ପ୍ରାୟତଃ ରୋଲ୍ ଖାଇବାକୁ ସମସ୍ତେ ପସନ୍ଦ କରିଥାନ୍ତି। ଆମେ ମଧ୍ୟ ବଜାରରୁ ସ୍ପ୍ରିଙ୍ଗ୍ ରୋଲ୍ ସମେତ ବିଭିନ୍ନ ରୋଲ୍ କିଣିକି ଖାଇଥାଉ। କିନ୍ତୁ ଆପଣ ଘରେ ସ୍ପ୍ରିଙ୍ଗ୍ ରୋଲ୍ ବନେଇ ଖାଇପାରିବେ । ଏଥିପାଇଁ ଆମେ ଆପଣଙ୍କ ପାଇଁ ଆଜି ବନେଇବୁ ‘ସ୍ପ୍ରିଙ୍ଗ୍ ରୋଲ୍’ ।
ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓମିକ୍ରନ୍ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଲା ILS
ମିଛ ମୃତ୍ୟୁ ମାମଲା ରଚିଥିଲେ ପରିବାର ଲୋକେ, କିନ୍ତୁ ସତର ଖୁଲାସା କଲା ପୋଲିସ୍
୪ ଭଉଣୀଙ୍କୁ ସଲାମ। ବାପାଙ୍କ ହାତକୁ ଶକ୍ତ କରିବାକୁ ୪ ଶିକ୍ଷିତ ଭଉଣୀ ମିଶି ପଦାକୁ ଗୋଡ଼ କାଢ଼ିଲେ। ଆଉ ଏକ ଠେଲା ଗାଡ଼ିରେ ଆରମ୍ଭ କରିଦେଲେ ଫାଷ୍ଟଫୁଡ ଦୋକାନ। ଆଉ ଘର ପାଇଁ ଦୁଇ ପଇସା ରୋଜଗାର କରି ଭାଇର ପାଠ ପଢ଼ା ଖର୍ଚ୍ଚ ତୁଲାଇଲେ।
BMC ପକ୍ଷରୁ RTPCR ଟେଷ୍ଟ ଲାଗି ସବୁ ସୁବିଧା ଯୋଗାଇ ଦିଆଯାଇଛି । BMCର ନୂଆ ନିର୍ଦ୍ଦେଶନାମା ଅନୁସାରେ ଯେଉଁମାନେ ୭୨ଘଣ୍ଟା ମଧ୍ୟରେ RTPCR ପରୀକ୍ଷା କରିଥିବେ, ସେମାନଙ୍କର ଆଉ ବିମାନବନ୍ଦରରେ କୋଭିଡ ଟେଷ୍ଟ ହେବନି ।
ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଟ୍ରାଫିକ ପୋଷ୍ଟରେ ଖୋଦ୍ ଟ୍ରାଫିକ ଡିସିପି ଏସ୍. ସୁଶ୍ରୀ । ବ୍ୟସ୍ତ ବହୁଳ ଟ୍ରାଫିକ୍କୁ କେମିତି କଣ୍ଟ୍ରୋଲ କରିବେ କେମିତି ଟ୍ରାଫିକ ସମସ୍ୟା ସୁଧୁରିବ, ଏନେଇ ବ୍ରୁପ୍ରିଣ୍ଟ ତିଆରି ହେଉଛି ବୋଲି କହିଛନ୍ତି ଟ୍ରାଫିକ ଡିସିପି ସୁଶ୍ରୀ ।
ପୁରୀ ପ୍ରଶାସନ ପକ୍ଷରୁ ସ୍ୱର୍ଗଦ୍ୱାରରେ ଶବ ପୋଡ଼ା ନେଇ ଲାଗିଲା କଟକଣା । ଆସନ୍ତା ସୋମବାରରୁ ପୁରୀ ସ୍ୱର୍ଗଦ୍ୱାରରେ ଶବଦାହ ବନ୍ଦ ବୋଲି କହିଛି ପୁରୀ ପ୍ରଶାସନ । ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାର ଲୋକଙ୍କ ଶବ ସତ୍କାର ପାଇଁ ବାରଣ କରାଯାଇଛି
ରାଜ୍ୟରେ ଆଜି ରାଜ୍ୟରେ ଦିନକରେ ୩୬୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨୧୪୮, ଲୋକାଲ୍ କେସ୍ ୧୫୩୧ ଜଣ ଚିହ୍ନଟ ହୋଇଛନ୍ତି ।
