ଅକାତ ପାଣି ମଝିରେ ଅଟକି ଗଲା ଡଙ୍ଗା। ଯୁଆଡ଼େ ଚାହିଁଲେ ଖାଲି ପାଣି ଆଉ ପାଣି। ପବନ ବହିବା ଯୋଗୁ ଡଙ୍ଗାରେ ପାଣି ପଶି ଯାଇଥିଲା। ଫଳରେ ଡଙ୍ଗା କିଛି ସମୟ ପାଇଁ ଭାରସାମ୍ୟ ହରାଇଥିଲା।
ମାଲକାନଗିରି କାଲିମେଳା ବ୍ଲକ ତାଟିଗୁଡ଼ା ଗାଁ ସଭାରେ ବିଜେଡି ନେତା ଟଙ୍କା ବାଣ୍ଟୁଥିବା ଭିଡିଓ ଭାଇରାଲ୍ ହୋଇଛି । ଆଉ ଏହାକୁ ନେଇ ବିଜେପି ଓ କଂଗ୍ରେସ ସରକାରୀ ଦଳକୁ ଟାର୍ଗେଟ କରିଛନ୍ତି
ରାଜ୍ୟରେ ପୁଣି ସାମାନ୍ୟ ବଢ଼ିଛି କରୋନା ସଂକ୍ରମଣ । ଗତ ଦୁଇ ଦିନ ଧରି ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ୍ ପାଖାପାଖି ୧୫ ଶହ ରହିଛି । ଗତକାଲି ୧୪୯୭ କରୋନା ଆକ୍ରନ୍ତ ଚିହ୍ନଟ ହୋଇଥିବା ବେଳେ ଏହା ଆଜି ସାମାନ୍ୟ ବଢ଼ି ୧୫୦୩ରେ ପହଞ୍ଚିଛି ।
କଟକ ଅନ୍ଦରପୁରରେ ଆବାସ ଯୋଜନାରେ ନିର୍ମିତ ଘରକୁ ବେଆଇନ ଭାବେ ବିକ୍ରି ମାମଲାରେ ପୋଲିସ ତନାଘନା ଚଳାଇଥିବା ବେଳେ ସିଏମ୍ସିକୁ ଭେଟିଛନ୍ତି ପୀଡ଼ିତ ଆପାର୍ଟମେଣ୍ଟରୁ ଉଚ୍ଛେଦ ହୋଇଥିବା ଲୋକେ । ଏ ନେଇ ସିଏମ୍ସିରେ ଅଭିଯୋଗ କରିଛନ୍ତି ଠକେଇର ଶିକାର ହୋଇ ଲକ୍ଷାଧିକ ଟଙ୍କା ହରାଇବା ସହ ଏବେ ସେମାନଙ୍କ ରହିବା ପାଇଁ ଜାଗା ଖଣ୍ଡେ ନଥିବାରୁ ଏ ନେଇ ପଦକ୍ଷେପ ନେବାକୁ ଲୋକେ ଦାବି କରିଛନ୍ତି ।
ପଞ୍ଚାୟତ ନିର୍ବାଚନ ମାହୋଲ ଭିତରେ ବିରୋଧୀ ବିଜେପି ପୁଣି ଖୋଲିବ ମମିତା ମେହେରଙ୍କୁ ନ୍ୟାୟ ପ୍ରସଙ୍ଗ। ଶିକ୍ଷୟିତ୍ରୀ ମମିତା ମେହର ହତ୍ୟା ମାମଲାରେ ନ୍ୟାୟ ପାଇଁ ବିଜେପି ଆଜି ନବୀନ ନିବାସ ଘେରାଉ କରିବ।
ସମିତି ସଭ୍ୟା ପ୍ରାର୍ଥୀଙ୍କ ସ୍ୱାମୀଙ୍କୁ ଅପହରଣ କରିବା ଅଭିଯୋଗ ଆସିଛି । ସୁବର୍ଣ୍ଣପୁର ଜିଲ୍ଲାରୁ ସାମ୍ନାକୁ ଆସିଛି ଏହିପରି ସଙ୍ଗୀନ ଅଭିଯୋଗ । ନିର୍ବାଚନ ପାଇଁ ପ୍ରଚାର କରୁଥିବା ସମୟରେ ଅପହରଣ ହୋଇଥିବାର ସୂଚନା ମିଳିଛି ।
୧୧ କେଭି ବିଦ୍ୟୁତ୍ ଖୁଣ୍ଟରେ ଯାଇଥିବା ତାରରେ ଗୋଟିଏ ପାରା ଗୋଡ଼ରେ ସୂତା ଲାଗି ଛନ୍ଦି ହୋଇ ଝୁଲି ପଡିଥିଲା। ୪ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ପାରାଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।
ଆର ପାରିରେ ୱିଙ୍ଗ୍ କମାଣ୍ଡର କିରଣ ଶଙ୍କର ସାହୁ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତକାଲି ସନ୍ଧ୍ୟାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା
ଆସନ୍ତା ବର୍ଷ ବିବାହ ବେଦୀରେ ବସିଥାନ୍ତେ ଓ ନୂଆ କରି ସଂସାର ଆରମ୍ଭ କରିଥାନ୍ତେ। କିନ୍ତୁ ବିଧିର ବିଧାନ କିଛି ଅଲଗା ଥିଲା। ସଂସାର କରିବା ପୂର୍ବରୁ ସବୁଦିନ ପାଇଁ ସଂସାର ଛାଡ଼ି ଆରପାରିକୁ ଚାଲିଗଲେ।
ଆଉ ଜଣେ ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସ ରେଡ୍ । ରାଉରକେଲାର ଆସିଷ୍ଟାଣ୍ଟ କଲେରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ କରାଯାଉଛି । ଆସିଷ୍ଟାଣ୍ଟ କଲେର ମନୋରଞ୍ଜନ ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି ।
ପଶ୍ଚିମା ଝଡ଼ ପ୍ରଭାବରେ ଆଜି ରାତିରୁ ପୁଣି ବଦଳିବ ପାଗ। ଆସନ୍ତାକାଲିଠୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୩ ଦିନରେ ୩ରୁ ୪ ଡ଼ିଗ୍ରୀ ଯାଏ ରାତି ତାପମାତ୍ରାରେ ବୃଦ୍ଧି ହୋଇପାରେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପିଲାମାନେ ଭୟ କରନି, ଆମେ ସମସ୍ତେ ତୁମ ସାଥିରେ ଅଛୁ।
ପୋଲିସ୍ ଭୟରେ ଅନେକ ଲୋକ ଏବେ ବି ଜଙ୍ଗଲରେ ଲୁଚିଛନ୍ତି। ସେମାନଙ୍କୁ ଭେଟିବା ପାଇଁ ପାଣି କାଦୁଆରେ ପଶି ଆମେ ପ୍ରତିନିଧି ସେଠାରେ ପହଞ୍ଚିଥିଲେ। ତାଙ୍କ ସହ କଥା ହେବା ପରେ ସେମାନଙ୍କ ଅନେକ ଦୁଃଖ ସାମ୍ନାକୁ ଆସିଛି।
ସରିଥିଲା ଗୀତ ଲେଖା, ପ୍ରସ୍ତୁତ ହୋଇ ସାରିଥିଲା ଟ୍ରାକ୍। ହେଲେ ସମୟ ଦେଲାନି ସାଥ୍। ଅଧୁରା ରହିଗଲା ସ୍ୱପ୍ନ। ଲତାଙ୍କ ସୁମଧୁର କଣ୍ଠରୁ ଜଗା ଜଣାଣ ଶୁଣିବାରୁ ବଞ୍ଚିତ ହେଲେ ଓଡିଆ।
ସରକାରଙ୍କ କମ୍ପାନୀ ପ୍ରୀତି ନିରୀହ ଜନତାଙ୍କୁ ଦେଉଛି ଦୁଃଖ। ଲୋକଙ୍କ ଉପରେ ଚାଲିଛି ପୋଲିସର ଜୁଲମ। ଜମି ନଦେଲେ ମିଛ କେସ୍ରେ ଫସେଇ ଜେଲ ପଠେଇ ଦେବାର ମିଳୁଛି ଧମକ। ଘରୁ ଉଠେଇ ନେଉଛି ପୋଲିସ୍। ଭୟରେ ଲୋକେ ଗାଁ ଛାଡି ବଣ ଜଙ୍ଗଲରେ ରହୁଛନ୍ତି।
