ରାଜଧାନୀରେ ପୁଣି ଲୁଟେରାଙ୍କ ଆତଙ୍କ। ରାତିଅଧରେ ସଟର ତାଡୁଛନ୍ତି, କଳକନା ବୁଲାଇ ଚାଲି ଯାଉଛନ୍ତି। କିଛିଦିନ ବ୍ୟବଧାନରେ ପୁଣି ଥରେ ଆରମ୍ଭ ହୋଇଛି ଲୁଟେରାଙ୍କ କାରନାମା। ଏଥର ଟାର୍ଗେଟରେ ଭରତପୁର ଥାନା କଳିଙ୍ଗନଗର ଅଞ୍ଚଳ।
ଜାତୀୟ ରାଜପଥରେ ଭୟଙ୍କର ରାସ୍ତା ଜାମ୍ । ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ୫୨୦ରେ ଏମିତି ଚିତ୍ର ଦେଖିବାକୁ ମିଳିଛି ।
୨୪ ବର୍ଷର ନିରବଛିନ୍ନ ସରକାରକୁ ପ୍ରତ୍ୟାଖ୍ୟାନ କରି ଲୋକେ ବିକଳ୍ପ ବାଛିଲେ । ଏବେ ‘ବିକଳ୍ପ ସରକାର’ ପୂର୍ବ ସରକାରଙ୍କ ସେହି ରାସ୍ତା ଠାରୁ ଭିନ୍ନତାର ପରିଚୟ ଦେଇ ଲୋକଙ୍କ ବିଶ୍ୱାସ ଓ ଭରସା ଜିତିବାର ସମୟ ଆସିଛି l
ବିଜେଡି ଛାଡ଼ି ସେ ଆଜି ବିଧିବଦ୍ଧ ଭାବେ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନଠାରେ ବିଜେପିରେ ମିଶିଛନ୍ତି ।
ଆୟୁଷ୍ମାନ ଭାରତ ଯୋଜନାରେ ୨୭ ହଜାରରୁ ଅଧିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ସୁବିଧା ମିଳିବ । ତୃଣମୂଳସ୍ତରରେ ଲୋକଙ୍କୁ ମଧ୍ୟ ସ୍ୱାସ୍ଥ୍ୟ ସୁବିଧା ମିଳିବ । ବଜେଟରେ ସ୍ବାସ୍ଥ୍ୟ ସେବା ପାଇଁ ୩୫୫୬ କୋଟି ବ୍ୟବସ୍ଥା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ।
ପ୍ରମିଳାଙ୍କୁ କଡ଼ା ଜବାବ ଦେଲେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର । ଜୟନାରାୟଣ କହିଛନ୍ତି-ଅମିତ ଶାହାଙ୍କ ଗୋଟିଏ ହ୍ବିସଲରେ ବିଜେଡି ଭାଙ୍ଗିଯିବ । ୧୪୦ କ’ଣ ଆଗ ୪୦ ଆସନ ଜିତି ବିଜେଡି ଦେଖାଉ ।
ଏନେଇ ଯୋଜନା ପ୍ରସ୍ତୁତି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ। ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏହି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।
ସେ ଦିନ ବି ଥିଲା ୨୯ ଅକ୍ଟୋବର । ଆଉ ଆଜି ବି ସେହି ତାରିଖ । ହେଲେ ଏହାରି ଭିତରେ ବିତିଯାଇଛି ୨୫ ବର୍ଷ । ଗତ ୨୫ ବର୍ଷରେ ଅନେକ କିଛି ବଦଳିଯାଇଛି ।
କାରଣ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇକୁ ମାରିଲେ ମିଳିବ ୧,୧୧,୧୧,୧୧୧ ଟଙ୍କା । ଏଭଳି ପୁଣି ଥରେ ଘୋଷଣା କରିଛି କରଣୀ ସେନା ।
ଶିଳ୍ପାଙ୍କ ସହ ଫଟୋରେ ନଜର ଆସିଥିବା ମନ୍ଦିର ସୁପରଭାଇଜର ରାଜିକିଶୋର ମହାପାତ୍ରଙ୍କୁ ଜାରି ହୋଇଛି କାରଣ ଦର୍ଶାଅ ନୋଟିସ୍ । ନୋଟିସ୍ ହୋଇଥିବା କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ।
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ । ବାତ୍ୟା "ଦାନା"ପାଇଁ ଗତ ୨୩ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖିଥିଲେ କର୍ତ୍ତୃପକ୍ଷ।
ଗର୍ଭ ଯନ୍ତ୍ରଣାରେ ଛଟପଟ କିରାଣୀଙ୍କୁ ଡାକ୍ତରଖନା ଛାଡ଼ିଲେନି ସିଡିପିଓ । ଚାଲିଗଲା ମହିଳା କିରାଣୀଙ୍କ ଗର୍ଭରେ ଥିବା ନିଷ୍ପାପ ଶିଶୁର ଜୀବନ ।
