ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆସନ୍ତାକାଲି ଅବପାତରେ ପରିଣତ ହେବ। ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି କାଲି ଅବପାତ ରୂପ ନେବ ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ଼ ହେବ ତାହା ସ୍ପଷ୍ଟ ହେବ।
ବସୁଧା ଯୋଜନା ଅଧିନରେ ସେମାନଙ୍କୁ ପାଇପ ଯୋଗେ ପାଣି ଯୋଗାଇ ଦିଆଯାଉଥିଲା । ହେଲେ ଦୀର୍ଘ ଦିନରୁ ପାଣି ବନ୍ଦ ଥିବାରୁ ପାଣି ପାଇଁ ଡହଳ ବିକଳ ହେଉଥିବା ଗ୍ରାମର ମହିଳା ମାନେ ଅଭିଯୋଗ କରିଛନ୍ତି । ଅନ୍ୟପଟେ ପ୍ରଶାସନିକ ଅଧିକାରୀଙ୍କୁ ଗୁହାରୀ କଲେ ମିଳୁଛି ଖାଲି ପ୍ରତିଶୃତି କାମ କିନ୍ତୁ ଶୂନ ।
ପ୍ରଥମ କ୍ୱାର୍ଟର ଫାଇନାଲ୍ ମ୍ୟାଚରେ ସ୍ପେନକୁ ହରାଇ ସେମି ଫାଇନାଲରେ ପ୍ରବେଶ କରିଛି ଜର୍ମାନୀ। ଜର୍ମାନୀ ବିପକ୍ଷରେ ଆସନ୍ତା ୩ତାରିଖରେ ସେମିଫାଇନାଲ ମ୍ୟାଚ ଖେଳିବ ଆର୍ଜେଣ୍ଟିନା।
ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନା ଅଂଚଳରେ । ମହାଦେବପାଲି ଗାଁର ଭାଗବତ ବେହେରାଙ୍କ ନାଁରେ ଏଭଳି ସାଂଘାତିକ ଅଭିଯୋଗ ଆସିଛି ।
ସାଧାରଣ ମଣିଷ ଲୋଭ ମୋହ ମାୟା ଭିତରେ ଛନ୍ଦି ହୋଇଥାଏ। କିନ୍ତୁ ଆଜି ବି ଅନେକ ମଣିଷ ଏହି ପୃଥିବୀର ଅଛନ୍ତି ସେମାନେ ଲୋଭ ମୋହ ମାୟା ଠାରୁ ଉର୍ଦ୍ଧରେ । ସ୍ୱାଭିମାନ ଆଗରେ ସେମାନଙ୍କ ପାଇଁ ସୁନା ରୂପା ତୁଛ । ଏମିତି ଜଣେ ନିଆରା ମଣିଷ ହେଲେ ଅଟୋଚାଳକ ଶ୍ରବଣ କୁମାର ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବଙ୍ଗୋମୁଣ୍ଡା ଥାନା IIC ବିନୋଦ ବିହାରୀ ନାୟକ। ଦୀର୍ଘ ଦିନ ହେଲା ସେ ଭିଜିଲାନ୍ସ ସ୍କାନରରେ ଥିଲେ।
ଆସନ୍ତାକାଲି ଅବପାତରେ ପରିଣତ ହେବ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର। କେଉଁଠି ମାଡ଼ ହେବ ? କେଉଁ ଜାଗାରେ ଅତିକ୍ରମ କରିବ ? କେତେ ତୀବ୍ରତା ରହିବ ? ଏସବୁ ଆସନ୍ତାକାଲି ସ୍ପଷ୍ଟ ହେବ।
ବଡମାନେ ହାର ମାନିଥିଲେ ହେଲେ ସାନ ମାନେ କରି ଦେଖାଇଲେ । ଗାଁର ସମସ୍ୟା ନେଇ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ । ଫଳରେ ସୀମା ବିବାଦ କାରଣରୁ ବର୍ଷ ବର୍ଷ ଧରି ପଡି ରହିଥିବା ପୋଲ ନିର୍ମାଣ ହୋଇପାରିଛି ।
କାହିଁକି ଓଡ଼ିଶା ମୁହାଁ ହେଉଛି ଗୋଟିଏ ପରେ ଗୋଟିଏ ବାତ୍ୟା? ଶନିବାର ଓଡ଼ିଶାର କେଉଁଠି ସ୍ଥଳଭାଗ ଛୁଇଁବ ବାତ୍ୟା? ଜାଣନ୍ତୁ କ’ଣ କହୁଛି ପାଣିପାଗ.
କଳଙ୍କିତ ମନ୍ତ୍ରୀଙ୍କୁ ଗୃହରେ ପୂରାଇ ଦେବୁ ନାହିଁ । ମନ୍ତ୍ରୀ ହତ୍ୟା ଘଟଣାରେ ପୂରା ସାମିଲ ଅଛନ୍ତି । କିନ୍ତୁ ସରକାର କିଛି କରୁନାହାନ୍ତି ।
ସିଆରପିଏଫ୍ରେ ଯୋଗଦେଇ ଗାଁକୁ ଫେରିବା ପରେ ଦୁଇ ଓଡିଆ ପୁଅଙ୍କୁ ମିଳିଲା ଭବ୍ୟ ସମ୍ବର୍ଦ୍ଦନା । କାରଣ ଏବେ କେବଳ ସେ ଖାଲି ଫୋର୍ସକୁ ଯୋଗ ଦେଇନାହାନ୍ତି ବରଂ ଗାଁରେ ଥିବା ଅନ୍ୟ ମାନଙ୍କୁ ବି ପ୍ରେରଣା ଦେଇଛନ୍ତି ।
ଏକାଧିକ ବିଭାଗର ଦାୟିତ୍ୱ ଦିଆଯାଉଥିବାରୁ ଅତ୍ୟଧିକ କାମ ରହୁଛି। ତେଣୁ କେତେକ କାର୍ଯ୍ୟରୁ ଅବ୍ୟାହତି ଦେବାକୁ ଚିଠି ଲେଖି ଅନୁରୋଧ କରିଛନ୍ତି ରାଜ୍ୟ ସରକାରଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର।
ଆଜି ୨୦୨୧ ମସିହା ଡିସେମ୍ବର ତା ୧ରିଖ ବୁଧବାର ବିଛା ୧୬ ଦିନ, ମାର୍ଗଶିର ମାସ, କୃଷ୍ଣପକ୍ଷ, ଦ୍ୱାଦଶୀ ତିଥୀ । ଆସନ୍ତୁ ଜାଣିବା ଆଜିର ରାଶିଫଳ । କେମିତି କଟିବ ଦିନ ଏବଂ କ’ଣ ରହିଛି ପ୍ରତିକାର ?
ବିଧାନସଭା ଆରମ୍ଭରୁ କଂଗ୍ରେସ ବିଧାୟକ ଧାରଣା ଦେଇଛନ୍ତି। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଧାନସଭାର ପ୍ରବେଶ ଦ୍ୱାରରେ ବସି କଂଗ୍ରେସ ବିଧାୟକ ଧାରଣା ଦେଇଛନ୍ତି।
୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଛି। ଏକ ପୋଲିସ୍ ହେପାଜତ ମୃତ୍ୟୁ ଘଟଣାରେ ଏହି ୪ ପୋଲିସ୍ ଅଧିକାରୀଙ୍କ ବିରୋଧରେ କ୍ରାଇମ୍ବ୍ରାଞ୍ଚ ହତ୍ୟା ମାମଲା ରୁଜୁ କରିଛି।
ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା। ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ୩ ତାରିଖ ମଧ୍ୟରାତ୍ରରୁ ପବନ ବଢ଼ି ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ବେଗରେ ପବନ ବହି ପାରେ।
ପୋଲିସ୍ ଏନ୍କାଉଣ୍ଟରରେ ୨ ଅପରାଧୀ ଆହତ। ATMରୁ ୨୯ ଲକ୍ଷ ଲୁଟ୍ ଘଟଣାରେ ପୋଲିସ୍ର ଚଢାଉ ବେଳେ ଏହି ୨ ଅପରାଧୀଙ୍କ ସହ ମୁହାଁମୁହିଁ ହୋଇଥିଲା। ଏମାନଙ୍କ ପାଖରୁ ମାଗାଜିନ୍ ଓ ବହୁ ମାରଣାସ୍ତ୍ର ଜବତ ହୋଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏଡ୍ସ ବିଶ୍ୱ ପାଇଁ ଏକ ପ୍ରମୁଖ ସମସ୍ୟା ହୋଇଆସିଛି । କାହିଁକି ପାଳନ ହେଉଛି ବିଶ୍ୱ ଏଡ୍ସ୍ ଦିବସ । ପଢନ୍ତୁ, ଏଇ ରିପୋର୍ଟ ।
ଚାଷ ଓ ଚାଷୀର ଉନ୍ନତି ଲାଗି କାଳିଆ ଓ ବଳିଆ ଭଳି ଖାଲି ସାମାନ୍ୟ ଆର୍ଥିକ ସହାୟତା ନୁହେଁ, ବରଂ ଉତ୍ପାଦନ ଓ ବିକ୍ରିବଟା ଲାଗି ଭିତ୍ତିଭୂମି ନିର୍ମାଣ, ଆନୁଷଙ୍ଗିକ ସୁବିଧା ସୁଯୋଗ ଓ ଚାଷୀ ଅନୁକୂଳ ନୀତିକୁ ଗୁରୁତ୍ୱ ଦେବା ଦରକାର ଜନମଙ୍ଗଳ ସରକାର ।
ସାଇକ୍ଲୋନ ପ୍ରଭାବରେ ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ସାଙ୍ଗକୁ ପବନ ଆରମ୍ଭ ହୋଇଯିବ। ୩ ତାରିଖ ମଧ୍ୟରାତ୍ରରୁ ପବନ ବଢ଼ି ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ବୋହିପାରେ। ପରେ ପବନର ବେଗ ୯୦ କିମି ବହିବାର ସମ୍ଭାବନା ରହିଛି।
ଗତବର୍ଷ ମଧ୍ୟ ୩୧ ରାତି ଉତ୍ସବ ମନା କରାଯାଇଥିଲା। ନୂଆବର୍ଷ ପାଳନ ନେଇ ଜିରୋ ନାଇଟ୍ ଉତ୍ସବ ଆୟୋଜନକୁ ଏଥର ମଧ୍ୟ ମନା କରାଯାଇଛି।
କେତେବାଟ ଗଲା ମମିତା ହତ୍ୟା ମାମଲାର ତଦନ୍ତ ? କାହା ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ? କେଉଁ କେଉଁ ଅଭିଯୋଗ ଏବଂ ପ୍ରମାଣ ହାତେଇଛି ବଲାଙ୍ଗିର ପୋଲିସ ? ବିସ୍ତୃତ ତଥ୍ୟ ଜାଣିବାକୁ ଚାହିଁଥିଲେ ହାଇକୋର୍ଟ। ଏହାସହ ରାଜ୍ୟ ସରକାରଙ୍କୁ ମାଗିଥିଲେ ଷ୍ଟାଟସ୍ ରିପୋର୍ଟ।
ଆଜି ପୂର୍ବାହ୍ନରେ ଦକ୍ଷିଣ ଥାଇଲାଣ୍ଡ ଓ ଏହାର ନିକଟସ୍ଥ ଆଣ୍ଡାମାନ ସାଗର ଏବଂ ଗଲ୍ଫ ଅଫ୍ ଥାଇଲାଣ୍ଡରେ ଏକ ଲଘୁଚାପ କ୍ଷେତ୍ର କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଆଣ୍ଡାମାନ ସାଗରରେ ପହଞ୍ଚିବ।
ଏହି ଯୋଜନା ଅନୁଯାୟୀ ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧୀନରେ ପଞ୍ଜୀକୃତ ହୋଇଥିବା ସମ୍ବାଦପତ୍ର ହକର୍ ମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ।