Advertisment

Corona Updates In Odisha: ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୨,୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୬୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୪୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତକାଲି ଖୋର୍ଦ୍ଧା (Khordha) ରୁ ୬୮୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ବି […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Corona Updates In Odisha: ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ

corona updates in odisha

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

Advertisment

Corona Updates In Odisha:

ଚିହ୍ନଟ ନୂଆ ୨,୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୬୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୪୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗତକାଲି ଖୋର୍ଦ୍ଧା (Khordha) ରୁ ୬୮୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ୬୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୫୩୬ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଚାନ୍ଦବାଲି ବିଧାୟକଙ୍କୁ କରୋନା

Coronavirus Odisha News Corona Updates In Odisha
Advertisment
Advertisment