ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ସମ୍ବଲପୁର ବିଦ୍ୟୁତ ବିଭାଗର ମୁଖ୍ୟ ଯନ୍ତ୍ରୀ ତଥା ମୁଖ୍ୟ ନିରୀକ୍ଷକ ସୁନିଲ କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢ଼ଉ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି ।
ଢିଙ୍କିଆରୁ ଭୋଟ୍ ଗ୍ରହଣ କେନ୍ଦ୍ର ସ୍ଥାନାନ୍ତରକୁ ବିରୋଧ କରାଯାଇଛି। ଭୋଟରଙ୍କ ଠାରୁ ନେଇ ପ୍ରାର୍ଥୀଙ୍କ ପର୍ଯ୍ୟନ୍ତ ଏନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେପଟେ ଜିଲ୍ଲା ପ୍ରଶାସନ କହୁଛି ଢିଙ୍କିଆରେ ଶାନ୍ତି ଫେରିଛି।
ଯେଉଁ ବୟସରେ ବହି ପଢିବା କଥା ସେହି ବୟସରେ ସେ ଲେଖିଛନ୍ତି ବହି । ଅନେକ ପ୍ରଶଂସା ବି ସାଉଁଟିଛନ୍ତି ।
ପ୍ରଥମେ ବିବାହ ପରେ ଯୁବତୀଙ୍କଠୁ ଟଙ୍କା ହଡ଼ପ କରୁଥିଲେ ରସିକିଆ ଡାକ୍ତର। ନିଜକୁ ହୋମିଓପାଥି ଡାକ୍ତର ପରିଚୟ ଦେଇ ବିବାହ ଯୋଗାଡ଼ କରୁଥିବା ଘରୋଇ ସଂସ୍ଥା ମାଧ୍ୟମରେ ସେ ଯୁବତୀଙ୍କୁ ଟାର୍ଗେଟ୍ କରୁଥିଲେ।
ଆଉ ମାତ୍ର କିଛି ଦିନ ପରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ତା’ପୂର୍ବରୁ ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ନରସିଂହପୁରରେ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି।
ସୁନ୍ଦରଗଡ଼ ଜିଲ୍ଲା ବଣାଇ ବ୍ଲକ୍ ଗୋବିନ୍ଦପୁର ସମିତି ସଭ୍ୟା ପ୍ରାର୍ଥିନୀ ପୁଷ୍ପିତା ଜେନାଙ୍କୁ ମୁମୂର୍ଷ ଅବସ୍ଥାରେ ଉଦ୍ଧାର କରାଯାଇଛି। ପୁଷ୍ପିତାଙ୍କୁ ନିଜ ଗାଁ ଘୁଷୁରା ପତ୍ରପାଲିରେ ଥିବା ଘର ପାଖରୁ ମୁମୂର୍ଷ ଅବସ୍ଥାରେ ପଡ଼ିଥିବା ଲୋକେ ଦେଖିଥିଲେ।
ବିଜେଡି ପ୍ରଚାରରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ପ୍ରଥମ ଥର ପାଇଁ ନିର୍ବାଚନ ମୈଦାନକୁ ବର୍ଷା ଓହ୍ଲାଇଛନ୍ତି। ବିଜେଡି ସମର୍ଥିତ ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁରି ଭୁରି ପ୍ରଶଂସା କରୁଛନ୍ତି
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବଲିଉଡ୍ର ବ୍ୟାଡ୍ ମ୍ୟାନ୍ କିରଣ କୁମାର। ୨୫୦ ଫିଲ୍ମରେ ନାୟକ ହୋଇବି ବଲିଉଡ୍ ଭିଲେନ୍ ଭାବେ ସେ ଦର୍ଶକଙ୍କ ପ୍ରିୟ। ସେ ଓଡ଼ିଶା ଆସିବା ଅବସରରେ ତାଙ୍କର ସାକ୍ଷାତକାର ନେଇଛନ୍ତି ଓଟିଭି ରିପୋର୍ଟର ପ୍ରଭାତ ବିଷୋୟୀ
