• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

bsnl
ଦରମା ମିଳିନଥିବାରୁ ଆନ୍ଦୋଳନକୁ ଓହ୍ଲାଇଲେ BSNLର ଠିକା କର୍ମଚାରୀ

ବଲାଙ୍ଗିର: ବଲାଙ୍ଗିର BSNL କାର୍ଯ୍ୟାଳୟରେ ଉତ୍ତେଜନା। ଦଶ ମାସର ଦରମା ମିଳିନଥିବାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଠିକା କର୍ମଚାରୀ। ଗତ ୧୭ ଦିନ ଧରି ବିଏସ୍ଏନ୍ଏଲ୍ କାର୍ଯ୍ୟାଳୟକୁ ବନ୍ଦ କରି ଧାରଣାରେ ବସିଛନ୍ତି ଶ୍ରମିକ। ସକାଳୁ କାର୍ଯ୍ୟାଳୟ ଖୋଲିବାକୁ କର୍ମଚାରୀ ଓ ପୋଲିସ୍ ଫୋର୍ସ ପହଞ୍ଚି ଆନ୍ଦୋଳନକାରଙ୍କୁ ହଟାଇଥିଲେ। ଏହି ସମୟରେ ପୋଲିସ୍ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ କଥା କଟାକଟି ପରିସ୍ଥିତି ଉପୁଜିଥିଲା। ତେବେ ଅସ୍ଥାୟୀ ହେଲେ ଜିଲ୍ଲାରେ ଠପ୍ ହୋଇପଡ଼ିଛି ବିଏସ୍ଏନ୍ଏଲ୍ ସେବା। ଫଳରେ ଗ୍ରାହକ ବିଏସ୍ଏନ୍ଏଲ୍ […]

  • Monday, 26 July 2021
marga
'ଅଚାନକ ଯାଅ, ହସ୍ପିଟାଲ ଯାଞ୍ଚ କର'

ଭୁବନେଶ୍ୱର: ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ୨୭ ଜଣ କରୋନାରେ ଆକ୍ରାନ୍ତ ହେବା ପରେ DMETର ପଦକ୍ଷେପ। ରାଜ୍ୟରେ ଘରୋଇ ହସ୍ପିଟାଲ କର୍ମଚାରୀ କରୋନା ସଂକ୍ରମିତ ଘଟଣା ସାମ୍ନାକୁ ଆସିବା ପରେ DMET ପକ୍ଷରୁ ସମସ୍ତ ହସ୍ପିଟାଲ ପାଇଁ ଏକ ଗାଇଡ୍‌ଲାଇନ ଜାରି ହୋଇଥିଲା। ଏହାର କଡ଼ାକଡ଼ି ଯାଞ୍ଚ ପାଇଁ ଏକ୍‌ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍, ଜଣେ ପୋଲିସ ଅଧିକାରୀ ଓ ଜଣେ ଡାକ୍ତରଙ୍କୁ ନେଇ ତିନିଜଣିଆ ଟିମ୍ ଗଠନ କରାଯାଇଛି। ଏହି ଗାଇଡ୍‌ଲାଇନ ଅନୁସାରେ, ସମସ୍ତ ଘରୋଇ ହସ୍ପିଟାଲଙ୍କ […]

  • Monday, 26 July 2021
jagannatha
ଆଡ଼ପ ମଣ୍ଡପକୁ ବିଜେ କଲେ ତିନି ଠାକୁର

ଭୁବନେଶ୍ୱର: ଆଡ଼ପ ମଣ୍ଡପକୁ ବିଜେ କଲେ ତିନି ଠାକୁର। ଆଜି ସନ୍ଧ୍ୟାରେ ଗୋଟି ପହଣ୍ଡିରେ ପ୍ରଥମେ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ ବଡ଼ଠାକୁର ବଳଭଦ୍ର। ବିଜେ କାହାଳୀ ବାଜିବା ପରେ ପ୍ରଥମେ ମଦନମୋହନ, ରାମକୃଷ୍ଣ ଓ ପରେ ସୁଦର୍ଶନ ଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ। ଏହାପରେ ବଳଭଦ୍ରଙ୍କୁ ସେବାୟତମାନେ ଆଡ଼ପ ମଣ୍ଡପରେ ଅବସ୍ଥାନ କରାଇ ସୁଭଦ୍ରାଙ୍କୁ ପହଣ୍ଡରେ ନେଇଥିଲେ। ସବା ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ। ଏହା ପୂର୍ବରୁ ଆଜି ରଥ ଉପରେ ଠାକୁରଙ୍କର […]

congress
୨୬ରେ ଆନ୍ଦୋଳନ କରିବେ ସମସ୍ତ ବିରୋଧୀ ଦଳ

ଭୁବନେଶ୍ୱର: ଆସନ୍ତା ୨୬ ତାରିଖରେ ସମସ୍ତ ବିରୋଧୀ ଦଳ ଆନ୍ଦୋଳନ କରିବେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯିବ। କଂଗ୍ରେସ ଏହି ଆନ୍ଦୋଳନର ନେତୃତ୍ୱ ନେଉଛି। କରୋନା ମୁକାବିଲା ଓ ଲୋକଙ୍କ ଜୀବନ ଜୀବିକା ସୁରକ୍ଷିତ ରଖିବାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଫଳ ହୋଇଥିବା ଅଭିଯୋଗ କରିଛନ୍ତି ୧୩ଟି ବିରୋଧୀ ଦଳ । ୨୬ ତାରିଖରେ ବିକ୍ଷୋଭ ପ୍ରଦର୍ଶନ ସହିତ ରାଜ୍ୟପଳଙ୍କୁ ପ୍ରଦାନ କରାଯିବ। […]

  • Monday, 26 July 2021
tela
ବଢ଼ୁଛି ତୈଳ ଦର; ଖାଉଟି ଅସନ୍ତୋଷ, ସରକାର ନିରବଦ୍ରଷ୍ଟା

ଭୁବନେଶ୍ୱର: ଲଗାତର ୧୮ ଦିନ ଧରି ବଢ଼ିଛି ତେଳ ଦର। ଜୁନ୍ ୬ ପରଠୁ ଆଉ ଥମିବାର ନା ନେଉନି ପେଟ୍ରୋଲ୍-ଡିଜେଲ୍। ମୂଲ୍ୟ ପ୍ରଥମ ଥର ପାଇଁ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦରକୁ ଅତିକ୍ରମ କରିଛି ଡିଜେଲ। ଗୋଟିଏ ପଟେ କରୋନା ମାଡ଼ରେ ଲୋକଙ୍କ ଆର୍ଥିକ ଅବସ୍ଥା ଦେବାଳିଆ ଥିବା ବେଳେ ଏପଟେ ହୁ ହୁ ବଢୁଥିବା ତେଲ ଯୋଗୁଁ ଅନ୍ୟାନ୍ୟ ସାମଗ୍ରୀର ଦର ବଢ଼ିବା ଆଶଙ୍କା କରାଯାଉଛି। ସେପଟେ ତେଲଦର ବୃଦ୍ଧିକୁ ନେଇ ତେଜିଛି ରାଜନୀତି। […]

  • Monday, 26 July 2021
ratha
ସରିଲା ରଥଯାତ୍ରା: ଶ୍ରେୟ ନେବାକୁ ରାଜନୈତିକ ଦଳଙ୍କ ମଧ୍ୟରେ ପ୍ରତିଯୋଗିତା

ଭୁବନେଶ୍ୱର: ସୁପ୍ରିମ୍‌କୋର୍ଟଙ୍କ କଟକଣା ମାନି ସଫଳ ଭକ୍ତଶୂନ୍ୟ ରଥଯାତ୍ରା ପରେ ଏବେ ଶ୍ରେୟ ନେବାକୁ ପ୍ରତିଯୋଗିତା ଲାଗିଛି। ବିଜେପି ପରୋକ୍ଷରେ ରାଜ୍ୟ ସରକାରଙ୍କୁ ଷଡ଼ଯନ୍ତ୍ରକାରୀ କହି ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କ ହସ୍ତକ୍ଷେପ ଯୋଗୁ ରଥ ଗଡ଼ିଲା ବୋଲି କହିଛି। ବିଜେଡି କିନ୍ତୁ ଏ ନେଇ ଚୁପଥିବା ବେଳେ କଂଗ୍ରେସ କହିଛି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର କେହି ରଥଯାତ୍ରା ଚାହୁଁନଥିଲେ। କାଳିଆ ଯୋଗୁ ହିଁ ରଥଯାତ୍ରା ସୁରୁଖୁରରେ ହେଲା ବିନା ଭକ୍ତରେ ରଥ ଗଡ଼ିବା […]

  • Monday, 26 July 2021
biramitrapur
ନାବାଳିକାର ଗର୍ଭପାତ ଅଭିଯୋଗରେ ସନ୍ଦେହ ଘେରରେ ପୁଲିସ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ନାବାଳିକାର ଗର୍ଭପାତ ଅଭିଯୋଗରେ ପୋଲିସର ଭୂମିକା ଏବେ ସନ୍ଦେହ ଘେରକୁ ଆସିଛି। ବୀରମିତ୍ରପୁର ଥାନା ଅଧିକାରୀ ଓ ଜଣେ ଡାକ୍ତରଙ୍କ ସମେତ ଘଟଣାରେ ସଂପୃକ୍ତ ଅନ୍ୟ ୪ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି। ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ପକ୍ଷରୁ ରାଏବଗା ଥାନାରେ ଏନେଇ ଲିଖିତ ଭାବେ ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ୬ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି। ସୁନ୍ଦରଗଡ଼ ଏସ୍ପିଙ୍କ ନେତୃତ୍ୱରେ ଏକ […]

  • Monday, 26 July 2021
ମଦଲୂଓଗଲସାଲୂ
କଣ୍ଟେନମେଣ୍ଟ ଜୋନ୍‌ରେ ଚଢ଼ା ଦରରେ ସାମଗ୍ରୀ ବିକ୍ରି ନେଇ ହୋହଲ୍ଲା

ଭୁବନେଶ୍ୱରୟ/ ନୟାଗଡ଼: କଣ୍ଟେନମେଣ୍ଟ ଜୋନ୍‌କୁ ନେଇ ଭୁବନେଶ୍ୱର ଡୁମୁଡୁମା ସୁବାସ ନଗର ବସ୍ତିରେ ଅସନ୍ତୋଷ ଦେଖାଦେଇଛି। କଣ୍ଟେନମେଣ୍ଟ ଜୋନ୍ ଭିତରେ ମିଳୁଥିବା ସାମଗ୍ରୀ ଦର ଅତ୍ୟଧିକ ରହୁଥିବା ଲୋକେ ଅଭିଯୋଗ କରିଛନ୍ତି। ଶ୍ରମିକ ଶ୍ରେଣୀ ଲୋକ ଏତେ ଦର ଦେଇ ସାମଗ୍ରୀ କିଣିବାକୁ ଅସମର୍ଥ ବୋଲି ସେମାନେ କହିଛନ୍ତି। ସାମଗ୍ରୀ ଦର ଅଧିକ ଥିବାକୁ ଏହାର ପ୍ରତିବାଦରେ ଲୋକେ ହନୁମାନ ମନ୍ଦିର ନିକଟରେ ଏକାଠି ହୋଇ ହୋହଲ୍ଲା କରିଥିଲେ ଲୋକେ। ଘଟଣା ସ୍ଥଳରେ ପୁଲିସ୍ ପହଞ୍ଚି ସ୍ଥିତି […]

  • Monday, 26 July 2021
bagchi
ବୟସ୍କଙ୍କ ସୁରକ୍ଷା ଚିନ୍ତା : ସେମାନଙ୍କୁ ମୃତ୍ୟୁ ମୁଖକୁ ଠେଲିଦିଅନ୍ତୁ ନାହିଁ ବୋଲି କହିଲେ ବାଗଚୀ

