ମୋବାଇଲ ଛଡ଼ାଇ ନେବାରୁ ଅଷ୍ଟମ ଶ୍ରେଣୀ ଛାତ୍ରର ଆତ୍ମହତ୍ୟା । ଏପରି ଘଟଣା ଘଟିଛି କୋରାପୁଟ ସହର ଗୌତମ ନଗରରେ । ମୃତକ ହେଲେ ଗୌତମନଗରର ଶ୍ରୀନିବାସ ରାଓଙ୍କ ୧୩ ବର୍ଷ ବୟସର ପୁଅ ବି.ମନୋହର ।
ଖୁବ୍ ଶୀଘ୍ର ହେବ ୨ରୁ ୧୮ ବର୍ଷ ବୟସର ପିଲାଙ୍କୁ ଟିକାକରଣ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ରାଜ୍ୟ ସରକାର ବି ଏନେଇ ଯୋଜନା ପ୍ରସ୍ତୁତ କରୁଛନ୍ତି। କେନ୍ଦ୍ର ଗାଇଡଲାଇନ୍ ଆସିଲେ ରାଜ୍ୟ ସରକାର ଟିକାକରଣ ନେଇ ରଣନୀତି କରିବେ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।
ପ୍ରଥମେ ସାପ ଚୋଟ ମାରିଲା ଓ ଏହାର ପ୍ରତିଶୋଧ ନେବାକୁ ଯାଇ ସାପକୁ କାମୁଡି ଦେଲେ। ହେଲେ ଶେଷରେ ନିଜେ ସବୁଦିନ ପାଇଁ ଆଖି ବୁଜିଦେଲେ। କଥାଟା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ।
ସବୁଠି ଏବେ ପୂଜାର ମାହୋଲ । ମାଆଙ୍କ ଆଗମନ ପାଇଁ ଘରେ ଘରେ ପ୍ରସ୍ତୁତ ହୁଏ ବିଭିନ୍ନ ପ୍ରକାରର ମିଠା ଭୋଗ । ଏହି ଦୂର୍ଗାଷ୍ଟମୀ ଅବସରରେ ଘରେ ଏହି ମିଠାର ରେସିପି ବନେଇ ମାଆଙ୍କ ନିକଟରେ ଭୋଗ ଲଗାନ୍ତୁ । ଏହି ରେସିପିର ନାଁ ହେଉଛି ‘ବାଲୁସାହି’ । ଏହି ରେସିପିଟୁକୁ ଆପଣ ଘରେ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ରାଜ୍ୟ କଂଗ୍ରେସ ଭବନ ବ୍ୟାପକ ଭଙ୍ଗାରୁଜା। ଯୁବ କଂଗ୍ରେସ ଅଫିସ ତାଲା ଭାଙ୍ଗି କିଛି ଯୁବକ ଭଙ୍ଗାରୁଜା କରିଥିବା ଜଣାପଡ଼ିଛି। ଅଫିସ୍ ଭିତରେ ଥିବା ଚେୟାର, ଟେବୁଲ, ଆସବାବପତ୍ର ଭାଙ୍ଗି ଦିଆଯାଇଛି।
ଖୋର୍ଦ୍ଧା ଓ କଟକରେ ଅମାନିଆଙ୍କ ଲାଗି ସଂକ୍ରମଣ ସଂଖ୍ୟା ବଢ଼ି ଚାଲିଛି। ଅନେକ ଲୋକ କରୋନା କଟକଣାକୁ ପାଳନ କରୁ ନାହାନ୍ତି। ସାମାଜିକ ଦୂରତା, ମାସ୍କ ବ୍ୟବହାରରେ ଅବହେଳା ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି।
’ବାବୁ କିଛ ସାହାଯ୍ୟ କର । ମାଆ କିଛି ସାହାଯ୍ୟ କର । ଭାଇମାନେ ମୋ ଛୁଆକୁ ଫେରାଇ ଦିଅ । ପେଟ ଜ୍ୱାଳାରେ ପୁଅ ବାହାରକୁ ଦାଦନ ଖଟିବାକୁ ଯାଇଥିଲା । ହେଲେ ଦଇବ ସହିଲାନି । ଆପଣଙ୍କ ସାହାଯ୍ୟରେ ମୋ ପୁଅ ବଞ୍ଚିଯିବ, ଅପରେସନ ହେବ’ ।
ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ଘଟଣାକୁ ନେଇ ପୋଲିସ୍ ଛାନ୍ଭିନ୍ ଜାରି ରଖିଛି। ଏସବୁ ଭିତରେ ଏବେ ସାମ୍ନାକୁ ଆସିଛି ଅଘଟଣ ପୂର୍ବର ମନୀଷଙ୍କ ଶେଷ ଭିଡ଼ିଓ।
୨୪ ଘଣ୍ଟାରେ ରାଜ୍ୟରେ ୬୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୮ ଆକ୍ରାନ୍ତ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୫୮ ରହିଛି।
BR ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ। SMS - 2 ର ଦୁଇ ନମ୍ବର ବ୍ଲାଷ୍ଟ୍ ଫର୍ଣ୍ଣେସରେ ହଠାତ୍ ବିସ୍ଫୋରଣ ହେବା ଫଳରେ ୨ ଜଣ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। କିଛିଦିନ ପୂର୍ବେ ଏହି ପ୍ଲାଣ୍ଟରେ ଅଘଟଣ ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା।
ଆଜି ୨୦୨୧ ମସିହା, ଅକ୍ଟୋବର ମାସ ୧୩ ତାରିଖ, ବୁଧବାର, କନ୍ୟା ୨୭ ଦିନ, ଆଶ୍ୱିନ ମାସ , ଶୁକ୍ଳପକ୍ଷ, ଅଷ୍ଟମୀ ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ଚନ୍ଦ୍ର। ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ଆଜି ଅପରାହ୍ନ ୪ଟା ଯାଏ ଭବାନୀପାଟଣା ସହରରେ ୧୪୪ ଧାରା ଜାରି କରାଯାଇଛି। ଏହାସହ ଭବାନୀପାଟଣାର ସବୁ ପ୍ରବେଶ ପଥକୁ ସିଲ୍ କରାଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ୧୦ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ ହୋଇଛନ୍ତି।
ଶହ ଶହ ସ୍ଥାନୀୟ ବାସିନ୍ଦା ଏକାଠି ହୋଇ ରେଲ୍ୱେ ଷ୍ଟେସନରେ ପ୍ରବେଶ କରିଥିଲେ ଏବଂ ଆରମ୍ଭ କରି ଦେଇଥିଲେ ଭଙ୍ଗାରୁଜା। ଏପରିକି ଯିଏ ହାବୁଡ଼ରେ ପଡ଼ିଲା, ତାକୁ ପ୍ରବଳ ମାଡ଼ ମାରିଥିବାର ଅଭିଯୋଗ ହୋଇଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ହାତରେ ରେଞ୍ଚି ଖଣ୍ଡେ ଧରି ପାଟର୍ସକୁ ପାର୍ଟସ ଯୋଡ଼ି ଅବିଳମ୍ବେ ଚଳନ୍ତା ସାଇକେଲଟିଏ ଛିଡ଼ା କରି ଦେଉଥିବା ଲକ୍ଷ୍ମଣ ଆଜି ଯେ ତାଙ୍କ ସ୍ୱପ୍ନର ମଣିଷକୁ ସଠିକ୍ ବାଟରେ ଛିଡ଼ା କରି ପାରିଛନ୍ତି । ସେଥିରେ ଖୁସି ନହେବେ ବା କେମିତି ।
ବେଦ, ମନ୍ତ୍ର ପାଠରେ କମ୍ପୁଛି ଚତୁର୍ଦ୍ଦିଗ । ଧୂପ, ଦୀପ, ନୈବେଦ୍ୟରେ ମହକି ଉଠୁଛି ପୂଜା ମଣ୍ଡପ । ମହାସପ୍ତମୀରେ ମହାମାୟାଙ୍କୁ ଚକ୍ଷୁଦାନ ସହ ଚାଲିଛି ପୂଜାର୍ଚ୍ଚନା । କୋଭିଡ କଟକଣାରେ ମଣ୍ଡପର ତିନିପଟ ଆବଦ୍ଧ କରାଯାଇ ସୀମିତ ସଂଖ୍ୟକ ପୂଜକ ଓ କର୍ମକର୍ତ୍ତାଙ୍କୁ ନେଇ ଚାଲିଛି ପୂଜାର୍ଚ୍ଚନା ।
ପଞ୍ଚାୟତ ପରେ ପୌର ନିର୍ବାଚନ ପାଇଁ ଫିଟିଲା ବାଟ । ହଟିଲା ସଂରକ୍ଷଣ ନେଇ ଥିବା ପ୍ରତିବନ୍ଧକ । ପ୍ରାୟ ୩ ବର୍ଷ ବିଳମ୍ବରେ ପୌର ନିର୍ବାଚନ ପାଇଁ ଆରମ୍ଭ ହେବାକୁ ଯାଉଛି ପ୍ରକ୍ରିୟା । ବିଧାନସଭାରେ ସଂଶୋଧିତ ପୌର ଆଇନ ପାରିତ ହେବା ପରେ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ଗେଜେଟ୍ ନୋଟିଫିକେସନ୍ ।
ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷଙ୍କ ମୃତ୍ୟୁ ରହସ୍ୟ ଉପରୁ ହଟିପାରୁନି ପରଦା । ହତ୍ୟା ନା ଦୁର୍ଘଟଣା ସସପେନ୍ସ ପରେ ସସପେନ୍ସ ଲାଗିରହୁଛି । ପୋଷ୍ଟମର୍ଟମର ପ୍ରାଥମିକ ତଥ୍ୟ ଅନୁସାରେ ଶ୍ୱାସରୁଦ୍ଧରୁ ତାଙ୍କର ମୃତ୍ୟୁ ହୋଇଛି । ତେବେ ପୋଖରୀରେ ବୁଡ଼ିବା ପରେ ଶ୍ୱାସରୁଦ୍ଧ ନା ଶ୍ୱାସରୁଦ୍ଧ କରି ହତ୍ୟା ପରେ ମନୀଷଙ୍କୁ କିଏ ଫିଙ୍ଗିଦେଇଥିଲା ପୋଖରୀକୁ
ଆର୍ଥ୍ରାଇଟିସ୍ ବା ଗଣ୍ଠିବାତ ରୋଗ ଦୀର୍ଘ ସ୍ଥାୟୀ ରୋଗ ବୋଲି ଆମେ ସମସ୍ତେ ଜାଣନ୍ତି। ଛୋଟପିଲାଠାରୁ ଆରମ୍ଭ କରି ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ଯେ କୌଣସି ବୟସରେ ଏହା ଦେଖାଯାଇପାରେ। ଠିକ୍ ସମୟରେ ଚିକିତ୍ସା ଆରମ୍ଭ ନକଲେ ଏହା ଅଧିକ ଯନ୍ତ୍ରଣାଦାୟକ ହୋଇଥାଏ ଓ ବିକଳାଙ୍ଗତା ବା ଅକର୍ମଣ୍ୟତା ସୃଷ୍ଟିକରେ
ଧରାବତରଣ କରିଛନ୍ତି ମା ଦୁର୍ଗା । ଆଜି ପୂଜା ମଣ୍ଡପ ଗୁଡିକରେ ମହାମାୟାଙ୍କ ମହାସପ୍ତମୀ ପୂଜା । ଏହି ପାର୍ବଣ ସମୟରେ କିଛି ସ୍ଥାନରେ ରହିଛି ମାଙ୍କର ନିଆରା ପୂଜା ପରମ୍ପରା ।
ଏଟିଏମ ଭ୍ୟାନରୁ ଲୁଟ ଘଟଣାର ପର୍ଦ୍ଦାଫାଶ । ଲୁଟେରାଙ୍କ ନାଁରେ ବିଭିନ୍ନ ଥାନାରେ ଅପରାଧିକ ମାମଲା ରହିଥିବା କେନ୍ଦ୍ରାଞ୍ଚଳ ଆଇଜି ସୂଚନା ଦେଇଛନ୍ତି । ଏଥିସହ ଫେରାର ଲୁଟେରାଙ୍କୁ ଧରିବା ପାଇଁ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି ।
ପ୍ଲାଷ୍ଟିକ ଯୁଗରେ କମିବାରେ ଲାଗିଛି ବାଉଁଶ ତିଆରି ସାମଗ୍ରୀର ଚାହିଦା । ହାତ ତିଆରି ସାମଗ୍ରୀର ଚାହିଦା ଦିନକୁ ଦିନ ଜମିବାରେ ଲାଗିଛି । ଯାହା ଏବେ ବାଉଁଶ କାରିଗରିକୁ ରୋଜଗାରର ପନ୍ଥା ବାଛିଥିବା କାରିଗରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଲାଣି ।
୬ ବର୍ଷର ପିଲାକୁ ବାଘ ନେଇଗଲା । ଛତିଶଗଡ଼ ସିହାୱା ଶୀତଳା ମନ୍ଦିର ଯାଇଥିଲା ବେଳେ ଏପରି ଅଘଟଣ ଘଟିଛି । ପରିବାର ସହ ବୁଲିବାକୁ ଯାଇଥିଲା ବେଳେ ପିଲାକୁ ବାଘ ଝାମ୍ପିନେଇଥିବା ସୂଚନା ମିଳିଛି
ରାଜ୍ୟରେ ୩ ମାସ ହେଲାଣି ସଂକ୍ରମଣ ପାଖା ପାଖି ସମାନ ସ୍ଥିତିରେ ରହୁଛି। ଏଭଳି ସ୍ଥିତିରେ କିଭଳି ଟ୍ରାନ୍ସମିଶନକୁ କମାଯାଇ ପାରିବ ତାହା ହିଁ ଗୁରୁତ୍ୱପୂର୍ଣ୍ଣ। ପାର୍ବଣ ପାଇଁ କିଛି ଦିନ ହେଲା ଭିଡ଼ ଲାଗି ରହିଛି ଯାହାକି ବହୁତ ଉଦବେଗଜନକ।
ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ମୃତ୍ୟୁ ଘଟଣାରେ ଆସିଲା ଡାକ୍ତରୀ ରିପୋର୍ଟ। ଭୁବନେଶ୍ୱର ଏମ୍ସ PRO ଡାକ୍ତର ପ୍ରଭାସ ରଂଜନ ତ୍ରିପାଠୀ ଏନେଇ ସୂଚନା ଦେଇଛନ୍ତି।