ବର୍ଷା ଜାଲ୍ କାଗଜପତ୍ର ତିଆରି କରିଥିବା ନେଇ ସାଂସଦ ଅନୁଭବ ସଂସଦକୁ ଜଣାଇଥିଲେ।
‘ଦିନ ହେଉ କି ରାତି, ମୁଁ ବାହାରେ ଆବର୍ଜନା ଫୋପାଡିବି ନାହିଁ।’ ଅଲ୍ଲୁ ଅର୍ଜୁନଙ୍କ ଫଟୋ ଦେଇ ବିଏମ୍ସି ଏହି ସଫେଇ ସ୍ଲୋଗାନ ଦେଇଛି।
ଆଉ ଚୋରି କରିବେନି ବୋଲି ଶପଥ ନେଇଥିଲେ। ହେଲେ ଶପଥ ଭାଙ୍ଗି ପୁଣି ଚୋରି କଲେ। ଆଉ ସବୁଥର ଭଳି ଏଥର ମଧ୍ୟ ପୋଲିସ୍ ହାତରେ ଧରାପଡ଼ିଛନ୍ତି।
ଭିଜିଲାନ୍ସ ଜାଲରେ ପଡ଼ିଲେ ନରସିଂହପୁର ଥାନା ଅଧିକାରୀ। ଲାଞ୍ଚ ନେଇ ନରସିଂହପୁର ଥାନା ଅଧିକାରୀ ଅଲେଖ ଗରଡ଼ିଆ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।
କୋହଳ ହେଲା ପଞ୍ଚାୟତ ନିର୍ବାଚନ କଟକଣା। ଏଣିକି ପ୍ରାର୍ଥୀମାନେ ୨୦ ଜଣଙ୍କୁ ନେଇ ଘରକୁ ଘର ବୁଲି ପ୍ରଚାର କରାଯାଇପାରିବ। ଏହାସହ ରାଜନୈତିକ ସଭାକୁ ଅନୁମତି ମଧ୍ୟ ପ୍ରଦାନ କରାଯାଇଛି।
ଗରମାଗରମ୍ ଚଟପଟା ଖାଇବାକୁ ଇଚ୍ଛା ହେଉଛି କି ? ତେବେ ଏଥିପାଇଁ ଫୁଟପାଥ୍ର ଷ୍ଟଲ୍ ଅବା କୌଣସି ରେସ୍ତୁରାଁକୁ ନଯାଇ, ଘରେ ଆଜି ହିଁ ବନାନ୍ତୁ, ଚଟ୍ପଟା ଆଳୁ ଟିକ୍କି ଚାଟ୍।
ବରଯାତ୍ରୀ ଭ୍ୟାନ୍ ଓଲଟି ଜଣେ ମୃତ । ନୂଆପଡା ଜିଲ୍ଲା ଖଡ଼ିଆଳ ଥାନା ସରଗାଦି ଓ ନୂଆପଡା ଗ୍ରାମ ନିକଟରେ ବରଯାତ୍ରୀ ପିକ ଅପ ଭ୍ୟାନ ଓଲଟି ଜଣକର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି । ମୃତକ ଜଣକ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପାତଲପଡାର ମୁକେଶ ବଛା ହୋଇଥିବା ସୂଚନା ମିଳିଛି ।
କରୋନା କଟକଣା ଭିତରେ ଆଜିଠୁ ଅଷ୍ଟମରୁ ଦ୍ୱାଦଶ ପିଲାଙ୍କ କ୍ଲାସରୁମ୍ରେ ପାଠପଢ଼ା ଆରମ୍ଭ ହୋଇଛି। ଏଥିପାଇଁ କୋଭିଡ୍ ଗାଇଡ୍ଲାଇନ୍ ଅନୁଯାୟୀ, ବିଭିନ୍ନ ସ୍କୁଲରେ ସିଟିଂ ଆରେଞ୍ଜମେଣ୍ଟଠୁ ଆରମ୍ଭ କରି ସାନିଟାଇଜେସନ ବ୍ୟବସ୍ଥା ଇତ୍ୟାଦି ସମ୍ପୂର୍ଣ୍ଣ କରିଛନ୍ତି କର୍ତ୍ତୃପକ୍ଷ।
ଆସନ୍ତା ୯ ତାରିଖ ବେଳକୁ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ଏହି ବର୍ଷା ହୋଇପାରେ।