ପକ୍ଷୀଙ୍କ କିଚିରିମିଚିରି ରାବ ଆଉ ପ୍ରକୃତି ରାଣୀର ଅପରୂପ ସୌନ୍ଦର୍ଜ୍ୟ ବେଶ୍ ମନମୁଗ୍ଧକର । ହଜାର ହଜାର ପକ୍ଷୀଙ୍କ ଏ କୋଳାହଳ ପର୍ଯ୍ୟଟକଙ୍କୁ ଟାଣିଆଣୁଛି ଭିତରକନିକାକୁ । ଶୀତ ଆସିଲେ ମାଇଲ ମାଇଲ ଦୂର ଅତିକ୍ରମ କରି ଦେଶବିଦେଶର ଅନେକ ପ୍ରଜାତିର ପକ୍ଷୀ ଧାଇଁ ଆସନ୍ତି ଏଠାକୁ । କିନ୍ତୁ ଏବେ ଭିତରକନିକାରେ ପକ୍ଷୀଙ୍କ ସଂଖ୍ୟା କମୁଛି, ଯାହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପରିବେଶବିତ୍ । ସେପଟେ ଏନେଇ ପକ୍ଷୀଙ୍କ ଆଗମନ ବୃଦ୍ଧି ପାଇଁ ପଦକ୍ଷେପ ନିଆଯାଉଥିବା ରାଜନଗର ବନଖଣ୍ଡ ଅଧିକାରୀ କହିଛନ୍ତି ।
କୋଭିଡ୍ ସଂକ୍ରମଣ ବଢିବା ପରେ ଜାନୁଆରୀ ୧୦ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିଥିଲା । ମନ୍ଦିର ଖୋଲିବା ନେଇ ଦାବି ଜୋର ଧରିଛି । ଆଜି ଛତିଶା ନିଯୋଗ ବୈଠକରେ ଏ ସମ୍ପର୍କରେ ଆଲୋଚନା ହୋଇପାରେ ।
ଦିନେ ମାଓ ଭୟରେ ନିର୍ବାଚନ ଆସିଲେ ଲୁଚୁଥିଲେ, ଏବେ ଭୟକୁ ଖାତିର୍ ନକରି ଆଗକୁ ଆସିଛନ୍ତି ଲୋକେ। ମାଓ ଭୟ ଛା଼ଡ଼ି ଆଗକୁ ଆସିଛନ୍ତି ପ୍ରାର୍ଥୀ ଏବଂ ଭୋଟର।
ଗାଁରେ ସ୍କୁଲ ନାହିଁ ତ୍ ଭୋଟ୍ ନାହିଁ । ଏଭଳି କିଛି ଦୃଶ୍ୟ କେନ୍ଦ୍ରାପଡା ଗରଦପୁରର ବିଜିପୁର ଗ୍ରାମବାସୀ କହୁଥିବାର ଦେଖିବାକୁ ମିଳିଛି । ଏଥର ନିର୍ବାଚନ ପ୍ରକ୍ରିୟାକୁ ବର୍ଜନ କରିବେ ବୋଲି ମଧ୍ୟ ଗ୍ରାମବାସୀ ନିଷ୍ପତ୍ତି ନେଇଛନ୍ତି ।
ରାଜ୍ୟରେ ଆଉ ୫ ହଜାର ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ରାଜ୍ୟରେ ଆଉ ମାସେ ଅର୍ଥାତ୍ ଫେବୃଆରୀ ୨୮ ପର୍ଯ୍ୟନ୍ତ କରୋନା କଟକଣାକୁ ବୃଦ୍ଧି କରାଯାଇଛି। ଦେଶରେ କରୋନାର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ସଂକ୍ରମଣର ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା ଚିଠି କରି ଜଣାଇଛନ୍ତି।
ମା’ଙ୍କ ପ୍ରଚାରରେ ପୁଅ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ବହୁ ଖୋଜାଖୋଜି ପରେ ମଧ୍ୟ କୌଣସି ଖୋଜ ଖବର ନମିଳିବାରୁ ପରିବାର ଲୋକେ ଥାନାରେ ଅପହରଣ ନେଇ ଅଭିଯୋଗ କରିଛନ୍ତି।
୨୦୨୨ ମସିହା, ଜାନୁୟାରୀ ମାସ ୨୮ ତାରିଖ, ଶୁକ୍ରବାର, ମକର ୧୫ ଦିନ, ମାଘମାସ, କୃଷ୍ଣପକ୍ଷ ଏକାଦଶୀତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର,ବିଛା, ଧନୁ, ମୀନ ରାଶିର ଘାତବାର, ତେବେ ଆସନ୍ତୁ ଜାଣିବା ମେଷ ରାଶିଠାରୁ ମୀନ ରାଶିର ବ୍ୟକ୍ତିଙ୍କ ରାଶିଫଳ ସମ୍ପର୍କରେ..
ପୁରୀ ସ୍ୱର୍ଗଦ୍ୱାରରୁ ହଟିଲା କଟକଣା। ବାହାର ଜିଲ୍ଲାର ଶବ ସତ୍କାର ନେଇ ଜାରି ରହିଥିବା କଟକଣାକୁ ଜିଲ୍ଲା ପ୍ରଶାସନ ହଟାଇ ଦେଇଛି। ପୁରୀ ଜିଲ୍ଲାରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇବା ପରେ ଏହି ନିୟମକୁ କୋହଳ କରାଯାଇଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କଥାରେ ଅଛି; ଜିସ୍କା ବାପ୍ ଚଢ଼େ ଘୋଡ଼ା, ଉସ୍କା ବେଟା ଥୋଡ଼ା ଥୋଡ଼ା । ହେଲେ ଏଥର ପଞ୍ଚାୟତ ନିର୍ବାଚନରେ ଆଉ ଥୋଡ଼ା ଥୋଡ଼ା ନୁହେଁ ପୁରା ବଡ଼ା ବଡ଼ା କାମରେ ଲାଗିଛନ୍ତି ନେତାଙ୍କ ପୁଅ ।
ରାଜ୍ୟରେ କ୍ରମାଗତ ହ୍ରାସ ପାଉଛି କରୋନାର ଦୈନିକ ସଂକ୍ରମଣ । ଗତକାଲି ୭ ହଜାର ଉପରେ ଥିବା ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨୪ ଘଣ୍ଟା ମଧ୍ୟରେ ୫ ହଜାର ୯୦୧କୁ ଖସିଛି ।
‘ମୁଁ ବେପାରୀ ନୁହେଁ, ଡିଲ କରିବି । ମୋର ଖଣି ବ୍ୟବସାୟ କି ମିଡିଆ ନାହିଁ ।’ ଏଭଳି କହିବା ସହ ତାଙ୍କ ବିରୋଧରେ ଅଭିଯୋଗ ଆଣିଥିବା ଗୋଷ୍ଠୀକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ।
ରାଜ୍ୟର କୋଭିଡ୍ ସ୍ଥିତି ସୁଧୁରିବା ପରେ କଲେଜ ଖୋଲି ପାଢପଢା ଆରମ୍ଭ ହୋଇଥିଲା । ମାତ୍ର ଓମିକ୍ରନ ଭୟ ବଢିବା ପରେ ଗତ ୧୦ ତାରିଖରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ପୁଣି ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଥିଲା । ଫଳରେ ସିଲାବସ୍ର ୭୦ ପ୍ରତିଶତ ଏଯାଏଁ ଶେଷ ହୋଇନଥିବା ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି । ଏଭଳି ସ୍ଥିତିରେ ସରକାର କି ପଦକ୍ଷେପ ନେଉଛନ୍ତି ତା ଉପରେ ନଜର ରହିଛି ।
ଯେଉଁଥିରେ ଦୁର୍ନୀତିମୁକ୍ତ ପଂଚାୟତିରାଜ ବ୍ୟବସ୍ଥା ଲାଗୁ କରିବା, ମୋଦି ପଠାଇଥିବା ଟଙ୍କା ଲୁଟ୍କୁ ଜଗିବା ଉପରେ ଦିଆଯାଇଛି ଗୁରୁତ୍ୱ । ତାସହ ଗ୍ରାମସଭା ଓ ପଲ୍ଲୀସଭା କରି ବିକାଶ କାମ ଆଗକୁ ନେବା ଉପରେ ଦଳ ଫୋକସ୍ କରିଛି ।
