ପୂର୍ବ କେନ୍ଦ୍ରୀୟ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବା ସମ୍ଭାବନା ରହିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ଅନୁମାନ କରାଯାଉଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ଜଗତସିଂହପୁରରେ ଦୁଷ୍ମନ୍ତଙ୍କ ମାଆ ଦେଇଥିବା ରିପୋର୍ଟକୁ ସେଠାରେ ରେଜିଷ୍ଟର କରାଯାଇ ପଏଣ୍ଟ ଅଫ୍ ଜୁରିସଡିକସନ୍ରେ କଟକକୁ ଫରୱାର୍ଡ କରାଯାଇଥିବା ପୋଲିସ କମିଶନର ସୂଚନା ଦେଇଛନ୍ତି। ଆଗରୁ ଦୁଷ୍ମନ୍ତଙ୍କ ମାଆ ସିଧା ସିଧା ଚିକିତ୍ସାରେ ତ୍ରୁଟି ଓ ବ୍ୟବସ୍ଥାର ବିଚିତ୍ର ସ୍ଥିତି ଆଡ଼କୁ ଅଙ୍ଗୁଳି ଉଠାଇବା ସହ କାହା ସହ ତାଙ୍କ ପୁଅ ଭୁବନେଶ୍ୱରକୁ ଯାଇଥିଲା, ଏନେଇ ଥାନାରେ ଏତଲା ଦେଇଥିଲେ।
ମୂର୍ତ୍ତି ଉଚ୍ଚତା ବିବାଦ ସଂପର୍କରେ ଆଲୋଚନା ପାଇଁ କଟକ ମହାନଗର ଶାନ୍ତି କମିଟି ଓ ପୂର୍ବାଞ୍ଚଳ ଶାନ୍ତି କମିଟି ଆବାହକତ୍ୱରେ ବସିଥିବା ବୈଠକ ବସିଥିଲା। ଏଇ ବୈଠକରେ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଜୋର୍ଦାର ହୋହଲ୍ଲା ବି ହୋଇଥିଲା। ଶାନ୍ତି କମିଟି ବୈଠକରେ ମୂର୍ତ୍ତି ଉଚ୍ଚତା ସଂପର୍କରେ ସାଂସଦ ଭର୍ତ୍ତୃହରି ମହତାବ କହିଛନ୍ତି ଯେ ମୂର୍ତ୍ତି ଛୋଟ ଅର୍ଥ ଏହା ଏକ ବିଘ୍ନ।
ଏହି ଅବସରରେ ଚାଷୀର ସମସ୍ୟାକୁ ଆଦୌ ଅଣଦେଖା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି କାଳିଆ ଯୋଜନା ହେଉଛି ଚାଷୀର କଲ୍ୟାଣ ପାଇଁ ସମଗ୍ର ଦେଶରେ ସବୁଠୁ ଭଲ ଯୋଜନା। ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡ଼ିଶା ଦେଶର ଏକମାତ୍ର ରାଜ୍ୟ । ଲକ୍ଷଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠୁ ଅଧିକ ଉପକାର ପାଉଛନ୍ତି ।
ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ଅନୁମାନ କରାଯାଉଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ। ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ପାଇଁ ବର୍ଷା ପରିମାଣ ବଢ଼ିବାକୁ ଥିବାରୁ ଆସନ୍ତାକାଲି(ରବିବାର) ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ପିଲାମାନଙ୍କର ଟିକାକରଣ ଏଯାଏଁ ଆରମ୍ଭ ହୋଇନି। ତେଣୁ ସେମାନଙ୍କ ପ୍ରତି ଅଧିକ ସଚେତନ ରହିବାକୁ ହେବ ହେବ ବୋଲି କହିଛନ୍ତି ଭୁବନେଶ୍ୱର ଆଇଏଲ୍ଏସ୍ର ନିର୍ଦ୍ଦେଶକ ଡକ୍ଟର ଅଜୟ ପରିଡ଼ା। ସେ କହିଛନ୍ତି, ଅଗଷ୍ଟରୁ ସେପ୍ଟେମ୍ବର ପ୍ରଥମ ସପ୍ତାହ ମଧ୍ୟରେ ୬୦୦ ନମୁନାର ଜେନମ୍ ସିକ୍ୱେନ୍ସିଂ ହୋଇଥିଲା।ସେଥିରୁ ୮୦ ପ୍ରତିଶତ ଡେଲ୍ଟା ଭାରିଆଣ୍ଟ।
