ଆଜି ପ୍ରେସ୍ ମିଟ୍ କରି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ସୁନୀତଙ୍କ ନାଁରେ ଦଳ ମୋହର ମାରିଥିବା ଘୋଷଣା କରିଛନ୍ତି । ତାସହ କହିଛନ୍ତି- ସୁନୀତି ରାଜନୀତିରେ ନୂଆ ହୋଇଥିଲେ ବି ଜଣେ ଉଚ୍ଚ ଶିକ୍ଷିତା । ଭୁବନେଶ୍ୱରବାସୀଙ୍କ ପାଇଁ ଏଭଳି ଜଣେ ପ୍ରାର୍ଥୀନୀଙ୍କ ଆବଶ୍ୟକତା ରହିଛି ।
ୟୁକ୍ରେନ୍ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀ ଜୀବନ ଅନିଶ୍ଚିତତାକୁ ଠେଲି ହୋଇଯାଇଛି। ଦେଶର ବିଭିନ୍ନ ମେଡିକାଲ୍ କଲେଜରେ କୋର୍ସ ଶେଷ ଲାଗି ଅନୁମତି ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛି ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍-ଆଇଏମ୍ଏ।
ବିଭିନ୍ନ କ୍ଷେତ୍ରରେ କାମ କରୁଥିବା ମହିଳାମାନେ ବିଜେପିର ମେୟର ପ୍ରାର୍ଥୀ ପାଇଁ ଆବେଦନ କରିଥିଲେ।
ଗଣମାଧ୍ୟମ ପ୍ରତିନିଧିଙ୍କୁ ମଧ୍ୟ ଭିତରକୁ ଛଡାଯାଇନଥିଲା।
ପୂର୍ବରୁ କଂଗ୍ରେସ, ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।
ମହାନଗର ନିର୍ବାଚନକୁ ନେଇ ବଢୁଛି ଟ୍ୱିନ୍ସିଟିରେ ରାଜନୀତିର ପାରା। ନାମାଙ୍କନପତ୍ର ଦାଖଲ ଶେଷ ତାରିଖ ଯେତିକି ପାଖୋଉଛି ପ୍ରାର୍ଥୀ ଚୟନ ନେଇ ପଲିଟିକାଲ ପାର୍ଟିଙ୍କ ଅଙ୍କକଷା ସେତେ ବଢୁଛି। ସେପଟେ କଟକ ଦଖଲ ପାଇଁ ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ଏବେଠୁ ଦେଖାଇଲେଣି ଦମ୍ଭୋକ୍ତି।
ବୌଦ୍ଧ ଜିଲା ମନୁପାଲି ପଂଚାୟତ ଅର୍ନ୍ତଗତ ରିଷିବନ୍ଧ ଗ୍ରାମର ସୁନିଲ ଶେଖର ମହାନନ୍ଦିଆ ଓ ପ୍ରକାଶ ଲୁହା ଶବସଂସ୍କାର କାମର କାର୍ଡ ବାଣ୍ଟିବାକୁ କିଆକଟା ଥାନା ଅନ୍ତର୍ଗତ କାଦପଡା ଗ୍ରାମକୁ ଯାଇଥିଲେ । ସେଠାରୁ ବାଇକ ଯୋଗେ ଫେରୁଥିବା ସମୟରେ ପରିଶ୍ରା କରିବା ପାଇଁ ରାସ୍ତା ପାଖରେ ଅଟକି ଥିଲେ ।
ଋଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାଧାରଣ ଜନତାଙ୍କ ଉପରେ ପଡ଼ିଛି। ମହଙ୍ଗାକୁ ନେଇ ଚିନ୍ତା ବଢ଼ିଛି। ସୁନା ଓ ରୂପା ଦର ମଧ୍ୟ ବୃଦ୍ଧି ଘଟିଛି।
ତିନି ମହାନଗର ନିଗମ ପାଇଁ ବିଜେଡି ମେୟର ପ୍ରାର୍ଥୀ ଘୋଷଣା କରିଛି। ଭୁବନେଶ୍ୱର, କଟକ, ବ୍ରହ୍ମପୁର ମହାନଗର ନିଗମ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇଛି।
ଘୋଷଣା ହେଲା ବିଜେଡି ମେୟର ପ୍ରାର୍ଥୀ । ମେୟର ମଇଦାନରେ ସୁଲୋଚନା, ସୁବାସ ଓ ସଂଘମିତ୍ରା । ୩ ମହାନଗର ପାଇଁ ବିଜେଡିର ମେୟର ପ୍ରାର୍ଥୀ ଘୋଷଣା କରିଛି ।
କାର୍ଯ୍ୟାଦେଶ ପାଇବା ପରେ ହିତାଧିକାରୀମାନେ ଘର କାର୍ଯ୍ୟ ଆରମ୍ଭ କରିଥିଲେ । ପ୍ରଥମେ ପ୍ରଥମେ ସରକାରଙ୍କ ନିୟମ ଅନୁସାରେ ପ୍ରଥମ ଦ୍ୱିତୀୟ ଏବଂ ତୃତୀୟ କିସ୍ତି ଅର୍ଥ ହିତାଧିକାରୀ ମାନେ ପାଇଗଲେ ।
ସାନ ଭାଇକୁ ତଣ୍ଟି ଚିପି ହତ୍ୟା କଲା ବଡ଼ ଭାଇ। ଗତକାଲି ଯୋଶେଫ ମଦ ପିଇ ଆସି ବଡ଼ ଭାଇ ରାଜୀନଙ୍କୁ ଗାଳିଗୁଲଜ କରିଥିଲେ। ଏନେଇ ଦୁଇ ଭାଇ ମଧ୍ୟରେ ବଚସା ଓ ମାରପିଟ୍ ହୋଇଥିଲା।
ସମ୍ବଲପୁରୀ ବସ୍ତ୍ରର ପ୍ରଚାର ପ୍ରସାର ତଥା ସ୍ଥାନୀୟ ଯୁବକ ଯୁବତୀମାନଙ୍କୁ ଆତ୍ମର୍ନିଭରଶୀଳ କରିବା ଲକ୍ଷ୍ୟ ନେଇ ବରଗଡ଼ ସ୍ୱୟଂସିଦ୍ଧା ଭବନରେ ଅନୁଷ୍ଠିତ ହୋଇଯାଇଛି ସମ୍ବଲପୁରୀ ବସ୍ତ୍ର ଉପରେ ଫ୍ୟାସନ ଶୋ । ଭାରତୀୟ ଉଦ୍ୟମିତା ବିକାଶ ସଂସ୍ଥା- EDII ପକ୍ଷରୁ ଆୟୋଜିତ ଏହି ସୋରେ ଶତାଧିକ ଛାତ୍ର ଛାତ୍ରୀ, ମଡେଲ୍ ଓ ବୁଣାକାର ସାମିଲ ହୋଇଥିବା ବେଳେ ସମସ୍ତଙ୍କ ମନରେ ଏପରି କାର୍ଯ୍ୟକ୍ରମକୁ ନେଇ ବେଶ ଉତ୍ସାହ ଦେଖିବାକୁ ମିଳିଥିଲା
ଇଟା ତଳୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ। ବୀଭତ୍ସ ହତ୍ୟା ପରେ ଲୁଚା ଯାଇଥିଲା ମୃତଦେହ। ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକଙ୍କ ମୃତଦେହ ଇଟା ତଳୁ ମିଳିବା ପରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।
ଆଜି ଦ୍ୱିତୀୟ ଥର ପାଇଁ ଢିଙ୍କିଆ ଯିବେ ହାଇକୋର୍ଟ କମିଟି । ଆଇନଜୀବୀ କମିଟି ଆଗରେ ମତ ରଖିବେ ପ୍ରକଳ୍ପ ବିରୋଧୀ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କୋଭିଡ୍ ବେଳେ ମଧ୍ୟ କୃଷି ଅର୍ଥନୀତି ନିଜର ସ୍ୱତନ୍ତ୍ର ସ୍ଥାନ ବଜାୟ ରଖିଛି । ଏହି କ୍ଷେତ୍ରରେ ଡ୍ରୋନ୍ ଟେକ୍ନୋଲୋଜି ପ୍ରୟୋଗ ଆରମ୍ଭ ହୋଇଛି ।
ବିଜେପି ହେଉ କି ବିଜେଡି ଏ ଦୁଇ ଦଳରୁ କିଏ ହେବେ ଭୁବନେଶ୍ୱର ମେୟର ପ୍ରାର୍ଥୀ, ତାକୁ ନେଇ ସସପେନ୍ସ ଲାଗି ରହଛି।
ଓଡ଼ିଶାର କେତେ ପିଲା ମେଡିକାଲ ପଢୁଛନ୍ତି, ତାର ନିର୍ଦ୍ଦିଷ୍ଟ ତଥ୍ୟ ନଥିଲେ ବି ଓଡ଼ିଶାର ଆନୁପାତିକ ହାର କିନ୍ତୁ ଯଥେଷ୍ଟ ଅଧିକ।
ଯେଉଁ ଘରେ ଏହି କାଣ୍ଡ ଘଟିଛି ପହଞ୍ଚିଲା ଛାନ୍ଭିନ୍ ପୋଲିସ
ବିଜେଡିର ସମ୍ବଳ ଯେଭଳି କର୍ମୀ ଓ ଲୋକଙ୍କ ନିକଟରେ ପହଞ୍ଚୁଛି, ସେମିତି ବିଜେପିର ସମ୍ବଳ ଲୋକଙ୍କ ନିକଟରେ ପହଞ୍ଚୁଛି ତ?
ନିର୍ବାଚନରେ ପରାଜୟ ନେଇ ସିପିଆଇ ନେତା ନାରୟଣ ରେଡ୍ଡୀ କହିଛନ୍ତି, ‘ବିଜେଡି ୭୦୦ରୁ ଅଧିକ ସିଟ୍ ଅକ୍ତିଆର କରିଛି। ଏହା କିଭଳି ସମ୍ଭବ ହେଉଛି, ଏହା ଆମେ ସମସ୍ତେ ଜାଣୁ।’
ରସଗୋଲା ଓଡ଼ିଶାର। ଓଟିଭି ଫୋର୍ସାଇଟ୍ ୨୦୨୨ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ ବଲିଉଡ଼ ଅଭିନେତ୍ରୀ ହୁମା କ୍ୟୁରେସୀ ଏହା କହିଛନ୍ତି।
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସବୁ ସିଟ୍କୁ ପୋଛି ନେଇଛି ବିଜେଡି। ବିଜେପି ସମେତ ବିରୋଧି କଂଗ୍ରେସ ମାଟି କାମୁଡିଛନ୍ତି । ଏହା କିପରି ସମ୍ଭବ ହେଲା? କାମ କଲା କି ଟଙ୍କା ଆଉ ମଦର ଖେଳ? ତେବେ ଏହାକୁ ନେଇ ଏମିତି କହିଛନ୍ତି କଂଗ୍ରେସର ବରିଷ୍ଠ ବିଧାୟକ ସନ୍ତୋଷ ସିଂହ ସାଲୁଜା । ଓଟିଭିର ଖୋଲାକଥାରେ ଭାଗନେଇ କହିଛନ୍ତି ଗୁମର କଥା ।
ପଞ୍ଚାୟତ ନିର୍ବାଚନରେ ବିପର୍ଯ୍ୟୟ ପାଇଁ ସ୍ୱୟଂ କଂଗ୍ରେସ ଦାୟୀ। ଓଟିଭି ଫୋର୍ସାଇଟ୍ ୨୦୨୨ କାର୍ଯ୍ୟକ୍ରମରେ ଯୋଗ ଦେଇ କଂଗ୍ରେସ ନେତା ଗଣେଶ୍ୱର ବେହେରା ଏହା କହିଛନ୍ତି।