ହଜାର ହଜାର ଟଙ୍କା ଧାର କରଜ କରି ଚାଷୀ କରିଥିଲା ଚାଷ ହେଲେ ଅମଳ ପୂର୍ବରୁ ସବୁ ଧାନ ନଷ୍ଟ ହୋଇଗଲା । କେଉଁଠି ଧାନ ଖେତରେ ଆଣ୍ଠୁଏ ଆଣ୍ଠୁଏ ପାଣି ତ ଆଉ କେଉଁଠି କଟାଯାଇଥିବା ଧାନ ଉପରେ ପାଣି ଜମି ରହିଛି ।
ବବଲୁ ଭିନ୍ନକ୍ଷମ ହେଲେ ସୁଦ୍ଧା ଅନ୍ୟ ମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି । କେବେ ସାହାଯ୍ୟ ଆଶା କରିନାହାନ୍ତି, ବରଂ ଲୋକଙ୍କୁ ସାହାଯ୍ୟ କରୁଛନ୍ତି ।
ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ବାସଭବନରେ ହୃଦ୍ଘାତରେ ଉମେଶଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି।
ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାରେ ପୁଣି ଥରେ ନିଜ ଉପରକୁ ଆସିଥିବା ସମସ୍ତ ଅଭିଯୋଗକୁ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଖଣ୍ଡନ କରିଛନ୍ତି।
ନଦୀ ଗର୍ଭରେ ପ୍ରଭୂଙ୍କ ପୀଠ। କେହି ଗଢ଼ି ନାହାନ୍ତି, ଲୋକେ କହୁଛନ୍ତି ନଦୀ ବାଲିରେ ଆପେ ଆପେ ତିଆରି ହୋଇଛି। ଶହ ଶହ ବର୍ଷ ତଳର ଏ ମୂର୍ତ୍ତି ସେମିତି ରହିଛି। ଏ ସରକାର ନା ଦାୟିତ୍ୱ ନେଉଛି ନା ଏ ପୀଠକୁ ବିକଶିତ କରୁଛି?
ଆଜି ହେଉଛି ପବିତ୍ର ବଡଓଷା । ବାବା ଧବଳେଶ୍ୱରଙ୍କୁ ଗଜଭୋଗ ଅର୍ପଣ କରାଯାଏ । ଏଇ ପୀଠର ରହିଛି ବହୁତ ମାହାତ୍ମ୍ୟ । ଲୋକକଥା ଅନୁସାରେ ବାବା ଏଇଠି କଳା ବଳଦକୁ ଧଳା କରିଦେଇଥିଲେ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ମହାଲିଙ୍ଗ ମହାବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଗୋବିନ୍ଦ ସାହୁଙ୍କ ପ୍ରେମ କାହାଣୀ ଜାଣିଥିଲେ ସନ୍ସାଇନ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର । ସେଥିପାଇଁ ତାଙ୍କୁ ଅନେକ ସମୟରେ ଧମକଚମକ ଦେଉଥିବା ଅଭିଯୋଗ ହୋଇଥିଲା ।
