ଜମିର ମାଲିକ କିରୁଥିକା ପ୍ରଭାକରନଙ୍କୁ ଓ଼ଟିଭି ପକ୍ଷରୁ ଯୋଗାଯୋଗ କରାଯାଇଥିଲା। ଜାଣନ୍ତୁ ସେ କଣ କହିଲେ
ବଜେଟ୍ ପୂର୍ବରୁ ଜୋର ଧରିଛି ରାଜନୀତି। କଣ କହିଲେ ଉଭୟ ବିଜେଡି ଓ କଂଗ୍ରେସ, ପଢନ୍ତୁ
ଗତ ୨୭ ତାରିଖରେ ପରୀକ୍ଷା ବାତିଲ ଦାବିରେ କିଛି ଯୁକ୍ତ ଦୁଇ ଛାତ୍ରଛାତ୍ରୀ ରାଜଧାନୀରେ ଆନ୍ଦୋଳନ କରିଥିଲେ।
ନିର୍ବାଚନ ମଇଦାନରେ ସେହି ମହାଶୟଙ୍କ ଜୋଶ୍ ଦେଖିଲେ ଠିକ୍ ଅନୁମାନ କରିହେଉଛି, ଯେମିତି ବୟସ ୟାଙ୍କ ପାଖେ ହାର ମାନିଛି । ଉଭୟ ଚାଲି ଓ ବୋଲି ଦୁଇଟି ଯାକରେ ପାରଙ୍ଗମ ।
ଆଧାର କିମ୍ବା ଭୋଟର କାର୍ଡ ସହ ଡବଲ ଡୋଜ୍ ଟିକା ସାର୍ଟିଫିକେଟ ମଧ୍ୟ ଜରୁରୀ । ନଚେତ୍ ୯୬ ଘଣ୍ଟା ମଧ୍ୟରେ ହୋଇଥିବା ଆର୍ଟିପିସିଆର୍ ଟେଷ୍ଟ ନେଗେଟିଭ ରିପୋର୍ଟ ଦେଖାଇଲେ ଶ୍ରୀମନ୍ଦିରରେ ପ୍ରବେଶ ଅନୁମତି ମିଳିବ ।
ଫାଇନାଲରେ ରହିଛନ୍ତି ଭାରତର ଶ୍ରେୟା ଲେଙ୍କା ଓ ବ୍ରାଜିଲର ଗ୍ରାବିଏଲା ଡାଲସିନ।
ନଦୀ ଘାଟ, ସମୁଦ୍ର ତଟରେ ଗହଳି କରି ମାଘ ସପ୍ତମୀ ବୁଡ଼ ପକାଇବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଅନ୍ୟପଟେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ସରସ୍ୱତୀ ପୂଜାକୁ ଅନୁମତି ଦିଆଯାଇଛି ।
ସଭିଏଁ ପଢିବେ ସଭିଏଁ ବଢ଼ିବେ ,"ଝିଅ ହେଲେ ପାଠୋଇ "ଦେଶ ଯିବ ଆଗେଇ " ଭଳି ସରକାରଙ୍କ ଅନେକ ନାରା ତୁର୍କା ଗାଁରେ ବିଫଳ
ପୌରସଂସ୍ଥା ଅଧ୍ୟକ୍ଷ ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ୧୦୭ଟି ପୌରସଂସ୍ଥାର ଅଧ୍ୟକ୍ଷ ପଦ ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ବିଜ୍ଞପ୍ତି ପ୍ରକାଶ ପାଇଛି।
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ବିଜେପି-ବିଜେଡି ମୁହାଁମୁହିଁ ହୋଇଛନ୍ତି। ପିଏମ୍ ଆବାସ ଯୋଜନାରେ ରାଜ୍ୟକୁ କେନ୍ଦ୍ର ଅବହେଳା ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଅଭିଯୋଗ ଆଣିଛନ୍ତି।
ବାରହା ଶିକାର କରି ଦୁଇ ଜଣ ଗିରଫ ହୋଇଛନ୍ତି । ଗିରଫ୍ ୨ ଜଣ ହେଲେ ରୁଗୁଡ଼ି ଥାନା ରୋଇଡ଼ା କ୍ୟାମ୍ପ୍ ହଟିଂ ଅଂଚଳର ସଲିମ ଓରାମ୍ ଓ ଅନୀଲ ମୁଣ୍ଡା ।
ନିଯୁକ୍ତି ମଞ୍ଜୁର ହେବା ହେବାପରେ ଓଡ଼ିଶା ହାଇକୋର୍ଟର ମୋଟ ବିଚାରପତି ସଂଖ୍ୟା ୨୨କୁ ବୃଦ୍ଧି ପାଇବ ।
କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ଘଟିଛି । ମୁଖ୍ୟ ଚିକିତ୍ସାଳୟର ଡାଏଲେସିସ୍ ରୁମ୍ରେ ନିଆଁ ଲାଗିବାରୁ ରୁମ୍ରେ ଥିବା ସିଟି ସ୍କାନ ମେସିନରେ ସର୍ଟ ସର୍କିଟରୁ ନିଆଁ ଲାଗିଛି ।
ଭୁବନେଶ୍ୱରରେ ଜଣେ ବ୍ୟକ୍ତିଙ୍କ ଘରେ ଥିବା କୂଅ ଭିତରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଭୁଲ୍ରେ ସେ କୂଅରେ ପଡ଼ିଗଲେ ନା ତାଙ୍କୁ ହତ୍ୟା କରାଯାଇ କୂଅରେ ଫିଙ୍ଗା ଯାଇଛି ତାହା ଜଣାପଡ଼ି ନାହିଁ।
ନିମୟ ଭାଙ୍ଗିଲେ ନେତା । ପ୍ରଚାର ସମୟରେ କରୋନା କଟକଣାର ଧଜିଆ ଉଡ଼ାଇଲେ ଶାସକ ଦଳ ବିଧାୟକ ।
କଟକରେ କୁମ୍ଭୀର ଆତଙ୍କ । କଟକର ନୂଆପାଟଣା ଓ ଧବଳେଶ୍ୱର ପୀଠକୁ ସଂଯୋଗ କରୁଥିବା ମଧୁସୂଦନ ସେତୁ ପାଖରେ ଭାସୁଛି ଏକ କୁମ୍ଭୀର । ବନ ବିଭାଗ କର୍ମଚାରୀ, ସ୍ଥାନୀୟ ପୋଲିସ ସହାୟତାରେ କୁମ୍ଭୀରକୁ ଉଦ୍ଧାର ଲାଗି ଉଦ୍ୟମ ଚଳାଇଛନ୍ତି ।
ଭୋଟ୍ ପାଇଁ କିଛି ପ୍ରାର୍ଥୀ ଭୋଟରଙ୍କୁ ବିଭିନ୍ନ ପ୍ରକାରର ପ୍ରଲୋଭିତ ଜିନିଷ ଦେବାସହ ଟଙ୍କା ବାଣ୍ଟୁ ଥିବା ମଧ୍ୟ ନଜର ଆସିଛି। ଜଣେ ସରପଞ୍ଚ ପ୍ରାର୍ଥୀ ନିୟମ ଭାଙ୍ଗି ଭୋଟରଙ୍କୁ ଖୁଲମଖୁଲ୍ଲା ଟଙ୍କା ବାଣ୍ଟୁଥିବା ନଜର ଆସିଛି।
ବେଆଇନ୍ ଭାବେ ମାଛ ମାରୁଥିବା ବେଳେ ୪ଟି ଟ୍ରଲର ଜବତ ହୋଇଛି। ଏହି ମାମଲାରେ ୩୨ କର୍ମଚାରୀଙ୍କୁ ଅଟକ ରଖି ମିଳିତ ଟିମ୍ ପଚରାଉଚରା କରୁଛି।
ସକାଳ ହେଲେ ଘରେ ଜଳଖିଆ ପାଇଁ ପ୍ରସ୍ତୁତି ଚାଲେ । ତେବେ ସବୁବେଳେ ଏକା ପ୍ରକାର ଜଳଖିଆ ଖାଇ ବୋର୍ ଲାଗିଲାଣି କି ? ତାହେଲେ ଡେରି ନକରି ଆଜି ହିଁ ଘରେ ବନାନ୍ତୁ ସୁଆଦିଆ ‘କଞ୍ଚା କଦଳୀ ପୁରୀ’ । ଏହି ରେସିପିଟି ଘରେ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ ।
ରାତିର ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ। ଫଳରେ ଶୀତର ପ୍ରକୋପ କମିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ଫେବୃଆରୀ ୩ ତାରିଖରୁ ଆଭ୍ୟନ୍ତୀରଣ ଓଡ଼ିଶାରେ ପଶ୍ଚିମା ଝଡ଼ର ପ୍ରଭାବ ରହିବ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ତୃଣମୂଳସ୍ତରର ପଲିଟିକ୍ସରେ ଖାଲି କୋଟିପତି ପ୍ରାର୍ଥୀ ନାହାନ୍ତି, ଗ୍ଲାମର ଗାର୍ଲ ବି ଭାଗ୍ୟ ପରୀକ୍ଷା କରୁଛନ୍ତି।
ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ୧୦ ଡିଗ୍ରୀ ତଳେ ରହିଛି ୧୦ ସହର।
ସରଳ ହେବ କି ଆୟକର ସ୍ଲାବ୍? ବଢ଼ିବ କି ବ୍ୟକ୍ତିଗତ ଆୟକର ଛାଡ଼ ସୀମା? ସଞ୍ଚୟ ବୃଦ୍ଧି ଲାଗି ମିଳିବ କି ଅଧିକ ଟିକସ ରିହାତି? କୋଭିଡ୍ ପରେ ନ୍ୟୁ ନର୍ମାଲ ପାଲଟିଥିବା ୱାର୍କ ଫ୍ରମ୍ ହୋମ୍ ଲାଗି ପ୍ରଚଳନ ହେବ କି ୱାର୍କ ଫ୍ରମ୍ ହୋମ୍ ଭତ୍ତା ରିହାତି? ଏଥର ବଜେଟ୍ରୁ ଏମିତି କିଛି ଆଶା ରଖିଛି ଆୟକରଦାତା।
ବିଜେଡି ଶାସନରେ ଥିବାରୁ ଦଳରେ ଅଧିକ ଆଶାୟୀ, ତେଣୁ ବିଜେଡିରେ ବିଦ୍ରୋହୀ ପ୍ରାର୍ଥୀ ଅଧିକ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।