ମୂର୍ତ୍ତି ଉଚ୍ଚତା ବିବାଦ ସଂପର୍କରେ ଆଲୋଚନା ପାଇଁ କଟକ ମହାନଗର ଶାନ୍ତି କମିଟି ଓ ପୂର୍ବାଞ୍ଚଳ ଶାନ୍ତି କମିଟି ଆବାହକତ୍ୱରେ ବସିଥିବା ବୈଠକରେ ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି ଉଠିଛି। ଓସିଏ କନ୍ଫରେନ୍ସ ହଲ୍ରେ ବିଭିନ୍ନ ପୂଜା କମିଟି ସଦସ୍ୟ ଓ ରାଜନେତାଙ୍କ ଉପସ୍ଥିତିରେ ବସିଥିବା ଏଇ ବୈଠକରେ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଜୋର୍ଦାର ହୋହଲ୍ଲା ବି ହୋଇଛି।
ବାପା ପଡ଼ିଯିବା ପରେ ଟାଙ୍ଗିଆରେ ହାଣି ହତ୍ୟା କରିଥିଲା ପୁଅ। ପୁଅର ଏପରି ରୂପ ଦେଖି ପାଖକୁ ଯିବାକୁ ସମସ୍ତେ ଭୟ କରିଥିଲେ। ଶେଷରେ ଛଟପଟ ହୋଇ ବାପାର ଜୀବନ ଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।
ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡ଼ୁଛି ଗର୍ଭବତୀଙ୍କ ପେଟକୁ ଗୋଇଠା ବା ପିଟା ଯାଇଥାଇପାରେ। ଯେଉଁଥିପାଇଁ ମହିଳାଙ୍କ ଗର୍ଭରେ ଥିବା ପିଲା ଅଧା ପ୍ରସବ ଅବସ୍ଥାରେ ରହିଛି। ଆଉ ମହିଳାଙ୍କ ପ୍ରାଣବାୟୁ ଉଡିଯାଇଛି। ଆଜି ଅଧା ପ୍ରସବ ଅବସ୍ଥାରେ ହାତ ଓ ଗୋଡ଼ ବନ୍ଧା ମହିଳାଙ୍କ ମୃତଦେହଟି ଢେଙ୍କାନାଳ ଜିଲ୍ଲାରେ ଏକ ବ୍ରିଜ୍ ତଳୁ ଜବତ ହୋଇଛି।
ଦୁଷ୍ମନ୍ତ ଦାସ ବିବାଦ ଥମି ନ ଥିବା ବେଳେ ପୁଣି ଆଉ ଏକ ଅଭିଯୋଗ ସାମନାକୁ ଆସିଛି । ଗତ ୮ ତାରିଖରେ କନ୍ଦରପୁର ଥାନା ଅଞ୍ଚଳରେ ଗୁଳିକାଣ୍ଡ ଘଟଣାରେ ଆହତ ହୋଇ ଏସସିବି ମେଡିକାଲରେ ଭର୍ତ୍ତି ହୋଇଥିଲେ କ୍ଷୀରୋଦ ଚନ୍ଦ୍ର ସାହୁ ।
ଗଡ଼ଜାତ ଶାସନ ସମୟରେ ନୂଆଖାଇ ପର୍ବର ପାଳନ ପଦ୍ଧତିରେ କିଛି ନୂତନ ନିୟମ କାନୁନ ଲାଗୁହେଇଛି। ସେଗୁଡ଼ିକ କେତେ ଯୁକ୍ତିଯୁକ୍ତ ତାହା ଅଞ୍ଚଳବାସୀ ବିଚାର କରିବେ। ଲେଖକଙ୍କ ଉଦ୍ଦେଶ୍ୟ ହେଲା ପଶ୍ଚିମାଞ୍ଚଳ ଆଦିବାସୀଙ୍କ ବିଶେଷ ଜ୍ଞାନରୁ ଜନ୍ମ ହୋଇଥିବା ନୂଆଖାଇ ଜୁହାର ଭେଟର ମହତ୍ଵକୁ ଅଞ୍ଚଳବାସୀଙ୍କ ହୃଦୟରେ ପୁନଃ ଉଦ୍ଘାଟନ କରିବା।
ରାଜ୍ୟର ୨ଟି ସ୍ଥାନରୁ ପାଖାପାଖି ୯୦୦ କେଜିର ଗଞ୍ଜେଇ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ କୋଟିଏରୁ ଅଧିକ ଟଙ୍କା ହେବ।ମୋହନାରୁ ଗଞ୍ଜାମ ଜିଲ୍ଲାକୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ପୋଲିସ୍ ଧରି ଥିବାବେଳେ କଟକ ମଙ୍ଗୁଳି ଛକରେ ଚଢ଼ାଉ କରି ଗଞ୍ଜେଇ ଜବତ ହୋଇଛି।
କୋଭିଡକୁ ନେଇ ସାମ୍ନାକୁ ଆସିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ। କୋଭିଡ ମୁକାବିଲା କରିବା ପାଇଁ ଏକମାତ୍ର ଅସ୍ତ୍ର ହେଉଛି ଭାକ୍ସିନ। ହେଲେ ଟିକା ନେଲା ପରେ ଦେହରେ ଆଣ୍ଟିବଡି ସୃଷ୍ଟି ହେଉନି।
ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ପଡାଲଗୁଡାଗ୍ରାମର ଅବସର ପ୍ରାପ୍ତ କ୍ଲର୍କ ବିପ୍ରଚରଣ ମିଶ୍ର ଓ ଅବସର ପ୍ରାପ୍ତ ଶିକ୍ଷୟିତ୍ରୀ ଅମିତା କୁମାରୀ ମହାପାତ୍ରଙ୍କ ପୁଅ ରଜନୀକାନ୍ତ ରଥ । ସ୍ୱାବଲମ୍ବୀ ହେବା ସହ ଜିଲ୍ଲାରେ ଦାଦନ ରୋକିବା ଲକ୍ଷ୍ୟ ତାଙ୍କୁ ଗାଁକୁ ଟାଣି ଆଣିଛି । ୧୯୯୭ ମସିହାରେ ଗୁଜୁରାଟର ବିଜୟା ପମ୍ପ କମ୍ପାନୀରେ ଇଂଜିନିୟର ଚାକିରୀ ଜୀବନ ଆରମ୍ଭ କରିଥିଲେ
ତାଙ୍କର ପରିଚୟ ବଦଳୁଥିଲା। କେତେବେଳେ ଡାକ୍ତର ତ କେତେବେଳେ ବିଉଟସିଆନ। ତା ସହ ରୂପ ବି। ଏମିତି ନାଁ ଓ ଚେହେରା ବଦଳାଇ ପୁରୁଷଙ୍କୁ ଚୁନ ଲଗାଉଥିଲେ ଯୁବତୀ । ପ୍ରେମଜାଲରେ ଫସାଇ ଲୁଟି ନେଉଥିଲେ ଲକ୍ଷ ଲକ୍ଷ ଟଙ୍କା। ଏବେ ପୋଲିସ ହାତରେ ଧରାପଡ଼ିଛନ୍ତି।
ପୂର୍ବକେନ୍ଦ୍ରୀୟ ଓ ଏହା ତତ୍ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି।
ଆଗରୁ ମଟନ୍ରେ ବହୁତ ରେସିପି ଆମେ ଆପଣଙ୍କ ପାଇଁ ପ୍ରସ୍ତୁତ କରିଛୁ। ଆଜି ଆମେ ଏକ ନୂଆ ଶୈଳୀରେ ମଟନର ଏକ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଦହି ମଟନ୍’ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
700 ତଳକୁ ଖସିଲା କରୋନା ସଂକମଣ। । ହେଲେ ସଂକ୍ରମିତ ପିଲାଙ୍କ ସଂଖ୍ୟା ୧୦୦ ତଳକୁ ଖସୁନି । ସେହିପରି ୮ ରୋଗୀଙ୍କର ଆଜି ମୃତ୍ୟୁ ଘିଛି।
କ’ଣ ରହିଛି ଆଜିର ରାଶିଫଳରେ ? କେମିତି କଟିବ ଆଜିର ଦିନ ? ଜାଣନ୍ତୁ ଆଜିର ଦୈନିକ ରାଶିଫଳରୁ।
ରାଜ୍ୟରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ଆଇନଶୃଙ୍ଖଳା ପରିସ୍ଥିତି। କଥାକଥାକେ ଫୁଟୁଛି ଗୁଳି। ଦିନ ଦ୍ୱିପହରରେ ଏପରି ଘଟଣା ଘଟୁଥିଲେ ବି କିଛି କରିପାରୁନି ପୋଲିସ। ଇସ୍ପାତ ସହର ରାଉରକେଲାରେ ହୋଇଛି ଗୁଳିମାଡ।
୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍କୁ ପଛରେ ବାଇକ୍ ପିଟି ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।
ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେବ ନବାନ୍ନ । ଏହାପରେ ଘରେ ଘରେ ନୂଆ ଖାଇବେ । ସମସ୍ତେ ଯିଏ ଯେଉଁଠି ଥିଲେ ବି ସମସ୍ତେ ଘରେ ପହଞ୍ଚି ସାରିଛନ୍ତି ପିଠା ମିଠା ସାଙ୍ଗକୁ ଘରେ ଘରେ କୁଣିଆଙ୍କ ଜମିିଛି ଭିଡ ।
ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରି ପରେ ହସ୍ପିଟାଲ୍ରେ ମୃତ୍ୟୁବରଣ କରିଥିବା କୁଜଙ୍ଗର ଦୁଷ୍ମନ୍ତ ଦାସଙ୍କ ମୃତ୍ୟୁକୁ ନେଇ ବିଜେପି ପକ୍ଷରୁ ଆନ୍ଦୋଳନ କରାଯାଇଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