Advertisment

୨୪ ଘଣ୍ଟାରେ ଓଡ଼ିଶାରେ ୨,୬୯୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୫୬ ହଜାର ୪୭୯ କରୋନା ଟେଷ୍ଟ ହୋଇଥିବା ବେଳେ ୨,୬୯୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୬୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୧,୬୭୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୨୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୪୭୫ ଜଣ ଚିହ୍ନଟ […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ଓଡ଼ିଶାରେ ୨,୬୯୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ

corona updates in odisha

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୫୬ ହଜାର ୪୭୯ କରୋନା ଟେଷ୍ଟ ହୋଇଥିବା ବେଳେ ୨,୬୯୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୨,୬୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୧,୬୭୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୨୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୪୭୫ ଜଣ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୨, ୭୧୮ରେ ପହଞ୍ଚିଛି।

Advertisment
Coronavirus Odisha News Corona Updates In Odisha
Advertisment
Advertisment