ମହାନଦୀ ସେତୁ ଉପରେ ଭୟଙ୍କର ଦୁର୍ଘଟଣା: ଚାଲିଗଲା ୫ ଜୀବନ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କେନ୍ଦ୍ରମନ୍ତ୍ରୀଙ୍କ ମାଡ଼ରେ ଡେପୁଟି ଡିରେକ୍ଟର ଦେବାଶିଷ ମହାପାତ୍ରଙ୍କ ହାତ ଭାଙ୍ଗିଥିବା ବେଳେ ଆସିଷ୍ଟାଣ୍ଟ ଡିରେକ୍ଟର ଅଶ୍ୱିନୀ ମଲ୍ଲିକ ମଧ୍ୟ ଆହତ ହୋଇଛନ୍ତି । ତେବେ ମାଡ଼ ଅଭିଯୋଗ ନେଇ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ପ୍ରତିକ୍ରିୟା ମିଳି ପାରିନି ।
ଜଣେ ପୀଡିତା ଏହି ଅଭିଯୋଗ ଆଣି ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଗତ କାଲି ସେ ଏୟାରଫିଲଡ଼ ଥାନାର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ଥାନା ଅଧିକାରୀ ମାମଲା ଗ୍ରହଣ କରୁନଥିବା ସେ ଅଭିଯୋଗ କରିଛନ୍ତି ।
ପୋଲିସ ପାଟ୍ରୋଲିଂ ନିୟମିତ ଭାବେ ହେଉନଥିବାରୁ ଏହାର ଫାଇଦା ନେଉଛନ୍ତି ଲୁଟେରା । ହେଲେ ପୋଲିସ ଭରସାରେ ନରହି ଏବେ ନିଜେ ଅଣ୍ଟା ଭିଡିଛନ୍ତି ଲୋକେ । ଏପରିକି ଝିଅ ବୋହୂ ବି ସାମିଲ ହେଲେ ଏହି ଅଭିଯାନରେ ।
ରାଜଧାନୀ ଭୁବନେଶ୍ୱରରେ ମାତିଛନ୍ତି ପାର୍କିଂ ମାଫିଆ। ମନ ଇଚ୍ଛା ପାର୍କିଂ ଫି ଆଦାୟ କରୁଛନ୍ତି । ଆଉ ବିଏମସିର ଧାର୍ଯ୍ୟ ଫି’ ରୁ ଅଧିକ ଦେବାକୁ ମନାକଲେ, ଦେଖାଉଛନ୍ତି ନାଲି ଆଖି ।
ରାଜବଂଶର ଦାୟାଦ । ସମୟ ସୁଅରେ ରାଜଗାଦି ସିନା ବିଲୋପ ହୋଇଗଲା, ହେଲେ ଗଣତନ୍ତ୍ର ପରେ ବି କିନ୍ତୁ ବଞ୍ଚିଛି ସେହି ଶାସନ ଆଉ କ୍ଷମତା । ଗଞ୍ଜାମ ଧରାକୋଟ ରାଜ ପରିବାରର ଏକମାତ୍ର ରାଜକୁମାରୀ ତଥା ରାଜା ହେଉଛନ୍ତି ସୁଲକ୍ଷଣା ଗୀତାଞ୍ଜଳି ଦେବୀ ।
ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ନାମାଙ୍କନ ଦାଖଲ ଶେଷ ହୋଇଥିବା ବେଳେ ଉଚ୍ଚଶିକ୍ଷିତ ଓ ପେସାଦାରମାନେ ନିର୍ବାଚନ ମଇଦାନକୁ ଡେଇଁବା ନୂଆ ଟ୍ରେଣ୍ଡ ସୃଷ୍ଟି କରିଛି । ଏପଟେ ପ୍ରାର୍ଥିପତ୍ର ଦାଖଲ ସରୁ ସରୁ ନିଜ ନିଜ ସଫଳତାକୁ ନେଇ ଆଶାବାଦୀ ଅଛନ୍ତି ପ୍ରମୁଖ ରାଜନୈତିକ ଦଳ ।
ଡେପୁଟି ଡିରେକ୍ଟର ଅଶ୍ୱିନୀ ମଲ୍ଲିକ, ଆସିଷ୍ଟାଣ୍ଟ ଡିରେକ୍ଟର ଦେବାଶିଷ ମହାପାତ୍ରଙ୍କୁ ରିଭ୍ୟୁ ପାଇଁ ଦଳୀୟ କାର୍ଯ୍ୟାଳୟକୁ ଡକାଇଥିଲେ ମନ୍ତ୍ରୀ । ତେବେ ସେଠାରେ ଉଭୟଙ୍କୁ ମନ୍ତ୍ରୀ ଚେୟାରରେ ପିଟିଥିବା ନେଇ ୨ ଅଧିକାରୀ ଅଭିଯୋଗ କରିଛନ୍ତି ।
