Advertisment

୨୪ ଘଣ୍ଟାରେ ୨,୫୮୯ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୪୬୬

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୫୩ ହଜାର ୧୫ କରୋନା ଟେଷ୍ଟ ହୋଇଥିବା ବେଳେ ୨,୫୮୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।  ଚିହ୍ନଟ ନୂଆ୨,୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୭୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୧୫ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ (Khordha) ସର୍ବାଧିକ ୪୬୬ […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ୨,୫୮୯ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୪୬୬

corona 222

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୫୩ ହଜାର ୧୫ କରୋନା ଟେଷ୍ଟ ହୋଇଥିବା ବେଳେ ୨,୫୮୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। 

Advertisment

ଚିହ୍ନଟ ନୂଆ୨,୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୭୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୧୫ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ (Khordha) ସର୍ବାଧିକ ୪୬୬ ଜଣ ଚିହ୍ନଟ ହୋଇଛନ୍ତି।

Advertisment

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୭, ୧୨୨ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ:୪ ଜିଲ୍ଲାରେ କରୋନା ସଂକ୍ରମଣ ରୋକିବାକୁ ସ୍ୱତନ୍ତ୍ର ରଣନୀତି

Coronavirus Odisha News Corona Updates In Odisha
Advertisment
Advertisment