ଭୁବନେଶ୍ବରରେ ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ । ଭୁବନେଶ୍ବରରେ ଜଳବନ୍ଦୀ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଭୁବନେଶ୍ବର ପ୍ରକୃତରେ ସ୍ମାର୍ଟ କି ବୋଲି ପ୍ରଶ୍ନ କଲେ ମୁଖ୍ୟମନ୍ତ୍ରୀ ।
କଟକ ବକ୍ସିବଜାର ଛକରେ ବକ୍ସି ଜଗବନ୍ଧୁଙ୍କ ମୂର୍ତ୍ତି ଅନାବରଣ ବେଳେ ମୁହାଁମୁହିଁ ହୋଇଛନ୍ତି ବିଜେଡି ଓ ବିଜେପି କର୍ମୀ।
ରାଜ୍ୟରେ ଖୋଲିବ ଆଉ ୨୫ଟି ନୂଆ ଅବକାରୀ ଥାନା । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଯାହା ଘଟିଗଲା ତାହା ଦୁର୍ଘଟଣ । ଅବହେଳା କାରଣରୁ ଏଭଳି ଦୁର୍ଘଟଣା ଘଟିଛି ।
ବିଧାୟକ ସନାତନ ମହାକୁଡ଼ଙ୍କ ଲିଖିତ ପ୍ରଶ୍ନ ଉତ୍ତରରେ ସମ୍ପୂର୍ଣ୍ଣ ନିଶା ନିବାରଣ ନେଇ କୌଣସି ଯୋଜନା ନଥିବା କହିଛନ୍ତି ମନ୍ତ୍ରୀ । ମଦ୍ୟପମାନଙ୍କୁ ପଞ୍ଜୀକରଣ କରି ବୀମାଭୁକ୍ତ କରିବା ବ୍ୟବସ୍ଥା ବି ନାହିଁ’।
ଖାଉଟି ଅଦାଲତରେ ଆପର୍ଟମେଣ୍ଟ ମାଲିକ ଯୋଗେନ୍ଦ୍ର ସାଇଙ୍କୁ ଝଟକା । ଯୋଗେନ୍ଦ୍ର ସାଇଙ୍କୁ କୋରାପୁଟ ଜିଲ୍ଲା ଜୟପୁରସ୍ଥିତ ଖାଉଟି ଅଦାଲତ ୩୦ ଲକ୍ଷ ୮୦ ହଜାର ଟଙ୍କା ମାସକ ମଧ୍ୟରେ ଫେରାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ଘରେ ଖାଦ୍ୟରେ କଣ ବନେଇବେ ଏହାକୁ ନେଇ ଆପଣ ଚିନ୍ତିତ କି ? ତାହେଲେ ଆଜିର ସ୍ୱାଦିଷ୍ଟ ରେସିପିଟି ଆପଣ ଘରେ ଆଳୁରେ ବନେଇ ଖାଇପାରିବେ । ଏହି ରେସିପିର ନାଁ ହେଉଛି ‘ଆଳୁ ମୁଗଲାଇ’।
ପାରାଦୀପ ଇମିଗ୍ରେସନ ପକ୍ଷରୁ ଜାହାଜକୁ ନୋଟିସ୍ କରାଯାଇଛି। ଜାହାଜରୁ କାହାକୁ ଓହ୍ଲାଇବାକୁ ଅନୁମତି ଦିଆଯାଉନି । ତନାଘନା କରୁଛି ଇମିଗ୍ରେସନ ବିଭାଗ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସାକ୍ଷରତା ଓ ପ୍ରାଥମିକ ଶିକ୍ଷା ବର୍ତ୍ତମାନ ଏକ ସମସ୍ୟା ହୋଇନାହିଁ। ଆମେ ଯୁବବର୍ଗଙ୍କୁ କିଭଳି ସାଧାରଣ ଶିକ୍ଷା ପରେ ଦକ୍ଷତା ବୃଦ୍ଧି କରିବା ତାହା ଉପରେ ଅଧିକ ଧ୍ୟାନ ଦେବାକୁ ପଡିବ।
ଛତୁଆ ମାନକୁ ନେଇ ଗୃହରେ ଏକାଧିକ ବିଧାୟକଙ୍କ ଉଦ୍ବେଗ । ଗୃହରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ବାଚସ୍ପତି । ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ।
ଭୁବନେଶ୍ବର ଉପକଣ୍ଠରେ ବାର୍ଡ ଫ୍ଲୁ ବ୍ୟାପୁଥିବାରୁ ରାଜଧାନୀବାସୀଙ୍କୁ ସତର୍କ କରିଛି ବିଏମସି । ସଂକ୍ରମିତ ଅଞ୍ଚଳରୁ କୁକୁଡ଼ା ନ ଆଣିବାକୁ ରାଜଧାନୀର କୁକୁଡ଼ା ବ୍ୟବସାୟୀଙ୍କୁ ନୋଟିସ କରିଛି ବିଏମସି ।
ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ରେଡ୍ ଟିମ୍। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ରେଡ୍ ଚାଲିଛି।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ନିର୍ଧୁମ ଛେଚିବ । ବିଶେଷ ଭାବେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୫ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ବରମୁଣ୍ଡା ବସଷ୍ଟାଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର । ହତ୍ୟା ସନ୍ଦେହରେ ତଦନ୍ତ ଆରମ୍ଭ କଲା ପୋଲିସ୍ । ମହିଳା ଜଣକ ଗଞ୍ଜାମ ଜିଲ୍ଲା ସୋରଡ଼ା ଅଞ୍ଚଳର ସୂଚନା
ଅଭିଯୋଗକାରିଣୀଙ୍କ ଆତ୍ମହତ୍ୟା ଉଦ୍ୟମ । ପୁରୁଷ ବନ୍ଧୁଙ୍କ ବିରୋଧରେ ଆଣିଥିଲେ ଦୁଷ୍କର୍ମ ଅଭିଯୋଗ । କୋର୍ଟ ପୁରୁଷ ବନ୍ଧୁଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ । ନିର୍ଦ୍ଦୋଷରେ ଖଲାସ ଖବର ଶୁଣି ଆତ୍ମହତ୍ୟା ଉଦ୍ୟମ କଲେ
ଶ୍ରୀଗୁଣ୍ଡିଚା ମନ୍ଦିର କେବେ ଖୋଲିବ ସେନେଇ ନିଷ୍ପତ୍ତି ହୋଇନି। ଖୁବଶୀଘ୍ର କାର୍ଯ୍ୟ ସରିବା ପରେ ଭକ୍ତଙ୍କ ପାଇଁ ଖୋଲି ପାରେ ଗୁଣ୍ଡିଚା ମନ୍ଦିର।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଭୁବନେଶ୍ୱର ବିମାନ ବନ୍ଦର ପରିସରରୁ ଦୁଇ ଦୁଇଟି ଭ୍ୟାନରୁ ମିଳିଥିବା ବିପୁଳ ସୁନା, ରୁପା ଗଣତିରେ ଯବନିକା ପଡ଼ିଛି ସତ । କିନ୍ତୁ, ଫିଟୁନି ପ୍ରେରକ ଓ ଗ୍ରାହକଙ୍କ ସଂପର୍କିତ ରହସ୍ୟ ।
କେବଳ ଥ୍ରୀ-ଷ୍ଟାର ହୋଟେଲକୁ ହିଁ ନୂଆ ବାର ଲାଇସେନ୍ସ ମିଳିବ। ସେହିପରି ଡ୍ୟାନ୍ସ ବାର ଆଉ ଚାଲିବ ନାହିଁ ।
କାଳନ୍ଦୀ ହ୍ରଦରେ କୃଷ୍ଣଙ୍କୁ ଦଂଶନ କଲା କାଳୀନାଗ, ମୂର୍ଚ୍ଛା କୃଷ୍ଣଙ୍କୁ ଡେଣାରେ ଝାଡ଼ି ଅମର ଲଡ଼ୁ ଭୁଞ୍ଜାଇଲେ ଗରୁଡ଼, କାଳୀୟଦଳନ ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ ଠାକୁର...
ରାଜଧାନୀରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ପ୍ରତିଷ୍ଠା କରିବେ ମୋହନ ସରକାର। ଭୁବନେଶ୍ବର ଗୋଠପାଟଣାରେ ଦେଢ଼ ଶହ ଏକର ଜମିରେ ନିର୍ମାଣ ହେବାକୁ ଯାଉଛି ମେଗା ସ୍ପୋର୍ଟସ ଭ୍ୟାଲି।
ନୂଆ ଓ ଯୋଜନା ବନ୍ଦ ନିଷ୍ପତ୍ତିକୁ ସହଜରେ ହଜମ କରି ନପାରି ସୋସିଆଲ ମିଡିଆରେ କ୍ୟାମ୍ପେନ୍ ଆରମ୍ଭ କରି ଦେଇଛି ବିଜେଡି ।
ନୀତି ନ ଥାଇ ବି ପେଡ୍ ନ୍ୟୁଜ୍ ଦେଇ ପାଣ୍ଡିଆନଙ୍କ ପ୍ରଚାରରେ ମାତିଥିଲା ବିଜେଡି ସରକାର ! ବିଜ୍ଞାପନ ବଦଳରେ ପେଡ୍ ନ୍ୟୁଜ୍ ଆଉ ତା ବି ସ୍ଥିରିକୃତ ଦରଠାରୁ ଅଧିକ ଦର ପାଇଁ କିଏ ନେଇଥିଲା ନିଷ୍ପତ୍ତି ?
‘ସୁଭଦ୍ରା’ ଯୋଜନା ପାଇଁ ଅଙ୍ଗନବାଡ଼ି କର୍ମୀ ବି କରିପାରିବେ ଆବେଦନ । ଏନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର ।