• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Covid test
ଓମିକ୍ରନ ସଂକ୍ରମଣ କରିବ କିନ୍ତୁ ଗୁରୁତର କରିବନି: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦୦କୁ ବୃଦ୍ଧି ହୋଇଛି। ମହାରାଷ୍ଟ୍ରରେ ସର୍ବାଧିକ ୫୧୦, ଦିଲ୍ଲୀରେ ୩୫୧ ଚିହ୍ନଟ ହୋଇଛନ୍ତି।

 Stone Mining
ଜଗନ୍ନାଥ ଜମିରୁ କିଏ ଲୁଟିଛି ପଥର? ଟାକ୍ସଫୋର୍ସ ଗଠନ କରିବାକୁ ଏନଜିଟିଙ୍କ ନିର୍ଦ୍ଦେଶ

ଖଣି ଖନନ କେମିତି ବନ୍ଦ ହେବ ଓ ଏବେ ବେଆଇନ ଭାବେ ଚଳାଉଥିବା ବ୍ୟକ୍ତିଙ୍କୁ ଚିହ୍ନଟ ସହ ସେମାନଙ୍କୁ ଠାରୁ କ୍ଷତି ଆଦାୟ ହେବ

2-month-old boy killed allegedly by his mother
ମା’ ସାଜିଲା ଯମ, ୨ ମାସର ପୁଅକୁ ମାରି କୂଅକୁ ଫିଙ୍ଗି ଦେଲା !

ଘରୋଇ କଳହକୁ କେନ୍ଦ୍ର କରି ସ୍ୱାମୀ, ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏନେଇ ମହିଳା ଜଣକ ନିଜ ୨ ମାସର ଶିଶୁକୁ ହତ୍ୟା କରି କୂଅକୁ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି।

  • Monday, 03 January 2022
  • Murder
covid vaccination
୧୫ରୁ ୧୮ ବର୍ଷ ବୟସର ପିଲାଙ୍କ କରୋନା ଟିକାକରଣ ଆରମ୍ଭ

୧୫ରୁ ୧୮ ବର୍ଷର ପିଲାଙ୍କୁ କରୋନା ଟିକା ନେଇ ପ୍ରସ୍ତୁତି ବୈଠକ ହୋଇଛି। ୨୦୦୭ ଡିସେମ୍ବର ୩୧ ସୁଦ୍ଧା ଜନ୍ମିତ ସବୁ ପିଲା ଟିକା ନେଇପାରିବେ।

9 Year Old Rescued
ବାଇକ୍‌ରେ ଆସି କିଡ୍‌ନାପ୍‌ କରି ନେଇଗଲେ, ଧମକ ଦେଲେ- ‘୧୦ ଲକ୍ଷ ଟଙ୍କା ଦିଅ, ପୁଅକୁ ନିଅ’

ଅପହରଣର ୫ ଘଣ୍ଟା ପରେ ଉଦ୍ଧାର ହେଲା ୯ ବର୍ଷର ଶିଶୁ ପୁତ୍ର। ଶିଶୁପୁତ୍ରକୁ ଏକ ସ୍କୁଲ୍‌ ନିକଟରୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ବରଗଡ଼ରେ ୯ ବର୍ଷର ଶିଶୁ ପୁତ୍ରକୁ ଅପହରଣ ନେଇ ଅଭିଯୋଗ ହୋଇଥିଲା। 

breaking news
ସଂକ୍ଷେପରେ ଆଜିର ତାଜା ଖବର - Monday, 03 January 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Monday, 03 January 2022
Tale Of Two Women
ଦୁଇଟି ମା’ର ଅନନ୍ୟ କାହାଣୀ: ଗୋଟେ ପଟେ ସ୍ୱାର୍ଥ ଅନ୍ୟପଟେ ମାନବିକତା

ଏ ଦୁନିଆ ସତରେ ବିଚିତ୍ର । ସ୍ୱାର୍ଥ ପାଇଁ ମଣିଷ କେଉଁଠି ରକ୍ତର ସଂପର୍କକୁ ଭୁଲିଯାଉଛି, ପୁଣି କେଉଁଠି ରକ୍ତର ସଂପର୍କ ନଥାଇ ବି ମାନବିକତାର ସଂପର୍କ ଯୋଡ଼ୁଛି ।

