳି ପାଇଁ ଚଳଚଞ୍ଚଳ ନୟାଗଡ ଜିଲ୍ଲା ଖଣ୍ଡପଡ଼ା ସହରର କୁମ୍ଭାର ପରିବାର । ପ୍ରତିବର୍ଷ ଭଳି ଚଳିତ ବର୍ଷ ବି ଦୀପାବଳି ପାଇଁ ମହିଳା ଓ ପୁରୁଷ ମାନେ ଲାଗି ପଡ଼ିଛନ୍ତି ମାଟି ଦୀପ ତିଆରି କାମରେ।
ବିଜେଡିରୁ ଇସ୍ତଫା ପରେ ବର୍ଷିଲେ ପୂର୍ବତନ ବରୀ ବିଧାୟିକା ସୁନନ୍ଦା ଦାସ । ବିଜେଡିରେ ଅଫିସର ଟିକେଟ ବାଣ୍ଟୁଥିଲେ ବୋଲି ସେ ଅଭିଯୋଗ ଆଣିଛନ୍ତି । ସିଧା ଡିଏସ୍ କୁଟ୍ଟେ ଓ ଆଶିଷ ସିଂହଙ୍କ ନାଁ ନେଇଛନ୍ତି ସୁନନ୍ଦା ।
ରାଜ୍ୟ ସରକାରଙ୍କ ସ୍କୁଲ ମିଶ୍ରଣ ନିଷ୍ପତ୍ତି କାଏମ ରଖିଲେ ହାଇକୋର୍ଟ। ୨୦ରୁ କମ୍ ପିଲା ଥିବା ସ୍କୁଲକୁ ବନ୍ଦ କରି ପାଖ ସ୍କୁଲରେ ମିଶ୍ରଣ ଲାଗି ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ହାଇକୋର୍ଟ କାଏମ ରଖିଛନ୍ତି।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ I ହୋଟେଲ ଭିତରେ ଗୋଡ଼ାଇ ଗୋଡ଼ାଇ ହାଣିଲା ଦୁର୍ବୃତ୍ତ I ଡମଣା ଛକରେ ଥିବା ଏକ ହୋଟେଲ ଭିତରେ ହତ୍ୟାକାଣ୍ଡ ଘଟିଛି I
ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ। ଏଥିରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ସୁନ୍ଦରଗଡ଼ ସଦର ଥାନା କରମଡିହି ଅଞ୍ଚଳରେ ରକ୍ତାକ୍ତ ଗୋଷ୍ଠୀ ସଂଘର୍ଷ ଘଟିଛି । ଗୀତାପଡ଼ାରେ ମଧ୍ୟରାତ୍ରରେ ୨ ଯାଯାବର ଗୋଷ୍ଠୀଙ୍କ ମଧ୍ୟରେ ଭୟଙ୍କର ସଂଘର୍ଷ ହୋଇଥିବା ସୂଚନା ମିଳିଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
୫ ମାସ ହେଲା ଦଳରେ ଅଣଦେଖା ହେଉଥିବା ଅଭିଯୋଗ କରିଛନ୍ତି ସୁନନ୍ଦା ଦାସ।
ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ୍। ବିଶ୍ବାସ ଅଛି, ଏହିଦିନ ସୁନା ଗହଣା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି। ଏଥିପାଇଁ ବିଭିନ୍ନ ଗହଣା ଦୋକାନରେ ଗ୍ରାହକଙ୍କ ଭିଡ଼ ଜମିଛି।
ନିର୍ବାଚନ ବିପର୍ଯ୍ୟୟ ପରେ ବି BJDର ମୁହଁ ଭୁରୁଡି ।
ଭିଡିଓ ଭାଇରାଲ୍ ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା । ଶିଳ୍ପାଙ୍କ ସହ ଭିିଡିଓରେ ଥିବା ସେବାୟତଙ୍କୁ ନୋଟିସ୍ ।
ବିଧି, ପରମ୍ପରା ମୁତାବକ ରଥଯାତ୍ରା ପାଇଁ ରିଜୋଲ୍ୟୁସନ ବି ହୋଇଛି । ତେଣୁ ନଭେମ୍ବର ୯ରେ ଯୋଜନା ଥିବା ରଥଯାତ୍ରା ଆୟୋଜନ ବନ୍ଦ କରନ୍ତୁ ।
ଡ୍ୟାନ୍ସ ବାର୍ ପରିଚାଳନା ପାଇଁ ୨୧ଟି ସର୍ତ୍ତ ରଖିଛନ୍ତି ସରକାର । ସର୍ତ୍ତ ପୂରଣ କରୁଥିଲେ ମିଳିବ ଡ୍ୟାନ୍ସ ବାର୍ ଅନୁମତି।
ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, କୋର୍ଟ, ଧାର୍ମିକ ଅନୁଷ୍ଠାନର ୧୦୦ ମିଟରରେ ବାଣ ଫୁଟାଇବାକୁ ବାରଣ କରାଯାଇଛି । ସେହିପରି ବସ୍ତି ସହ ରାସ୍ତା ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ମଧ୍ୟ ବାରଣ କରାଯାଇଛି ।
ସରକାର ବଦଳିବା ପରେ ତ୍ବରାନ୍ବିତ ହେବ କି ପୁରୀରେ ପ୍ରସ୍ତାବିତ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ କାମ? ନା ପିପିପି ମୋଡରେ ନିର୍ମାଣ ପାଇଁ କମ୍ପାନୀ ନମଳିବାରୁ ଶୀତଳଭଣ୍ଡାରକୁ ଚାଲିଯିବ ପ୍ରକଳ୍ପ?
ସ୍ୱର୍ଗଦ୍ୱାରରେ ଶବଦାହରେ ଲାଗୁ ହେବ ନୂଆ ବ୍ୟବସ୍ଥା। କାଠ ବଦଳରେ ଗୋବର ଘସି କାଠରେ ହେବ ଶବ ଦାହ। ଏମିତି କିଛି ଯୋଜନା କରି ବ୍ଲୁପ୍ରିଣ୍ଟ ତିଆରି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ।
ଖୁବ କମ୍ ଦିନ ଭିତରେ ଶିମିଳିପାଳରେ ଆଉ ଗୋଟିଏ ବାଘୁଣୀ ଛଡ଼ା ଯିବା ପାଇଁ ବ୍ୟବସ୍ଥା କରାଯାଉଛି । ଲୋକଙ୍କ ସହମତିରେ ବାଘୁଣୀ ଛଡ଼ା ଯିବ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ସୂଚନା ଦେଇଛନ୍ତି ।