ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କରୋନାର ସାମାନ୍ୟ ଲକ୍ଷଣ ଥିଲେ ଆଇସୋଲେଟ ହେବାକୁ କେନ୍ଦ୍ର ସରକାର କହିଛି। ଏନେଇ ସବୁ ମୁଖ୍ୟ ସଚିବଙ୍କୁ ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଚିଠି ଲେଖିଛନ୍ତି। ଟେଷ୍ଟ ରିପୋର୍ଟ ଆସିବା ପର୍ଯ୍ୟନ୍ତ ନିଜକୁ ଆଇସୋଲେଟ କରିବାକୁ ପରାମର୍ଶ ଦିଆଯାଇଛି।
୫ ମହାନଗର ନିଗମ ଭୁବନେଶ୍ୱର, କଟକ, ବ୍ରହ୍ଣପୁର, ରାଉରକେଲା ଓ ସମ୍ବଲପୁରରେ ଲାଗୁ ହେବାକୁ ଥିବା ଜାଗା ମିଶନ ଜରିଆରେ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ପ୍ରଦାନ କରାଯିବ ।
ସମାନ ଚିତ୍ର ସମ୍ଭ୍ରାନ୍ତ ଭୁବନେଶ୍ୱର କ୍ଲବରେ । ପୁରୁଣା ବର୍ଷକୁ ବିଦାୟ ସହ ନୂଆବର୍ଷକୁ ସ୍ୱାଗତ ପାଇଁ ଏଠି ବି ସେଭଳି କୌଣସି କାର୍ଯ୍ୟକ୍ରମ ହେଉନି । କେବଳ କ୍ଲବ କାହିଁକି, ହୋଟେଲ୍, ରେଷ୍ଟୁରାଣ୍ଟ ସବୁ ଶୂନଶାନ୍ ।
ବଦଳିଗଲାଣି ରାଜନେତାଙ୍କ ଚରିତ୍ର । ସେତେବେଳର ଓ ବର୍ତ୍ତମାନର ରାଜନୀତି ଓ ରାଜନେତାଙ୍କ ମଧ୍ୟରେ କଣ ରହିଛି ଫରକ? OTVର ଖୋଲାକଥାରେ ଏହା କହିଛନ୍ତି ବ୍ରହ୍ମଗିରି ବିଧାୟକ ତଥା ବିଜେପି ନେତା ଲଳିତେନ୍ଦୁ ମହାପାତ୍ର ।
ଓଡ଼ିଶାର ଓମକାର ଆଶୁତୋଷ ନ୍ୟାସନାଲ ଡିଫେନ୍ସ ଏକାଡେମୀ ପରୀକ୍ଷାରେ ଟପ୍ପର ହୋଇ ଏହି ଗୌରବ ଆଣିଛନ୍ତି।
ଆଗାମୀ ନିର୍ବାଚନରେ କେମିତି ରହିବ ଋଣନୀତି, OTVର ଖୋଲାକଥାରେ ଏହା କହିଛନ୍ତି ବ୍ରହ୍ମଗିରି ବିଧାୟକ ତଥା ବିଜେପି ନେତା ଲଳିତେନ୍ଦୁ ମହାପାତ୍ର ।
ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜୁଲାଇ ପହିଲାରୁ ଲାଗୁ ହେବ। ପେନସନ୍ ଭୋଗୀଙ୍କ ଟିଆଇ ବି ୩% ବୃଦ୍ଧି ନେଇ ଘୋଷଣା କରାଯାଇଛି।
ସୁର କହିଛନ୍ତି, ୨୦୨୨ ଆସୁଛି। ତେଣୁ ଜମା ବି ପାତରଅନ୍ତର କରନାହିଁ। ନହେଲେ ଆଗାମୀ ଦିନରେ ଆନ୍ଦୋଳନ ହେବ। କେବଳ ଏତିକି ନୁହେଁ ବରଂ ୨୦୨୨ ସମସ୍ତଙ୍କ ପାଇଁ ଆନନ୍ଦ ଓ ଉଲ୍ଲାସର ସହ କଟୁ
ରୋଗୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଆରମ୍ଭ କରିଥିବା BSKY ସ୍ମାର୍ଟ ହେଲ୍ଥ୍ କାର୍ଡ କାମ ଦେଉ ନଥିବା ଅଭିଯୋଗ ହୋଇଛି।
ଭୁବନେଶ୍ୱର ପାଲଟିଛି ଠକଙ୍କ କ୍ୟାପିଟାଲ । ଯିଏ ଯାହାର ଚିତା କାଟିଲା, ଯିଏ ଯାହାକୁ ଚୂନ ଲଗେଇପାରିଲା । ଗାଡ଼ି ହେଉ କି ଚାକିରି, ଘର ହେଉ କି ଜାଗାବାଡ଼ି । ମିଛ ପ୍ରଲୋଭନ ଦେଇ ବେଧଡ଼କ ଢଙ୍ଗରେ କୋଟି କୋଟି ଟଙ୍କାର ଠକେଇ କରୁଛନ୍ତି କିଛି ଠକ ।
ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନିଷ୍ପତ୍ତି ହୋଇଛି। ଏନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
ରାଜ୍ୟ କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ୫ ମହାନଗର ନିଗମ ପାଇଁ ଜାଗା ମିଶନକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏହାଦ୍ୱାରା ୮ ଲକ୍ଷ ୫୮ ହଜାର ଲୋକ ଉପକୃତ ହେବେ।
ପାରମ୍ପରିକ ଖାଦ୍ୟର ସ୍ୱାଦ ନିଆରା । ବିଶେଷ କରି ଆମ ଓଡ଼ିଆ ଘରର ପାରମ୍ପରିକ ଖାଦ୍ୟର ଜବାବ ନାହିଁ । ଆଜି ଆମେ ଆପଣଙ୍କ ପ୍ରସ୍ତୁତ କରିବୁ ଏକ ସୁଆଦିଆ ରେସିପି । ଏହି ରେସିପିର ନାଁ ହେଉଛି ‘ଛେଚା ମସଲା ଖାସି ମାଂସ’ । ଏହି ରେସିପିକୁ ଅତି ସହଜ ଓ ଦେଶୀ ଉପାୟରେ ବନେଇ ପାରିବା ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ପରିବହନ ବିଭାଗର ଏଣିକି ‘No’ ଅଫ୍ଲାଇନ୍, ‘Only’ ଅନ୍ଲାଇନ୍। ପରିବହନ ବିଭାଗର ସବୁ କାମ ଏଣିକି ଅନ୍ଲାଇନ୍ରେ ହେବ। ନୂଆବର୍ଷ ଅର୍ଥାତ୍ ଆସନ୍ତାକାଲିଠାରୁ ଏହି ନୂଆ ବ୍ୟବସ୍ଥା ଲାଗୁ ହେବାକୁ ଯାଉଛି।
ପୂର୍ବ ମାସ ଭଳି ସମସ୍ତ ସହରାଞ୍ଚଳରେ ନାଇଟ୍ କର୍ଫ୍ୟୁ ଜାରି ରହିବ। ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ସମସ୍ତ ସହରାଞ୍ଚଳରେ ନାଇଟ୍ କର୍ଫ୍ୟୁ। ତେବେ ଏହି କଟକଣା ସମୟରେ ଜରୁରୀ ସେବାକୁ ସରକାର ବାଦ୍ ଦେଇଛନ୍ତି।
ରିଷ୍ଟ୍ରେନିଂ ଟ୍ୟୁବ୍ରେ ଅହିରାଜ। ପଞ୍ଜରା ହାଡ଼ ଭାଙ୍ଗି ଯାଇଥିବା ସାପର ଚିକିତ୍ସା ହୋଇଛି। ସ୍ନେକ୍ ହେଲ୍ପ୍ ଲାଇନ୍ ସଦସ୍ୟ ଅତି ସତର୍କତା ଭାବେ ସାପର ମୁଣ୍ଡକୁ ଧରିବା ପରେ ରିଷ୍ଟେନିଂ ଟ୍ୟୁବ୍ରେ ପଶାଇ ଥିଲେ। ଏହାପରେ ଚିକିତ୍ସା ଆରମ୍ଭ ହୋଇଥିଲା।
ଆସନ୍ତା ୩ ତାରିଖରୁ ହିଁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେବା ସହ ଦ୍ୱନ୍ଦ୍ୱ ଦୂର କରିଛନ୍ତି।
୨୦୨୧ ମସିହା, ଡିସେମ୍ବର ମାସ ୩୧ ତାରିଖ, ଶୁକ୍ରବାର, ଧନୁ ୧୬ ଦିନ, ପୌଷମାସ, କୃଷ୍ଣପକ୍ଷ, ଦ୍ୱାଦଶୀତିଥି । ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟରେ କଣ ରହିଛି । ଦେଖନ୍ତୁ ମେଷ ରାଶି ଠାରୁ ମୀନ ରାଶି ପର୍ଯ୍ୟନ୍ତ ଜନ୍ମିତ ବ୍ୟକ୍ତିମାନଙ୍କ ରାଶିଫଳ ସମ୍ପର୍କରେ...
ଏଣେ ଦେଶରେ ବି ହୁ ହୁ ମାଡ଼ି ଚାଲିଛି ଓମିକ୍ରନ। ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ହଜାରେ ମୁହାଁ ହୋଇଥିବାବେଳେ ଏପଟେ କରୋନାର ଦୈନିକ ପଜିଟିଭ୍ ଗ୍ରାଫ୍ ବି ହଠାତ୍ ଦୁଇ ଦିନରେ ଦୁଇଗୁଣା ହୋଇଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଖାଲି ଅମଳ ଧାନ ନୁହେଁ, ଲଗାଣ ବର୍ଷାରେ ପ୍ରଭାବିତ ହୋଇଛି ପନିପରିବା ଚାଷ। ବରଗଡ ଜିଲ୍ଲାର ଅମ୍ବାଭୋନାରେ ଉଜୁଡି ଯାଇଛି କୋବି, ଟମାଟୋ, ସୋରିଷ ଓ ବାଇଗଣ ଚାଷ। ବଣାଇରେ ଏଥର ଆଳୁ ଚାଷ ଭଲ ହୋଇଥିବା ବେଳେ କିଆରି ଭିତରେ ପାଣି ପଶିଛି।
ହୋଟେଲ, ମଲ, କଲ୍ୟାଣ ମଣ୍ଡବ ଆଦିରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି। ଏମିତିକି ବାର୍ଷିକ ଉତ୍ସବ ମଧ୍ୟ ଆୟୋଜନ ହୋଇପାରିବ ନାହିଁ।
ଆବଶ୍ୟକ ସ୍ଥଳରେ କଟକଣାକୁ ଅଧିକ କଡାକଡି କରାଯିବ। ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଦିଆଯାଇଛି।
ଝାରସୁଗୁଡ଼ାର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଥିବା ସୂଚନା ମିଳିଛି।