ଶ୍ରେଣୀ ଗୃହ ନାହିଁ ପିଲା ପଢ଼ିବେ କିପରି । ବାଧ୍ୟ ହୋଇ ବାରଣ୍ଡାରେ ପାଠ ପଢ଼ୁଛି ଦେଶର ଭବିଷ୍ୟତ ।
ବାତ୍ୟା ଜୱାଦ୍ ଗୁଲାବ ବାତ୍ୟାଠୁ ଅଧିକ ତିତିଲିଠୁ କମ୍ ହେବ ବୋଲି କୁହାଯାଉଛି । ୪ ସଂଧ୍ୟାରୁ ବାତ୍ୟା ଉତ୍ତର ଓ ଉତ୍ତର ପୂର୍ବ ଦିଗକୁ ମୁହାଁଇବ । ଏହାପରେ ୫ ତାରିଖ ପୂର୍ବାହ୍ନରେ ପୁରୀ ଜିଲ୍ଲାରେ ଉପକୂଳ ନିକଟବର୍ତ୍ତୀ ହେବ । ଉପକୂଳ ନିକଟ ହୋଇ ସମାନ ଦିଗରେ ପଶ୍ଚିମବଙ୍ଗକୁ ଅଗ୍ରସର ହେବ।
ସମ୍ଭାବ୍ୟ ବାତ୍ୟା ପାଇଁ NDRF ଟିମ୍ ମୁତୟନ । ୩ ରାଜ୍ୟ ପାଇଁ ୪୬ଟି NDRF ଟିମ୍ ମୁତୟନ ଅଛନ୍ତି ।
ଆପଣ କେବେ ଶୁଣିଛନ୍ତି କି ଦହିକୁ ଛାଣି ଏହାର ଏକ ରେସିପି ପ୍ରସ୍ତୁତ ହୋଇପାରିବ । ଆଜି ଆମେ ଆପଣଙ୍କୁ ଏକ ନିଆରା ଓ ଓଡ଼ିଆର ଦେଶୀ ରେସିପି ବିଷୟରେ ଜଣେଇବୁ । ଏହି ରେସିପର ନାଁ ହେଉଛି ‘ଦହି ମସମୁସ୍’ ।
ବାତ୍ୟା ଜୱାଦ୍’ ପ୍ରଭାବରେ ଆଜି ସଂଧ୍ୟାରୁ ଓଡ଼ିଶା ଉପକୂଳ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯିବାର ସମ୍ଭାବନା ରହିଛି। ତେବେ ଅମାବାସ୍ୟା ଥିବାରୁ ବାତ୍ୟା ବେଳେ ସମୁଦ୍ରରେ ଜୁଆର ଆସିବ। ପ୍ରାୟ ୫ ମିଟର ପର୍ଯ୍ୟନ୍ତ ଜୁଆର ଆସିବାର ସମ୍ଭାବନା ରହିଛି।
ଶିମିଳିପାଳର ଘଞ୍ଚ ଜଙ୍ଗଲ ଭିତରେ ରହୁଛନ୍ତି ଓଡ଼ିଶାର ଜଙ୍ଗଲ ବୟ ନିଜେ ଜଙ୍ଗଲରେ ରହୁଛନ୍ତି। ପୁଅକୁ ବି ଜଙ୍ଗଲରେ ରଖିଛନ୍ତି। ପୋକଜୋକ ଯାହାକୁ ଦେଖିଲେ ଖାଉଛନ୍ତି । ଆଉ ପାଣିରୁ ଜୋକ ଆଣି ତାହାର ରକ୍ତ ପିଉଛନ୍ତି ।
ପଶ୍ଟିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଥିବାବେଳେ ଆଜି ପୂର୍ବାହ୍ନରେ ଏହା ବାତ୍ୟାରେ ପରିଣତ ହୋଇଛି।
କିଛି ଦିନ ପୂର୍ବରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମମିତାଙ୍କ ବାପା ଓ ଭାଇ । ଶୀଘ୍ର ତଦନ୍ତ ସାରି ଫାଷ୍ଟଟ୍ରାକ କୋର୍ଟରେ ବିଚାର ପାଇଁ ଆବେଦନ କରିଥିଲେ ମମିତାଙ୍କ ପରିବାର ଲୋକ ।
ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଆକଳନ ଅନୁସାରେ ପୁରୀ ଜିଲ୍ଲାରେ ବାତ୍ୟା ‘ଜୱାଦ ସ୍ଥଳଭାଗ ଛୁଇଁପାରେ। ଏନେଇ SRC ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସ୍ଥଳ ଭାଗ ଅଳ୍ପ ଛୁଇଁବା ପରେ ପୁଣି ସମୁଦ୍ରକୁ ଚାଲି ଯାଇପାରେ ବାତ୍ୟା।
ମମିତା ମେହେର ହତ୍ୟା ମାମଲାକୁ ନେଇ ବିରୋଧୀ ହଟ୍ଟଗୋଳ କରିଛନ୍ତି । ସେମାନଙ୍କର ଏକମାତ୍ର ଦାବି, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର କରାଯାଉ । ଦିବ୍ୟଶଙ୍କରଙ୍କୁ ବହିଷ୍କାର ନକଲା ଯାଏଁ ବିରୋଧ ଜାରି ରହିବ ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଚେତାବନୀ ଦେଇଛନ୍ତି ।
ପଶ୍ଟିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ବାତ୍ୟା ‘ଜୱାଦ’ ଏବେ ଘଣ୍ଟା ପ୍ରତି ୩୨ କିଲୋମିଟର ବେଗରେ ଉପକୂଳ ମୁହାଁ ହେଉଛି।
ଦେବ ଦୀପାବଳିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରାଦ୍ଧବେଶରେ ଵିଭୂଷିତ ହୋଇଥାନ୍ତି । ସଂଧ୍ୟା ଧୂପ ପରେ ପୁଷ୍ପାଳକ ସେବାୟତ ମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ଵେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇଥାନ୍ତି।
ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । ସେ ବେଳେବେଳେ ରାଜ୍ୟ ସରକାରଙ୍କ ବିରୋଧରେ ମୁହଁ ଖୋଲି ସିଧାସଳଖ ଆକ୍ରମଣ କରନ୍ତି । ପୁଣି କେତେବେଳେ ସରକାରଙ୍କୁ ସୁରକ୍ଷା ଦେବାକୁ ଯାଇ ଉତ୍ତର ନଦେଇ ପାଲଟା ପ୍ରଶ୍ନ ପଚାରି ପ୍ରସଙ୍ଗରୁ ଏଡାଇ ଯିବାକୁ ଚାହାନ୍ତି ।
ପରିବାର ଉପରେ ବୋଝ ହୋଇ ନାହାଁନ୍ତି କି ସରକାରୀ ସହାୟତାକୁ ହାତ ପତାଇ ନାହାଁନ୍ତି । ଦୃଢ ଇଛାଶକ୍ତି ଓ ସଂଘର୍ଷ ବଳରେ ଆଜି ସେମାନେ ସକ୍ଷମ । ଦିବ୍ୟାଙ୍ଗ ହୋଇ ବି ସକ୍ଷମ । ଅନ୍ୟଙ୍କ ପାଇଁ ଉଦାହରଣ ଦିବ୍ୟାଙ୍ଗ ଜୟନ୍ତ ଓ ଦିଲ୍ଲୀପ ।
ମାଡ଼ି ଆସୁଥିବା ବାତ୍ୟା ଏବଂ ତାର ମୁକାବିଲା ନେଇ ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ୧୭ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଏସ୍ଆର୍ସି ପ୍ରଦୀପ ଜେନା ।
ଏହାପରେ ବାତ୍ୟା ଉତ୍ତର ଓ ଉତ୍ତର ପୂର୍ବ ଦିଗରେ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାରି ପ୍ରଭାବରେ ୪ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗଜପତି, ଗଂଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଦିଆଯାଇଛି ରେଡ୍ ଓ୍ୱାର୍ଣ୍ଣିଂ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ହେଲେ ଚତୁର୍ଥ ସ୍ତମ୍ଭ ପ୍ରତି ସରକାରଙ୍କ ଏଭଳି ପାତରଅନ୍ତର ଗଣତନ୍ତ୍ର ପ୍ରତି କେତେ ଶୁଭଙ୍କର ତାହା ଏବେ ବଡ଼ ପ୍ରଶ୍ନ।
ଏହି ଅବପାତ ଏବେ ଆନ୍ଧ୍ରର ବିଶାଖାପାଟଣାଠାରୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୯୬୦ କିଲୋମିଟର, ଓଡ଼ିଶାର ଗୋପାଳପୁରଠୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୧୦୨୦ କିଲୋମିଟର ଏବଂ ପାରାଦୀପଠୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୧୦୬୦ କିଲୋମିଟର ଦୂରରେ ରହିଛି।
୭ ଦିନ ମଧ୍ୟରେ ଉଭୟଙ୍କୁ କାହା ସହ ଦେଖା ସାକ୍ଷାତକୁ କୋର୍ଟ ବାରଣ କରିଛନ୍ତି। ୭ ଦିନ ପରେ ପୁଣି କୋର୍ଟରେ ହେବ ମାମଲାର ଶୁଣାଣି ହେବ।
ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିଜେପି ବିଧାୟକମାନେ କଳା ଗାମୁଛା ସହ ହାତରେ ପ୍ଲାକାର୍ଡ ଓ ବ୍ୟାନର୍ ଧରି ପ୍ରତିବାଦ କରିଥିଲେ । କଂଗ୍ରେସ ବିଧାୟକମାନେ ବି ଗୃହ ଭିତରେ ପୋଷ୍ଟର ଓ ବ୍ୟାନର୍ ଦେଖାଇ ହୋହଲ୍ଲା କରିଥିଲେ ।
ଚିଲିକାରେ ଏଥର ବିଜେଡି କର୍ମୀ କର୍ମୀ ଲଢେଇ । ଆଗରେ ରହିବେ ନେତା । ଯିଏ ଜିତିବ ସିଏ ଆଗକୁ ବଢିବ । ଆଉ ଯିଏ...
୬୦ ଓଡ୍ରାଫ୍, ୧୭ NDRF, ଅଗ୍ନିଶମର ୧୭୨ ଟିମ୍ ମୁତୟନ ହେବେ। ଆକଳନ ଅନୁସାରେ ୯୦ରୁ ୧୦୦ କିମି ବେଗରେ ପବନ ବହିବ। ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ଭାରତରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କର୍ଣ୍ଣାଟକରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଘରେ ଆପଣ ନୁଡଲ୍ର ବିଭିନ୍ନ ପ୍ରକାରର ରେସିପି ଖାଇଥିବେ । କିନ୍ତୁ ଆପଣ କେବେ 'ନୁଡଲ ବଲ୍ ସୁପି' ରେସିପି ଖାଇଛନ୍ତି କି ? ତାହେଲେ ଘରେ ବନାନ୍ତୁ ‘ନୁଡଲ୍ ବଲ୍ ସୁପି’ । ଏହି ରେସିପିଟି ଆପଣ ଅତି ସହଜ ଓ ସରଳ ଭାବରେ ବନେଇ ପାରିବେ ।