ମମିତା ମେହେର ହତ୍ୟା ମାମଲାରେ ଆନ୍ଦୋଳନକୁ ଜୋରଦାର କରିବ ବିଜେପି । ଆସନ୍ତା ୯ ତାରିଖରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିଧାନସଭା ଘେରାଉ ନିଷ୍ପତ୍ତି ନିଆଯାଇଛି
ସମ୍ଭାବ୍ୟ ବାତ୍ୟା ସଂପର୍କରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ଜରୁରୀ ସୂଚନା । ବାତ୍ୟା ପ୍ରଭିବରେ ସର୍ବାଧିକ ୧୦୦ କିମି ବେଗରେ ପବନ ବହିବା ନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।
ଓମିକ୍ରନ୍ ରିସ୍କ ଦେଶରୁ ଓଡ଼ିଶା ଫେରିଛନ୍ତି ୩୮୦ ଜଣ। ସମସ୍ତେ କୋଭିଡ୍ ଟେଷ୍ଟ କରି ଆସୁଛନ୍ତି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି।
ଢେଙ୍କାନାଳ ଜିଲ୍ଲାର ଏକ ଆବାସିକ କଲେଜରୁ ୩୩ ଜଣ ଶିକ୍ଷାର୍ଥୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏହାକୁ ସିଲ୍ କରି ଦିଆଯାଇଛି। କଲେଜ ସହିତ ହଷ୍ଟେଲ୍କୁ ମଧ୍ୟ ସିଲ୍ କରାଯାଇଛି।
୧୭ ଦିନ ହେଲା ନିଖୋଜ ଥିବା ଜଣେ କନଷ୍ଟେବଲ୍ଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। କିଛି ଦିନ ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।
ଗତ ୧୮ ବର୍ଷ ଧରି ବାଉଁଶ ପୋଲ ଉପରେ ନିର୍ଭର କରି ରହିଛନ୍ତି ଗାଁ ଲୋକେ । ଅଢେଇ ବର୍ଷ ପୂର୍ବେ ଭିତ୍ତିପ୍ରସ୍ତର ସ୍ଥାପନ ସରିଥିଲେ ମଧ୍ୟ ଆଜି ଯାଏ ନିର୍ମାଣ ହୋଇପାରିନି ପୋଲ ।
ବାତ୍ୟା ନ ଆସୁଣୁ ବଢ଼ିଗଲାଣି ପନିପରିବା ଦର । କିଛି ଦିନ ହେଲା ପରିବା ଦର ଟିକିଏ କମୁଥିବା ବେଳେ ଏବେ ବତ୍ୟା ଆସୁଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିବା ପରେ ଏପଟେ ପରିବା ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି ।
ଗୋଟିଏ ପଟେ ନୟନଙ୍କ ନୟନାଶ୍ରୁକୁ ପୋଛିବାକୁ ସରକାର ଆଗଭର ନହେବାରୁ ଗାଁର ସିଦ୍ଧେଶ୍ୱର ସଶକ୍ତ ଯୁବ ବାହିନୀ ଆଗେଇ ଆସି ଉଦାହରଣ ସୃଷ୍ଟି କଲେ, ଆଉ ଅନ୍ୟପଟେ ସଂଗ୍ରାମଙ୍କ ଆତ୍ମନିର୍ଭରତାକୁ ପ୍ରତିପାଦିତ କରିବାର ଉଦ୍ୟମ ଯୁବଗୋଷ୍ଠୀଙ୍କ ପାଇଁ ଅନ୍ୟତମ ପ୍ରେରଣାର ଉତ୍ସ ସାଜିଗଲା । ଯେବେ ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସକାରାତ୍ମକ, ସେବେ ସାହାଯ୍ୟ ଆପେ ଆପେ ଯେ ମିଳିଯାଏ, ଏହା ତାର ଅନ୍ୟତମ ଉଦାହରଣ ।
ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲ୍ ମାର୍କଡ୍ ଲୋ’ ପ୍ରେସରରେ ପରିଣତ ହୋଇଛି। ୨୪ ଘଣ୍ଟାରେ ବାତ୍ୟାର ରୂପ ନେଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।
ଆଜି ୨୦୨୧ ମସିହା ଡିସେମ୍ବର ତା ୨ରିଖ ରିଖ ଗୁରୁବାର, ବିଛା ୧୭ ଦିନ, ମାର୍ଗଶିର ମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି। ତେବେ ଆସନ୍ତୁ ଜାଣିବା କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ପ୍ରତିକାର।
ଓଡ଼ିଶାରେ ୧ ହଜାର ୮୮୦ ସରକାରୀ ହାଇସ୍କୁଲ୍ରେ ୫ ହଜାରରୁ ଅଧିକ ଶିକ୍ଷକ ପଦବୀ ଖାଲି ପଡ଼ିଛି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୧ହଜାର ୭୫ ସଂଖ୍ୟକ ସ୍କୁଲ୍କୁ ରୂପାନ୍ତରଣ କରାଯାଇଛି।
