ୟୁକ୍ରେନରେ ଫସିଥିବା ଓଡ଼ିଆ ଛାତ୍ରଛାତ୍ରୀ ଏବଂ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ଲାଗି କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କ ଲାଗି ସ୍ୱତନ୍ତ୍ର ସହାୟତା ସେଲ୍ ଜାରି ହୋଇଛି।
ୟୁକ୍ରେନରେ ଫସିଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କ ସୁରକ୍ଷା ସମ୍ପର୍କରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି।
ମାର୍ଚ୍ଚ ୨୪ରେ ହେବ ପୌର ନିର୍ବାଚନ ଭୋଟ୍ ଗ୍ରହଣ।। ଏନେଇ ଆଜି ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ମାର୍ଚ୍ଚ ୨୬ରେ ପୌର ନିର୍ବାଚନର ଭୋଟ୍ ଗଣତି ହେବ।
ଆଉ ୩ ଦିନ ରିମାଣ୍ଡରେ ଯିବେ ରସିକିଆ ନକଲି ଡାକ୍ତର ରମେଶ ସ୍ୱାଇଁ । ଆଉ ୩ ଦିନ ରିମାଣ୍ଡରେ ନେବ ମହିଳା ଥାନା । ପୋଲିସ ୭ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା ମହିଳା ଥାନା ପୋଲିସ ।
ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ସିନ୍ଧେକେଲା ପୋଲିସ ବଙ୍ଗମୁଣ୍ଡା JMFC କୋର୍ଟରେ ଚାର୍ଜସିଟର କମିଟମେଣ୍ଟ କରାଯାଇଛି । ଆଗକୁ ଏହି ମାମଲାର ADJ କଣ୍ଟାବାଂଜିରେ ଶୁଣାଣି ହେବ ।
ଷ୍ଟ୍ରଙ୍ଗରୁମ୍ ଆଗରେ ପଡ଼ିଛି ଚିରା ବାଲାଟ ପେପର। କେନ୍ଦ୍ରାପଡ଼ା କଲେଜରେ ହୋଇଥିବା ଷ୍ଟ୍ରଙ୍ଗରୁମ୍ ଆଗରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।
୧୮ ବର୍ଷୀୟ ପ୍ରଭୁଦତ୍ତ ସତରେ କମାଲ୍ କରି ଦେଖାଇଛନ୍ତି। ଲକଡାଉନ୍ ବେଳେ ସେ ନିଜ ସାଇକେଲକୁ ବୁଦ୍ଧି ଖର୍ଚ୍ଚ କରି ଇ-ସାଇକେଲ କରିଦେଲେ। ଖୁବ୍ ଅଳ୍ପ ଟଙ୍କା ଦରକାର ଏଥିପାଇଁ। ଥରଟିଏ ଚାର୍ଜ ହେଲେ ଯାଉଛି ୩୫ କମି। ବାଟରେ ଯଦି ଚାର୍ଜ ସରିଗଲା ତେବେ ଚିନ୍ତା ନାହିଁ। ପେଡାଲ୍ ମାରି ସାଇକେଲ ଚଳାଇଲେ ତାହା ରିଚାର୍ଜ ହେଇଯିବ।
ପୋଲିସ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ । ଗଞ୍ଜାମରୁ ସାମ୍ନାକୁ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ । ଗଞ୍ଜାମ ଜରଡ଼ା ଥାନା ଧାଡିଆମ୍ବ ଗାଁର ରାହାସ ଶବର ମହିଳାଙ୍କ ସ୍ୱାମୀଙ୍କୁ ଗିରଫ କରିବାକୁ ଯାଇିଥିବାବେଳେ, ପୋଲିସକୁ ବିରୋଧର କରିବାରୁ ମହିଳା ଜଣକ ଆକ୍ରମଣର ଶିକାର ହୋଇଲେ । ଯାହା ପରେ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ କରାଯାଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଆସିଷ୍ଟାଣ୍ଟ ଫୋଡର୍ ଡେଭଲପମେଣ୍ଟ ଅଫିସର୍(AFDO) ଓ ସିନିୟର ଲାବୋରେଟୋରୀ ଆସିଷ୍ଟାଣ୍ଟ(SLA) -୨୦୧୯ ପଦବୀ ପାଇଁ ମୁଖ୍ୟ ଲିଖିତ ପରୀକ୍ଷାର ତାରିଖ ଘୋଷଣା ହୋଇଛି। ଓଏସ୍ଏସ୍ସି ଜାରି କରିଥିବା ବିଜ୍ଞପ୍ତିରେ ତାରିଖ ଘୋଷଣା କରିଛି।
ସରିଲା ପଞ୍ଚାୟତ ଭୋଟ୍ ହିଂସା, ବିଶୃଙ୍ଖଳା, ଅନିୟମିତତାର ଶହ ଶହ ଅଭିଯୋଗ ଭିତରେ ସରିଛି ସମସ୍ତ ପାଞ୍ଚ ପର୍ଯ୍ୟାୟ ମତଗ୍ରହଣ । ଆଜି ଅନ୍ତିମ ପର୍ଯ୍ୟାୟରେ ୨୫ ଜିଲ୍ଲାର ୧୩୧ଟି ଜିଲ୍ଲା ପରିଷଦ ଜୋନ୍ରେ ଭୋଟ୍ ପଡ଼ିଛି ।
କେଉଁଠି ବାଲାଟ୍ ବକ୍ସ ନାଳରେ ଭାସିଲାଣି ତ କେଉଁଠି ସରପଞ୍ଚ ପ୍ରାର୍ଥୀଙ୍କ ଏଜେଣ୍ଟଙ୍କୁ ଅପରପକ୍ଷର ଲୋକେ ମାଡ଼ମାରି ଲହୁଲୁହାଣ କରିଲେଣି ।
କଣ୍ଟାମାଳ ଥାନା ଖୁଣ୍ଟିଗୋରା ପଞ୍ଚାୟତ ଉଡେର ଗ୍ରାମର ବାସୁଦେବ ଭୋଇ । ବୟସ ୨୫ ବର୍ଷ । ବୃତ୍ତିରେ ଜଣେ ଶିକ୍ଷକ । ବିବାହ ପାଇଁ ଲଗ୍ନ ସ୍ଥିର ହୋଇସାରିଥିଲା । କିଛି ଦିନ ପରେ ହାତରୁ ଦିହାତ ହୋଇ ଥାଆନ୍ତେ
ତାଳଚେର ସାଉଥ ବଲଣ୍ଡାରେ ରହୁଥିବା MCL କର୍ମଚାରୀ ଶିଶିର କୁମାର ଦାସ ଓ ତାଙ୍କ ପତ୍ନୀ ନମିତା ଦାସଙ୍କ ପୁଅ ଶ୍ରିତାଂଶୁ । ୟୁକ୍ରେନର ଭିନିତସିୟା ସହରରେ ଥିବା National Pirogov memorial medical Universityରେ ସେ ଡାକ୍ତରୀ ପାଠ ପଢ଼ନ୍ତି
ମୋବାଇଲ ଫାଟି ଯିବା ଯୋଗୁ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଭାରସାମ୍ୟ ହରାଇ ଗାଡ଼ିରୁ ତଳେ ପଡ଼ି ଯାଇଥିଲେ। ଫଳରେ ତାଙ୍କ ପକେଟ୍ରେ ଥିବା ମୋବାଇଲ ଫୋନ୍ ଫାଟି ଯାଇଥିଲା।
ମହାନଗର ନିର୍ବାଚନ ଲାଗି ଆଉ ପାଦେ ଆଗେଇଲା ଭୁବନେଶ୍ୱର ମହାନଗର ନିଗମ(BMC)। ଏନେଇ ବିଏମ୍ସି ପକ୍ଷରୁ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି।
ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ନିଜ ଗାଁ ବୁଥ୍ରେ ପଶି ସମିତି ସଭ୍ୟ ପ୍ରାର୍ଥୀଙ୍କୁ ଆକ୍ରମଣ କରିବା ସହ ବୁଥ୍ ଜବରଦଖଲ କରିଥିବା ଅଭିଯୋଗ ହୋଇଛି।
ୟୁକ୍ରେନ୍ରେ ଫସି ରହିଛନ୍ତି ଢେଙ୍କାନାଳ ଗୋବିନ୍ଦପୁରର ସୁପ୍ରିତ ସ୍ୱାଇଁ । ଯେ କୌଣସି ମୂହୂର୍ତ୍ତରେ ସୁପ୍ରିତ ସ୍ୱାଇଁଙ୍କୁ ଫ୍ଲାଇଟରେ ପଠାଯିବାର ବ୍ୟବସ୍ଥା କରାଯାଇପାରେ ବୋଲି ମାଆ ସଂଧ୍ୟାରାଣୀ ସ୍ୱାଇଁଙ୍କ ସହ ଆଲୋଚନା ବେଳେ ଭିଡିଓ କଲରେ କହିଛନ୍ତି ସୁପ୍ରିତ ।
ବାପା ନିର୍ବାଚନ ପାଇଁ ବ୍ୟସ୍ତ ରହିବା ଯୋଗୁ ପୁଅ ପାଇଁ ଆଉ ବିରିୟାନୀ ଆଣି ପାରିନଥିଲେ। ଶେଷରେ ବିରିୟାନୀ ପାଇଁ ପୁଅ ଜୀବନ ହାରିଛି।
ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ୍ ଅନ୍ତର୍ଗତ କଟସାହି ପଞ୍ଚାୟତ ୧ ନମ୍ବର ବୁଥ୍ରେ ଜଣେ ଏଜେଣ୍ଟ ବାଲାଟ ପେପର ନେଇ ଦୌଡ଼ି ପଳାଇବା ପରେ ମତଦାନ ବନ୍ଦ ରହିଥିବା ସୂଚନା ମିଳିଛି।
ଶେଷ ପର୍ଯ୍ୟାୟ ମତଦାନ ସମୟରେ ହିଂସା । ନିଆଳି ବ୍ଲକ ପୋଖରୀଗାଁ ପଞ୍ଚାୟତରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଘଟଣା। ବୁଥ ଜବରଦଖଲ ଅଭିଯୋଗ ପରେ ୯ଟି ବୁଥରେ ଭୋଟଗ୍ରହଣ ବନ୍ଦ ରହିଛି ।
୨ ଶିଶୁଙ୍କ ସଲିଳ ସମାଧି । ପୋଖରୀରେ ଗାଧୋଉଥିବାବେଳେ ବୁଡିଗଲେ ୨ ଶିଶୁକନ୍ୟା । ମାଲକାନଗିରି ଚାଲାଣଗୁଡ଼ା ପଞ୍ଚାୟତର ମୁଣ୍ଡାଗୁଡ଼ା ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା ।
ଭୋଟର ତାଲିକାରେ ତ୍ରୁଟି ଅଭିଯୋଗ ଆଣି ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଲୋକେ । ଖୋର୍ଦ୍ଧା ଜିଲ୍ଲାରୁ ଏଭଳି ସଙ୍ଗୀନ ଅଭିଯୋଗ ଆସିଛି ।
କରୋନା କଟକଣା ମଧ୍ୟରେ ଆସନ୍ତା ୨୮ ତାରିଖରେ ପ୍ରଥମରୁ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବାକୁ ଥିବାରୁ ୨୬ ତାରିଖରେ ଅଭିଭାବକ ସମ୍ମିଳନୀ ହେବ । ସେହିପରି ୨୫ରୁ ୨୮ ତାରିଖ ମଧ୍ୟରେ ସ୍କୁଲ ପରିଚାଳନା କମିଟି ସଦସ୍ୟଙ୍କୁ ସ୍କୁଲ ପରିଚାଳନା ନେଇ ପ୍ରଶିକ୍ଷଣ ଦିଆଯିବ ।
ଏଥର ଭୋଟ୍ ଦେଉଛନ୍ତି ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର । ୧୩ ହଜାର ୫୧୪ଟି ବୁଥ୍ ବ୍ୟବସ୍ଥା ହୋଇଛି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ପୋଲିସ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି ।