ବିଜେଡିର ସ୍ଲୋଗାନ, ଆମେ କଥା ନୁହଁ, କାମରେ ବିଶ୍ୱାସ ରଖୁ । କିନ୍ତୁ ବିଜେଡି ସରକାର କହେ, କାମ କମ୍ ପ୍ରଚାରରେ ଅଧିକ ବିଶ୍ୱାସ ରଖୁ। ଏ କଥା ଆମେ କହୁନାହୁଁ, ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟରୁ ସ୍ପଷ୍ଟ ହେଉଛି ।
କୁହାଯାଏ କ୍ରୋଧ ବ୍ରହ୍ମ ଚଣ୍ଡାଳ । ରାଗିଗଲେ ମଣିଷ କିଛି ବି ଅନର୍ଥ କରିପାରେ । ତେଣୁ ସବୁବେଳେ ନିଜ କ୍ରୋଧକୁ ବସ କରିବାର ଶକ୍ତି ରଖିବା ଉଚିତ୍ । ମଣିଷ ଜୀବନରେ ସହନଶିଳତା ଏକ ଗୁରତ୍ୱପୂର୍ଣ୍ଣ ଅଙ୍ଗ ।
ଦେହରେ ବଳ ନଥିଲେ ବି ପରିଣତ ବୟସରେ ଆଶା ଓ ନିସ୍ୱାର୍ଥପର ସେବା ତାଙ୍କୁ ବହୁ ଉଚ୍ଚକୁ ନେଇସାରିଥିଲା। ଶେଷରେ ନନ୍ଦ ସାର ନୂଆଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନରେ ପଦ୍ମଶ୍ରୀରେ ପୁରସ୍କୃତ ହୋଇଥିଲେ। ସତରେ ସେଦିନ ପ୍ରତି ଓଡ଼ିଆଙ୍କ ପାଇଁ ସମ୍ମାନର ଦିନ ଥିଲା।
ରାଜ୍ୟରେ ଗତ ୫ ବର୍ଷରେ ୪୦୬ ହାତୀଙ୍କର ମୃତ୍ୟୁ ହୋଇଛି। ସେଥିମଧ୍ୟରୁ କେବଳ ଦୁର୍ଘଟଣାରେ ୧୬୨ଟି ହାତୀ ପ୍ରାଣ ହରାଇଛନ୍ତି।
ଆଜି ରାଜ୍ୟରେ ୧୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏଥି ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍ରୁ ୬୨ ଜଣ ଲୋକାଲ କଣ୍ଟାକ୍ଟ ରହିଛନ୍ତି।
ଆପଣ କେବେ ବାମ୍ଫଦିଆ ସିମ୍ବର କୈଣସୀ ରେସିପି ଖାଇଛନ୍ତି କି ? ଆଜି ହିଁ ଘରେ ବନାନ୍ତୁ 'ବାମ୍ଫ ସିମ୍ବ ପିଠଉ' । ଏହି ରେସିପି ଆମେ ପୂରା ଦେଶୀ ଶୈଳୀରେ ଚୁଲିରେ ବନେଇବା ,ଯାହା କି ଏହାର ସ୍ୱାଦ ଆହୁରି ବଢି ଯିବ ।
ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଓରଫ ନନ୍ଦ ସାର୍ଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲା।
ବସ୍ ଚକ ସଜାଡ଼ିବା ବେଳେ ବସ୍ ତଳେ ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ। ରାସ୍ତାକଡ଼ରେ ବସ୍ ରଖି ଚକ ସଜାଡ଼ୁଥିଲେ ଡ୍ରାଇଭର।
ଷଷ୍ଠ ଦିନରେ ବି ବିଧାନସଭାରେ ଅଚଳାବସ୍ଥା ଦେଖିବାକୁ ମିଳିଛି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରି ବିଜେପି ସଦସ୍ୟମାନେ ଗୃହର ମଧ୍ୟଭାଗରେ ଘଣ୍ଟ ବାଡେଇଥିଲେ।
ଯବାନଙ୍କ ପ୍ରେମରେ ହରିଣ ଛୁଆ। ପଶୁ ହେଲେ କଣ ହେଲା, ଭଲ ପାଇ ବସିଛି ଯବାନଙ୍କୁ। ଯବାନଙ୍କ ସହ ଜଙ୍ଗଲରେ ବୁଲୁଛି। ସାଙ୍ଗରେ ବେସ୍ କ୍ୟାମ୍ପକୁ ଆସୁଛି । ପୁଣି ଜଙ୍ଗଲକୁ ଫେରି ଯାଉଛି । ଏପରିକି ନାଁ ଧରି ଡାକିଲେ ପାଖକୁ ମଧ୍ୟ ଆସୁଛି।
ଅଜଣା ରୋଗରେ ପୀଡିତ ପୁଅ । ଆଉ ପୁଅକୁ ଭଲ କରିବା ପାଇଁ ଦରକାର ୧୬ କୋଟି ଟଙ୍କା । ପୁଅର ରୋଗ ପାଇଁ ଆକୁଳ ନିବେଦନ କରିଛି ମାଆ । କନ୍ଧମାଳ ଆମ୍ବପଡା ଅଞ୍ଚଳର କୁଳମଣି ରଣାଙ୍କ ଦେଢ ବର୍ଷର ଶିଶୁ ରାଜଭୀରକୁ ହୋଇଛି ବିରଳ ରୋଗ ।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟର ଓ OSAP ସିପାହୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ସିପାହୀଙ୍କ ସରକାରୀ ବାସଭବନ ସମେତ ୫ଟି ଜାଗାରେ ଏକକାଳୀନ ରେଡ୍ ଚାଲିଛି।
ଭୀମ୍ସାର୍ର କୋଭିଡ୍ ଆକ୍ରାନ୍ତ ଡାକ୍ତରୀ ଛାତ୍ରଙ୍କ ଜେନୋମ୍ ସିକ୍ୟୁଏନ୍ସିଂ ରିପୋର୍ଟରୁ ୨ଜଣ ଡେଲ୍ଟା ଭାରିଏଣ୍ଟ୍ରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଏନେଇ ଭୀମ୍ସାର୍ର ଡିନ୍ ଜୟଶ୍ରୀ ଦୋରା ସୂଚନା ଦେଇଛନ୍ତି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ନୟାଗଡ଼ ଫତେଗଡ଼ରେ ଘଟିଛି ଏକ ଅମାନବୀୟ କାଣ୍ଡ । ଜଣେ ଗର୍ଭବତୀଙ୍କୁ କିଛି ଲୋକ ବିଧା ଗୋଇଠା ମାରି ତାଙ୍କ ଗର୍ଭ ନଷ୍ଟ କରିଦେଇଛନ୍ତି । ଯାହା କି ସ୍ଥାନୀୟ ଅଞ୍ଚଳରେ ଏବେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।
ଓଡ଼ିଶାକୁ ଘାରୁଛି ଓମିକ୍ରନ୍ ଚିନ୍ତା । ରାଜ୍ୟରୁ ଏପର୍ଯ୍ୟନ୍ତ କେହି ଜଣେ ହେଲେ ବି ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇ ନଥିଲେ ହେଁ, ନଭେମ୍ବର ୨୯ ପରେ ପଜିଟିଭ ଥିବା ୨୪୬ ଜଣଙ୍କର ନମୁନାକୁ ଜିନମ୍ ସିକ୍ୱେନ୍ସିଂ ପାଇଁ ପଠାଯାଇଛି । ଅପରପକ୍ଷରେ ଚିନ୍ତାର କଥା ହେଉଛି, ଓମିକ୍ରନ ରିସ୍କ ଦେଶରୁ ଆସିଥିବା ୮ଶହ ଲୋକଙ୍କ ମଧ୍ୟରୁ ୪୦ ପ୍ରତିଶତଙ୍କ ଠିକଣା ମିଳୁନି ।
ମମିତ ମାହେର ହତ୍ୟା ଘଟଣାକୁ ନେଇ ୫ ଦିନ ହେଲା ଗୃହ ଅଚଳ । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ବିରୋଧୀ ଅଡ଼ି ବସିଥିବା ବେଳେ ବିଜେଡି କିନ୍ତୁ ବିରୋଧୀଙ୍କୁ କର୍ଣ୍ଣପାତ ବି କରୁନି ।
ଗୁମୁରି ଗୁମୁରି କାନ୍ଦୁଥିବା ପତ୍ନୀ ଭାଳି ହେଉଛନ୍ତି, କେମିତି ଅଦିନିଆ ବର୍ଷା ତାଙ୍କ ଅଭାବୀ ପରିବାରରେ ଅଦିନରେ ଘଟାଇଲା ବିରାଟ କ୍ଷତି ।
ମମିତା ପ୍ରସଙ୍ଗ ନେଇ ବିଧାନସଭାରେ ବିରୋଧୀଙ୍କ ହଙ୍ଗମା ଜାରି ରହିଛି । ବିରୋଧୀ ମମିତା ପ୍ରସଙ୍ଗରୁ ପଛକୁ ହଟୁନଥିବା ବେଳେ ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦେବାକୁ ଦାବି କରିଛି ବିଜେଡି ।
ଆପଣ ସ୍ୱାସ୍ଥ୍ୟ ବିଭାଗ କିମ୍ବା ମେଡିକାଲ କ୍ଷେତ୍ରରେ ଚାକିରି ଖୋଜୁଛନ୍ତି କି ? ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(OPSC) ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । ଡେରି ନକରି ତୁରନ୍ତ କରନ୍ତୁ ଆବେଦନ ।
ମାହାଙ୍ଗା ଡବଲ ମର୍ଡର ମାମଲାରେ ପୁନଃ ତଦନ୍ତ ରିପୋର୍ଟ ଦାଖଲ ପାଇଁ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର JMFC କୋର୍ଟ । ମାମଲାର ଶୁଣାଣି କରୁଥିବା ସାଲେପୁର JMFC କୋର୍ଟ ଗତ ୨୯ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ଅଙ୍ଗନବାଡି କର୍ମୀଙ୍କ ଲାଗି ଥିବା ସ୍କିମ୍ ପ୍ରଥା ଉଠାଇବା ସହ ସରକାରୀ କର୍ମଚାରୀର ମାନ୍ୟତା ଦାବି କରିଛନ୍ତି। ଏହାସହ ସର୍ବନିମ୍ନ ୨୧ ହଜାର ଟଙ୍କା ଦରମା ପ୍ରଦାନ କରିବାକୁ ଦାବିରେ ଉଲ୍ଲେଖ ରହିଛି।
ମମିତା ହତ୍ୟା ମାମଲାରେ ମୋହନ ମାଝୀଙ୍କ ପ୍ରଶ୍ନରେ ଦିବ୍ୟଶଙ୍କରଙ୍କ ଉତ୍ତର । ମୁଖ୍ୟମନ୍ତ୍ରୀଙ୍କୁ ପଚରାଯାଇଥିବା ପ୍ରଶ୍ନର ଲିଖିତ ଉତ୍ତର ଦେଲେ ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ।
ବର୍ଷା ପାଗରେ ସଂଧ୍ୟା ଟିଫିନ୍ ପାଇଁ ଗରମାଗରମ ଜଳଖିଆ ଖାଇବାକୁ ସମସ୍ତେ ପସନ୍ଦ କରନ୍ତି । ଆଜି ଆମେ ଆପଣଙ୍କ ପାଇଁ ନେଇ ଆସିଛୁ ଏକ ଗରମାଗରମ ଚଟପଟା ଜଳଖିଆ ରେସିପି । ଏହି ରେସିପିର ନାଁ ହେଉଛି ଖାସ୍ତା 'ଆଳୁ କଚୋଡ଼ି ।' ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସ ଛାଡ଼ି ପାରନ୍ତି ବୋଲି ପୂର୍ବରୁ ଚର୍ଚ୍ଚା ହେଉଥିଲା।