ଆଜି ରାଜ୍ୟରେ ଦିନକରେ ୩୬୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨୧୪୮, ଲୋକାଲ୍ କେସ୍ ୧୫୩୧ ଜଣ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୩୮୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱରରେ ବଢ଼ିଲା କଣ୍ଟେନମେଣ୍ଟ ଜୋନ୍ । ଆଉ ୧୧ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ(BMC)। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ପରେ ବିଏମ୍ସିର ନର୍ଥ ଜୋନ୍ର ୪ଟି ଓ ଦକ୍ଷିଣପୂର୍ବ ଜୋନ୍ର ୭ଟି ସ୍ଥାନ କଣ୍ଟେନମେଣ୍ଟ କରାଯାଇଛି । ଯାହା ପରେ ରାଜଧାନୀରେ କଣ୍ଟେନମେଣ୍ଟ ଜୋନ୍ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି ।
୧୫ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ମହିଳାଙ୍କ ପାଇଁ ସଂରକ୍ଷିତ । ଅନୁସୂଚିତ ଜନଜାତି ପାଇଁ ୭ ଜିଲ୍ଲା ପରିଷଦ ପଦବୀ ସଂରକ୍ଷିତ । ଅନୁସୂଚିତ ଜାତିଙ୍କ ପାଇଁ ୫ ଅଧ୍ୟକ୍ଷ ପଦବୀ ସଂରକ୍ଷିତ ଘୋଷଣା ।
ସମସ୍ତ ଧର୍ମାନୁଷ୍ଠାନରେ କେବଳ ଅଳ୍ପ ସଂଖ୍ୟକ ବ୍ୟକ୍ତି ଓ ମନ୍ଦିରରେ ନୀତିକାନ୍ତି ସହ ସଂପୃକ୍ତ ବ୍ୟକ୍ତିକୁ ଯିବାକୁ ଅନୁମତି ରହିଛି । ନିୟମକୁ କଡ଼ାକଡ଼ି ପାଳନ କରିବାକୁ ସ୍ଥାନୀୟ ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି ।
ଆଜି ୨୦୨୨ ମସିହା ଜାନୁଆରୀ ତା ୮ ତାରିଖ ଶନିବାର । ଧନୁ ୨୪ ଦିନ ପୌଷ ମାସ ଶୁଳ୍କ ପକ୍ଷ ଷଷ୍ଠୀ, ଭୁକ୍ତ ସପ୍ତମୀ ତିଥି ଉତ୍ତର ଭାଦ୍ର ନକ୍ଷତ୍ର ମୀନ ଚନ୍ଦ୍ର ।
ଆସନ୍ତାକାଲି କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୧୦ ତାରିଖରେ ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ସାଧାରଣ ଲୋକେ ପାଣି ଟ୍ୟାପ ଲାଗିଥିଲେ ମଧ୍ୟ ପିଇବା ପାଣି ମୁନ୍ଦେ ପାଉନାହାନ୍ତି l ତେଣୁ ଗାଁ ଲୋକେ ବାଧ୍ୟ ହୋଇ ବିଲ ମଝିରେ ଥିବା ଚୁଆ ପାଣି ପିଉଛନ୍ତି l
ହୁ ହୁ ହୋଇ ବଢୁଥିବା କରୋନା ସଂକ୍ରମଣକୁ ଦେଖି ସାରା ରାଜ୍ୟରେ କଡ଼ାକଡ଼ି ହୋଇଛି କରୋନା କଟକଣା । ଗତ ରାତିରୁ ରାଜଧାନୀ ସମେତ ସବୁ ସହରାଞ୍ଚଳରେ ଲାଗୁ ହୋଇଛି ନାଇଟ କର୍ଫ୍ୟୁ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପରିସ୍ଥିତିକୁ ଦେଖି ବିନା ଦର୍ଶକରେ ମ୍ୟାଚ୍ ଆୟୋଜନ ପାଇଁ ଓସିଏ ପ୍ରସ୍ତୁତ ଥିବା କହିଛନ୍ତି ସିଇଓ ସୁବ୍ରତ ବେହେରା ।
୨ ଡୋଜ୍ ଟିକା ନେଇଥିଲେ ସିଧା ଆପଏଣ୍ଟମେଣ୍ଟ ନେଇପାରିବେ । କାଲି ସଂଧ୍ୟା ସୁଦ୍ଧା ଆରମ୍ଭ ହେବ ଅନ୍ଲାଇନ୍ ଆପଏଣ୍ଟମେଣ୍ଟ । ୧୦ ତାରିଖରୁ ଆରମ୍ଭ ହେବ ଅନସାଇଟ୍ ଆପଏଣ୍ଟମେଣ୍ଟ ।
ଆଇନ ମନ୍ତ୍ରୀ ପ୍ରତାପ ଜେନା ପୁଣି ବିବାଦ ଘେରକୁ ଆସିଛନ୍ତି । ନିଜର ଚିରାଚରିତ ଢଙ୍ଗରେ ସର୍ବସାଧାରଣ ସ୍ଥାନରେ ସେ ମହିଳାଙ୍କ ଆଗରେ ବି ଅଶ୍ଲୀଳ ଭାଷା କହିବାକୁ ସଙ୍କୋଚ କରୁନାହାନ୍ତି । କ୍ୟାମେରାରେ କଏଦ୍ ହୋଇଛି ମନ୍ତ୍ରୀଙ୍କ ଭାଷା । କଂଗ୍ରେସ କହିଛି, ମୁଖ୍ୟମନ୍ତ୍ରୀଙ୍କର ଚଏସ୍ ଏମିତି।
ଗତକାଲି ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ହାଇଭୋଲଟେଜ୍ ନେତା ତଥା ଝାରସୁଗୁଡ଼ା ବିଧାୟକ ନବ ଦାସ କରୋନା ସଂକ୍ରମିତ ଚିହ୍ନାଟ ହୋଇଥିଲେ । ଆଉ ଆଜି ଆଉ ଦୁଇ ଜଣ ନେତା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ବଢୁଛି ସଂକ୍ରମଣ : ସବୁ ସହରାଞ୍ଚଳରେ ଲାଗୁ ହେଲା ନାଇଟ୍ କର୍ଫ୍ୟୁ
ବିଶ୍ୱାସରେ ବିଷ ଦେଲା ଡ୍ରାଇଭର, ମାଲିକଙ୍କ ଟଙ୍କା ହଡ଼ପ୍ କରିବାକୁ ଯାଇ ଧରାପଡ଼ିଲେ
କରୋନାର ତୃତୀୟ ଲହର କାୟା ମେଲାଇବା ପରେ ପୁଣି ଟେନସନରେ ମାଟ୍ରିକ୍ ଛାତ୍ରଛାତ୍ରୀ। ଆଜିଠୁ ଶ୍ରେଣୀଗୃହ ପାଠପଢ଼ା ବନ୍ଦ ପରେ ଆଗକୁ କେମିତି ହେବ ବୋର୍ଡ ପରୀକ୍ଷା ପ୍ରସ୍ତୁତି, ତାକୁ ନେଇ ପିଲା ଓ ଅଭିଭାଭାକଙ୍କ ବଢିଛି ଚିନ୍ତା
ବିଜୁ ପକ୍କାଘର ହିତାଧୀକାରୀଙ୍କ ଘରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଷ୍ଟିକର୍ । ଗାଁ କୁ ଗାଁ ଘରକୁ ଘର ବୁଲି ଷ୍ଟିକର ଲଗାଉଛନ୍ତି ମନ୍ତ୍ରୀ ଓ ଦଳୀୟ ବିଧାୟକ । ଆଜିଠୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଏହି ଘର ମରାମତି ସହାୟତା ଯୋଜନା ।