ନଭେମ୍ବରରେ ଆଉ ଏକ ବାତ୍ୟା ଆସିବା ନେଇ IMD କିମ୍ବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । କିନ୍ତୁ ଖଡ଼ିରତ୍ନ ପଞ୍ଜିକାରେ ଏହାକୁ ନେଇ ସୂଚନା ରହିଛି ।
୧୯୯୯ ମହାବାତ୍ୟାକୁ ପୂରିଲା ୨୫ବର୍ଷ। ସେଦିନର କଥା ମନେପଡ଼ିଲେ ଆଜି ବି ଲୋମ ଟାଙ୍କୁରି ଉଠେ। ୧୯୯୯ ମସିହା ଆଜିର ଦିନରେ ଓଡ଼ିଶା ଦେଖିଥିଲା ପ୍ରଳୟଙ୍କରୀ ମହାବାତ୍ୟା। ଯାହା ଥିଲା କଳ୍ପନାର ବାହାରେ।
ଶବକୁ ମିଳୁନି କାନ୍ଧ। ୨୪ ଘଣ୍ଟା ହେଲା ଘରେ ପଡ଼ି ରହିଛି ମୃତଦେହ। ଶବ ଦାହ ପାଇଁ ରାଜି ହେଉ ନାହାନ୍ତି ଗ୍ରାମବାସୀ।
ଏଥର ଜାଣିବା ତାରା ଓ ଚନ୍ଦ୍ରଙ୍କ ପିଲା ବୁଧଙ୍କୁ କାହିଁକି ଅଭିଶାପ ଦେଲେ ବୃହସ୍ପତି । କାହିଁକି ପ୍ରେମିକ ପାଇଁ ଘର ଛାଡି ଥିବା ତାରାଙ୍କୁ ପୁଣିଥରେ ଫେରିବାକୁ ହେଲା ସ୍ୱାମୀଙ୍କ ପାଖକୁ ।
ରାଜଧାନୀରେ ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମ। ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ରନ୍ ଫର୍ ୟୁନିଟି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପୂର୍ବରୁ 'ରନ୍ ଫର୍ ୟୁନିଟି' ମାରାଥନକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଆଜି ପ୍ରଧାନମନ୍ତ୍ରୀ ଦେଶରେ ମୋଟ ୧୨ ହଜାର ୮୫୦ କୋଟିର ପ୍ରକଳ୍ପର ଉଦଘାଟନ କରିବେ। ନୂଆଦିଲ୍ଲୀରେ ଦେଶର ପ୍ରଥମ ସର୍ବଭାରତୀୟ ଆୟୁର୍ବେଦ ପ୍ରତିଷ୍ଠାନର ଦ୍ବିତୀୟ ପର୍ଯ୍ୟାୟକୁ ଉଦଘାଟନ କରିବା ସହ ଏଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଭିଡ଼ିଓ କନଫରେନ୍ସିଂ ଜରିଆରେ ଦେଶର ବିଭିନ୍ନ ଭାଗରେ ସ୍ବାସ୍ଥ୍ୟ ପ୍ରକଳ୍ପଗୁଡ଼ିକ ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର। ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୦.୩୨ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଶ୍ରୀମନ୍ଦିରରେ ଗୁରୁବାର ପାଳନ ହେବ କାଳୀପୂଜା କହିଲେ ଜ୍ୟୋତିର୍ବିଦ୍ । ପୁରୀ ସମେତ କିଛି ସ୍ଥାନରେ ଶୁକ୍ରବାର ଦୀପାବଳି ସହ ପୟାଶ୍ରାଦ୍ଧ ।
୨ ଦିନ ପରେ ଆଲୋକର ପର୍ବ । ହେଲେ ନା ଦୀପ ଶୁଖୁଛି, ନା ଭାଟି ଜଳୁଛି ।
ଗତବର୍ଷ ତୁଳନାରେ ୧୦ ଗ୍ରାମ ପିଛା ଉଚ୍ଚା ହେଲାଣି ସୁନାଦର । ଏବର୍ଷ ପାଖାପାଖି ୧୭ ହଜାର ଟଙ୍କା ଅଧିକ ସୁନାଦର ବଢ଼ିଛି ।
ଓଡ଼ିଶାରେ ବିଳମ୍ବ ହେବ କହିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଶୀଘ୍ର SOP ଆଣି ପାର୍ଟ 1 ଓ 2 ର ହେବ ମେଗା ଲଞ୍ଚିଂ କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ ।
ଜୟପୁର ସହରର ଜନଗହଳିପୂର୍ଣ୍ଣ ଏମଜି ରୋଡ୍ । ଏହି ରାସ୍ତାରେ ପୂର୍ବରୁ ଦୁଇ ଚକିଆ ସହ ଚାରିଚକିଆ ଏପରିକି ବସ୍ ବି ଆରାମରେ ଯିବା ଆସିବା କରୁଥିଲା ।