ଚର୍ଚ୍ଚାରେ କ୍ୟାନସର ପୀଡ଼ିତ ଶିଶୁଙ୍କ ସେବା ପାଇଁ ସମର୍ପିତ ସଂସ୍ଥା । ଭୁବନେଶ୍ୱର ଏମସ ନିକଟରେ ଅଛି ସେବା ହୋମ୍ ।
ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା ପାଇଁ କାଉଣ୍ଟଡାଉନ୍ ଆରମ୍ଭ । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଜନାର ଶୁଭାରମ୍ଭ କରୁ କରୁ ହିତାଧିକରାରୀଙ୍କ ଆକାଉଣ୍ଟରେ ପଡ଼ିବ ୫-୫ ହଜାର ଟଙ୍କା ।
ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା । ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ନିଜ ଜନ୍ମ ଦିନରେ ଜନତା ମଇଦାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶା ବାସୀଙ୍କୁ ଭେଟି ଦେବେ ବହୁଚର୍ଚ୍ଚିତ ସୁଭଦ୍ରା ଯୋଜନା ।
୫୦ ଲକ୍ଷର ନକଲି ମଦରେ ଜେସିବି ଚଢ଼ାଇଲା ଅବକାରୀ ବିଭାଗ । ବରମୁଣ୍ଡାରେ ଥିବା ମଦ ଦୋକାନ ସିଲ୍ ।
ତେଜିଲା ପାରାଦୀପ ରାଜନୀତି । ଜାଣିଶୁଣି ବିଲ୍ ବନ୍ଦ କଲେ ନିଆଁ ଜଳିବା ନେଇ ଶଙ୍ଖ ଦଳର ଚେତାବନୀ ।
ବ୍ରହ୍ମପୁର ସହରରେ କାୟା ମେଲାଉଛି ନକଲି ସାମଗ୍ରୀ । ପ୍ରାୟ ସମୟରେ ଧରାପଡୁଛି ଗୋଟିଏ ପରେ ଗୋଟିଏ ଅପମିଶ୍ରିତ ସାମଗ୍ରୀ । ଖାଦ୍ୟ ସାମଗ୍ରୀଠୁ ନେଇ ଗାଡିର ଇଂଜିନ ଅଏଲ ଯାଏ...ସବୁଠି ଲମ୍ବିଛି ନକଲି, ଅପମିଶ୍ରିତ ସାମଗ୍ରୀର ଚେର ।
କେବଳ ବଡ ସହର ନୁହେଁ, ଏବେ ଛୋଟ ଛୋଟ ସହର ଗୁଡିକରେ ବି ମାଡି ଗଲାଣି ଦେହ ବ୍ୟବସାୟ କାରବାର।
ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାଇଁ ଭୁବନେଶ୍ବରରେ ପହଞ୍ଚିବା ପରେ ଲତା କହିଛନ୍ତି, ବିଜେପି ଯେଉଁ ପ୍ରତିଶ୍ରୁତି ଦେଇଥିଲା ତାକୁ ପୂରଣ କରୁଛି ।
ରାଜଧାନୀରେ ବେପରୁଆ ଗାଡିଚାଳନା ଘଟଣାରେ ୫ ଗିରଫ । ୫ ଜଣଙ୍କୁ ଗିରଫ କରିବା ସହ୨ଟି ଗାଡ଼ି ଜବତ କଲା ପୋଲିସ।
ରବିନ୍ଦ୍ର ପାତ୍ରଙ୍କ ପତ୍ନୀ ସେହି ଡୁଲିରେ ରଖିଥିବା ୧୦ ହଜାର ଟଙ୍କା ବି ଛାଡ଼ିନଥିଲେ ହାତୀପଲ । ହାତୀ ଯିବା ପରେ ବହୁ ଖୋଜାଖୋଜି କଲେ ବି ଟଙ୍କା ମିଳିନଥିଲା ।
ଦୀର୍ଘ ୫ ଘଣ୍ଟା ଧରି ସୋ ରୁମ୍ କର୍ମଚାରୀ ଓ ସ୍ନେକ ହେଲପଲାଇନ ସଦସ୍ୟଙ୍କ ଉଦ୍ୟମ ପରେ ସାପଟିକୁ ଗାଡିରୁ ଉଦ୍ଧାର କରିବାରେ ସଫଳ ହୋଇଥିଲେ ।
ଜୁଲୁସ ଶୋଭାଯାତ୍ରା ଚାଲିଥିବା ବେଳେ ଜଣେ ଯୁବକ ପତାକା ଉଡାଉଥିବା ଅଭିଯୋଗ ହୋଇଥିଲା । ଘଟଣାସ୍ଥଳରେ ଦରଘାବଜାର ପୋଲିସ ପହଞ୍ଚି ସଂପୃକ୍ତ ଯୁବକଙ୍କୁ ତାଗିଦ କରିବା ସହ ପତାକାକୁ ଜବତ କରିଥିଲା ।
ହିତାଧିକାରୀଙ୍କ ମୋବାଇଲକୁ ଫେକ୍ ଲିଙ୍କ୍ ଆସୁଛି। ତେଣୁ ଏଭଳି ଲିଙ୍କରେ କ୍ଲିକ୍ ନକରିବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।
ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନରୁ ଜବତ ହେଲା ନକଲି ମଦ । ଅସଲି ବୋତଲରେ ନକଲି ମଦ ପୂରାଇ ବିକ୍ରି କରାଯାଉଥିଲା ।
କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ ନିର୍ଦ୍ଦେଶନାମା । ଭୁବନେଶ୍ୱର ଜନତା ମଇଦାନରେ ପ୍ରଧାନମନ୍ତ୍ରୀଙ୍କ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।
ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ପାଣି। ବାଲେଶ୍ୱରରୁ ରେମୁଣା ଓ ଏନଏଚ୍-୧୬କୁ ସଂଯୋଗ କରୁଥିବା ରାସ୍ତାରେ ଯାତାୟତ ପ୍ରଭାବିତ ।
ଅନେକ ଆଶା ହୃଦୟରେ ଚାପି ରଖିଛି ୯ବର୍ଷର କୁନିଝିଅ। ହେଲେ କ’ଣ ହେବ, ଦଇବ ଦାଉ ସାଧିଛି । ଗୋଟିଏ ମାତ୍ର ସାହା ଭରସା ତାର ମାଆ ଆଜି ଘର ଭିତରେ ଶର୍ଯ୍ୟାଶାୟୀ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଛି।
ଯାହା ହାତ ଧରି ସାତଜନ୍ମ ପାଇଁ ଚାଲିବାର ଶପଥ ନେଇଥିଲା, ତାକୁ ଆଜି ରୋଗଗ୍ରସ୍ତ ଅବସ୍ଥାରେ ଏକୁଟିଆ ଛାଡିଗଲା।
କର୍ମକ୍ଷେତ୍ରରେ କର୍ମଚାରୀଙ୍କୁ ସୁରକ୍ଷା ଲାଗି ବିକଶିତ ହୋଇଛି ଏକ ସ୍ବତନ୍ତ୍ର ଆପ୍। ଏହି ଆପ ଡେଭଲପ କରିଛନ୍ତି ବ୍ରହ୍ମପୁରର ଯୁବ ଉଦ୍ୟୋଗୀ ଚନ୍ଦନ ରାଉତ ।
କୋଟିପତି କରାଇଛି ଧଳା ଘୁଷୁରୀ ଚାଷ। ନିଜେ ସ୍ୱାବଲମ୍ୱୀ ହେବା ସହ ଅନ୍ୟକୁ ରୋଜଗାର ଯୋଗାଉଛନ୍ତି ମହିଳା ଚାଷୀ।
ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର। ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସାରା ରାଜ୍ୟରେ ଦେବ ଶିଳ୍ପୀ ବିଶ୍ବକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳୁଛି । ଚଳଚଞ୍ଚଳ ବନ୍ଦର ନଗରୀ ପାରାଦୀପ ।
ବୈଦ୍ଧରେ ବଡ଼ ଅଘଟଣ । ଗଛରେ ପିଟି ହୋଇ ବିଲକୁ ଓଲଟି ପଡ଼ିଲା ପିକଅପ୍ ଭ୍ୟାନ । ବୌଦ୍ଧ ଥାନା ବୁରପଟା ଛକ ନିକଟରେ ସଡ଼କ ଦୁର୍ଘଟଣା ।
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।