ଭୁବନେଶ୍ୱର: ବୟସ୍କଙ୍କୁ ମୃତ୍ୟୁ ମୁଖକୁ ଠେଲିଦିଅନ୍ତୁ ନାହିଁ। ବୟସ୍କଙ୍କ ପାଖକୁ ଗଲାବେଳେ ମାସ୍କ ପିନ୍ଧି ଯାଆନ୍ତୁ ବୋଲି ପରାମର୍ଶ ଦେଇଛନ୍ତି କୋଭିଡ୍ ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ। କରୋନା ନେଇ ରାଜ୍ୟ ସରକାରଙ୍କ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧନ କରି ଏପରି କହିଛନ୍ତି ବାଗ୍‌ଚୀ। ବୟସ୍କ ଲୋକଙ୍କ ପ୍ରତି ରହିଥିବା ବିପଦ କଥା ବୁଝାଇ ବାଗଚୀ କହିଛନ୍ତି, ବୟସ ବଢ଼ିଲେ ରୋଗ ପ୍ରତିରୋଧକ ଶକ୍ତି କମେ। ବିଭିନ୍ନ ରୋଗ ହୁଏ। ବିଶେଷତଃ ମଧୁମେହ, ରକ୍ତଚାପ, ଶ୍ୱାସ […]

  • Monday, 26 July 2021
coronavirus
ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଏ ନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୯, ଖୋର୍ଦ୍ଧାରୁ ୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୧୬, ଜଗତସିଂହପୁରରୁ ୧୪, ବାଲେଶ୍ୱରରୁ ୭, କଟକରୁ ୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ। ଅନୁଗୁଳ, ଯାଜପୁର ଓ ପୁରୀରୁ ୪ ଜଣ ଲେଖାଏ […]

jirang
କଣ୍ଟେନମେଣ୍ଟ ଜୋନ ଘୋଷଣା ପରେ ଗାଁ ଲୋକଙ୍କ ରାସ୍ତା ଅବରୋଧ

ଗଜପତି: ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକର ଜିରାଙ୍ଗ ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା ପରେ ଲୋକେ ଗଛ ଓ ପଥର ପକାଇ ରାସ୍ତା ଅବରୋଧ କରିଛନ୍ତି। ଜିରାଙ୍ଗ ଗାଁରୁ କରୋନା ପଜିଟିଭ ବାହାରିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗାଁକୁ ଗୋଟିଏ ସପ୍ତାହ ପାଇଁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ଏହାକୁ ନେଇ ଗ୍ରାମବାସୀମାନେ ମୁଖ୍ୟ ରାସ୍ତାରେ ପଥର ଓ ଗଛ ପକାଇ ରାସ୍ତାକୁ ଅବରୋଧ କରିଥିଲେ। ଯେପରି ଗାଁକୁ ବାହାରୁ ଲୋକ ଆସିନପାରିବେ, ଏଥିପାଇଁ […]

  • Monday, 26 July 2021
coronavirus
କରୋନା ନେଇ ଓଡ଼ିଶାରେ ଆଲାର୍ମିଂ ପରିସ୍ଥିତି ନାହିଁ: ILS ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା ଆଣ୍ଟିବଡି ଟେଷ୍ଟ। ଆସନ୍ତା ସପ୍ତାହରେ ଓଡ଼ିଶାରେ ପହଞ୍ଚିବ ଆଣ୍ଟିବଡି ଟେଷ୍ଟ କିଟ୍।  ICMR ଦ୍ୱାରା ଅନୁମୋଦିତ କିଟ୍ ଓଡ଼ିଶା ଆସି RMRCରେ ପହଞ୍ଚିବ। ବର୍ତ୍ତମାନ ଚାଲିଥିବା ଘରକୁ ଘର ହେଉଥିବା ସର୍ଭେରେ ଏହାକୁ ବ୍ୟବହାର କରାଯିବ। ତେବେ ଆସନ୍ତାକାଲି ଓଡ଼ିଶାରେ ଟେଷ୍ଟିଂ କେମିତି ହେବ ସେ ନେଇ ଏକ ଯୋଜନା ପ୍ରସ୍ତୁତ କରାଯିବ। ତେବେ ଓଡ଼ିଶାରେ ବର୍ତ୍ତମାନ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି ILS ନିର୍ଦ୍ଦେଶକ କହିଛନ୍ତି। ଏବେ ଯେଉଁ ସଂକ୍ରମିତ […]

ଈଓଊପୋ
ରଥଯାତ୍ରାରେ ସାମିଲ ୫ ହଜାର ବ୍ୟକ୍ତିଙ୍କର କୋଭିଡ୍ ଟେଷ୍ଟ ହେବ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କର ୨ ଥର କୋଭିଡ ଟେଷ୍ଟ ହେବ। ଅଢ଼େଇ ହଜାର ସେବାୟତଙ୍କର ୨ ରାଉଣ୍ଡ କୋଭିଡ୍ ଟେଷ୍ଟ କରାଯିବ। ସେମାନଙ୍କ ବ୍ୟତୀତ ପୋଲିସ୍, ସଫେଇ କର୍ମଚାରୀଙ୍କର ମଧ୍ୟ ଟେଷ୍ଟ କରାଯିବ। ରଥ ଯାତ୍ରାରେ ସାମିଲ ୫ ହଜାର ବ୍ୟକ୍ତିଙ୍କର ଏହି କୋଭିଡ୍ ଟେଷ୍ଟ ହେବ ବୋଲି ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ପରିଚାଳନା କମିଟି ଉପାଧ୍ୟକ୍ଷ ସୁରେଶ ମହାପାତ୍ର ଏହି ସୂଚନା ଦେଇଛନ୍ତି। ୨୮ ତାରିଖ ରଥ ଦକ୍ଷିଣ ମୋଡ଼ ପୂର୍ବରୁ ଟେଷ୍ଟ ପ୍ରକ୍ରିୟା ସାରିବାକୁ […]

coronavirus
ରାଜ୍ୟରେ ଆଉ ୧୨୫ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୨୫ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଆଜି ସମସ୍ତ ଆରୋଗ୍ୟଙ୍କୁ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯିବ। ସର୍ବାଧିକ ୩୩ ଜଣ ଖୋର୍ଦ୍ଧାରୁ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୩, ପୁରୀରୁ ୧୪, କଟକରୁ ୧୪, ମୟୂରଭଞ୍ଜରୁ ୧୩, ଗଞ୍ଜାମ ୧୦, […]

  • Monday, 26 July 2021
rahunath mohapatara
ଗୁଣ୍ଡିଚା ମନ୍ଦିର ଭିତରେ ଅଧର ପଣା କେମିତି ହେବ ବୋଲି ପ୍ରଶ୍ନ କଲେ ରଘୁନାଥ ମହାପାତ୍ର ?

ପୁରୀ: ସୁପ୍ରିମକୋର୍ଟଙ୍କ ରଥ ବନ୍ଦ ରାୟ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ପଣ୍ଡିତ ରଘୁନାଥ ମହାପାତ୍ର। ସୁପ୍ରିମକୋର୍ଟରେ ୧୦ ଲକ୍ଷରୁ ଅଧିକ ଭକ୍ତ ସମାଗମ ହେବେ ବୋଲି ଯେଉଁ ତଥ୍ୟ ଉପସ୍ଥାପନ କରାଗଲା, ତାହା ଭୁଲ ଥିଲା। ପୁରୀ ଗଜପତି ମହାରାଜ ଯେଉଁ ଚିଠି ଲେଖିଛନ୍ତି, ତାହା ଛତିଶା ନିଯୋଗ, ଶଙ୍କରାଚାର୍ଯ୍ୟ ସମସ୍ତଙ୍କର ମତ ବୋଲି କହିଛନ୍ତି ରଘୁନାଥ। ଅଧର ପଣା ରଥ ଉପରେ ହୁଏ, ଗୁଣ୍ଡିଚା ମନ୍ଦିର ଭିତରେ କେମିତି ହେବ […]

  • Monday, 26 July 2021
raha
ରଥଯାତ୍ରା ପାଇଁ ପିଟିସନ୍ ଦାୟର କଲେ ସମ୍ବିତ ପାତ୍ର, ସରକାରଙ୍କୁ ଚିଠି ଲେଖିଲେ ପୁରୀ ବିଧାୟକ

ପୁରୀ: ଗଜପତି ମହାରାଜାଙ୍କ ପରେ ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ଭକ୍ତଶୂନ୍ୟ ରଥଯାତ୍ରା ଲାଗି ଆବେଦନ କରିବାକୁ ଅନୁରୋଧ କରି ଚିଠି ଲେଖିଛନ୍ତି ବିଧାୟକ। ତା ସହିତ ବିଧାୟକ ଭାବେ ରଥଯାତ୍ରା ପାଇଁ ସମସ୍ତ ସହଯୋଗ କରିବେ ବୋଲି ଜୟନ୍ତ ଷଡ଼ଙ୍ଗୀ ଚିଠିରେ ଲେଖିଛନ୍ତି। ସରକାର କୋର୍ଟଙ୍କ ଆଗରେ ଭକ୍ତଶୂନ୍ୟ ରଥଯାତ୍ରାର ଯୁକ୍ତି ରଖନ୍ତୁ। ଭକ୍ତଶୂନ୍ୟ ରଥ ପାଇଁ ମଡିଫିକେସନ ପିଟିସନ କରନ୍ତୁ। କୋଟିକୋଟି ଭକ୍ତ ରଥଯାତ୍ରା ପାଇଁ ଚାହିଁ […]

  • Monday, 26 July 2021
cm-naveen
Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ପୁରୀ: ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଶାସ୍ତ୍ର ସଂପର୍କିତ ଚିଠି ଓ ଶଙ୍କରାଚାର୍ଯ୍ୟଙ୍କ କ୍ଷୋଭ ସତ୍ତ୍ୱେ କାହିଁକି ମୁହଁ ଖୋଲୁନାହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ? ତାକୁ ନେଇ ଏବେ ପ୍ରଶ୍ନ ଉଠିଛି। ପୁରୀ ରଥଯାତ୍ରା ନେଇ ଗତକାଲି ଗଜପତି ମହାରାଜା ରାଜ୍ୟ ସରକାରଙ୍କୁ ଚିଠି ଲେଖିଥିଲେ। ସେ ଚିଠିରେ ଲେଖିଥିଲେ, ଶାସ୍ତ୍ର, ତତ୍ୱ, ଇତିହାସ, ଧାର୍ମିକ ଭାବନା ଓ ଆଇନଗତ ଆଦି ବିଭିନ୍ନ ଦୃଷ୍ଟିକୋଣରୁ ପୁରୀ ରଥଯାତ୍ରାର ସ୍ୱତନ୍ତ୍ର ମହତ୍ୱ ଓ ଗୁରୁତ୍ୱ ରହିଛି। […]

shnakara-charya
Puri Rath Yatra 2020:ରଥଯାତ୍ରା ଆୟୋଜନ ନେଇ ଆବେଦନ ଗ୍ରହଣ ହୋଇନଥିବାରୁ ଖପ୍ପା ପୁରୀ ଶଙ୍କରାଚାର୍ଯ୍ୟ

ପୁରୀ: ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ପରେ ଖପ୍ପା ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ। ଯାତ୍ରା ଆୟୋଜନ ସପକ୍ଷରେ ହୋଇଥିବା ଆବେଦନ ଏଯାଏଁ ଗ୍ରହଣ ହୋଇନଥିବା ପରିପ୍ରେକ୍ଷୀରେ ସେ କଡ଼ା ପ୍ରତିକ୍ରିୟା ରଖିଛନ୍ତି।  ଶଙ୍କରାଚାର୍ଯ୍ୟ କହିଛନ୍ତି ଯେ ଯାତ୍ରା ଆୟୋଜନ ନେଇ ହୋଇଥିବା ଆବେଦନକୁ କୋର୍ଟ ଗତକାଲି ବିଚାର ଲାଗି ଗ୍ରହଣ କରିପାରିଥାଆନ୍ତେ। ରଥଯାତ୍ରାକୁ ମାତ୍ର ଗୋଟିଏ ଦିନ ବାକି ଥିବା ବେଳେ ଆବେଦନକୁ ଗ୍ରହଣ କରାଯାଇନଥିବାରୁ ଏହା ସୁନିୟୋଜିତ ଯୋଜନା […]

cuttack
ସମସ୍ୟାର ସାଥି ହେବ ପ୍ରଶାସନ: ଖୁବ୍‌ଶୀଘ୍ର ଆରମ୍ଭ ହେବ 'ତୁ ମୋ ସାହାରା' ଯୋଜନା

ଭୁବନେଶ୍ୱର: ଏଣିକି ପ୍ରଶାସନ ପହଁଞ୍ଚିବ ଆପଣଙ୍କ ପାଖରେ। ଯେକୌଣସି ସମସ୍ୟା ହେଉ ସଙ୍ଗେ ସଙ୍ଗେ ସହଯୋଗର ହାତ ବଢ଼ାଇବ ପ୍ରଶାସନ। ସରକାରୀ କାର୍ଯ୍ୟାଳୟ ହେଉ କିମ୍ବା ବେସରକାରୀ କାମ, ସମସ୍ୟା ନେଇ ପ୍ରଶାସନ ସହ ଯୋଗଯୋଗ କଲେ ଆପଣଙ୍କୁ ସଙ୍ଗେ ସଙ୍ଗେ ସାହାଯ୍ୟ ମିଳିବ। ଏମିତି କିଛି ନୂଆ ଯୋଜନା ଆରମ୍ଭ କରିବାକୁ ଯାଉଛି କଟକ ଜିଲ୍ଲା ପ୍ରଶାସନ। ଯାହାର ନାଁ ରଖାଯାଇଛି ‘ତୁ ମୋ ସାହାରା।’ କେବଳ ସିନିଅର ସିଟିଜେନ ନୁହଁନ୍ତି, ଯେ କୌଣସି ବ୍ୟକ୍ତି […]

  • Monday, 26 July 2021
niranjan pattnaik
'ସରକାର ବିଳମ୍ବରେ ନିଷ୍ପତ୍ତି ନେବାରୁ କଳାପାହାଡ଼ ଭଳି ଇତିହାସ ପୁଣି ଥରେ ସୃଷ୍ଟି ହେଲା'

ପୁରୀ: ରଥଯାତ୍ରାକୁ ନେଇ ରାଜ୍ୟ ସରକାର ନିଷ୍ପତ୍ତି ବିଳମ୍ବରେ ନେଲେ। କରୋନା ଯୋଗୁ ନିଷ୍ପତ୍ତି ନେବାକୁ ଭୟ କଲେ ରାଜ୍ୟ ସରକାର। ଯାହା ଫଳରେ କଳାପାହାଡ଼ ଭଳି ଇତିହାସ ପୁଣି ଥରେ ସୃଷ୍ଟି ହେଲା। ଆଜି ଏପରି ଢଙ୍ଗରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ରଥଯାତ୍ରା ହେଲେ କରୋନା ବ୍ୟାପିବା ଆଶଙ୍କା କରି ରାଜ୍ୟ ସରକାର ଚୁପ୍ ରହିଲେ। ତେଣୁ ସୁପ୍ରିମକୋର୍ଟଙ୍କୁ ଏନେଇ ନିଷ୍ପତ୍ତି ନେବାକୁ ପଡ଼ିଲା। ବର୍ତ୍ତମାନ ଲୋକେ ଘରୁ […]

  • Monday, 26 July 2021
ratha
ଚଳିତ ବର୍ଷ ରଥଯାତ୍ରା ନକରିବା ଉଚିତ୍: ଖାରବେଳ ସ୍ୱାଇଁ

ପୁରୀ: ଚଳିତ ବର୍ଷ ରଥଯାତ୍ରା ନକରିବା ଉଚିତ୍। ରଥାଯାତ୍ରା ହେଲେ କରୋନା ସଂକ୍ରମଣ ବଢ଼ିପାରେ। ତେଣୁ ରାଜ୍ୟ ଓ କେନ୍ଦ୍ରସରକାର ରଥଯାତ୍ରା କରିବାକୁ ଚାହୁଁ ନାହାନ୍ତି ବୋଲି ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେପି ନେତା ଖାରବେଳ ସ୍ୱାଇଁ। ରଥଯାତ୍ରା ହେଲେ ସାରା ବିଶ୍ୱକୁ ଭୁଲ ସନ୍ଦେଶ ଯିବ। ଅନ୍ୟ ଧର୍ମର ସବୁ କାର୍ଯ୍ୟକ୍ରମ ବନ୍ଦ ହୋଇଛି। ତେଣୁ ରଥଯାତ୍ରା ବନ୍ଦ ନିଷ୍ପତ୍ତି ଠିକ୍ ଏବଂ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ସମସ୍ତେ ମାନିବା ଜରୁରୀ ବୋଲି ଖାରବେଳ କହିଛନ୍ତି। ଗୋଟିଏ […]

  • Monday, 26 July 2021
gajapati raja
Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

ପୁରୀ: ଶ୍ରୀମନ୍ଦିର ଭିତରେ ପରମ୍ପରା ରକ୍ଷା ଓ  ଶାସ୍ତ୍ର ସମ୍ମତ ବ୍ୟବସ୍ଥା ସ୍ଥିର କରିବାକୁ ନିଷ୍ପତ୍ତି ନେଇଛି ପରିଚାଳନା କମିଟି। ରଥଯାତ୍ରା ବନ୍ଦ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି। ତେବେ ଶ୍ରୀମନ୍ଦିର ଭିତରେ କେମିତି ବିଧିରକ୍ଷା କରାଯାଇପାରିବ ସେନେଇ ଆଜି ସଂଧ୍ୟାରେ ଛତିଶା ନିଯୋଗ ପ୍ରତିନିଧିଙ୍କ ବୈଠକ ବସିବ। ତେବେ ପରିଚାଳନା କମିଟି ବୈଠକ ଶେଷ ହେବା ପରେ ଗଜପତି ମହାରାଜା […]

ipbp
ଓଡ଼ିଶାର ଶତାୟୁ ବୃଦ୍ଧାଙ୍କ ଘରେ ବ୍ୟାଙ୍କ ସେବା ପହଞ୍ଚାଇଲା IPPB

ନୂଆଦିଲ୍ଲୀ: ଟଙ୍କା ଉଠାଇବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିବା ଓଡ଼ିଶାର ନୂଆପଡ଼ାର ଜଣେ ବୃଦ୍ଧା ମହିଳାଙ୍କୁ ସହାୟତାର ହାତ ବଢ଼ାଇଲା ପୋଷ୍ଟ ପେମେଣ୍ଟସ ବ୍ୟାଙ୍କ। ବ୍ୟାଙ୍କ ପକ୍ଷରୁ ତାଙ୍କର ଏକ ନୂଆ ଖାତା ଖୋଲାଯାଇଛି। ଏହାଫଳରେ ବୃଦ୍ଧାଜଣକ ମହିଳାଜଣଙ୍କ ଘରେ ରହି ଆଧାର କାର୍ଡ ସହାୟତାରେ ଟଙ୍କା ଉଠାଇପାରିବେ ବୋଲି କେନ୍ଦ୍ର ମନ୍ତ୍ରୀ ରବିଶଙ୍କର ପ୍ରସାଦ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। କିଛିଦିନ ତଳେ ଟଙ୍କା ଉଠାଣ ପାଇଁ ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବରଗାଁର ଜଣେ ୧୨୦ […]

  • Monday, 26 July 2021
sura-routray
Puri Rath Yatra 2020:ରଥଯାତ୍ରା ବନ୍ଦ ପ୍ରସଙ୍ଗ- ବିଜେପି ନେତା ବିଜୟଙ୍କ ସରକାରଙ୍କୁ କଡ଼ା ସମାଲୋଚନା, କାନ୍ଦି ପକାଇଲେ ସୁର

ପୁରୀ: ରଥଯାତ୍ରା ବନ୍ଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କଲେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର। ଗତକାଲିର ଦିନ ଓଡ଼ିଶା ଇତିହାସରେ ସ୍ମରଣୀୟ ହୋଇ ରହିବ। ଯାହା ଆଶଙ୍କା ହେଉଥିଲା ଚକ୍ରାନ୍ତ ଓ ଷଡ଼ଯନ୍ତ୍ର ଚାଲିଛି। ଶେଷରେ ସେମାନେ ସଫଳ ହେଲେ ବୋଲି ବିଜୟ କହିଛନ୍ତି। ସ୍ନାନଯାତ୍ରା ଠାରୁ ଆଜି ଯାଏ କଟକଣା ଭିତରେ ନୀତିକାନ୍ତି ହୋଇଛି। ଏବେ ସୁପ୍ରିମକୋର୍ଟଙ୍କ ରାୟ ସମସ୍ତେ ମାନିବେ। କିନ୍ତୁ ରାଜ୍ୟ ସରକାର ସଂଦେହ ଘେରରେ ରହିଲେ। […]