ରାଜ୍ୟରେ ଜଳ, ଜମି, ଖଣି ସୁରକ୍ଷିତ ରହିନି । ସବୁ ରାଜ୍ୟରେ ଭତ୍ତା ରାଶି ବଢ଼ିଛି ହେଲେ ଓଡ଼ିଶାରେ ତାହା ହୋଇପାରିଲାନି ବୋଲି କଂଗ୍ରେସ କହିଛି । ନବୀନ ଖୋଦ୍ ସବୁ କ୍ଷେତ୍ରରେ ଏକ ନମ୍ବର ହେଲେ କିନ୍ତୁ ରାଜ୍ୟକୁ କରାଇ ପାରିଲେନି ବୋଲି କହି କଟ୍ଟାକ୍ଷ କରିଛନ୍ତି କଂଗ୍ରେସ ମୁଖପାତ୍ର ଜଜ୍ଞେଶ୍ୱର ବାବୁ ।
ମୋବାଇଲ୍ ଫୋନ୍ ନେଟୱର୍କ ଜନିତ ସମସ୍ୟାର ସମାଧାନ ନ ହେଲେ ଚଳିତ ପଞ୍ଚାୟତ ନିର୍ବାଚନକୁ ବର୍ଜନ କରାଯିବ ବୋଲି ପୂର୍ବରୁ ଏହି ୫ ପଞ୍ଚାୟତବାସୀ ବୈଠକ କରି ନିଷ୍ପତ୍ତି ନେଇଥିଲେ। ଏମିତିକି କେହି ଏହି ନିଷ୍ପତ୍ତି ବିରୋଧରେ ଯାଇ ନାମାଙ୍କନ ପତ୍ର ଦାଖଲ କଲେ ତାଙ୍କୁ ପଞ୍ଚାୟତ ବିରୋଧୀ ବୋଲି ଘୋଷଣା କରିବାକୁ ମଧ୍ୟ ଚେତାବନୀ ଦିଆଯାଇଥିଲା।
ଶତାଧିକ ଦଳୀୟ କର୍ମୀଙ୍କ ଗହଣରେ ବିଜେଡିର ଆଗଧାଡ଼ିର ନେତାମାନେ ଆସି ନିଜର ଦବଦବା ପ୍ରଦର୍ଶନ କରିଥିଲେ ।
ଯେଉଁମାନେ ସଂକ୍ରମିତ ହେଉଛନ୍ତି ସେମାନେ ଆଇସୋଲସେନରେ ରହିଲେ ସଂକ୍ରମଣକୁ କମାଯାଇପାରିବ।
ସରପଞ୍ଚ ପଦବୀ ଲାଗି ନାମାଙ୍କନ ଦାଖଲ କରିବାକୁ ଯାଇଥିଲେ, ହେଲେ ଦେଖିଲା ବେଳକୁ ଭୋଟର ଲିଷ୍ଟରେ ନାଁ ନାହିଁ। ୨୦୧୯ ସାଧାରଣ ନିର୍ବାଚନରେ ତାଙ୍କ ନାଁ ଭୋଟର ତାଲିକାରେ ଥିଲା। କିନ୍ତୁ ବର୍ତ୍ତମାନ ତାଙ୍କ ନାଁ ଆଉ ଭୋଟର ତାଲିକାରେ ନାହିଁ।
ପାଚେରି ଭାଙ୍ଗି ମାଡ଼ିଗଲା ଲୁହା ପଥର ଗୁଣ୍ଡ ପାଣି। ଠେଲକୁଲି ସ୍ଥିତ JSW ଭୂଷଣ କାରଖାନାର ପାଚେରି ଭାଙ୍ଗିଯିବା ପରେ ବାଞ୍ଜିବେରଣା ଅଞ୍ଚଳରେ ଲୁହା ଗୁଣ୍ଡ ପାଣି ମାଡ଼ି ଯାଇଛି।
ଏହି ବାବା ବେଶ ଥିବା ଲୋକ ମାନେ କିଏ ? କେଉଁ ଠାରୁ ଆସି ଏହି ପୀଠରେ ଫୁଲରେ ସଜାଇ ଯଜ୍ଞ କରୁଥିଲେ?
ଆଜି ୨୦୨୨ ମସିହା, ଜାନୁୟାରୀ ମାସ ୨୧ତାରିଖ, ଶୁକ୍ରବାର। ଆଜି ଦିନର ମହତ୍ତ୍ୱ କଣ ରହିଛି, ଆସନ୍ତୁ ଜାଣିବା।
ରାଜ୍ୟରେ ଆଉ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।
ସମର୍ଥକମାନେ ପ୍ରାର୍ଥିପତ୍ର ଦାଖଲ କେନ୍ଦ୍ରରେ ଅଯଥା ଭିଡ଼ କରୁଥିବା ଅଭିଯୋଗ ଆସିଥିଲା।
୨୩ ତାରିଖରେ ବର୍ଷାର ପରିମାଣ ଅଧିକ ବଢ଼ିପାରେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏହା ସତ୍ୟ ଯେ, ପୂର୍ବ ଥରମାନଙ୍କ ଅପେକ୍ଷା ଏଥର ପଞ୍ଚାୟତ ନିର୍ବାଚନ ଟିକେ ଅଲଗା ହେବ
କେବଳ ମହିଳା ନୁହଁନ୍ତି, ଅପମାନିତ ଓ ଭୟଭୀତ କରିବା ଉଦ୍ଦେଶ୍ୟରେ ସାମାଜିକ ଓ ରାଜନୈତିକ ପ୍ରସଙ୍ଗରେ ଭିନ୍ନ ମତ ଉଠାଉଥିବା ଆଇନଜୀବୀ ଓ ସାମାଜିକ କର୍ମୀଙ୍କୁ ବି ବୁଲିବାଇ ଆପ୍ରେ ଟାର୍ଗେଟ୍ କରାଯାଉଥିଲା।
ବିଧାୟକ ରମେଶ ଜେନାଙ୍କ ଅଭିଯୋଗ: ଶାସକ ଦଳର ନେତା ଭାବୁଛନ୍ତି- ପୁଲିସ ଆମ ହାତରେ ଅଛି, ଆମେ କାହାକୁ ଖାତିର କରିବୁନି।