BSP ୧୫୯, ସିପିଆଇ ୩୮, ସିପିଆଇଏମ୍ ୭୨, ଆପ୍ ୩୨ରେ ପ୍ରାର୍ଥୀ ଦେଇଛି । ୮୫୨ ଜିଲ୍ଲା ପରିଷଦ ଆସନରେ ୨୯୮ ସ୍ୱାଧୀନ ପ୍ରାର୍ଥୀ ବି ଲଢୁଛନ୍ତି ।
ପୁଇଁନ୍ତଲା ବ୍ଲକ ବିଲେଇସର୍ଡା ପଞ୍ଚାୟତ ଅଧିନରେ ଥିବା ୩ ଗାଁର ମୁରବୀଙ୍କ ଏକ ବୈଠକରେ ସରପଞ୍ଚ ପଦ ନିଲାମ ହୋଇଥିବା ଅଭିଯୋଗ ହୋଇଥିଲା ।
ନିର୍ବାଚନ ଜିତିବାକୁ ଚାଲିଛି ଜୋରଦାର କ୍ୟାମ୍ପେନିଂ । ଭୋଟରଙ୍କୁ ମନାଇବାକୁ ପ୍ରାର୍ଥିଙ୍କ ପ୍ରୟାସ ଜୋରଦାର୍ ।
ରାଜଧାନୀ ଭୁବନେଶ୍ୱର ସହ ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, କୋଣାର୍କ, ସାଲେପୁରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ବାତିଲ ପାଇଁ ସରକାରଙ୍କ ନିକଟରେ ଦାବି ରଖିଛନ୍ତି ।
ସାଂସଦ ଜୁଏଲ ଓରାମଙ୍କ ଦୁର୍ବ୍ୟବହାର ପ୍ରସଙ୍ଗରେ ରାଜ୍ୟ ମହିଳା କମିଶନଙ୍କ ନିକଟରେ ଅଭିଯୋଗ କରିଛନ୍ତି ଗୌରୀ ମୁଣ୍ଡାରୀ ।
ଚାନ୍ଦିନୀଙ୍କ ମୋବାଇଲକୁ ଦିନେ ଜଣେ ଅଜଣା ଯୁବକଙ୍କ ମିସ୍ କଲ୍ ଆସିଲା। କଥା ହେଉ ହେଉ ପ୍ରେମ ହେଇଗଲା । ତେବେ କଥା ହେଉଥିବା ଯୁବକ ଜଣକ ଦୃଷ୍ଟିବାଧିତ ବୋଲି ଜାଣିନଥିଲେ ଯୁବତୀ । ତେବେ ସତକଥା ଜାଣିବା ପରେ ମଧ୍ୟ ଉଭୟଙ୍କ ପ୍ରେମରେ ଭଟ୍ଟା ଆସିନଥିଲା ।
ଆଜି ପ୍ରେସମିଟ୍ କରିବା ବେଳେ ପ୍ରସାଦ ଭାବବିହ୍ବଳ ହୋଇଯାଇଥିଲେ।
ଯଦି ଅନଲାଇନ୍ ପାଠପଢା ହେଉଛି, ତାହାହେଲେ ପରୀକ୍ଷା ବି ଅନଲାଇନ୍ କରାଯାଉ।
ଆପଣ ଘରେ ବିଭିନ୍ନ ପ୍ରକାରର ପରଟା ପ୍ରସ୍ତୁତ କରି ଖାଇଥିବେ । ଆପଣ ‘ମକାରେ ତିଆରି ପରଟା’ ଖାଇଛନ୍ତି କି ? ଆଜି ଆମେ ଆପଣଙ୍କୁ ଏହି ‘ମକା ପରଟା’ର ପ୍ରସ୍ତୁତି ପ୍ରଣାଳୀ ବିଷୟରେ କହିବୁ।
ରାଜ୍ୟରେ ହ୍ରାସ ପାଉଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୫ ହଜାର ୯୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩,୪୧୯, ଲୋକାଲ୍ କେସ୍ ୨,୪୮୨ ରହିଛନ୍ତି ।