୩ ଜଣ ଦୁର୍ବୃତ୍ତ ଏକ ପଲ୍ସର୍ ବାଇକ୍ରେ ଆସି ପ୍ରଥମେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରାଇଥିଲେ । ପରେ ଫାଙ୍କା ଗୁଳିଚାଳନା କରି ଟଙ୍କା ଲୁଟିଥିଲେ । ସିସିଟିଭିରେ କଏଦ ହୋଇଛି ଲୁଟ୍ ବେଳର ଦୃଶ୍ୟ । ଜଙ୍କିଆ ଥାନା ପୋଲିସ ସିସିଟିଭି ଫୁଟେଜ୍ ଆଧାରରେ ଛାନ୍ଭିନ୍ କରୁଛି ।
୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।
ଏଥର କୌଣସି ମନ୍ତ୍ରୀ କି ନେତା ସାଧାରଣତନ୍ତ୍ର ଦିବସରେ ନିଜର ଆତ୍ମ ପ୍ରଚାର କିମ୍ବା ସରକାରୀ ସଫଳତା ବଖାଣିପାରିବେନି ।
ଶିକ୍ଷା ସ୍ୱାସ୍ଥ୍ୟ ଭଳି ମୌଳିକ ସୁବିଧା ସାତ ସପନ । ଉପାନ୍ତ ନୁହେଁ ଖୋର୍ଦ୍ଧା ବାଣପୁରଠାରୁ ମାତ୍ର ୪୦ କିମି ଦୂରରେ ଥିବା ମହୁଲିଆ ଗାଁର ଏଭଳି ଅବସ୍ଥା ।
ହତ୍ୟା କରିବା ପରେ ସେ ଘରେ ହିଁ ଜାଳି ଦେଇଛି ନିଜ ମାଆକୁ । ମଙ୍ଗଳବାର ସଂଧ୍ୟାରେ ଘଟିଛି ଏହି ଅଭାବନୀୟ ଘଟଣା ।
ଜୌତିଷବାଣୀ- ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ସୁସମ୍ପର୍କ ରହିବା ପାଇଁ କରନ୍ତୁ ଏହି ସରଳ ପ୍ରତିକାର । ୧- ପ୍ରତ୍ୟେକ ଗୁରୁବାର ଅରୁଆଚାଉଳ ମନ୍ଦିରରେ ଦାନ କରନ୍ତୁ । ୨-ଶନିବାର ତେଲ ଦୀପ ଜାଳନ୍ତୁ । ୩-ଅସହାୟ ବ୍ୟକ୍ତିଙ୍କୁ ଯଥା ସମ୍ବବ ସାହାଯ୍ୟ କରନ୍ତୁ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଭୟଭୀତ ନହୋଇ କୋଭିଡ୍ ନିୟମ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ।
ଚିନ୍ତାର ବିଷୟ ହେଉଛି, ଉଭୟ ଡୋଜ୍ ଟିକା ନେଇଥିବା ପ୍ରାୟ ୩୪ ପ୍ରତିଶତ ରୋଗୀଙ୍କଠାରେ ମଧ୍ୟ ଦେଖିବାକୁ ମିଳୁଛି ଲଙ୍ଗ୍ କୋଭିଡ୍ ସମସ୍ୟା।
ଦୈନିକ ପ୍ରାୟ ୨୫ରୁ ୩୦ଟି ଲିଙ୍ଗ ନିରୂପଣ ବି ଚାଲୁଥିଲା। ହେଲେ ଏଠି ପ୍ରଶ୍ନ କାହାରି ନଜରକୁ କେମିତି ଆସୁନଥିଲା?
ବିଜେଡିରେ ସାମିଲ କରିବା ଆଳରେ ମହାପ୍ରସାଦ ଛୁଆଁଇ ସଂଗଠନରେ ରହିବାକୁ ଶପଥ କରାଉଛନ୍ତି।
ଦଳରୁ ନିଲମ୍ବନ ହୋଇ ମଧ୍ୟ ସେ ସବୁ ବେଳେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି । ଖାଲି ଯୋଗଦେଉଛନ୍ତି କହିଲେ ହେବ ନାହିଁ । ତାଙ୍କରି ତତ୍ୱାବଧାନରେ ହିଁ ଦଳୀୟ କାର୍ଯ୍ୟକ୍ରମ ଗୁଡ଼ିକ ଆୟୋଜନ କରାଯାଉଛି ।
ପ୍ରିନିସିପାଲ ବିକାଶ ଦାଶଙ୍କୁ ନିଲମ୍ବନ ପାଇଁ ଗଣଶିକ୍ଷା ବିଭାଗକୁ ସୁପାରିସ୍ କରାଯାଇଛି । ବିକାଶଙ୍କ ନାଁରେ FIR ପାଇଁ ମଧ୍ୟ ଜିଲ୍ଲାପାଳଙ୍କୁ କୁହାଯାଇଛି । ଆଜି ସନ୍ଧ୍ୟା ସୁଦ୍ଧା ନିର୍ବାଚନ କମିଶନଙ୍କୁ ଜଣାଇବାକୁ ମଧ୍ୟ ନିର୍ଦ୍ଦେଶ ରହିଛି ।
କଥାରେ ଅଛି ସ୍ନେହ ପ୍ରେମର ବନ୍ଧନ ଅତୁଟ । ଯିଏ ହୃଦୟରୁ ଥରେ ଏହି ବନ୍ଧନରେ ବାନ୍ଧି ହୋଇଛି, ସେ ଜୀବନ ସାରା ଆଉ ବାହାରି ପାରିନି । ସାରା ଓଡ଼ିଶା ଜାଣିଲା ପ୍ରଥମେ କୋକୋ କେଉଁଆଡ଼େ ଉଡ଼ିଯାଇଛି । ତାପରେ..
୪ ଫୁଟର ଅଜଗର ସାପକୁ ଗିଳିଲା ୧୧ଫୁଟ ଲମ୍ବର ଅହିରାଜ । ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟର କରଡାପଡା ଗ୍ରାମରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ।
ଆପଣ ସଂଧ୍ୟା ଓ ସକାଳର ଜଳଖିଆରେ କଣ ବନେଇବେ ସେ ନେଇ ଚିନ୍ତିତ କି ? ତେବେ ଚିନ୍ତା ନକରି ଆଜି ହିଁ ଘରେ ବନାନ୍ତୁ ‘ବ୍ରେଡ୍ ପିଜ୍ଜା’ । ଆଜି ଆମେ ଆପଣଙ୍କ ପାଇଁ ପ୍ରସ୍ତୁତ କରିବୁ ‘ବ୍ରେଡ୍ ପିଜ୍ଜା’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
କଟକ ତୁଳସୀପୁର ଅଞ୍ଚଳରୁ ଉଡିଯାଇଥିବା ଶୁଆ କୋକୋକୁ ପୁଣି ଫେରି ପାଇଛନ୍ତି ମାଲିକ ପ୍ରଫେସର ସସ୍ମିତା ବେହେରା । ଗତକାଲି ଭୁବନେଶ୍ୱରର କେଶୁରା ନିକଟସ୍ଥ କୁଆଖାଇ ନଦୀକୂଳରୁ ଶୁଆ ମିଳିଥିଲା ।
ବଲାଙ୍ଗିର ଜିଲ୍ଲାରେ ଶିଶୁ ଖାଦ୍ୟ ବଣ୍ଟନରେ ବିଭ୍ରାଟ । ଖାଦ୍ୟ ବଣ୍ଟନରେ ହେରଫେର ନେଇ ସାମନାକୁ ଆସିଲା ଚିତ୍ର । ଯୋଗାଣ ବେଳେ ଅଧବାଟରେ ଗାଏବ ହେଉଛି ଅଧା ପି.ଡି.ଏସ ଚାଉଳ । ଖୋଳତାଡ କରୁ କରୁ ଜଣାପଡିଲା, ଜିଲ୍ଳାରେ ଅଙ୍ଗନୱାଡି ସେଣ୍ଟରକୁ ଚାଉଳ ଯୋଗାଉଥିବା ଟ୍ରାନସପୋର୍ଟ ଏଜେଣ୍ଟ ତୋଫାନ ମେହେରଙ୍କ କାରନାମା ।
ବଞ୍ଚିଥିଲା ବେଳେ ଘର ଲୋକଙ୍କୁ କହିଥିଲେ ମଲା ପରେ ଶରୀରକୁ ପୋଡିବନି କି ପୋତି ଦେବନି । ଏକ ମହାନ କାର୍ଯ୍ୟରେ ଲଗାଇବ । ଏବେ ପୁଅ ବୋହୂ ତାଙ୍କର ଶେଷ ଇଚ୍ଛା ପୂରଣ କରିଛନ୍ତି ।
ଏବେ ଦୈନିକ ସଂକ୍ରମଣ ୧୦ରୁ ୧୧ ହଜାର ଭିତରେ ରହୁଛି । ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ୍ ରହିଛି । ଜେନେରାଲ୍ ବେଡ୍ ୯ ପ୍ରତିଶତ, ଆଇସିୟୁ ୧୫ ପ୍ରତିଶତ ଓ ଭେଣ୍ଟିଲେଟରରେ ୫ରୁ ୬ ପ୍ରତିଶତ ରୋଗୀ ଅଛନ୍ତି ।
ନିର୍ବାଚନ ଲାଗି ଜିଲ୍ଲାଗୁଡ଼ିକୁ ବାଲଟ ପେପର ପଠାଯିବା ଆରମ୍ଭ ହୋଇଛି । ଗତକାଲି ପ୍ରଥମ ଦିନର ନାମାଙ୍କନ ପତ୍ର ଦାଖଲ ସରିଥିବାବେଳେ ୧୦ଟି ଜିଲ୍ଲାକୁ ଓ୍ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟଙ୍କ ଅକ୍ଷର ଅନୁସାରେ ବାଲଟ ପେପର ପଠାଯାଇଛି ।
ପୁରୁଷୋତ୍ତମପୁର ବ୍ଲକ୍ ଶିକୁଳା ଗ୍ରାମର ଶିବରାମ ନାୟକ ଦୁଇଟି କିଡ୍ନୀ ହରାଇ ରୋଗ ଶଯ୍ୟାରେ ମରଣ ସହ ସଂଗ୍ରାମ କରୁଥିଲେ ।
ତେଲୁଗୁ ଫିଲ୍ମକୁ ନେଇ ଉତ୍ତର ଭାରତରେ ଏତେ ଉତ୍ସାହ ବୋଧେ ପ୍ରଥମ ଥର ପାଇଁ ଦେଖିବାକୁ ମିଳିଛି। ପୂର୍ବରୁ ପ୍ରଭାସଙ୍କ ବାହୁବଳୀ ସିରିଜ୍ ସବୁ ରେକର୍ଡ ଭାଙ୍ଗିଥିଲା। ବାହୁବଳୀ ଅନ୍ୟ ଫିଲ୍ମ୍ ପାଇଁ ଟ୍ରେଣ୍ଡ ସେଟର ଥିଲା। ଏବେ ଯୁଆଡେ ଦେଖିବେ ପୁଷ୍ପା, ପୁଷ୍ପା ଆଉ ପୁଷ୍ପାର କ୍ରେଜ ।
ଏହାରି ଭିତରେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅଧୀନ କୋଭିିଡ୍-୧୯ ଟାସ୍କ ଫୋର୍ସ ପକ୍ଷରୁ ବୟସ୍କ ରୋଗୀଙ୍କ ଚିକିତ୍ସା ପାଇଁ ସଂଶୋଧିତ ଗାଇଡଲାଇନ୍ ଜାରି କରାଯାଇଛି ।
କେଉଁଠି ଛାତରୁ ଖସୁଛି କଂକ୍ରିଟ୍ ତ ଆଉ କେଉଁଠି ଉଠିଗଲାଣି ଗଛ । ଅନେକ ସ୍ଥାନରେ ଲୁହା ଛଡ଼ ବାହାରି ପଦାକୁ ଦିଶିଲାଣି । କାନ୍ଥ ବି ଫାଟି ଆଁ କଲାଣି ।