ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଗତ ମାସେ ମଧ୍ୟରେ ରାଜ୍ୟରେ ମୋଟ୍ ଲକ୍ଷେ ୫ ହଜାର କୋଟିର ପୁଞ୍ଜିନିବେଶ ସହ ପ୍ରାୟ ୨୫ ହଜାର ନିଯୁକ୍ତି ପାଇଁ ଭିତ୍ତିପ୍ରସ୍ଥର ସ୍ଥାପନ ସହ ଘୋଷଣା ହୋଇଛି।
ଛାଇ ଗଲାଣି ପୋଷ୍ଟର ବ୍ୟାନର୍ । ଗାଁ ଛକରେ ହୋର୍ଡିଂ ଆଉ ଚା’ ଖଟିରେ ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ଜମିଲାଣି ତ୍ରିସ୍ତରୀୟ ପଂଚାୟତ ଚର୍ଚ୍ଚା । ନିର୍ବାଚନ ତାରିଖ ଘୋଷଣା ପରେ ଗାଁ ରାଜନୀତି ସରଗରମ ହୋଇପଡିଛି । ୱାର୍ଡମେମ୍ବର, ସମିତି ସଭ୍ୟ, ସରପଂଚ ପାଇଁ କାହା କାହା ଭିତରେ ଲଢ଼େଇ ତାକୁ ନେଇ ଜୋରଦାର୍ ଚର୍ଚ୍ଚା ଚାଲିଛି ।
ଲରଙ୍କୁ ଅପେକ୍ଷା ଭିତରେ ବର୍ଷାରେ ଭିଜି ଗଜା ଧରିରାଣି ସାଇତା ଧାନ। ଏହା ସତ୍ତ୍ୱେ ଏଯାଏଁ ମିଲର୍ସଙ୍କ ଦେଖାନଥିବା ଅଭିଯୋଗ କରିଛନ୍ତି ଚାଷୀ।
ସଂକ୍ରମଣ ବଢୁଥିବାରୁ ହାଇକୋର୍ଟକୁ ୫ ଦିନ ପାଇଁ ସଟଡାଉନ୍ ଘୋଷଣା କରାଯାଇଛି ।
ଆକ୍ରାନ୍ତଙ୍କ ସାମାନ୍ୟ ଲକ୍ଷଣ ରହୁଛି ଏବଂ ମୃତ୍ୟୁ, ହସ୍ପିଟାଲାଇଜେସନ ଓ ICUର ଆବଶ୍ୟକତା ବି କମ୍ ରହୁଛି।
କୌଣସି ପ୍ରକାର ରୋଡ୍ ସୋ, ପଦଯାତ୍ରା, ସାଇକେଲ, ବାଇକ କିମ୍ବା ଅନ୍ୟ କୌଣସି ଗାଡ଼ିରେ ଶୋଭାଯାତ୍ରା କରାଯାଇପାରିବ ନାହିଁ।
ଭରା ମିଟିଂ ଚାଲିଥିବା ସମୟରେ ସମସ୍ତଙ୍କ ଉପସ୍ଥିତିରେ ବିଧାୟିକାଙ୍କ ସମର୍ଥକ ମାନେ ବ୍ଲକ ଅଧ୍ୟକ୍ଷଙ୍କୁ ଗାଳି କରିବା ସହିତ ଆସିବା ବେଳେ ଗାଡ଼ିକୁ ଅଟକାଇ ଅତି କଦର୍ଯ୍ୟ ଭାଷାରେ ଗାଳିଗୁଲଜ କରିଥିଲେ । ଏଥିସହିତ ଗାଡିର କାଚ ଏବଂ ବନେଟ ଉପରେ ପିଟାପିଟି କରୁଥିବା ଦେଖିବାକୁ ମିଳିଥିଲା ।
ରାଜ୍ୟରେ ଧୀରେ ଧୀରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢ଼ି ବଢ଼ି ଚାଲିଛି । ଆଜି ଆଉ ୬୭ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ପ୍ରାୟତଃ ପିଠା ଖାଇବାକୁ ସମସ୍ତଙ୍କୁ ଭଲ ଲାଗିଥାଏ । ପୂଜାପର୍ବାଣୀ ଆସିଲେ ଘରେ ତିଆରି ହୁଏ ଭଳିକି ଭଳି ପିଠା । ଆଜି ଆମେ ଆପଣଙ୍କ ପାଇଁ ପ୍ରସ୍ତୁତ କରିବୁ ଓଡ଼ିଆ ଘରର ଏକ ପାରମ୍ପରିକ ‘ଛେନା ପୁର ଦିଆ ମଣ୍ଡା ପିଠା’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ରାଜ୍ୟରେ ଆହୁରି ଦୁଇ ମାସ ଯାଏଁ କରୋନା ବଢ଼ିବ । ରାଜ୍ୟର ୪ରୁ ୫ଟି ଜିଲ୍ଲାରେ ଟିପିଆର୍ ଅଧିକ ରହିଛି।
କିଶୋର ଅବସ୍ଥାରୁ ମସ୍ତିଷ୍କରେ ଭରିଦିଆଯାଉଛି ଡିଜିଟାଲ ବିଶ୍ବର ଚମକ ,କୋଡିଙ୍ଗ ଶିଖ,ଆପ୍ ତିଆରି କର । ତାହେଲେ ପରିଗଣିତ ହେବ ବିଶ୍ୱମାନବ । ସଭ୍ୟ,ଶିକ୍ଷିତ ବୋଲାଇବାର ଏହିପରି ମନ୍ତ୍ରସଵୁ କି ଯେ ଭବିଷ୍ୟତ ଯୁବଶକ୍ତି ଗଠନ କରିବ ତାହା ମଧ୍ୟ ବିଚାର୍ଯ୍ୟ । ତେବେ ଇଣ୍ଟରନେଟ,ଇ-ମେଲ ଓ ଗୁଗଲୁ ସମେତ ଅନେକ ଆପ ଆଜିର ଯୁବପିଢିର ଯେପରି ଦୀକ୍ଷାଗୁରୁ ପାଲଟି ଯାଇଛି
୨୦୧୬ ଡିସେମ୍ବର ୧୨ରେ ଏହାର ଶିଳାନ୍ୟାସ କରାଯାଇଥିଲା । ପ୍ରାୟ ୨.୫ କୋଟି ଟଙ୍କା ବ୍ୟୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପୋଲଟି ନିର୍ମାଣ କରାଯାଉଛି ।
ତରଳ ଅକ୍ସିଜେନ ଯେମିତି ନିରବଚ୍ଛିନ୍ନ ଭାବେ ଯୋଗାଣ ହୋଇପାରିବ, ତାର ବ୍ୟବସ୍ଥା କରାଯାଉ ବୋଲି ସେ କହିଛନ୍ତି । ଏହାସହ ସବୁ ଡାକ୍ତରଖାନାରେ ପର୍ଯ୍ୟାପ୍ତ ପରିମାଣରେ ଅକ୍ସିଜେନ ରଖନ୍ତୁ ।
୨୪ ଘଣ୍ଟାରେ ରାଜ୍ୟରେ ୮୭୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ରୁ ୫୦୯୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୩୬୮୨ ।
ଶେଷକୃତ୍ୟ ପୂର୍ବରୁ ମିହିରଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବ ବୋଲି କଟକ ଜିଲ୍ଲାପାଳ କହିଛନ୍ତି । ଦୀର୍ଘ ବର୍ଷ ଧରି କିଡ୍ନୀ ରୋଗରେ ପୀଡ଼ିିତ ଥିବା ମିହିର ମାସେ ତଳେ ଗୁରୁତର ହୋଇପଡ଼ିଥିଲେ ।
ଏହା ବ୍ୟବହାର କରାଯାଇଛି କି ନାହିଁ ତାହାର ପ୍ରମାଣ ଏ ପର୍ଯ୍ୟନ୍ତ ମିଳିନଥିବା ବେଳେ ଖବର ପାଇ ଜିଲ୍ଲା ଅତିରିକ୍ତ ଚିକିତ୍ସା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛନ୍ତି ।
କରୋନା କାଳରେ ଲୋକଙ୍କ ଜୀବନକୁ ବିପଦ ମୁହଁକୁ ଠେଲି ନିର୍ବାଚନ କମିଶନ କିଭଳି ନିର୍ବାଚନ କରିବାକୁ ନିଷ୍ପତ୍ତି ନେଲେ ବୋଲି କଂଗ୍ରେସ ପ୍ରଶ୍ନ କରିଛି । ଏହାସହ ଏହାକୁ ଦୃଢ଼ ନିନ୍ଦା ମଧ୍ୟ କରିଛି ।
ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାକୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆଜି ମଧ୍ୟାହ୍ନ ୧୨ଟାରୁ ଆସନ୍ତା ୧୮ ତାରିଖ ମଧ୍ୟରେ ରେଜିଷ୍ଟ୍ରେସନ କରାଯାଇପାରିବ । ଏହି ୱେବ୍ସାଇଟ୍ ଦ୍ୱାରା ଅନଲାଇନ୍ ଆପ୍ଲିକେସନ ସାଙ୍ଗକୁ ଫି ଡିପୋଜିଟ, ଡକ୍ୟୁମେଣ୍ଟ ଅପଲୋଡିଂ ଏବଂ ଅନଲାଇନ୍ ଭେରିଫିକେସନ ପାଇଁ ସମୟ ଓ ଦିନ ଧାର୍ଯ୍ୟ କରାଯାଇପାରିବେ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଓଃ...ସେମିତି ହେବା ପାଇଁ ଭାବିବା ବି କଷ୍ଟ। ଓଡ଼ିଶା ଓ ବିଶେଷ ଭାବେ ବ୍ରହ୍ମପୁରର ସିନେମା ହଲ ଉପରେ ହିନ୍ଦି, ତେଲୁଗୁ ଫିଲ୍ମର ଦବଦବା ଥିବା ବେଳେ ଉତ୍ତମ ମହାନ୍ତିଙ୍କ ଷ୍ଟାର ଡମ୍ ଏସବୁକୁ ଫିକା କରୁଥିଲା।
ସବୁ ଜିଲ୍ଲାର ଚାଷୀ ଅମଳ ପରେ ବିକ୍ରି ପାଇଁ ମଣ୍ଡିର ଖୋଲା ଆକାଶ ତଳେ ଧାନ ପକାଇ ରଖିଥିବା ବେଳେ ବହୁ ସ୍ଥାନରେ ସାଇତା ଧାନକୁ ଭିଜାଇ ଦେଇଛି ବର୍ଷା ।
ଦୀର୍ଘଦିନ ଧରି କିଡନୀ ରୋଗରେ ପୀଡ଼ିତ ଥିଲେ ମିହିର ଦାସ । କଟକର ଏକ ଘରୋଇ ହସ୍ପିଟାଲରେ ଗତ ପ୍ରାୟେ ମାସେ ଧରି ତାଙ୍କର ଚିକିତ୍ସା ଜାରି ରହିଥିଲା ।