ଆସନ୍ତାକାଲି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଆସନ୍ତାକାଲି ସକାଳ ୭ଟାରୁ ଦିନ ୧ଟା ପଯର୍ୟନ୍ତ ଭୋଟ୍ ଗ୍ରହଣ ହେବ।
ସାଧାରଣ ଲୋକଙ୍କ ଦର୍ଶନକୁ ବାରଣ କରାଯାଇ କୋଭିଡ ଗାଇଡଲାଇନ ମଧ୍ୟରେ ଏଥର ମଧ୍ୟ ମାଘ ମେଳା ଅନୁଷ୍ଠିତ ହେଉଛି । କେବଳ ମହିମା ସାଧୁ,ସନ୍ଥଙ୍କ ଦ୍ଵାରା ପାଳନ କରାଯାଉଛି ମାଘ ମେଳା
ଆସନ୍ତାକାଲି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ହେଲେ ତା’ ପୂର୍ବରୁ ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି।
ଆଜି ୨୦୨୨ ମସିହା, ଫେବୃଆରୀ ମାସ ୧୫ ତାରିଖ, ମଙ୍ଗଳବାର, କୂମ୍ଭ ୩ ଦିନ, ମାଘମାସ ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀ ତିଥି। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ଘରେ ଭିଜିଲାନ୍ସ ଟିମ୍ ରେଡ୍ କରିଛି। ୧୧ଟି ଯାଗାରେ ଭିଜିଲାନ୍ସ ଟିମ୍ ରେଡ୍ କରିଥିବା ଜଣାପଡ଼ିଛି।
ବର୍ଷାଙ୍କୁ ବିଜେଡିରେ ସାମିଲ କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି । ଏପରିକି ତାଙ୍କୁ ଉପକୂଳ ଜିଲ୍ଲାରେ କୌଣସି ଏକ ଆସନରୁ ବିଜେଡି ବିଧାନସଭା ଟିକେଟ ଦେଇପାରେ ବୋଲି ଆଲୋଚନା ହେଉଛି । ଏପଟେ ସ୍ୱାମୀ ଅନୁଭବ ଦଳରେ ଏକ ପ୍ରକାର କୋଣଠେସା ହୋଇ ଯାଇଛନ୍ତି କହିଲେ ଚଳେ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଳକ ବଳଦା ଗାଁରେ ଗୋଷ୍ଠୀ ସଂଘର୍ଷର ଭୟଙ୍କର ପରିଣତି।
ଦିନକ ପରେ ପ୍ରଥମ ପର୍ଯ୍ୟାୟ ପଂଚାୟତ ଭୋଟ୍ । ଏଥିପାଇଁ ବିଭିନ୍ନ ବ୍ଲକ୍ ହେଡ୍ କ୍ୱାର୍ଟରରୁ ବୁଥ୍ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ବାଲାଟ୍ ବକ୍ସ, ବାଲାଟ୍ ପେପର୍ ଓ ଅନ୍ୟାନ୍ୟ ସାମଗ୍ରୀ ଧରି ମତଦାନ କେନ୍ଦ୍ରରେ ପହଞ୍ଚିବାରେ ଲାଗିଛନ୍ତି ଅଧିକାରୀ ।
ତୁଳସୀ ଗଣନାଟ୍ୟର ନାଟକରେ ଗୀତ ଗାଉଥିଲେ ଯାତ୍ରା ପାର୍ଟିର ଗାୟକ
କଥା କେବଳ ଏଇଠି ସରୁନି, ତଳଗଂଜେଇପଦରର ଅନେକ ଗାଁରେ ଆନ୍ଧ୍ର ସରକାର ଘର ନମ୍ବରିଂ କରିବା ସହ ଫଳକ ବି ଲଗାଇଛନ୍ତି।
ଏହି ମହାନ କାମକୁ ସ୍ଥାନୀୟ ଲୋକେ ପ୍ରଶଂସା କରିଛନ୍ତି।
ଦେଶ ପାଇଁ ଜୀବନ ଦେଇଥିବା ନାଉଗାଁ ବ୍ଲକ୍ ପାରିଶିଖର ପଞ୍ଚାୟତର ପ୍ରସନ୍ନ କୁମାର ସାହୁଙ୍କୁ ଶ୍ରଦ୍ଧାଞ୍ଜଳି ପରିବର୍ତ୍ତେ ଅସମ୍ମାନ।
ସାଧାରଣ ଜଣେ ଅଟୋ ଡ୍ରାଇଭର। କିନ୍ତୁ ତାଙ୍କ ଦେଶପ୍ରେମ ଦେଖିଲେ ଆପଣଙ୍କ ମୁଣ୍ଡ ଆପେ ନଇଁଯିବ।
ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ବ୍ୟବସ୍ଥାକୁ କୋହଳ କରିବା ନେଇ ଆଲୋଚନା ହୋଇଥିଲା।
ବାଲଟ ପେପରରେ ଏକାଧିକ ପ୍ରାର୍ଥୀଙ୍କ ଚିହ୍ନ କିମ୍ବା ନାଁ ଉପରେ ମୋହର ବାଜିଥିଲେ ସେହି ଭୋଟ୍କୁ ଅବୈଧ ଘୋଷଣା କରାଯିବ। ଭୋଟ୍ ଦେବାବେଳେ ଯଦି ଜଣେ ଭୋଟର ଛିଡ଼ା ହୋଇଥିବା ପ୍ରାର୍ଥୀଙ୍କ ଚିହ୍ନରେ ମୋହର ମାରିବା ସହିତ ପୂର୍ବରୁ ଭଙ୍ଗା ଯାଇଥିବା ଚିହ୍ନ ଉପରେ ମୋହର ମାରନ୍ତି, ତା ହେଲେ ଭୋଟରଙ୍କ ଉଦ୍ଦେଶ୍ୟକୁ ସ୍ପଷ୍ଟ ବୋଲି ବୁଝାଯିବ।
ଠକ..ମହାଠକ...ଦୁର୍ଦ୍ଦାନ୍ତ ଠକ...ଯାହା କହିଲେ ବି ଏହି ବ୍ୟକ୍ତି ପାଇଁ କମ୍ ହେବ। ନା ଥିଲେ ସେ ଡାକ୍ତର ନା ଥିଲା ତାଙ୍କର କୌଣସି ଡାକ୍ତରୀ ଡିଗ୍ରୀ। ତଥାପି ଠକେଇ ପାଇଁ ଡାକ୍ତର ସାଜି ୧୪ଟି ବିବାହ କରିଥିଲେ ଏହି ନକଲି ଡାକ୍ତର।
ୱାର୍ଡମେମ୍ବର ଆସନ ପାଇଁ ଲଢ଼ୁଥିବା ଜଣେ ପ୍ରାର୍ଥି ହାତିପାଲି ଗ୍ରାମର ମାନସ ପାଢ଼ୀଙ୍କୁ ଦୁଇଦିନ ତଳେ ଗୀତା ଛୁଇଁ ତାଙ୍କୁ ଏବଂ ଜଣେ ନିଦ୍ଧିଷ୍ଟ ସରପଂଚ ପ୍ରାର୍ଥିଙ୍କୁ ଭୋଟ ଦେବାକୁ ବାଧ୍ୟ କରିଥିଲେ । ଏଥିପାଇଁ ତାଙ୍କୁ ଟଙ୍କା ମଧ୍ୟ ଯାଚିଥିଲେ ।
ରାୟପୁର ଏୟାରପୋର୍ଟରେ ଦିବ୍ୟଶଙ୍କର ମିଶ୍ର ଥିବା ଏକ ଭିଡିଓ ଜାରି କରିଛି କଂଗ୍ରେସ ।
ଓଡ଼ିଶା ହାଇକୋର୍ଟରେ ନବ ନିଯୁକ୍ତ ୩ ଜଣ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ଏସ୍. ମୁରଲୀଧରନ୍ ତିନି ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି ।
ଝିଅ କି ପୁଅ ବାହାଘର ହେଲେ ଖୋଜାପଡେ ଉର୍ମିଳାଙ୍କୁ । ବାହାଘରରେ କନିଆଙ୍କୁ ଯେତେ ସୁନ୍ଦର ଭାବେ ସଜାଯାଇଥାଏ, ସେହିଭଳି ଘରର କାନ୍ତରେ ବି ସୁନ୍ଦର ଛବି ସହ ଶୁଭବିବାହର ଚିତ୍ର ଆଙ୍କି ଦିଅନ୍ତି ସେ ।
ଦିନକ ପରେ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ। ଏଥିପାଇଁ ଆଜି ସନ୍ଧ୍ୟା ୭ଟାରେ ପ୍ରଥମ ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାର ସରିବ। ଏହାକୁ ଦୃଷ୍ଟିରେ ରଖି ଏହି ପର୍ଯ୍ୟାୟରେ ସବୁ ରାଜନୈତିକ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି।
ଘରକୁ କୁଣିଆ ଆସିଲେ ଆମେ ସାଧାରଣତଃ ବାହାରୁ ମିଠା ଆଣିଥାଉ । କିନ୍ତୁ ଆପଣ ଚାହିଁଲେ ଘରେ ମଧ୍ୟ ସୁଆଦିଆ ମିଠଆ ପ୍ରସ୍ତୁତ କରି ଘରେ ଅତିଥି ଚର୍ଚ୍ଚା କରିପାକିବେ । ସେଥିପାଇଁ ଆଜି ଆମେ ନେଇ ଆସିଛୁ ମିଠାର ଏକ ସୁଆଦିଆ ରେସିପି । ଏହି ରେସିପିର ନାଁ ହେଉଛି ସୁଆଦିଆ ‘କାଲାକନ୍ଦ’ ।
୧୯୯୭ରେ ଜନତା ଦଳ ଏବଂ ୨୦୦୨ରୁ ଲଗାତର ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦରେ ବସିଛି ବିଜେଡି । ଗତ ନିର୍ବାଚନରେ ଦଳ ୨୪ଟି ଜୋନରୁ ୧୯ଟି ଜିତି ପରିଷଦ ଗଢିଥିଲା । ବିଜେପି ୪ଟି ଆସନ ପାଇଥିବା ବେଳେ ଜଣେ ସ୍ୱାଧିନ ପ୍ରାର୍ଥୀ ନିର୍ବାଚିତ ହୋଇଥିଲେ ।
ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ସମ୍ବଲପୁର ବିଦ୍ୟୁତ ବିଭାଗର ମୁଖ୍ୟ ଯନ୍ତ୍ରୀ ତଥା ମୁଖ୍ୟ ନିରୀକ୍ଷକ ସୁନିଲ କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢ଼ଉ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି ।