ନବରଙ୍ଗପୁର: ପ୍ରତି ଶନିବାର ଓ ରବିବାର ନବରଙ୍ଗପୁର ଜିଲ୍ଲାରେ ହେବ ସଟ୍ଡାଉନ୍। କରୋନା ସଂକ୍ରମଣକୁ ଦେଖି ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ଏହି ମହାମାରୀର ସଂକ୍ରମଣକୁ ରୋକିବା ପାଇଁ ପ୍ରତି ଶନିବାର ଓ ରବିବାର ପୂରା ଜିଲ୍ଲା ସଟ୍ଡାଉନ୍ ରହିବ। ଜୁଲାଇ ୩୧ ଯାଏ ଏହି ସଟ୍ଡାଉନ୍ କରାଯିବ। ବାକି ଦିନ ସକାଳ ୭ଟାରୁ ଦିନ ୨ଟା ଯାଏ ଖୋଲା ରହିବ। ଦୋକାନ ବଜାର କୌଣସି ସ୍ଥାନରେ ୭ରୁ ଅଧିକ ଲୋକ ଏକାଠି ହେବାକୁ ବାରଣ […]
ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଗଂଜାମ ଜିଲ୍ଲାରୁ ସର୍ବାଧିକ ୪୮ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ଚିହ୍ନଟ ହୋଇଥିବା ଆରୋଗ୍ୟଙ୍କ ମଧ୍ୟରୁ ଗଂଜାମ ଜିଲ୍ଲାରୁ ୪୮, ଜଗତସିଂହପୁର ୩୧, ବାଲେଶ୍ୱର ୨୬, କଟକରୁ ୨୫ ସୁସ୍ଥ ହୋଇଛନ୍ତି। ସେହିଭଳି ଯାଜପୁର ଓ ଖୋର୍ଦ୍ଧାରୁ ୧୨ ଲେଖାଏଁ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୩ ଲେଖାଏଁ ସୁସ୍ଥ ହୋଇଛନ୍ତି। […]
ଭୁବନେଶ୍ୱର: ବିଜୁ ଜନତା ଦଳରେ ଆଜି ବଡ଼ ଧରଣର ପରିବର୍ତ୍ତନ କରିଛନ୍ତି ଦଳ ସଭାପତି। ଦଳରେ କାର୍ଯ୍ୟକର୍ତ୍ତା ନିଯୁକ୍ତ କରିଛନ୍ତି ସଭାପତି । ୮ ବରିଷ୍ଠ ଉପସଭାପତି, ୯ ଉପସଭାପତି, ଜଣେ ସାଧାରଣ ସଂପାଦକ ନିଯୁକ୍ତି ହୋଇଛନ୍ତି। ବରିଷ୍ଠ ଉପସଭାପତି ଅନଙ୍ଗ ଉଦୟ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ପ୍ରସନ୍ନ ପାଟ୍ଟଶାଣୀ, ପ୍ରଫୁଲ୍ଲ ସାମଲ, ବିଜୟଶ୍ରୀ ରାଉତରାୟ, ଲାଲବିହାରୀ ହିମିରିକା, ଅନନ୍ତ ଦାସ ଏବଂ ବିମ୍ବାଧର କୁଅଁରଙ୍କୁ ବରିଷ୍ଠ ଉପସଭାପତି ପଦରେ ନିଯୁକ୍ତି ମିଳିଛି। ଉପସଭାପତି ମଙ୍ଗଳା କିଷାନ, […]
ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ଜଣ ଲୋକାଲ କେସ୍ ବୋଲି ସୂଚନା ମିଳିଛି। ଡୁମଡୁମା ରଘୁନାଥ ନଗର ବସ୍ତିରୁ ୨ଜଣ, ସୁଖ ବିହାର ବସ୍ତିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶ୍ରୀରାମ ନଗର, ନୀଳଦ୍ରି ବିହାର, ଜାଗମରା, ୟୁନିଟ୍ ୨ରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଜଣେ ଆକ୍ରାନ୍ତ ଘରୋଇ ହସ୍ପିଟାଲରେ କାର୍ଯ୍ୟ କରୁଥିଲେ। ଚିହ୍ନଟ ହୋଇଥିବା ଅନ୍ୟ ୪ଜଣ ଆକ୍ରାନ୍ତ ହୋମ୍ କ୍ୱାରେଣ୍ଟିନରେ […]
ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ନୂଆ ୨୦୬ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଭୁବନେଶ୍ୱର ସହରରୁ କେବଳ ୬ ଜଣ ଚିହ୍ନଟ ହୋଇଛନ୍ତି। ନୂଆ ଟିହ୍ନଟଙ୍କ ମଧ୍ୟରୁ ଜଣେ ହୋମ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ଅନ୍ୟ ୫ ଜଣ ଲୋକାଲ କେସ୍। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ସେହିପରି କଟକ ସହରରୁ ଆଜି ୨ ଲୋକାଲ କେସ୍ ଚିହ୍ନଟ ହୋଇଥିବା ସିଏମ୍ସି ପକ୍ଷରୁ […]
ନୂଆଦିଲ୍ଲୀ: ଟିକ୍ଟକ ପରେ ଚୀନର 5G ଟେକ୍ନୋଲୋଜି ସଂସ୍ଥା ହୁୱେଇ ଉପରେ ଲାଗିପାରେ କଟକଣା। ଏ ନେଇ ବିଚାର ବିମର୍ଷ ଚାଲିଥିବା ସୂଚନା ମିଳିଛି। ଗତକାଲି କେନ୍ଦ୍ର ସରକାରଙ୍କ ବରିଷ୍ଠ ମନ୍ତ୍ରୀମାନେ ଏ ସମ୍ପର୍କରେ ଆଲୋଚନା କରିଛନ୍ତି। ଚୀନ ନିର୍ମିତ 5G ସାମଗ୍ରୀର ବ୍ୟବହାର ବନ୍ଦ କରିବା ଉପରେ ଏଥିରେ ଆଲୋଚନା ହୋଇଥିଲା। ଏଥିସହ ନିଷିଦ୍ଧ କରାଯାଇଥିବା ୫୯ଟି ଚୀନ ନିର୍ମିତ ଆପ୍ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ପୂର୍ବରୁ ଟ୍ରମ୍ପ ପ୍ରଶାସନ ପକ୍ଷରୁ ହୁୱେଇକୁ ବର୍ଷକ […]
ଭୁବନେଶ୍ୱର: ଟିକ୍ଟକ୍ ବ୍ୟାନ୍ ପରେ ଏବେ ଚିଙ୍ଗାରୀ ଆପ୍ର ଚାହିଦା ବଢ଼ିଛି। ବହୁ ସଂଖ୍ୟାରେ ଲୋକେ ଏବେ ଚିଙ୍ଗାରୀ ଆପ୍କୁ ଡାଉନ୍ଲୋଡ୍ କରିସାରିଲେଣି। କେବଳ ପ୍ଲେ ଷ୍ଟୋର୍ରୁ ଅଢ଼େଇ ମିଲିୟନ୍ ଗ୍ରାହକ ଚିଙ୍ଗାରୀକୁ ଡାଉନ୍ଲୋଡ୍ କରିଛନ୍ତି। ଗତ ଗୋଟିଏ ମାସରେ ଚିଙ୍ଗାରୀକୁ ଲକ୍ଷେ ଲୋକ ଡାଉନ୍ଲୋଡ୍ କରିଥିଲେ। ତେବେ ସବୁଠୁ ବଡ଼ କଥା ହେଲା ଏହାକୁ ଡେଭଲପ୍ କରିଛନ୍ତି ବେଙ୍ଗାଲୁରୁରେ ରହୁଥିବା ଓଡ଼ିଆ ଯୁବକ ବିଶ୍ୱତ୍ମା ନାୟକ। ୨୦୧୯ରେ ଏହି ଭିଡିଓ ଶେୟାରିଂ ଆପ୍ ଚିଙ୍ଗାରିକୁ ଡେଭଲପ୍ […]
ଭୁବନେଶ୍ୱର: କରୋନା ନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ସେ କହିଛନ୍ତି, କିଛି ଦିନ ତଳେ ଓଡ଼ିଶାରେ କରୋନା ପ୍ରବାସୀଙ୍କ ମଧ୍ୟରେ ସୀମିତ ଥିଲା। ଏବେ ଦେଖାଗଲାଣି ଏହା ଗୋଷ୍ଠୀ ସଂକ୍ରମଣ ଆଡ଼କୁ ଗତି କରୁଛି। ଗୋଷ୍ଠୀ ସଂକ୍ରମଣ ଥରେ ଆରମ୍ଭ ହେଲେ ଭୟାନକ ପରିସ୍ଥିତି ସୃଷ୍ଟି କରିବ ବୋଲି ନିରଞ୍ଜନ କହିଛନ୍ତି। କରୋନା ସଂକ୍ରମଣରେ ଉଦ୍ବେଗ ପ୍ରକାଶ କରି ସଟ୍ଡାଡାଉନ୍ ଘୋଷଣା କରିବାକୁ ସରକାରଙ୍କୁ ପରାମର୍ଶ ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ଯେଉଁଠି କରୋନା […]
ଭୁବନେଶ୍ୱର: ଯୁକ୍ତ ୨ ଦ୍ୱିତୀୟ ବର୍ଷ ପାଠପଢ଼ା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପଦକ୍ଷେପ ନେଇଛି। ଭିଡିଓ ମାଧ୍ୟମରେ ଯୁକ୍ତ ୨ ଦ୍ୱିତୀୟ ବର୍ଷର ପାଠପଢ଼ା ହେବ। ଏଥିଲାଗି କାଲିଠାରୁ ୨ ଦିନିଆ ଓରିଏଣ୍ଟେସନ କାର୍ଯ୍ୟକ୍ରମ କରାଯିବ। ଅଧ୍ୟାପକ ଅଧ୍ୟାପିକାମାନେ ଏଥିରେ ଭିଡିଓ ମାଧ୍ୟମରେ ଶିକ୍ଷାଦାନ ନେଇ ତାଲିମ ନେବେ। ଏନେଇ ସୂଟନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ବୃନ୍ଦାବନ ବେହେରା। ଦୁଇ ଦିନର ତାଲିମରେ ଅଧ୍ୟାପକ, ଅଧ୍ୟାପିକାଙ୍କ ପ୍ରସ୍ତୁତିକୁ ଦେଖି ନିଜ […]
ସମ୍ବଲପରୁ: କରୋନା ପାଇଁ ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ-ଭିସୁଟ୍କୁ ଦିନକ ପାଇଁ ବନ୍ଦ କରି ଦିଆଯାଇଛି। ଏହାସହ ଭିସୁଟ୍ ପରିସରକୁ ବିଶୋଧନ କରାଯାଉଛି। ଜଣେ ଅଧ୍ୟାପିକାଙ୍କ ସ୍ୱାମୀ କରୋନାରେ ପ୍ରାଣ ହରାଇବା ପରେ ଭିସୁଟ୍ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ସଂପୃକ୍ତ ଅଧ୍ୟାପିକାଙ୍କ ସ୍ୱାବ ମଧ୍ୟ ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯାଇଛି। ତା ସିହତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଠାବ ପାଇଁ ଉଦ୍ୟମ କରାଯାଉଛି। ତେବେ ଭିସୁଟ୍କୁ ଅଧିକ ଦିନ ପାଇଁ […]
ଭୁବନେଶ୍ୱର: ଆସନ୍ତାକାଲି ଠାରୁ ମଦ ଦୋକାନ କାଉଣ୍ଟରରେ ମିଳିବ ମଦ। ବିଦେଶୀ ମଦ ଓ ବିୟର ଦୋକାନ କାଉଣ୍ଟରରେ ମିଳିବ। ଏଥିପାଇଁ ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ଖୋଲିବ। କାଉଣ୍ଟରରେ ଭିଡ଼ ଏଡ଼ାଇବାକୁ ଇ-ଟୋକନ ବ୍ୟବସ୍ଥା କରାଯିବ। ଗ୍ରାହକଙ୍କୁ ପୋର୍ଟାଲରେ ସ୍ଲଟ ବୁକିଂ କରି ଟୋକନ ହାସଲ କରିବାକୁ ପଡ଼ିବ। ଇ-ଟୋକନ କିଭଳି ମିଳିବ, ସେନେଇ ଦୋକାନୀ ଡିସ୍ପ୍ଲେ କରିବେ। ଟୋକନ ପାଇବା ପରେ ଯାଇ ଜଣେ ମଦ ଦୋକାନକୁ ଯାଇପାରିବେ ବୋଲି ରାଜ୍ୟ […]
ଭୁବନେଶ୍ୱର: ଆଜି ରାଜ୍ୟରେ ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସକାଳ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୩୬ ଚିହ୍ନଟ ହୋଇଥିବା ବୋଲି ବିଭାଗ ସୂଚନା ଦେଇଥିଲା। ଏବେ ମାଲ୍କାନ୍ଗିରିରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବିଷୟରେ ତଥ୍ୟ ଦେଇଛନ୍ତି ସେଠାକାର ଜିଲ୍ଲାପାଳ। ମାଲକାନଗିରିରୁ ଚିହ୍ନଟ ୩୬ ପଜିଟିଭ ମଧ୍ୟରେ ୨୯ ଜଣ BSF ଯବାନ ଚିହ୍ନଟ ହୋଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି। […]
ଗଞ୍ଜାମ: ରାଜ୍ୟରେ ଆଉ ୨ଟି ଜୀବନ ନେଇଛି କରୋନା। ଉଭୟ ମୃତକ ହେଉଛନ୍ତି ଗଂଜାମ ଜିଲ୍ଲାର। ଦୁଇ ଜଣ ଯାକ ମହିଳା। ଜଣକର ବୟସ ୪୮ ବର୍ଷ ହୋଇଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଦ୍ୱିତୀୟ ମୃତକ ଜଣକ କିଡନି ରୋଗରେ ପୀଡ଼ିତ ଥିଲେ। ଗଂଜାମର ଏହି ଦୁଇ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୫ରେ ପହଞ୍ଚିଛି। କେବଳ ଗଂଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୪ ହେଲାଣି। ଅନ୍ୟପଟେ […]
ଭୁବନେଶ୍ୱର: ଆଜି ବି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଡବଲ ସେଞ୍ଚୁରି ହୋଇଛି। ଆଜି ରାଜ୍ୟରେ ଆଜି ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୨୦୬ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୧୯୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟା ୧୪ ରହିଛନ୍ତି। ଏ ନେଇ ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ। ୨୦୬ ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୩୬ ଚିହ୍ନଟ ହୋଇଥିବା ବେଳେ ଯାଜପୁର- ୨୮, କୋରାପୁଟ- ୧୮, […]
ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ଶ୍ରୀଜିଉ। ଏଥିପାଇଁ ସ୍ଥିର ହୋଇଛି ନୀତି ନିର୍ଘଣ୍ଟ। ନୀତି ନିର୍ଘଣ୍ଟ ବିଷୟରେ ଜାଣି ରଖନ୍ତୁ ଆସନ୍ତାକାଲି ଭୋର ୪ଟାରେ ଶ୍ରୀଜିଉଙ୍କର ମଙ୍ଗଳ ଆଳତି ହେବ। ଏହାପରେ ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପ ଲାଗି ଓ ରୋଷ ହୋମ ନୀତି ଅନୁଷ୍ଠିତ ହେବ। ଭୋର ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟ ପୂଜା ୫ଟା ୩୦ରେ ଦ୍ୱାରପାଳ ପୂଜା ସହ ବେଶ ସମାପନ ହେବ। […]
ବାଲେଶୱର: ଜଳେଶ୍ୱର ନିକଟ ପଶ୍ଚିମବଙ୍ଗର ମେଦିନିପୁର ଜିଲ୍ଲା ସମୁଦ୍ର କୂଳରୁ ବିଶାଳ ମୃତ ତିମି ଉଦ୍ଧାର ହୋଇଛି। ମନ୍ଦାରମଣି ସମୁଦ୍ରକୂଳରେ ଲାଗିଥିବା ମୃତ ତିମିର ଲମ୍ବ ୪୫ ଫିଟ୍ ଓ ଚଉଡ଼ା ୧୦ ଫିଟ୍ ହେବ ବୋଲି ପଶ୍ଚିମବଙ୍ଗ ବନ ବିଭାଗ ସୂଚନା ଦେଇଛି। ଏହାକୁ ସ୍ଥାନୀୟ ଲୋକେ ନୀଳ ତିମି ବୋଲି ମଧ୍ୟ କହୁଛନ୍ତି। ତେବେ ତିମିଟି କେମିତି ମୃତ୍ୟୁବରଣ କଲା ତାହା ସ୍ପଷ୍ଟ ହୋଇନାହିଁ। ଏହାକୁ ପଶ୍ଚିମବଙ୍ଗର ସଂଗ୍ରହାଳୟରେ ସୁରକ୍ଷିତ ଭାବେ ରଖାଯିବ ବୋଲି […]
ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ପୁଣି ଓଟିଭି ଖବର ନାଁରେ ଗୁଜବ ପ୍ରଚାର। ଯାଜପୁର, ବ୍ୟାସନଗର ଓ ଚଣ୍ଡିଖୋଲ ସଟ୍ଡାଉନ ହେଉଛି ବୋଲି ଏକ ମିଛ ଖବର ସୋସିଆଲ୍ ମିଡିଆରେ ପ୍ରସାର କରାଯାଉଛି। ପୁଣିଥରେ କହି ରଖୁଛୁ ଏହା ଏକ ଗୁଜବ ବା ମିଛ ଖବର। ଏଭଳି ତଥ୍ୟ ସମ୍ବଳିତ କୌଣସି ଖବର ଓଟିଭି କେବେ ପ୍ରସାରଣ କରିନାହିଁ। ଓଟିଭିରେ ପ୍ରସାରିତ ଏକ ପୁରୁଣା ଖବର ଗ୍ରାଫିକ୍ସ ପ୍ଲେଟ୍କୁ ଏବେ ପ୍ରଚାର କରାଯାଉଛି। ଏହାକୁ ଆଦୌ ବିଶ୍ୱାସ କରନ୍ତୁ […]
ଭୁବନେଶ୍ୱର: ଅନ୍ଲାଇନ୍ରେ ପାଠ ପଢ଼ିବେ ଯୁକ୍ତ ୨ ଛାତ୍ରଛାତ୍ରୀ। ବିଭିନ୍ନ ବିଷୟର ଅଧ୍ୟାପକ ଓ ଅଧ୍ୟାପିକାମାନେ ଛାତ୍ରଛାତ୍ରୀଙ୍କୁ ନେଇ ହ୍ୱାଟ୍ସଆପ୍ ଗ୍ରୁପ କରିବେ। ଏହା ମାଧ୍ୟମରେ ଅନ୍ଲାଇନ୍ କ୍ଲାସ ନେବେ ଅଧ୍ୟାପକ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରାଜ୍ୟର ସମସ୍ତ ଯୁକ୍ତ ୨ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। କରୋନା ମହାମାରୀ ଲାଗି କଲେଜ ଖୋଲି ଶିକ୍ଷାଦାନ କରିବା ଅସମ୍ଭବ ହେଉଥିବାରୁ ଏହି ବିକଳ୍ପ ବ୍ୟବସ୍ଥା ଦ୍ୱାରା ଯୁକ୍ତ ଦୁଇ ପ୍ରଥମ ଓ ଦ୍ୱିତୀୟ […]
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାର ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲ୍ଲାପାଳ। ଗତକାଲି ଜିଲ୍ଲାରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି। ରାଇଘର ବ୍ଲକରୁ ସର୍ବାଧିକ ୬ ଜଣ ଏବଂ ଝରିଗାଁ ବ୍ଲକ୍ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ରାଇଘର ବ୍ଲକ୍ର ଗଞ୍ଜାପାରା, ଜଲଙ୍ଗପାରା, ତୁରୁପେନା, ଖାଡେଙ୍ଗା, ମୁଣ୍ଡାପାରା ଗାଁକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ସେହିପରି […]
ଭୁବନେଶ୍ୱର: ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ନେଇ ୬ ଦିନ ଧରି ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରିବ କଂଗ୍ରେସ। କାଲି କେନ୍ଦ୍ର ସରକାରଙ୍କ ଯେ କୌଣସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିବେ କଂଗ୍ରେସ ନେତା ଓ କର୍ମୀ। ଏବଂ ତାପରଦିନ ଅର୍ଥାତ ୩୦ତାରିଖଠାରୁ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲା ଓ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରିବ ଦଳ। କେବଳ ରାଜ୍ୟରେ ନୁହେଁ, ଦେଶବ୍ୟାପୀ ଆନ୍ଦୋଳନ ଜାରି ରଖିବ […]
ଆଠଗଡ଼: ଆଠଗଡ଼ ସବ୍ଡିଭିଜନ୍ ଅଧୀନ ଏକ ଥାନାର IIC କରୋନା ଆକ୍ରାନ୍ତ ହୋଇଛନ୍ତି । IICଙ୍କ ସ୍ୱାବ୍ ଟେଷ୍ଟ କରିବା ପରେ ରିପୋର୍ଟ ପଜିଟିଭ୍ ଆସିଛି। ଏହାପରେ ସମ୍ପୃକ୍ତ ଥାନାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଠଗଡ଼ SDPO ଆଲୋକ ରଞ୍ଜନ ରାୟ। କେବଳ ସେତିକି ନୁହେଁ, ଥାନାର ଆଉ ୭ରୁ ୮ କର୍ମଚାରୀଙ୍କୁ ଜ୍ୱର ହେଉଥିବା ସୂଚନା ମିଳିଛି। ଥାନାର ମୋଟ ୨୨ କର୍ମଚାରୀଙ୍କ ସ୍ୱାବ୍ ସଂଗ୍ରହ ନିଷ୍ପତ୍ତି ହୋଇଛି। କାଲି […]
ବଲାଙ୍ଗିର: ବଲାଙ୍ଗିର BSNL କାର୍ଯ୍ୟାଳୟରେ ଉତ୍ତେଜନା। ଦଶ ମାସର ଦରମା ମିଳିନଥିବାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଠିକା କର୍ମଚାରୀ। ଗତ ୧୭ ଦିନ ଧରି ବିଏସ୍ଏନ୍ଏଲ୍ କାର୍ଯ୍ୟାଳୟକୁ ବନ୍ଦ କରି ଧାରଣାରେ ବସିଛନ୍ତି ଶ୍ରମିକ। ସକାଳୁ କାର୍ଯ୍ୟାଳୟ ଖୋଲିବାକୁ କର୍ମଚାରୀ ଓ ପୋଲିସ୍ ଫୋର୍ସ ପହଞ୍ଚି ଆନ୍ଦୋଳନକାରଙ୍କୁ ହଟାଇଥିଲେ। ଏହି ସମୟରେ ପୋଲିସ୍ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ କଥା କଟାକଟି ପରିସ୍ଥିତି ଉପୁଜିଥିଲା। ତେବେ ଅସ୍ଥାୟୀ ହେଲେ ଜିଲ୍ଲାରେ ଠପ୍ ହୋଇପଡ଼ିଛି ବିଏସ୍ଏନ୍ଏଲ୍ ସେବା। ଫଳରେ ଗ୍ରାହକ ବିଏସ୍ଏନ୍ଏଲ୍ […]
ଭୁବନେଶ୍ୱର: ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ୨୭ ଜଣ କରୋନାରେ ଆକ୍ରାନ୍ତ ହେବା ପରେ DMETର ପଦକ୍ଷେପ। ରାଜ୍ୟରେ ଘରୋଇ ହସ୍ପିଟାଲ କର୍ମଚାରୀ କରୋନା ସଂକ୍ରମିତ ଘଟଣା ସାମ୍ନାକୁ ଆସିବା ପରେ DMET ପକ୍ଷରୁ ସମସ୍ତ ହସ୍ପିଟାଲ ପାଇଁ ଏକ ଗାଇଡ୍ଲାଇନ ଜାରି ହୋଇଥିଲା। ଏହାର କଡ଼ାକଡ଼ି ଯାଞ୍ଚ ପାଇଁ ଏକ୍ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍, ଜଣେ ପୋଲିସ ଅଧିକାରୀ ଓ ଜଣେ ଡାକ୍ତରଙ୍କୁ ନେଇ ତିନିଜଣିଆ ଟିମ୍ ଗଠନ କରାଯାଇଛି। ଏହି ଗାଇଡ୍ଲାଇନ ଅନୁସାରେ, ସମସ୍ତ ଘରୋଇ ହସ୍ପିଟାଲଙ୍କ […]
ଭୁବନେଶ୍ୱର: ଆଡ଼ପ ମଣ୍ଡପକୁ ବିଜେ କଲେ ତିନି ଠାକୁର। ଆଜି ସନ୍ଧ୍ୟାରେ ଗୋଟି ପହଣ୍ଡିରେ ପ୍ରଥମେ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ ବଡ଼ଠାକୁର ବଳଭଦ୍ର। ବିଜେ କାହାଳୀ ବାଜିବା ପରେ ପ୍ରଥମେ ମଦନମୋହନ, ରାମକୃଷ୍ଣ ଓ ପରେ ସୁଦର୍ଶନ ଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ। ଏହାପରେ ବଳଭଦ୍ରଙ୍କୁ ସେବାୟତମାନେ ଆଡ଼ପ ମଣ୍ଡପରେ ଅବସ୍ଥାନ କରାଇ ସୁଭଦ୍ରାଙ୍କୁ ପହଣ୍ଡରେ ନେଇଥିଲେ। ସବା ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ। ଏହା ପୂର୍ବରୁ ଆଜି ରଥ ଉପରେ ଠାକୁରଙ୍କର […]
ଭୁବନେଶ୍ୱର: ଆସନ୍ତା ୨୬ ତାରିଖରେ ସମସ୍ତ ବିରୋଧୀ ଦଳ ଆନ୍ଦୋଳନ କରିବେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯିବ। କଂଗ୍ରେସ ଏହି ଆନ୍ଦୋଳନର ନେତୃତ୍ୱ ନେଉଛି। କରୋନା ମୁକାବିଲା ଓ ଲୋକଙ୍କ ଜୀବନ ଜୀବିକା ସୁରକ୍ଷିତ ରଖିବାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଫଳ ହୋଇଥିବା ଅଭିଯୋଗ କରିଛନ୍ତି ୧୩ଟି ବିରୋଧୀ ଦଳ । ୨୬ ତାରିଖରେ ବିକ୍ଷୋଭ ପ୍ରଦର୍ଶନ ସହିତ ରାଜ୍ୟପଳଙ୍କୁ ପ୍ରଦାନ କରାଯିବ। […]