ଆଇପିଏଲ୍ରେ ଏବେ ଯୁବ କ୍ରିକେଟର୍ଙ୍କ ଭୂମିକା ଦେଖିବାକୁ ମିଳିଛି। କୋଟି କୋଟି ଟଙ୍କାରେ ହେଉଛନ୍ତି ବିକ୍ରି। ଓଡିଆ କ୍ରିକେଟରମାନେ ମଧ୍ୟ ପଛରେ ପଡି ନାହାନ୍ତି।
ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ଆସନ୍ତାକାଲି ସଂଧ୍ୟା ୭ଟାରେ ପ୍ରଚାର ବନ୍ଦ ହେବ।
ପ୍ରମିଳାଙ୍କ ଠାରୁ ସୋ କଜ୍ ନୋଟିସ୍ ଉତ୍ତର ପାଇବା ପରେ ପଦକ୍ଷେପ ନିଆଯାଇଛି।
ଭଦ୍ରକ ଜିଲ୍ଲାର କାଉପୁରଠାରେ ପୂଣ୍ୟତୋୟା ସାଳନ୍ଦୀ ନଦୀର ମଧ୍ୟସ୍ଥଳୀରେ ରହିଛି ଦେବର କୁଣ୍ଡ। ପ୍ରତିବର୍ଷ ଭୈମ ଏକାଦଶୀ ଦିନରୁ ଏଠାରେ ଆରମ୍ଭ ହୁଏ ଦେବରକୁଣ୍ଡ ମେଳା। ଦିନେ ନୁହେଁ ୧୨ ଦିନ ପର୍ଯ୍ୟନ୍ତ ଚାଲେ ଏହି ମେଳା।
ପରିଚୟ ଉପରେ ଆପତ୍ତି ହେଲେ ଏଜେଣ୍ଟ ଚ୍ୟାଲେଞ୍ଜ କରିପାରିବେ
କ୍ଲିନିକକୁ ବର୍ଷେ ପୂରିଥିବାରୁ ବିଶେଷ ଆୟୋଜନ କରାଯାଇଥିଲା । ନଡିଆ, କଳସ ବସାଇ, ଫିତାକାଟି ବର୍ଷ ପୂର୍ତ୍ତି ପାଳନ କରାଯାଇଛି । ଏଥି ସହିତ ଆରମ୍ଭ ହୋଇଛି ଟଙ୍କିକିଆ ଔଷଧ ବିତରଣ ।
ଖାଇବାରେ ଚିଙ୍ଗୁଡ଼ିର ରେସିପି ପ୍ରାୟତଃ ସମସ୍ତଙ୍କୁ ପସନ୍ଦ ଆସିଥାଏ । ସେଥିପାଇଁ ଘରେ ଆମେ ଚିଙ୍ଗୁଡ଼ିର ବିଭିନ୍ନ ରେସିପି ବନେଇ ଖାଇଥାଉ । ଆଜି ଆମେ ଆପଣଙ୍କ ପାଇଁ ଚିଙ୍ଗୁଡ଼ିର ଏକ ସୁଆଦିଆ ଦେଶୀ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ଚିଙ୍ଗୁଡ଼ି ଦମ୍ ବିରିୟାନି’ ।
ପାନୀୟ ଜଳ ପ୍ରକଳ୍ପ ପାଇଁ ଜାଗା ନ ଦେବାରୁ ଜଣେ ଅସହାୟ ମହିଳାଙ୍କ ପରିବାର ଉପରେ ଦାଉ ସାଧିଲେ ଗ୍ରାମବାସୀ । ସଂପୃକ୍ତ ମହିଳାଙ୍କୁ ବାସନ୍ଦ କରିବା ଲାଗି କଙ୍ଗାରୁ କୋର୍ଟରେ ନିଷ୍ପତ୍ତି ନିଆଯାଇଛି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହର ଠାରୁ ମାତ୍ର ୧ କିଲୋମିଟର ଦୂର ଜାମପଲ୍ଲୀରେ ଏଭଳି ଘଟଣା ଦେଖିବାକୁ ମିଳିଛି ।
୧୬ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା । ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲିଠୁ ରାଜ୍ୟର ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ବଢିବା ସମ୍ଭାବନା ରହିଛି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମୁଖତଃ ଶୁଖିଲା ପାଗ ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଭଦ୍ରକ ବ୍ୟତୀତ ଭଦ୍ରକ ବାହାର ଜିଲ୍ଲାରୁ ବହୁ ଶ୍ରଦ୍ଧାଳୁ ମାନେ ଏଠାକୁ ଛୁଟିଆସନ୍ତି । ଘରକରଣା ଜିନିଷଠାରୁ ଆରମ୍ଭ କରି ଛୋଟପିଲାଙ୍କ ମନୋରଞ୍ଜନର ସମସ୍ତ ସୁବିଧା ଏଠାରେ ମିଳେ । ଭଳି ଭଳି ସୁସ୍ୱାଦୁ ଖାଦ୍ୟ ଏଠାରେ ମିଳେ । ଗାଁଗହଳିରେ ଧାନ କଟାକଟି କାମ ସରି ଥିବାରୁ ଏଠାରେ ସଂଧ୍ୟା ସମୟରେ ଆଖପାଖ ଲୋକଙ୍କ ସମାଗମ ବଡମ ହୋତ୍ସବର ଭ୍ରମ ସୃଷ୍ଟି କରିଥାଏ ।
୧୯୯୭ରେ OAS ପାଇବା ପରେ ୯୯ ମସିହାରେ ଭୁବନେଶ୍ୱର ସେଟେଲମେଣ୍ଟ ଅଫିସରେ ଚାକିରି ଆରମ୍ଭ କରିଥିଲେ ବିଶ୍ୱଜିତ ମହାପାତ୍ର । ପରେ ପରେ ବିଭିନ୍ନ ସ୍ଥାନରେ ସେଟେଲମେଣ୍ଟ ଅଫିସର, ଅତିରିକ୍ତ ତହସିଲଦାର, ତହସିଲଦାର ଓ ବିଡିଓ ହୋଇଥିଲେ ।
ରାଜ୍ୟରେ ଏହି ୪ ସ୍ୱାମୀ-ସ୍ତ୍ରୀ କଳି ବେଶ୍ ଚର୍ଚ୍ଚିତ ହୋଇଥିଲା। ଟିଭିଠୁ ସୋସିଆଲ ମିଡ଼ିଆଲ ସବୁଠି ଦେଖିବାକୁ ମିଳିଥିଲା ଏହିମାନଙ୍କ ଆରୋପ-ପ୍ରତ୍ୟାରୋପର କଥା ।
ବିଧାୟକଙ୍କ ନାଁରେ ଶାଢ଼ୀ ବାଣ୍ଟିବା ଅଭିଯୋଗ । ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କ ଗାଡ଼ିରୁ ଶାଢ଼ୀ, ଟାଓ୍ୱଲ ଓ ଉତ୍ତରୀୟ ମିଳିବା ଘଟଣା । ବ୍ଲକ୍ ନିର୍ବାଚନ ଅଧିକାରୀ ଘଟଣାସ୍ଥଳରୁ ଗାଡ଼ିକୁ ଜବତ କରି ପାପଡ଼ାହାଣ୍ଡି ଥାନାକୁ ଆଣିଛନ୍ତି।
ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳକୁ ଲାଗି ରହିଥିବା ୫ରୁ ୬ଟି ଗାଁକୁ ଅବହେଳିତ ଅବସ୍ଥାରେ ଛାଡିଦେଇଛି ଆନ୍ଧ୍ର । ଏହି ଗାଁ ଗୁଡିକରେ ଲୋକେ ଦୁର୍ଦ୍ଦଶାରେ ଦିନ କାଟୁଛନ୍ତି । ବାରମ୍ବାର ଅଭିଯୋଗ, ଦାବି ଓ ଗୁହାରି ପ୍ରଶାସନର କାନ ନ ଭେଦିବାରୁ, ଏବେ ମାଲକାନଗିରି ଜିଲ୍ଲା
ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ସଦର ତହସିଲ ଅଫିସ ଫାଟକ, ବୁଡ଼ାଗୁଡ଼ା ଠାରେ ଥିବା ରାସ୍ତା ର୍ନିମାଣ କରିଥିବା ଠିକା ସଂସ୍ଥାର ଗୋଟିଏ ଟ୍ରକ ପୋଡ଼ି ଦେବା ଘଟଣାରେ ଆଜି ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।
ଭୋଜି ଖାଇ ଫେରିବା ବେଳେ ବିଳମ୍ବିତ ରାତିରେ ଟ୍ରକ୍ ପଛରେ ଏକ କାର୍ ଧକ୍କା ଦେବାରୁ ୪ ଜଣଙ୍କ ଶୋଚନୀୟ ମୃତ୍ୟୁ ହୋଇଛି ।