 Migrant Labourer
ପେଟ ପାଇଁ ନାଟ; ଚାଖଣ୍ତେ ପେଟ ପାଇଁ ଦାଦନ ଖଟୁଛନ୍ତି ବ୍ଲକ୍ ଉପାଧ୍ୟକ୍ଷ

ଦିନେ ଯିଏ ସରକାରୀ ଯୋଜନା ବାଣ୍ଟୁଥିଲେ, ସିଏ ଆଜି ଚାଖଣ୍ଡେ ପେଟ ପାଇଁ ସଂଘର୍ଷ କରୁଛନ୍ତି । ଦିନେ ଯିଏ କାଳିଆ ଯୋଜନାର ଆବଣ୍ଟନ କରୁଥିଲେ, ଆଜି ନିଜେ ସିଏ ଦାଦନ ଖଟୁଛନ୍ତି । ଆମେ କହୁଛୁ, ବଲାଙ୍ଗିର ଦେଓଗାଁ ବ୍ଲକ ଉପାଧ୍ୟକ୍ଷଙ୍କ କଥା, ରାଜୁ ବାଗ୍‌ଙ୍କ ଅସହାୟତାର କାହାଣୀ । ୨୦୧୭ ପଞ୍ଚାୟତ ନିର୍ବାଚନ ପରେ ବ୍ଳକ୍ ଉପାଧ୍ୟକ୍ଷ ହୋଇଥିଲେ ରାଜୁ ବାଗ୍ ।

Covid Vaccine
ବିଳମ୍ବରେ କରୋନା ଟିକା ନେବେ ଦଶମ, ଦ୍ୱାଦଶ ଛାତ୍ରଛାତ୍ରୀ

ଆସନ୍ତାକାଲିଠାରୁ ଆରମ୍ଭ ହେବ କିଶୋରଙ୍କ ଟୀକାକରଣ। ଏଥିପାଇଁ ଶେଷ ହୋଇଛି ପ୍ରସ୍ତୁତି। ଟିକା ନେବାକୁ ଉତ୍ସାହିତ ହୋଇ ଜାନୁଆରୀ ପହିଲାରୁ ନାମ ପଞ୍ଜିକରଣ ସହ ସ୍ଲଟ୍ ବୁକିଂ ଆରମ୍ଭ କରିଦେଲେଣି କିଶୋର କିଶୋରୀ।

BSKY Card
ଖାଲି ନାଁକୁ ସ୍ମାର୍ଟ କାର୍ଡ, ହେଲେ କାମ ଶୂନ!

ଜିଲ୍ଲାକୁ ଜିଲ୍ଲା ବୁଲି ଖୋଦ୍ ମୁଖ୍ୟମନ୍ତ୍ରୀ ବାଂଟିଥିଲେ ବିଜୁ ସ୍ମାର୍ଟ ହେଲ୍ଥ କାର୍ଡ । ହେଲେ କାମ କରୁନି ଏହି କାର୍ଡ । ହଇରାଣ ରାଜ୍ୟବାସୀ। ମାଳ ମାଳ ଯୋଜନା ହେଲେ କାମ ଶୂନ । ଏହି କାର୍ଡ କାମ ନଦେବା, ସରକାରଙ୍କ ଯୋଜନାକୁ ଏବେ ପଦାରେ ପକାଇଛି ।

Viral Video
ବିଜେଡି ସଭାରେ କରୋନାକୁ କଟକଣାକୁ ଶକ୍ତ ଚଟକଣା ! ଗୁଆଘିଅ ଡ୍ୟାନ୍ସରେ ଦୋହଲିଲା ମଞ୍ଚ

କାର୍ଯ୍ୟକ୍ରମରେ ସାମାଜିକ ଦୂରତା ନଥିବା ସହ କାହାରି ମୁହଁରେ ମାସ୍କ ନଥିବା ଦେଖିବାକୁ ମିଳିଥିଲା। ଏହି ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିଲା।

omicron Variant
ଗୋଷ୍ଠୀ ସଂକ୍ରମଣ ଆଡ଼କୁ ମୁହାଁଉଛି କି ଓଡ଼ିଶା?