ପୋଲିସ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେପଟେ ଏହି ଘଟଣାର ସଠିକ ତଦନ୍ତ କରାଯିବା ସହ ଜିଲ୍ଲାପାଳ ଏହାକୁ ଗୁରୁତର ସହ ନେବାକୁ ଦାବି ହୋଇଛି ।
ଝାରସୁଗୁଡ଼ା ଜିଲ୍ଲାର ଦୁଇ ହଜାର ହୀରାକୁଦ ବିସ୍ଥାପିତଙ୍କ ପରିବାରକୁ ଘରଡିହ ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ, ହୁଏତ ସେହି ତାଲିକାରେ ସ୍ଥାନ ପାଇପାରନ୍ତି ଲଖନପୁର ବ୍ଲକ ଲମ୍ଫାଲୁଗା ଗାଁର ଜମିହରା ।
ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତିରେ ଆଉ ପାଦେ ବଢ଼ିଲେ ରାଜ୍ୟ ନିର୍ବାଚନ ଆୟୋଗ । ଚୂଡ଼ାନ୍ତ ହେଲା ପଞ୍ଚାୟତ ତାଲିକା । ଏହି ଅନୁଯାୟୀ, ୬ ହଜାର ୭୯୪ ପଂଚାୟତରେ ହେବ ଭୋଟ୍ ଯେଉଁଥିରେ ରହିଛି ମୋଟ୍ ୯୧ ହଜାର ୯୧୬ଟି ଓ୍ୱାର୍ଡ ।
ଯୌନ ରାକ୍ଷସଙ୍କ ମାୟାକୁ ବୁଝିବା ଆଗରୁ ସଙ୍କଟରେ ପଡ଼ିଯାଉଛନ୍ତି ଅବୋଧ ଶିଶୁ । କାରଣ ମାତିଛନ୍ତି ଯୌନ ପିପାସୁ । ଛାଇ ଭଳି ଘୁରିବୁଲୁଛନ୍ତି ଭର୍ଚୁଆଲ୍ ମୋଡ୍ରେ ।
ସିବିଆଇ ଟିମ୍କୁ ନିର୍ଧୁମ୍ ଛେଚିଲେ । କିଛି ମହିଳା ସଂଘବଦ୍ଧ ହୋଇ ସିବିଆଇ ଟିମ୍ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।
ଅନ୍ଲାଇନ୍ରେ ଶିଶୁଙ୍କ ପ୍ରତି ଯୌନ ଶୋଷଣ ନେଇ ଚଳିତ ମାସ ୧୪ ତାରିଖରେ ସିବିଆଇ ପାଖରେ ମାମଲା ଦାଏର ହୋଇଥିଲା । ୨୩ଟି ଭିନ୍ନ ଭିନ୍ନ ମାମଲାରେ ୮୩ ଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି ସିବିଆଇ ।
ଆପଣ କେବେ ପାମ୍ପଡ଼ ଓ ପରିବାରେ ତିଆରି ହୋଇଥିବା ରେସିପି ଖାଇଛନ୍ତି କି ? ଆଉ ସେ ପୁଣି ବିନା ପିଆଜ ରସୁଣରେ । ପଞ୍ଚୁକରେ ଆଜି ଆମେ ଆପଣଙ୍କ ପାଇଁ ବିନା ପିଆଜ ରସୁଣରେ ପ୍ରସ୍ତୁତ କରିବୁ 'ଭେଜ୍ ପଟିଆଲା' । ଚାଲନ୍ତୁ ଜାଣିବା..
ଶିଶୁଟି ବାକ୍ ଶକ୍ତି ହରାଇବା ସହ ନିଜ ଗୋଡରେ ଛିଡା ହେବାକୁ ଅକ୍ଷମ ହୋଇପଡିଲା । ଆଉ ଏଭଳି ଦୁଃଖ ସମୟରେ ନିଜ ପୁଅକୁ ଛାଡି ଅନ୍ୟ କୁଆଡେ ଚାଲିଗଲା ନିଷ୍ଠୁର ମା’
ରାଜନେତାଙ୍କୁ ଅଣ୍ଡା ମାଡ଼, ପୋଲିସକୁ ଟମାଟୋ ମାଡ଼, ଛାତ୍ର କଂଗ୍ରେସର ନୂଆ ଷ୍ଟାଇଲ୍
ଏଥର ୭ ପଂଚାୟତରେ ହେବନି ନିର୍ବାଚନ, କାରଣ ଏହି ପଂଚାୟତ ଗୁଡ଼ିକ ବିଭିନ୍ନ ଏନ୍ଏସିରେ ବିଲୀନ ହୋଇଥିବାରୁ ସେସବୁରେ ଏଥର ପଞ୍ଚାୟତ ନିର୍ବାଚନ କରାଯିବ ନାହିଁ
ଆଜିଠାରୁ ନନ୍ଦନକାନନରେ ପୁଣି ଗଡ଼ିବ ଟୟ ଟ୍ରେନ। ଦିନକୁ ୬ ଟ୍ରିପ କରାଯିବ। ସକାଳ ୧୦ଟା, ୧୧ଟା ଓ ଅପରାହ୍ନ ୧୨ଟା, ୨ଟା, ୩ଟା ଓ ୪ଟାରେ ଏହି ଟୟ ଟ୍ରେନ ଚାଲିବ।
ଓ୍ୱାରେଣ୍ଟିଙ୍କୁ ଗିରଫ କରିବାରେ ସଫଳ ହୋଇଥିବା ସଂପୃକ୍ତ ଜିଲ୍ଲା ପୋଲିସକୁ ରାଜ୍ୟ ପୋଲିସ ପକ୍ଷରୁ ପ୍ରଶଂସା କରାଯାଇଛି। ବଡ଼କଥା ହେଉଛି, ଗିରଫ ଓ୍ୱାରେଣ୍ଟିଙ୍କ ମଧ୍ୟରୁ ୨୬୪୮ ଜଣଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ୱାନା ଥିଲା।
୨୦୨୧ ମସିହା, ନଭେମ୍ବର ମାସ ୧୬ତାରିଖ, ମଙ୍ଗଳବାର। ଆଜି ଦିନର ମହତ୍ତ୍ୱ କଣ ରହିଛି, ଆସନ୍ତୁ ଜାଣିବା।
ଜାତୀୟ ସ୍ତରରେ ଫୁଟବଲ ଖେଳାଳୀଙ୍କର ଏବେ ଦୟନୀୟ ସ୍ଥିତି। ହୃଦ୍ରୋଗରେ ପୀଡ଼ିତ ଅଛି କୁନି ପୁଅ, ବାରମ୍ବାର ଚାକିରି ଆବେଦନ କରି କରି ସୁଫଳ ନହେବା ପରେ ଏବେ ପର ଦୁଆରେ କାମ କରୁଛନ୍ତି ସ୍ୱାମୀ ଓ ସ୍ତ୍ରୀ
ଅନେକ ସମୟରେ ଲୋକେ ହ୍ବାଟ୍ସ-ଆପ୍ ମାଧ୍ୟମରେ ଠକେଇର ଶିକାର ହେଉଛନ୍ତି ।ସୋସିଆଲ୍ ମିଡିଆ ଆପ୍ ହ୍ବାଟ୍ସ-ଆପ୍ ଠକେଇରୁ କେମିତି ସୁରକ୍ଷିତ ରହିବେ ? ଏ ନେଇ କଣ ସବୁ ଉପାୟ ଅବଲମ୍ବନ କରିବେ। ଏହାକୁ ନେଇ ଓଡ଼ିଶା କ୍ରାଇମବ୍ରାଞ୍ଚ କମିଶନରେଟ ପୋଲିସ ପକ୍ଷରୁ ଏକ ସୂଚନା ଜାରି କରାଯାଇଛି
ଦେଶରେ କୋଭିଡ୍ ମହାମାରୀ ସ୍ଥିତି ସୁଧୁରୁଥିବା ବେଳେ ନିବେଶ, ଭିତ୍ତିଭୂମି ଏବଂ ଆର୍ଥିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ ଦେବାକୁ ଆହ୍ୱାନ ଦେଇଛନ୍ତି ଅର୍ଥମନ୍ତ୍ରୀ।ମହାମାରୀର ଦ୍ୱିତୀୟ ଲହର ପରେ ଦେଶର ଅର୍ଥନୀତିରେ ବଡ ଧରଣର ସୁଧାର ଆସିଥିବା ସେ କହିଛନ୍ତି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