ଓଡ଼ିଶାରେ ତଥା ପୂରା ବିଶ୍ୱରେ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଡେଲଟା ଭାରିଆଣ୍ଟ୍ ମାଡ଼ୁଥିବା ବେଳେ ଲୋକଙ୍କୁ ଅକ୍ସିଜେନର ଆବଶ୍ୟକତା ପଡ଼ୁଥିଲା । କିନ୍ତୁ ଏବେ ସେପରି ସ୍ଥିତି ନାହିଁ । ଏବେ ଚାରିଆଡ଼େ ଓମିକ୍ରନ୍ ହିଁ ସଂକ୍ରମିତ କରୁଛି । ଘରେ ଘରେ ପହଞ୍ଚିବ ଓମିକ୍ରନ୍ । ଏହା ସମସ୍ତଙ୍କୁ ଆକ୍ରାନ୍ତ କରିବ ।
ଶ୍ରୀରାମନଗର ୫୯ ନଂ ୱାର୍ଡର ଗୋଟିଏ ପ୍ଲଟ୍ କଣ୍ଟେନମେଣ୍ଟ । IRC ଭିଲେଜ ସ୍ଥିତ UBI ଆଞ୍ଚଳିକ ଶାଖାର ପ୍ରଥମ ମହଲା କଣ୍ଟେନମେଣ୍ଟ । ପଟିଆ ସମ୍ପର୍କ ବିହାରରର ଗୋଟିଏ ପ୍ଲଟ, ଡୋଭ୍ ଆପର୍ଟମେଣ୍ଟ ବି କଣ୍ଟେନମେଣ୍ଟ ।
ସାଧାରଣତଃ ପିଠା ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ । ଆମ ଓଡ଼ିଆ ଘରର ପିଠା ରେସିପିର ସ୍ୱାଦ ପୂରା ନିଆରା । ମକର ସଂକ୍ରାନ୍ତିରେ ଆଜି ପ୍ରସ୍ତୁତ କରିବା ‘କ୍ଷୀର ନଡ଼ିଆ ପୋଡ଼ ପିଠା’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଠିକଣା ସମୟରେ ଧାନ ମଣ୍ଡିକୁ ଯାଇଥିଲେ ବି ମିଲର ନ ଉଠାଇବାରୁ ଚାଷୀ ଅସନ୍ତୋଷ ବଢିଛି । ରବି ଫସଲ ସହ ପନିପରିବା ଆଉ ଶେଷରେ ଧାନରେ ପାଣି ବାଜିବାରୁ ଚାଷୀ କଣ କରିବ କିଛି ବୁଝିପାରୁନି ।
ବାସନ୍ଦ ଭୟରେ ମାନବିକତା ହରାଇଲେ ଗାଁ ଲୋକ । ମୃତ୍ୟୁ ପରେ ବି କାନ୍ଧ ଦେବାକୁ ଆସିଲେନି କି ଶବ ସତ୍କାର କରିବାକୁ ଆସିଲେନି ।
ପୋଲିସ ଚେକିଂ ଆଳରେ ଗାଡ଼ି ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼ ମାରିଥିଲା । ଏମିତିକି ପୋଲିସ ମାଡ଼ରେ ଡ୍ରାଇଭର ଜଣକ ଲହୁଲୁହାଣ ହୋଇପଡ଼ିଥିଲେ । ପୋଲିସର ନିସ୍ତୁକ ମାଡ଼ ପରେ ଡ୍ରାଇଭର ଜଣକ ଅତ୍ୟନ୍ତ ଅସହାୟ ଅନୁଭବ କରିବା ସହ ଭୋ ଭୋ ହୋଇ ସେଠାରେ କାନ୍ଦିଥିଲେ ।
ତଦନ୍ତ ପରେ ସତ ଜଣାପଡ଼ିଥିଲା। ବୁର୍ଲା ଭିସୁଟର ୬ ଛାତ୍ରଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶାଳୟ ପକ୍ଷରୁ ଗତକାଲି ନୂଆ ଗାଇଡଲାଇନ୍ ଜାରି କରାଯାଇଥିଲା।
ଗାଁ ଲୋକେ ନିଜ ପାନବରଜକୁ ସୁରକ୍ଷା ଦେବା ଲାଗି ବାହାରିଥିଲେ। ସେମାନଙ୍କୁ ଗାଁ ମୁଣ୍ଡରେ ପୋଲିସ ଅଟକାଇଥିଲା।
୩ଦିନ ହେଲା ଫେରିଲାନି ଝିଅ । ଝିଅକୁ ଫେରାଇ ଦିଅ କହି କାନ୍ଦୁଛି ମା’ ।
ନିଜେ ଭିକ୍ଷା ମାଗି ଚଳୁଥିଲେ । ବଳକା ପଇସା ମନ୍ଦିରକୁ ଦାନ କରୁଥିଲେ । ଲୋକଙ୍କୁ ଅଜସ୍ର ଭଲ ପାଇବା ଦେଉଥିଲେ । ନିଜର ସଂପର୍କୀୟ ବୋଲି ପାଖରେ କେହି ନଥିଲେ । ତାଙ୍କ ଘର କେଉଁଠି କେହି ଜାଣନ୍ତି ନାହିଁ । ହେଲେ ୮୦ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହେଲା ପରେ ଶବ ସଂସ୍କାର କଲେ ସ୍ୱେଚ୍ଛାସେବୀ । ଏକାଦଶାହ କ୍ରିୟାକର୍ମ କରି ଅଜାଡି ଦେଲେ ସ୍ନେହ, ପ୍ରେମ ଓ ଅଜସ୍ର ସମ୍ମାନ ।
ଆସନ୍ତାକାଲି ଯାଏ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ। କିଛି ସ୍ଥାନରେ ସ୍ୱଳ୍ପ ଧରଣର ବର୍ଷା ସହ କୁଆପଥର ମାଡ଼ ହୋଇପାରେ। ଗତ ୨୪ ଘଣ୍ଟାରେ ଢେଙ୍କାନାଳ ଭୁବନରେ ସର୍ବାଧିକ ୬୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଆଜି ପବିତ୍ର ମକର ସଂକ୍ରାନ୍ତି । ଆଜିର ଦିନର ଅନେକ ମହତ୍ୱ ରହିଛି । ଆଜିର ଦିନରେ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ ଚଳନ କରନ୍ତି । ଆଜିଠାରୁ ଦିନ ବଡ଼ ହୋଇଥାଏ । ଆଜିର ଦିନରେ ବହୁ ଶ୍ରଦ୍ଧାଳୁ ସୂର୍ଯ୍ୟୋଦୟ ପୂର୍ବରୁ ସ୍ନାନ କରିଥାନ୍ତି । କିନ୍ତୁ ଏଥର ମକର ମଉଜ ମାନ୍ଦା ପଡିଛି । କରୋନା କଟକଣା ପାଇଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ମକର ପାଳନ ଉପରେ କଟକଣା ଜାରି କରାଯାଇଛି ।
ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୧ ଲକ୍ଷ ୧୧ ହଜାର ୮୭୯କୁ ବୃଦ୍ଧି ହୋଇଛି।
କରୋନା କାଳରେ ଓଏଏସ ମେନ୍ ପରୀକ୍ଷା ହେଲେ ଅଧିକ ସଂଖ୍ୟାରେ ଆକ୍ରାନ୍ତ ହେବନି ତ ଆଶାୟୀ? ଯଦି ସେପରି ହୁଏ, ତାହେଲେ କିଏ ଦାୟୀ ରହିବେ?
ରାଜ୍ୟର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଆଉ ୬ ମାସ ଯାଏ ବୃଦ୍ଧି କରଯାଇଛି। ୧୯୮୬ ବ୍ୟାଚ୍ର ଏହି ଆଇଏଏସ ଅଧିକାରୀଙ୍କ ଚାକିରି କାଳ ଆସନ୍ତା ଫେବୃଆରୀ ୨୮ ତାରିଖରେ ସମ୍ପୂର୍ଣ୍ଣ ହେଉଥିଲା।
ଫିଲ୍ମ ଅଭିଳାଷ ଓ ଫୁଲଚନ୍ଦନ ପାଇଁ ସେ ଶ୍ରେଷ୍ଠ ସଙ୍ଗୀତକାର ପୁରସ୍କାର ମଧ୍ୟ ହାସଲ କରିଥିଲେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଭୁବନେଶ୍ୱର ଓ ବ୍ରହ୍ମପୁରର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିବା ନେଇ ଚିଠା ତାଲିକା ପ୍ରକାଶ ପାଇବା ପରେ ଚର୍ଚ୍ଚା, କିଏ- କାହାକୁ ମିଳିବ ସିଂହାସନ ? ଯଦିଓ ଆପତ୍ତି ଅଭିଯୋଗ ଲାଗି ୧୫ ଦିନ ସମୟ ପରେ ନିଷ୍ପତ୍ତି ଚୂଡାନ୍ତ ହେବ ।
ଗୁରୁତର ରୋଗୀଙ୍କ ପାଇଁ ଜଣେ ଆଟେଣ୍ଡାଣ୍ଟଙ୍କୁ ଅନୁମତି ମିଳିବ। ଅନ୍ୟମାନଙ୍କୁ ପ୍ରବେଶ ଉପରେ କଟକଣା ଲାଗିବ।
ପ୍ରାର୍ଥୀମାନେ ଡିଜିଟାଲ୍ କ୍ୟାଂପେନ୍ କରିବା ସହିତ ଭର୍ଟୁଆଲ୍ ମିଟିଂ ମାଧ୍ୟମରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ କରିବେ ଉଦ୍ୟମ । ଆସିବ ପ୍ରାର୍ଥୀଙ୍କ ଭିଡଓ ବାର୍ତ୍ତା । ଫୋନ୍ କଲ୍ରେ ବି ହେବ ଭୋଟ୍ ନିବେଦନ ସବୁ ଦଳ ବି ଡିଜିଟାଲ୍ ମୋଡ୍ରେ କ୍ୟାଂପେନିଂ ପାଇଁ ପ୍ରସ୍ତୁତ କରୁଛନ୍ତି ଷ୍ଟ୍ରାଟେଜି ।
ହୋମ୍ ପାଇପ ଭିତରେ କୁକୁର ଛୁଆ ଫସି ଯାଇଥିବା ବେଳେ ମାଆ କୁକୁରଟି କିଛି ଉପାୟ ନପାଇ ନିଜ ଛୁଆକୁ ଉଦ୍ଧାର କରିବା ପାଇଁ ଚିତ୍କାର କରିଥିଲା।
୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।