କିଛିଦିନ ପୂର୍ବେ ମୟୂରଭଞ୍ଜରେ ଏକ ସ୍କୁଲ୍ରୁ କିଛି ଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଏବେ ଢେଙ୍କାନାଳ ଜିଲ୍ଲାର ଏକ ଆବାସିକ ଯୁକ୍ତ ଦୁଇ କଲେଜର ୩୩ ଜଣ ଶିକ୍ଷାର୍ଥୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ମାଡ଼ି ଆସୁଛି ବାତ୍ୟା ‘ଜୱାଦ୍’ ! ଆଜି ଅବପାତରେ ପରିଣତ ହୋଇପାରେ ଲଘୁଚାପ କ୍ଷେତ୍ର। ୩ରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର ରୂପ ନେଇପାରେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ କରାଯାଇଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୮ଟି ଆକ୍ସନ ପଏଣ୍ଟ ଉପରେ ଫୋକସ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଘରୋଇ କମ୍ପାନି ପାଇଁ ଜମି ଅଧିଗ୍ରହଣ କରିବାକୁ ଢିଙ୍କିଆ ଗାଁକୁ ଭାଗ ଭାଗ କରାଯାଉଛି । ଗାଁ ଗାଁ ମଧ୍ୟରେ ସମ୍ପର୍କ ଓ ଭାଇଚାରା ନଷ୍ଟ କରାଯାଉଛି ।
ମ୍ୟାଚର ବାକି ସମୟ ଉଭୟ ଦଳ ପରସ୍ପରକୁ କଡ଼ା ଟକ୍କର ଦେଇଥିଲେ। ଉଭୟ ଭାରତ ଓ ବେଲଜିୟମର ଆଟାକ୍ ଦମଦାର ଥିଲା
ଗ୍ଲାସିୟର ତରଳିବା ଦ୍ୱାରା ଏହାର ପ୍ରଭାବ ସମଗ୍ର ବିଶ୍ୱ ଉପରେ କିପରି ପଡୁଛି ସେ ନେଇ ଅଧ୍ୟୟନ କରିବ ନିବେଦିତାଙ୍କ ଟିମ୍ । ତାଙ୍କର ଏହି ମିଶନ ପାଇଁ ପ୍ରାୟ ୧୮ ଲକ୍ଷ ଟଙ୍କାର ଆବଶ୍ୟକତା ପଡ଼ୁଥିବାରୁ ଏଥିପାଇଁ ସେ, ମୁଖ୍ୟମନ୍ତ୍ରୀ ଓ ବିଭିନ୍ନ କର୍ପୋରେଟ୍ ସଂସ୍ଥାକୁ ଅନୁରୋଧ କରିଛନ୍ତି ।
ପୋଲିସ ହେପାଜତରେ ଥିବା ବେଳେ ଯୁବକଙ୍କ ମୃତ୍ୟୁ । ଏହି ଘଟଣାରେ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରିଛି କ୍ରାଇମବ୍ରାଞ୍ଚ ।
୧ମ, ୨ୟ ଲହରରେ ଯେଭଳି କାମ କରିଥିଲେ, ସେଭଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଆପଣ କେବେ ନଡ଼ିଆ ରସରେ ପ୍ରସ୍ତୁତ ଚିକେନର ରେସିପି ଖାଇଛନ୍ତି କି ? ତାହେଲେ ଆଜି ହିଁ ଘରେ ବନାନ୍ତୁ ‘ଚିକେନ୍ ନଡ଼ିଆ ରସା’ । ଏହି ରେସିପିଟିକୁ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବା । ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଚାରି ଝିଅ ସାଙ୍ଗ ଏବେ ଚର୍ଚ୍ଚାରେ । ପିଲାମାନଙ୍କର ଲୁକ୍କାୟିତ ପ୍ରତିଭାକୁ ବିକଶିତ କରିବା ପାଇଁ ଆଗେଇ ଆସିଛନ୍ତି । ରଙ୍ଗ ଓ ତୂଳୀରେ ଖେଳାଉଛନ୍ତି ପିଲାଙ୍କୁ । ମନ ରଙ୍ଗୀନ ହେଉ ଓ ପରିବେଶ ବି ରଙ୍ଗୀନ ହେଉ, ଏହା ହିଁ ଲକ୍ଷ୍ୟ ।
ଗୃହର ମଧ୍ୟଭାଗକୁ ଆସି କଳା ଗାମୁଛା ଦେଖାଇ ପ୍ରତିବାଦ କରିଛନ୍ତି। କଳା ଗାମୁଛା ଓ ବ୍ୟାନର ପୋଷ୍ଟର ଦେଖାଇ ବିଜେପି ହୋହଲ୍ଲା କରିଛି। କଂଗ୍ରେସ ସଭ୍ୟ ମଧ୍ୟ ବ୍ୟାନର, ପୋଷ୍ଟର ଦେଖାଇ ହୋହଲ୍ଲା କରିଛନ୍ତି। ଦିବ୍ୟଶଙ୍କରଙ୍କୁ ବହିଷ୍କାର ଓ ସିବିଆଇ ତଦନ୍ତ ଦାବିରେ ହୋହଲ୍ଲା କରିଛନ୍ତି।
ସରକାରକା ମାଲ୍ ଦରିଆ ମେ ଡାଲ୍ । ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାଁରେ ଲୁଟ ହୋଇଛି ଲକ୍ଷାଧିକ ଟଙ୍କା । ଆଉ ଏଥିରେ ସାମିଲ ଅଛନ୍ତି ଠିକାଦାର ଠୁ ଯନ୍ତ୍ରୀ ।
ପ୍ରଶାସନକୁ ଅପେକ୍ଷା କଲେନି, ନିଜେ ଚାନ୍ଦା କରି ଜଳପ୍ରପାତକୁ ରାସ୍ତା ନିର୍ମାଣ କରିଛନ୍ତି ଗ୍ରାମବାସୀ ।