ରାଜ୍ୟର ଦୈନିକ କୋଭିଡ୍ ସଂକ୍ରମଣ ହଠାତ୍ ୪୨% ବଢ଼ିଯାଇଛି। ଗତକାଲି ରାଜ୍ୟରେ ୨୯୮ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ଏ ସଂଖ୍ୟା ୪୨୪ରେ ପହଞ୍ଚିଛି।

omicron Variant
୨୩ ନୂଆ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରୁ ଅଧାରୁ ଅଧିକ ଲୋକାଲ କେସ୍

ରାଜ୍ୟରେ ପଜିଟିଭିଟି ହାର ବଢୁଛି। ସ୍ଥାନୀୟ ଲୋକଙ୍କ ଟ୍ରାଭେଲ ହିଷ୍ଟ୍ରିର ଯାଞ୍ଚ ଚାଲିଛି। 

Naveen Patnaik
କାହିଁକି ନିଜ ବ୍ୟକ୍ତିଗତ ଭିଡ଼ିଓକୁ ଭାଇରାଲ କଲେ ନବୀନ?

ସାଧାରଣତଃ ନବୀନ ନିଜ ବ୍ୟକ୍ତିଗତ ଜୀବନକୁ ପ୍ରଚାରିତ ହେବାକୁ ଦିଅନ୍ତିନି.. କିନ୍ତୁ ବେଳେ ବେଳେ ତାଙ୍କର ଭିଡିଓ ପଦାକୁ ଆସେ..ଏହାକୁ ଦେଖି ସମସ୍ତେ ଆମୋଦିତ ମଧ୍ୟ ହୁଅନ୍ତି.. ତେବେ ଏଠି ପ୍ରଶ୍ନ ଉଠୁଛି, ନବୀନ ମଝିରେ ମଝିରେ ଏମିତି ଭିଡିଓ ଛାଡ଼ନ୍ତି କାହିଁକି? ଏହା ପଛରେ କଣ କାରଣ ଥାଇପାରେ?

vaccination
କାଲିଠୁ ୧୫ରୁ ୧୮ ବର୍ଷର ପିଲାଙ୍କୁ ଦିଆଯିବ କରୋନା ଟିକା: କଟକରେ ଆଜି ସନ୍ଧ୍ୟାରୁ ସ୍ଲଟ୍‌ ବୁକିଂ

କଟକ ଜିଲ୍ଲାରେ ୧୫ରୁ ୧୮ ବର୍ଷ ବର୍ଗଙ୍କୁ ଟିକା ପାଇଁ ଆଜି ସନ୍ଧ୍ୟାରୁ ସ୍ଲଟ୍ ବୁକିଂ ହେବ। ସ୍ଲଟ୍ ବୁକିଂ କରିଥିବା ୧୫ରୁ ୧୮ ବର୍ଷ ବର୍ଗ ପିଲା କାଲିଠାରୁ ଟିକା ନେବେ।

Corona
ଓଡ଼ିଶାରେ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ଆଜି ପୁଣି ୨୩ ଓମିକ୍ରନ ଆକ୍ରାନ୍ତ ହେଲେ ଚିହ୍ନଟ

Puri
ମାଆ ମଲା ଖବର ପାଇ ଆସିଲେନି ପୁଅ, ମୁହଁରେ ନିଆଁ ଦେଲେ ୪ ଝିଅ

କଳିଯୁଗର କୁଳାଙ୍ଗାର ପୁଅ, ବଂଚିଥିବା ବେଳେ ଆସିଲେନି କି ମଲା ପରେ ପଚାରିଲେନି

Youth climbs atop mobile tower
ପାଣି ପାଇଁ ମୋବାଇଲ୍ ଟାୱାର ଉପରେ ଚଢ଼ିଗଲେ ଯୁବକ, ଧମକ ଦେଇ କହିଲେ- ତଳକୁ ଡେଇଁ ପଡ଼ିବି...

ଗାଁରେ ନଳକୂପ ନିର୍ମାଣ ଓ ଅଙ୍ଗନବାଡ଼ି କେନ୍ଦ୍ରରୁ ତାଲା ହଟାଇବାକୁ ଦାବି କରି ଜଣେ ଯୁବକ ମୋବାଇଲ୍ ଟାୱାର ଉପରେ ଚଢ଼ି ଯାଇଥିବା ଦେଖିବାକୁ ମିଳିଛି। ଦାବି ପୂରଣ ନ’ହେଲେ ଟାୱାରରୁ ତଳକୁ ଡେଇଁ ଯିବାକୁ ଧମକ ମଧ୍ୟ ଦେଇଛନ୍ତି।

Story Of Dipu - Cuttack Boy Who Sells Tea On Cycle To Earn Livelihood For Family
ଶୈଶବ କାନ୍ଧରେ ପରିବାର ବୋଝ; କଟକର ଗଳିକନ୍ଦିରେ ବୁଲି ବିକ୍ରି କରୁଛନ୍ତି ଚା’

କଟକ ଜାଉଁଳିଆପଟି ଅଞ୍ଚଳର କୁନି ଚା ବିକାଳି ଉମା ଶଙ୍କର ଚୌଧୁରୀ ଓରଫ ଦୀପୁ । ମାତ୍ର ୧୧ ବର୍ଷ ବୟସରେ ସେ ପରିବାର ପ୍ରତିପୋଷଣ ପାଇଁ କଟକର ଗଳିକନ୍ଦିରେ ବୁଲି ଚା ବିକ୍ରି କରିଥାନ୍ତି । କେବଳ ଏତିକି ନୁହେଁ ଏହାସହ ସେ ଫୋନରେ ଅନଲାଇନ୍ ଅର୍ଡର ନେଇ ମଧ୍ୟ ଚାହା ଯୋଗାଇଥାନ୍ତି ।

'Posto Chiken Recipe'
କେବେ ଖାଇନଥିବେ ଚିକେନର ଏହି ଦେଶୀ ରେସିପି

ଆପଣ କେବେ ପୋସ୍ତଦିଆ ଚିକେନର ରେସିପି ଖାଇଛନ୍ତି କି ? ଯଦି ଖାଇ ନାହାନ୍ତି ତାହେଲେ ଆଜି ହିଁ ଘରେ ବନାନ୍ତୁ ‘ମାଟି ହାଣ୍ଡି ପୋସ୍ତ ଚିକେନ’ । ଏହି ରେସିପିର ବିଶେଷତ୍ୱ ହେଲା ଏହାକୁ ଆମେ ସଂପୂର୍ଣ୍ଣ ଦେଶୀ ଶୈଳୀରେ ମାଟି ହାଣ୍ଡିରେ ପ୍ରସ୍ତୁତ କରିବୁ ।

Similipal National Park
ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ : DayTourist ଙ୍କ ଲାଗି ଆଜି ବି ବନ୍ଦ ରହିଲା ଶିମିଳିପାଳ

ନୂଆବର୍ଷରେ ଶିମିଳିପାଳରେ ପର୍ଯ୍ୟଟକଙ୍କ ଭିଡ଼ : ଆଜି DayTourist ଙ୍କ ଲାଗି ଆଜି ବି ବନ୍ଦ ରହିଲା ଶିମିଳିପାଳ

cold wave
ଆହୁରି ବଢ଼ିପାରେ ଶୀତ, ୩ରୁ ୪ ଡିଗ୍ରୀ ହ୍ରାସ ପାଇପାରେ ତାପମାତ୍ରା

ଆସନ୍ତାକାଲିଠାରୁ ୫ ତାରିଖ ମଧ୍ୟରେ ଶୀତ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୂମାନ କରିଛି। ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ହ୍ରାସ ପାଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Primary schools not to reopen
ଆସନ୍ତାକାଲିଠୁ ଖୋଲିବ ନାହିଁ ପ୍ରଥମରୁ ପଞ୍ଚମ ଶ୍ରେଣୀ, ନିଷ୍ପତ୍ତି ସ୍ଥଗିତ

ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍‌ ଖୋଲାଯିବା ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଆସନ୍ତାକାଲି ସ୍କୁଲ୍‌ ଖୋଲିବାର ଥିଲା। ହେଲେ ଏବେ ଏହି  ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି।

Two youth body found from pond
ନୂଆବର୍ଷରେ ପିକ୍‌ନିକ୍‌ ପାଇଁ ଯାଇଥିଲେ, ପାଣି ଭିତରୁ ମିଳିଲା ମୃତଦେହ

ଗଡ଼ିଆ ଭିତରୁ ୨ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଉଭୟ କାଲି ପିକ୍‌ନିକ୍‌ ପାଇଁ ବାହାରକୁ ଯାଇଥିଲେ। ହେଲେ ଆଉ ଘରକୁ ଫେରି ନଥିଲେ।